ରାଜ୍ୟ

ଆଇନ ମନ୍ତ୍ରୀ ଦେଲେ ବଡ଼ ସୂଚନା: ସରକାର ଆଣିବେ ଏକ ନୂଆ ଯୋଜନା, ଏଥିରେ ରହିଛି…

ଭୁବନେଶ୍ୱର,୨୮ା୧୦: ମଠ ମନ୍ଦିର ସୁରକ୍ଷା ପାଇଁ ଏଣିକି ସରକାର ଏକ ନୂଆ ଯୋଜନା ଆଣିବାକୁ ଯାଉଛନ୍ତି। ଏହି ଯୋଜନାର ନାଁ ‘ଦେବାଳୟ ଯୋଜନା’। ନୂଆ ଯୋଜନା ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ସୂଚନା ଦେଇଛନ୍ତି। ଯୋଜନାକୁ ନେଇ...

ଆସନ୍ତାକାଲି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ, ନୂଆ କାର୍ଡରେ ସୁବିଧା ପାଇବେ…

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮ା୧୦: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ। ସାରା ଦେଶରେ ୭୦ ବର୍ଷରୁ...

ପ୍ରତି ରାତିରେ ଭିଣୋଇ ସାଜୁଥିଲେ ସଇତାନ: ଶାଳୀଙ୍କୁ ନିଶା ଦେଇ କରୁଥିଲେ ବଳାତ୍କାର ପରେ…

ଭୁବନେଶ୍ୱର,୨୮।୧୦: ପ୍ରତି ରାତିରେ ଭିଣୋଇ ସାଜୁଥିଲା ନର ରାକ୍ଷାସ। ରାତିରେ ଜାଗ୍ରତ ହେଉଥିଲା ତାଙ୍କର ସଇତାନ ପ୍ରକୃତି। ଶାଳୀଙ୍କ ବିସ୍ବାସରେ ଦେଇ ଚାଲିଥିଲା ବିଷ ପରେ ବିଷ। ଶେଷରେ ଗର୍ଭବତୀ ହେଲେ ନାବାଳିକା ଶାଳୀ। ୩ ମାସର ପିଲାକୁ ପେଟରେ...

ଦୁର୍ନୀତିଗ୍ରସ୍ଥଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ; ”କେତେବେଳେ ବି ବାନ୍ଧିପାରନ୍ତି ସରକାର”

ଭୁବନେଶ୍ୱର,୨୮ା୧୦: ସୋମବାର ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ଶୁନ୍ୟ ସହନଶୀଳତା ନୀତି ସରକାର ପ୍ରତିଶ୍ରୁତିବଦ୍ଧ। ରାଜ୍ୟରେ ଭାଜପା ସରକାର ଆସିବାର ୧୪୦ ଦିନ ହୋଇଛି। ଏଣିକି...

ପୁଣି ମାଡି ଆସୁଛି କି ବିପଦ, ଏଥରବି  କ’ଣ ସତ ହେବ ପଞ୍ଜିକା ଭବିଷ୍ୟବାଣୀ? ପ୍ରଳୟର ରୂପନେବ….

ପୁଣି ମାଡି ଆସୁଛି କି ବିପଦ? ସତ ହେବକି  ପଞ୍ଜିକା ଭବିଷ୍ୟବାଣୀ। ବାତ୍ୟା ପରେ ପୁଣି ନଭେମ୍ବରରେ ହେବକି ଭୂମିକମ୍ପ। ଥରିବକି ପୃଥ୍ବୀବୀ। ତେବେ କେବଳ ଭୂମିକମ୍ପ ନୁହେଁ ତୁଷାରପାତ, ଭୂସ୍ଖଳନ ଦ୍ୱାରା ବହୁ ଧନଜୀବନ କ୍ଷୟକ୍ଷତିର  ଆଶଙ୍କା କରୁଛି...

ଚାନ୍ଦବାଲିରେ ମଇଁଶିକୁ ଝାମ୍ପିନେଲା ୧୫ଫୁଟ ଲମ୍ବର କୁମ୍ଭୀର

ଚାନ୍ଦବାଲି, ୨୮ା୧୦(ଅଶୋକ କୁମାର ପଣ୍ଡା): ଭଦ୍ରକ ଜିଲା ଆରଡ଼ି ସାଳନ୍ଦୀ ନଦୀ ପଠାରୁ ମଇଁଶିକୁ ଝାମ୍ପିନେଲା କୁମ୍ଭୀର। ଆରଡି ନିକଟସ୍ଥ ଶୀତଳପୁର ଗାଁ ଦେଇ ପ୍ରବାହିତ ହେଉଥିବା ସାଳନ୍ଦୀ ନଦୀ ପଠାରେ ମଇଁଷୀ ଟି ପାଣି ପିଉଥିବା ବେଳେ ଝାମ୍ପିନେଲା...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କହିଲେ ଖୁବ୍‌ଶୀଘ୍ର ମିଳିବ ସୁଭଦ୍ରା ଟଙ୍କା, ଯେଉଁ ହିତାଧିକାରୀ…

ଭୁବନେଶ୍ୱର,୨୮ା୧୦: ସରକାରଙ୍କ ‘ସୁଭଦ୍ରା’ ଯୋଜନାର କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାକି ରହିଯାଇଥିବା ଯୋଗ୍ୟ ହିତାଧିକାରୀଙ୍କୁ ଖୁବ୍‌ଶୀଘ୍ର ସୁଭଦ୍ରା ଟଙ୍କା ମିଳିବ ଏ ପର୍ଯ୍ୟନ୍ତ ଏହି...

ଆନ୍ଦୋଳନରେ କର୍ମଚାରୀ: ଗଡୁନି ମୋ’ ବସ୍‌, ଯାତ୍ରୀ ହନ୍ତସନ୍ତ

ସମ୍ବଲପୁୂର,୨୮ା୧୦: ସମ୍ବଲପୁର ସହରରେ ସୋମବାର ସକାଳୁ ମୋ’ ବସ୍‌ ସେବା ବନ୍ଦ କରାଯାଇଛି। ମୋ’ ବସ୍‌ ର୍କମଚାରୀଙ୍କ ବିଭିନ୍ନ ଦାବିନେଇ ବନ୍ଦ ରହିଛି ମୋ’ ବସ୍‌। କର୍ମଚାରୀଙ୍କ ସାମାନ୍ୟ ଭୁଲ୍‌ ପାଇଁ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।...

ଯନ୍ତ୍ରଣାରେ ଛଟପଟ ହେଉଥିଲେ ଗର୍ଭବତୀ; ପ୍ରସବ କରାଇବାକୁ ୫୦୦୦ ଟଙ୍କା ଲାଞ୍ଚ ମାଗିଲେ ସରକାରୀ ନର୍ସ

ଅନୁଗୋଳ,୨୮ା୧୦: ଅତିଷ୍ଠ ହେଉଥିଲା ପ୍ରସବ ଯନ୍ତ୍ରଣା, ମାନବିକତା ହରାଇ ବସିଥିଲେ ସରକାର ଡାକ୍ତରଖାନାର ନର୍ସ। ଗର୍ଭବତୀଙ୍କ ପ୍ରସବ କରାଇବା ପାଇଁ ମାଗିଲେ ୫ ହଜାର ଟଙ୍କା ଲାଞ୍ଚ। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି ଅନୁଗୋଳ ଜିଲାରେ। ଯେଉଁଥିପାଇଁ ପିଲାଜନ୍ମ...

ସବୁ ଗୁଣ୍ଡ କରିବୁ, ମନ୍ତ୍ରୀ ଆସିବା ପୂର୍ବରୁ ବାଡେଇ ବାଡେଇ ଫଳକ ଭାଙ୍ଗିଦେଲେ ବ୍ଲକ୍‌ ଅଧ୍ୟକ୍ଷା

ପାଲଲହଡ଼ା,୨୮।୧୦ (ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକଙ୍କ ଦ୍ୱାରା ରବିବାର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଉଦ୍‌ଘାଟନ ହେବାର କାର୍ଯ୍ୟକ୍ରମ ରହିଥିଲା। ତେବେ ଅନେକ ଉଦଘାଟନୀ ଫଳକରେ ବ୍ଲକ ଅଧ୍ୟକ୍ଷା ରୀନାରାଣୀ ନାୟକଙ୍କ...

ଫେରିବ ପଥୋତ୍ସବ: ସକାଳ ସାଢ଼େ ୭ଟାରୁ ୧୦ ଯାଏ ଚାଲିବ

ଭୁବନେଶ୍ୱର,୨୮ା୧୦: ମୌସୁମୀ ଫେରିବା ପରେ ରାଜଧାନୀ ଭୁବନେଶ୍ୱରକୁ ସଅଳ ଶୀତ ଋତୁକୁ ଟାଣି ଆଣିଛି ବାତ୍ୟା ଦାନା। ସକାଳୁ ସକାଳୁ କୁହୁଡି ଦେଖିବାକୁ ମିଳୁଥିବା ବେଳେ ରାତିରେ ଥଣ୍ଡା ମଧ୍ୟ ଅନୁଭୂତ ହେଉଛି। ଏଭଳି ଶୀତୁଆ ପାଗକୁ ଆହୁରି ମଜାଦାର...

ଆଜି ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଳୀଖଟିର ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୧୦: ଆଜି ବି ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ। ୨ୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବାଲେଶ୍ବର ଓ ମୟୂରଭଞ୍ଜ ଜିଲା ପରିଦର୍ଶନ କରିବେ। ଅନ୍ୟପେକ୍ଷେ ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଳୀଖଟିର ସ୍ଥିତି ମଧ୍ୟ ପରଖିବେ। ମୁଖ୍ୟମନ୍ତ୍ରୀଙ୍କ ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri