ରାଜ୍ୟ

ଚାର୍ଜଶିଟ୍‌ ଦାଖଲକୁ ନେଇ ରାଜନୀତି

ଭୁବନେଶ୍ବର, ୩୧ା୫(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବକିଶୋର ଦାସଙ୍କ ହତ୍ୟାର ଚାର୍ଜଶିଟ୍‌ କ୍ରାଇମବ୍ରାଞ୍ଚ ଦାଖଲ କରିବା ପରେ ଏବେ ଏହି ଘଟଣାକୁ ନେଇ ଶାସକ ଦଳକୁ ସିଧାସଳଖ ଭାଜପା ପକ୍ଷରୁ ଟାର୍ଗେଟ କରାଯାଇଛି। କିନ୍ତୁ ଏହି ଘଟଣାରେ ବିଜେଡି ପାଲଟା...

ଆଜି ଯୁକ୍ତ୨ ବିଜ୍ଞାନ, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୩୧ା୫(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପରିଚାଳିତ ଯୁକ୍ତ୨ ପରୀକ୍ଷାଫଳକୁ ନେଇ ଲାଗି ରହିଥିବା ଦ୍ୱନ୍ଦ୍ୱର ଅନ୍ତ ଘଟିଛି। ବୁଧବାର ପୂର୍ବାହ୍ନ ୧୧ଟାରେ ପରିଷଦ କାର୍ଯ୍ୟାଳୟରେ ୨୦୨୨-୨୩ ଶିକ୍ଷାବର୍ଷର ଯୁକ୍ତ୨ ପରୀକ୍ଷାଫଳ ପ୍ରକାଶ ପାଇବାକୁ ଯାଉଛି। ଏନେଇ ମଙ୍ଗଳବାର ସିଏଚ୍‌ଏସ୍‌ଇ...

ପାଇପ୍‌ଲାଇନ ତଳେ ଚାପିହୋଇ ଛାତ୍ରୀ ମୃତ

କଟକ ଅଫିସ,୩୧ା୫: କଟକରେ ବିଭିନ୍ନ ନିର୍ମାଣ କାର୍ଯ୍ୟ ଯୋଗୁ ଯାତାୟାତ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇ ନ ଥିବାରୁ ସୋମବାର ତାଳଦଣ୍ଡା କେନାଲରେ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ଏହାର ୨୪ଘଣ୍ଟା ନ...

୪ ଜିଲାକୁ ୩ ଘଣ୍ଟା ପାଇଁ ରେଡ ୱାର୍ନିଂ

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଝଡ଼ବର୍ଷା ନେଇ ୪ ଜିଲାକୁ ୩ ଘଣ୍ଟା ପାଇଁ ରେଡ ୱାର୍ନିଂ କରାଯାଇଛି। ସେହି ସବୁ ଜିଲାଗୁଡ଼ିକ ହେଲା କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଏସବୁ ଜିଲାରେ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ସର୍ବାଧିକ ୯୦ କିମି ପବନ...

ଚକ ଜମି ବିକି ପାରିବେ ମାଲିକ

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଓଡ଼ିଶା ଚକବନ୍ଦୀ ଓ ଭୂମିର ବିଭକ୍ତୀକରଣ ନିବାରଣ ଅଧିନିୟମ-୧୯୭୨ର ଧାରା ୩୪ ଅନୁଯାୟୀ କୌଣସି ଚକଭୁକ୍ତ ଜମିର ବିଭକ୍ତୀକରଣ ଅଥବା ବିଭାଜନ ନିଷିଦ୍ଧ ଅଟେ। ଧାରା ୩୫ ଅନୁଯାୟୀ ଯଦି ଧାରା ୩୪କୁ ଉଲ୍ଲଂଘନ କରି କୌଣସି ଜମି...

ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ, ମଧ୍ୟସ୍ଥ

ବରଗଡ଼ ଅଫିସ/ପଦ୍ମପୁର,୩୦।୫: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅଧୀନ ଦହିତା ରାଜସ୍ବ ନିରୀକ୍ଷକ ଦାମୋଦର ସୁନା ଏବଂ ତାଙ୍କ ସହଯୋଗୀ ତଥା ମଧ୍ୟସ୍ଥ ସୋମଦେବ ବନଛୋର ମଙ୍ଗଳବାର ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ମୁଣ୍ଡୋମହୁଲ ଗ୍ରାମର ପ୍ରସନ୍ନ ବରିହାଙ୍କଠାରୁ ରାଜସ୍ବ ନିରୀକ୍ଷକ...

ବାଘ ଆତଙ୍କ: ଜୀବନ ନେଇ ଦୌଡ଼ିଲେ ପମ୍ପ ହାଉସ କର୍ମଚାରୀ

କୋଟଗଡ଼,୩୦।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡାରେ ବାଘ ଆତଙ୍କ। ସହରର ବଡ଼ଗାଁ ନିକଟ ଖଡଗ ନଦୀ କୂଳରେ ଥିବା ପମ୍ପ ହାଉସ ନକଟରେ ସୋମବାର ରାତିରେ ବାଘ ଗର୍ଜନ କରୁଥିବା କର୍ମଚାରୀ ପ୍ରକାଶ କରିଛନ୍ତି। ଏପରିକି ପମ୍ପ ହାଉସ କର୍ମଚାରୀ ପାଣିପମ୍ପ...

‘ଫୋନ୍‌ପେ’ରେ ଲାଞ୍ଚ ନେଇ ଟିପିସିଓଡିଏଲ୍‌ କର୍ମଚାରୀ ଗିରଫ 

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଜଣେ ବ୍ୟକ୍ତିଙ୍କ ପାଖରୁ ‘ଫୋନ୍‌ପେ’ ଜରିଆରେ ୧୦ ହଜାର ଟଙ୍କା ଲାଞ୍ଚ ନେଇ ବିଦ୍ୟୁତ୍‌ ବିତରଣ ସଂସ୍ଥା ଟିପିସିଓଡିଏଲ୍‌ର ଜଣେ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ସୋମବାର ଗିରଫ ହୋଇଛନ୍ତି। ସେ ହେଲେ ଏହି ସଂସ୍ଥାର ନୟାପଲ୍ଲୀସ୍ଥିତ ଗ୍ରିଭାନ୍‌ସ ରିଡ୍ରେସାଲ୍‌...

ସ୍ନାନବେଦିରେ ଶ୍ରୀବିଗ୍ରହଙ୍କୁ ଛୁଇଁପାରିବେନି ଶ୍ରଦ୍ଧାଳୁ

ପୁରୀ ଅଫିସ,୩୦।୫: ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷ ରଥଯାତ୍ରା ପୂର୍ବରୁ ନୀଳାଦ୍ରି ଭକ୍ତନିବାସରେ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା...

ସ୍ନାନଯାତ୍ରା ନେଇ ମୁଖ୍ୟ ପ୍ରଶାସକ, ଜିଲାପାଳଙ୍କ ସମୀକ୍ଷା

ପୁରୀ ଅଫିସ,୩୦ା୫: ଜୁନ ୪ତାରିଖରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଫଳରେ ଶ୍ରୀମନ୍ଦିର ପ୍ରଶାସନଠାରୁ ଜିଲା ପ୍ରଶାସନ ଏବଂ ସେବାୟତମାନଙ୍କ ପକ୍ଷରୁ ବିଭିନ୍ନ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ...

ବିଜେଡି ଉପକୃତ ହେଲେ ଓଡ଼ିଶା ଉପେକ୍ଷିତ: କଂଗ୍ରେସ

ଭୁବନେଶ୍ବର, ୩୦ା୫(ବ୍ୟୁରୋ): ବିଜେଡି ୫ମ ପାଳି ସରକାରର ୪ର୍ଥ ବର୍ଷ ପୂର୍ତ୍ତିରେ ଶାସକ ଦଳ ଉପକୃତ ହୋଇଥିବା ବେଳେ ଓଡ଼ିଶା ଉପେକ୍ଷିତ ହୋଇଛି ବୋଲି କଂଗ୍ରେସ ନେତା ଗଣେଶ୍ୱର ବେହେରା କହିଛନ୍ତି। କଂଗ୍ରେସ ଭବନଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ...

୯ ବର୍ଷ ହେଲା ଦେଶରେ ଏକ ଭ୍ରଷ୍ଟାଚାରମୁକ୍ତ ସରକାର ଚାଲିଛି: ରେଡ୍ଡୀ

ଭୁବନେଶ୍ବର, ୩୦।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗତ ୯ ବର୍ଷ ଧରି ଦେଶରେ ଏକ ଭ୍ରଷ୍ଟାଚାର ମୁକ୍ତ ସରକାର ସ୍ଥାପନା କରିବା ସହ ବିକାଶର ଅନେକ ମାପଦଣ୍ଡରେ ଦେଶକୁ ଆଗେଇ ନେଉଛି। ସ୍ବାଧୀନତାଠାରୁ ୨୦୧୪ ପର୍ଯ୍ୟନ୍ତ ଦେଶରେ ହୋଇଥିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri