ରାଜ୍ୟ

ଏଥର କମିପାରେ ଯୁକ୍ତ୨ କଟ୍‌ ଅଫ୍‌ ମାର୍କ

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ମେ’ ୨୯ ସୋମବାର ପୂର୍ବାହ୍ନ ୧୧ଟାରୁ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ଆରମ୍ଭ ହେଉଛି। ଛାତ୍ରୀଛାତ୍ର ମନ ପସନ୍ଦର କଲେଜରେ ନାମ ଲେଖାଇବା ପାଇଁ ସାମ୍‌ସ ପୋର୍ଟାଲ ମାଧ୍ୟମରେ କମନ ଆପ୍ଲିକେଶନ ଫର୍ମ ପୂରଣ କରିବାକୁ ପଡ଼ିବ। www.samsodisha.gov.inରେ...

୧୮ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ସୋମବାର ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୮ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ‘ମୋ ଘର’ ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ଏହି ଯୋଜନାରେ ଗ୍ରାମୀଣ...

ବିଜେଡି ସରକାର ୫ ପାଳିର ୪ ବର୍ଷ ପୂର୍ତ୍ତି

ଭୁବନେଶ୍ୱର,୨୯ା୫(ବ୍ୟୁରୋ: ବିଜେଡି ସରକାରର ୫ମ ପାଳିର ୪ର୍ଥ ବର୍ଷ ପୂରଣ ହୋଇଛି। ୨୦୧୯ ମେ’ ୨୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମାନେ ଶପଥ ନେଇଥିଲେ। ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି କେତେ ପୂରଣ ହୋଇଛି, ସେ ନେଇ ମେ’ ୨୨ ତାରିଖରୁ...

ନଷ୍ଟ ହେଉଛି ପ୍ରାକୃତିକ ସମ୍ପଦ

ଯାଜପୁର ଅଫିସ,୨୯ା୫: କଳା, ସଂସ୍କୃତି ଓ ଐତିହ୍ୟର ଉତ୍କର୍ଷକୁ ଆଧାର କରି ଯାଜପୁରର ଇତିହାସ ଯେତେ ସମୃଦ୍ଧ ସେତେ ପରିଚିତ ଏହାର ଖଣିଜ ସମ୍ପଦ, ଶିଳ୍ପ ଏବଂ ଆର୍ଦ୍ରଭୂମି। ଆର୍ଦ୍ରଭୂମିଗୁଡ଼ିକ ଜଳବିଜ୍ଞାନ ଚକ୍ରର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ଏହା ଜୈବବିବିଧତାକୁ...

ଭିତରକନିକା ଜାତୀୟ ଉଦ୍ୟାନର ରୂପରେଖ ବଦଳିବ

ରାଜନଗର, ୨୯ା୫(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନର ରୂପରେଖ ବଦଳିବ। ଭିତରକନିକାରେ ଭିତ୍ତିଭୂମିର ବିକାଶ ଆରମ୍ଭ ହୋଇଛି। ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାର ୨୦୨୧-୨୨ ଆର୍ଥତ୍କ ବର୍ଷରେ ୫୮ କୋଟି ୫୮ ଲକ୍ଷ ୫୩ ହଜାର ଟଙ୍କା ଯୋଗାଇ ଦେଇଛନ୍ତି।...

ଭିଜିଲାନ୍ସ ଜାଲରେ ତହସିଲଦାର

ବାରିପଦା ଅଫିସ,୨୯ା୫: ମୟୂରଭଞ୍ଜ ଜିଲା କରଞ୍ଜିଆ ତହସିଲଦାର ଚାର୍ଲସ ନାଏକଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ତାଙ୍କ ସରକାରୀ ବାସଗୃହ,କାର୍ଯ୍ୟାଳୟ ସହିତ ଭଦ୍ରକ ଜିଲା ପୈତୃକ ଘରେ ଚଢ଼ାଉ ଜାରି...

ଆଜି କ୍ୟାବିନେଟ୍‌ ବୈଠକ

ଭୁବନେଶ୍ବର, ୨୯ା୫(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକ ସୋମବାର ପୂର୍ବାହ୍ନ ୧୦ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। କ୍ୟାବିନେଟ୍‌ରେ ୧୫ଟି ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ବିଜେଡି...

ବଜ୍ରପାତରେ ୨୩ ଗାଈ, ୩ ଛେଳି ମୃତ

ପଟ୍ଟାଙ୍ଗି,୨୮।୫(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ଅମ୍ପାବାଲି ପଞ୍ଚାୟତ ରାଙ୍ଗିନିଗୁଡା ଗ୍ରାମରେ ବଜ୍ରପାତ ଘଟି ଜଣେ ବୃଦ୍ଧା ଆହତ ହେବା ସହ ୨୩ ଗାଇ ଓ ୩ ଚେଳିଙ୍କ ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ ହେଲେ ଉକ୍ତ ଗାଁର...

ଜେସିବି ପୋଡ଼ି, ଭଙ୍ଗାରୁଜା

କୋରାପୁଟ/ନାରାୟଣପାଟଣା,୨୮।୫(ସ୍ବ.ପ୍ର/ଡି.ଏନ୍‌.ଏ.): କୋରାପୁଟ ଜିଲା ନାରାୟଣପାଟଣା ଅଞ୍ଚଳରେ ଦୀର୍ଘଦିନ ପରେ ପୁଣି ପୋଡାଜଳା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା ମୁତାବକ, ନାରାୟଣପାଟଣା ବ୍ଲକ ତଳଗୁମାଣ୍ଡି ପଞ୍ଚାୟତ ଭିତରପଡା ନିକଟରେ ଥିବା କର୍ଣ୍ଣକୋଣ୍ଡା ପାହାଡରେ ବକ୍ସାଇଟ ରହିଛି। ଏନେଇ ପାହାଡ଼ ଉପରକୁ...

ସାଙ୍ଗମାନଙ୍କ ସହ ଗାଧୋଇବା ବେଳେ ବୁଡ଼ିଗଲେ

କୋକସରା,୨୮।୫(ଡି.ଏନ୍‌.ଏ.): ରବିବାର ଧର୍ମଗଡ଼ରୁ ୪ଜଣ ସାଙ୍ଗ ବୁଲିବା ପାଇଁ କୋକସରା ବ୍ଲକ ସାହାଜଖୋଲ ଜଙ୍ଗଲ ମଧ୍ୟରେ ଥିବା ପର୍ଯ୍ୟଟନ ସ୍ଥଳୀ ଡୋକରୀଚଞ୍ଚରାକୁ ଯାଇଥିଲେ। ବୁଲାବୁଲି କରିବା ପରେ ଡୋକରୀଦର ଜଳପ୍ରପାତରେ ୪ଜଣ ସାଙ୍ଗ ଗାଧୋଇବା ପାଇଁ ପାଣି ଭିତରକୁ ଯାଇଥିଲେ।...

ଗଣମାଧ୍ୟମ ପ୍ରତିନିଧିଙ୍କୁ ପ୍ଲାଣ୍ଟ ପରିଦର୍ଶନ କରାଇଲା ଜେଏସ୍‌ଡବ୍ଲ୍ୟୁ

ଭୁବନେଶ୍ୱର,୨୮।୫: ଦେଶର ପ୍ରମୁଖ ଶିଳ୍ପ ପ୍ରତିଷ୍ଠାନ ଜେଏସ୍‌ଡବ୍ଲ୍ୟୁର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଗଣମାଧ୍ୟମ ପ୍ରତିନିଧିଙ୍କ ପାଇଁ ଏକ ୩ ଦିନିଆ ପରିଭ୍ରମଣ ଓ ଆନ୍ଧ୍ରପ୍ରଦେଶର ବିଜୟନଗରସ୍ଥିତ ବିଦ୍ୟାନଗର ଜେଏସ୍‌ଡବ୍ଲ୍ୟୁ ପ୍ଲାଣ୍ଟ ପରିଦର୍ଶନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଜଗତ୍‌ସିଂହପୁର...

କମଲ ଓ୍ବାଚ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୮।୫: ଦେଶର ପ୍ରମୁଖ ତଥା ବିଳାସପୂର୍ଣ୍ଣ ଘଣ୍ଟା ପ୍ରତିଷ୍ଠାନ କମଲ ୱାଚ୍‌ କୋ.ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶନିବାର ଭୁବନେଶ୍ୱରର ଜାଭିୟର ସ୍କୋୟାରସ୍ଥିତ ସାଣ୍ଡି ଟାଓ୍ବାର ହୋଟେଲ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସଠାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ପୁରୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri