ରାଜ୍ୟ

କବଚ ସିଷ୍ଟମ କ’ଣ? ବାଲେଶ୍ୱର ଦୁର୍ଘଟଣାରେ ଏହାକୁ ନେଇ ହେଉଛି ଆଲୋଚନା…

ନୂଆଦିଲ୍ଲୀ,୩।୬:ଓଡିଶା ବାଲେଶ୍ୱର ବାହାନଗାରେ ହୋଇଥିବା ଛାତିଥରା ଟ୍ରେନ ଦୁର୍ଘଟଣା ନେଇ ଅନେକ ପ୍ରଶ୍ନ ଉଠିଛି। ଦୁର୍ଘଟଣା କିପରି ଏବଂ କେମିତି ହେଲା ଏନେଇ ଆଲୋଚନା ଏବଂ ସମାଲୋଚନା ମଧ୍ୟ ଲାଗିରହିଛି। ତେବେ ବିରୋଧୀ ଏହାକୁ ସରକାରଙ୍କ ସାଧାରଣ ଲୋକଙ୍କୁ ଅବହେଳା...

ଟ୍ରେନ୍‌ ଦୁର୍ଘଟଣା ନେଇ ଶୋକ ବ୍ୟକ୍ତ କଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲାମବାଦ,୩।୬: ବାହାନଗ ଟ୍ରେନ୍‌ ଦୁର୍ଘଟଣାନେଇ ଟ୍ବିଟ୍‌ ଯୋଗେ ଶୋକ ବ୍ୟକ୍ତ କରିଛନ୍ତି ପାକିସ୍ତାନର ପ୍ରଧାନମନ୍ତ୍ର ଶେହବାଜ ଶରିଫ୍‌। ସେ କହିଛନ୍ତି, ଭାରତରେ ହୋଇଥିବା ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମୁଁ ସମବେଦନା ଜ୍ଞାପନ କରୁଛି। ଆହତଙ୍କୁ ଆଶୁଆରୋଗ୍ୟ କାମନା କରୁଛି।...

ଟ୍ରେନ୍‌ ଦୁର୍ଘଟଣା ଆହତଙ୍କୁ ଭେଟିଲେ ରାଜ୍ୟପାଳ

ଭୁବନେଶ୍ୱର,୩।୬(ବ୍ୟୁରୋ): ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଆହତ ଯାତ୍ରୀଙ୍କୁ ଭେଟିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ୍‌। ବାଲେଶ୍ୱର ସୋରର ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ସ୍ବାସ୍ଥ୍ୟବସ୍ଥା ଉପରେ ପଚାରି ବୁଝିଛନ୍ତି। ଆହତଙ୍କୁ ଉପଯୁକ୍ତ ଚିକିତ୍ସା ପ୍ରଦାନ କରିବାକୁ ଡାକ୍ତରଙ୍କୁ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୬(ବ୍ୟୁରୋ): ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଶନିବାର ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ କରମଣ୍ଡଳ ଦୁର୍ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି। ଦୁର୍ଘଟଣାରେ ମୃତାହତଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଆହତ ଲୋକଙ୍କ...

ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କୁ କ୍ଷତିପୂରଣ ପ୍ରଦାନ କଲେ ରେଳ କର୍ମଚାରୀ

ସୋର,୩।୬: ବାହାନଗାରେ ଶୁକ୍ରବାର ହୋଇଥିବା ଟ୍ରେନ୍‌ ଦୁର୍ଘଟଣାରେ ୨୩୮ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୯୦୦ରୁ ଉର୍ଦ୍ଧ ବ୍ୟକ୍ତି ଆହତ ହୋଇଛନ୍ତି। ତେବେ ଏନେଇ ସୋର ମେଡିକାଲରେ ରେଳ କର୍ମଚାରୀ ଆହତଙ୍କୁ ୫୦ହଜାର ଟଙ୍କା ପ୍ରଦାନ କରିଛନ୍ତି। ଶୁକ୍ରବାର ରେଳ ମନ୍ତ୍ରୀ ଅଶ୍ୱିନି...

ବାହାନଗାରେ ମମତା: କଲେ ଦୁର୍ଘଟଣାସ୍ଥଳ ପରିଦର୍ଶନ

ଭୁବନେଶ୍ୱର,୩।୪(ବ୍ୟୁରୋ)/କୋଲକାତା: ବାଲେଶ୍ୱର ଜିଲା ବାହାନଗାଠାରେ ହୋଇଥିବା ଟ୍ରେନ୍‌ ଦୁର୍ଘଟଣାସ୍ଥଳରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶନିବାର ପହଞ୍ଚିଛନ୍ତି। ସେ ହେଲିକପ୍ଟର ଯୋଗେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହା ପୂର୍ବରୁ ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚିଥିବା ବେଳେ ପ୍ରଧାନମନ୍ତ୍ରୀ...

୪ଟି ଟ୍ରେନ୍‌ର ରୁଟ ପରିବର୍ତ୍ତିନ

ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶ୍ବରର ବାହାନଗାରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣା ପରେ ବର୍ତ୍ତମାନ ସୁଦ୍ଧା ଗୋଟେ ଟ୍ରେନ ବାତିଲ ହୋଇଥିବା ବେଳେ ୪ଟି ଟ୍ରେନର ରୁଟ ପରିବର୍ତ୍ତିତ କରାଯାଇଛି । ଶତାବ୍ଦୀ ଟ୍ରେନ ବାତିଲ ହୋଇଥିବା ଅନେକ ଯାତ୍ରୀ ଅସୁବିଧାରେରେ ପଡିଛନ୍ତି। ତେବେ...

ବାହାନଗା ଟ୍ରେନ୍‌ ଦୁର୍ଘଟଣା: କ୍ଷତିପୂରଣ ଘୋଷଣା କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

ଚେନ୍ନାଇ,୩।୬:ବାଲେଶ୍ୱର ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଏଯାବତ୍‌ ୨୭୭ଜଣ ମୃତ ହୋଇଥିବାବେଳେ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ଏନେଇ ମୃତ ଏବଂ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ୍‌। ମୃତକଙ୍କ ପରିବାରକୁ ୫ଲକ୍ଷ ଏବଂ...

ଟ୍ରେନ ଦୁର୍ଘଟଣା: ଘଟଣାସ୍ଥଳକୁ ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୩।୬(ବ୍ୟରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାକୁ ନେଇ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ତେବେ ଶନିବାର ସନ୍ଧ୍ୟାରେ ଦୁର୍ଘଟଣାସ୍ଥଳକୁ ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଘଟଣାସ୍ଥଳ ପରିଦର୍ଶନ ପରେ କଟକ...

୧୪ ବର୍ଷ ତଳେ କରମଣ୍ଡଳ ନେଇଥିଲା ୧୬ ଜୀବନ

୧୪ ବର୍ଷ ତଳେ ଯାଜପୁରରୋଡ୍‌ଠାରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ୨୦୦୯ ଫେବୃୟାରୀ ୧୩ ତାରିଖ ସନ୍ଧ୍ୟାରେ କରମଣ୍ଡଳର ୧୧ଟି ସ୍ଲିପର ଓଧାନ ୨ଟି ଜେନେରାଲ ବଗିକୁ ମିଶାଇ ମୋଟ ୧୩ ବଗି ଲାଇନଚ୍ୟୁତ ହୋଇଥିଲା। ଏହି ଦୁର୍ଘଟଣାରେ ୧୬...

ଟ୍ରେନ ଦୁର୍ଘଟଣା ପରେ ବଦଳିଲା ଗତିପଥ: କେନ୍ଦୁଝର ଦେଇ ଚଳାଚଳ କରିବ ଏହି ସବୁ ଟ୍ରେନ

ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ପରେ ଜରୁରୀକାଳିନ ଭାବେ ବିଭିନ୍ନ ଜିଲା ଦେଇ ଅନେକ ଟ୍ରେନର ରାସ୍ତା ପରିବର୍ତ୍ତନ କରାଯାଇଛି । ସେହି କ୍ରମରେ କେନ୍ଦୁଝରଗଡ ଷ୍ଟେଶନ ଦେଇ...

ସ୍ଥାନୀୟ ଲୋକାଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ସୋର,୩।୬(ଡି.ଏନ.ଏ):ବାହାନଗାରେ ହୋଇଥିବା ଛାତିଥରା ଟ୍ରେନ ଦୂର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ତେବେ ସେଠାରେ ପହଞ୍ଚି ସେ ସ୍ଥିତି ଅନୁଧ୍ୟାନ କରିବା ସହ ସେ ସ୍ଥାନୀୟ ଲୋକଙ୍କୁ ଧନ୍ୟବାଦ ଦେଇଛନ୍ତି। ସ୍ଥାନୀୟ ଲୋକ ଦୂର୍ଘଟଣାସ୍ଥଳରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri