ରାଜ୍ୟ

ଅଣ୍ଡାରୁ ବାହାରିଲେ ୩୫ ଘଡ଼ିଆଳ ଛୁଆ

ଅନୁଗୋଳ ଅଫିସ, ୨୬ା୫: ଅନୁଗୋଳ ଜିଲା ସାତକୋଶିଆର ଘଡିଆଳ କୁମ୍ଭୀର ପ୍ରଜନନ କେନ୍ଦ୍ର ପାଇଁ ଆସିଛି ଖୁସି ଖବର। ଏଠାରେ କ୍ରମାଗତ ତୃତୀୟ ବର୍ଷ ପାଇଁ ଘଡ଼ିଆଳ ପ୍ରଜନନ ସଫଳ ହୋଇଛି। ଗୁରୁବାର ଘଡ଼ିଆଳ ଅଣ୍ଡା ଫୁଟି ୩୫ ଛୁଆ...

ଶ୍ରୀଜଗନ୍ନାଥ ଜମିରୁ ଜବରଦଖଲ ଉଚ୍ଛେଦ

ଭୁବନେଶ୍ୱର,୨୬।୫(ବ୍ୟୁରୋ): କୋରଡକଣ୍ଟାରେ ଥିବା ଶ୍ରୀଜଗନ୍ନାଥଙ୍କ ଜମି ଜବରଦଖଲକାରୀଙ୍କ କବଳରୁ ମୁକ୍ତ ହୋଇଛି। ମୋଟ ଦେଢ଼ ଏକର ପରିମିତ ଜମିକୁ ୨ଟି ପର୍ଯ୍ୟାୟରେ ବିଡିଏ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ପକ୍ଷରୁ ଉଚ୍ଛେଦ କରାଯାଇଛି। କିଛିଦିନ ତଳେ ସେଠାରୁ ପ୍ରାୟ ଏକର ଜମିରୁ ଜବରଦଖଲ...

ଗଣତନ୍ତ୍ର, ସମ୍ବିଧାନ ଦଳୀୟ ନୁହେଁ: ଧର୍ମେନ୍ଦ୍ର

ସମ୍ବଲପୁର,୨୬ା୫ (ବ୍ୟୁରୋ): ଭାରତ ଦୁନିଆର ଆଦ୍ୟ ଗଣତନ୍ତ୍ର ସ୍ଥାନ। ଏହିଠାରୁ ଗଣତନ୍ତ୍ର ଆରମ୍ଭ ହୋଇଛି। ଆଜି ଦିନରେ ଭାରତ ପ୍ରଭାବଶାଳୀ ଭାବେ ପରିଚିତ। ଗଣତନ୍ତ୍ରର ଆଲୋଚନା ସଂସଦରେ ହୋଇଥାଏ। ଏବେ ଯେଉଁ ସଂସଦ ଭବନ ରହିଛି ତାହା ବ୍ରିଟିଶମାନଙ୍କ ସମୟରେ...

ନବ ଦାସ ହତ୍ୟା ମାମଲା: ଆଜି ଦାଖଲ ହୋଇପାରେ ଚାର୍ଜଶିଟ୍‌

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ସୋମବାର ଚାର୍ଜଶିଟ୍‌ ଦାଖଲ ହୋଇପାରେ। ଏଥିପାଇଁ କ୍ରାଇମବ୍ରାଞ୍ଚ ଟିମ୍‌ ଭୁବନେଶ୍ବରରୁ ଝାରସୁଗୁଡ଼ା ଅଭିମୁଖେ ଯାଇ ଝାରସୁଗୁଡ଼ା ଜେଏମ୍‌ଏଫ୍‌ସି କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିବ। ମାମଲାର ମୁଖ୍ୟ ଅଭିଯୁକ୍ତ ପୋଲିସ ଏଏସ୍‌ଆଇ...

ସବୁ ଜିଲାରେ ନିର୍ମାଣ ହେବ ଅଡିଟୋରିୟମ, କଲ୍ୟାଣମଣ୍ଡପ

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ପ୍ରତ୍ୟେକ ଜିଲାରେ ଅଡିଟୋରିୟମ୍‌ ଏବଂ କଲ୍ୟାଣ ମଣ୍ଡପ ନିର୍ମାଣ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ବିଭାଗର କାର୍ଯ୍ୟ ସମୀକ୍ଷା ପରେ ଗୁରୁବାର ଖବରଦତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ।...

ମେ’ ୨୮ରୁ ଡିଜିଟାଲ ଅସହଯୋଗ ପାଇଁ ଚେତାବନୀ

ଭୁବନେଶ୍ୱର,୨୬ା୫(ବ୍ୟୁରୋ):ଦୀର୍ଘ ଦିନର ଦାବି ପୂରଣ ହେଉ ନ ଥିବାରୁ ଓଡ଼ିଶା ରାଜ୍ୟ ଅଣଗେଜେଟେଡ ପ୍ରାଣୀ ଚିକିତ୍ସା ବୈଷୟିକ କର୍ମଚାରୀ ସଂଘ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି। ସେମାନଙ୍କ ଦାବି ପ୍ରତି ସରକାର କର୍ଣ୍ଣପାତ ନ କଲେ ଆସନ୍ତା ୨୮ରୁ ସେମାନେ...

ଜୁନ୍‌ ସୁଦ୍ଧା ତ୍ରୈମାସିକ ବଜେଟ ଖର୍ଚ୍ଚ ନ ହେଲେ ଉତ୍ତରଦାୟୀ ରହିବେ ମୁଖ୍ୟଯନ୍ତ୍ରୀ

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ବିଭାଗ ଅଧୀନରେ ଥିବା ସମସ୍ତ ଯୋଜନାର ସମୀକ୍ଷା କରିଛନ୍ତି। ଲୋକସେବା ଭବନ ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ପ୍ରମୁଖ...

୨୮ରେ ଯୁକ୍ତଦୁଇ ପରୀକ୍ଷା ଫଳ ତାରିଖ ଘୋଷଣା

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ଆସନ୍ତା ୨୮ ତାରିଖରେ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ତାରିଖ ଘୋଷଣା କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞାନ ଏବଂ ବାଣିଜ୍ୟ ଫଳ ପ୍ରଥମେ ପ୍ରକାଶ...

ଦୁଗ୍ଧ, ଦୁଗ୍ଧଜାତ ଦ୍ରବ୍ୟର ମାନ ଯାଞ୍ଚ ହେବ

ଭୁବନେଶ୍ୱର, ୨୬।୫ (ବ୍ୟୁରୋ): ସମଗ୍ର ଦେଶରେ ଦୁଗ୍ଧ ଏବଂ ଦୁଗ୍ଧଜାତ ସାମଗ୍ରୀର ମାନ ଯାଞ୍ଚ କରାଯିବ। ଭାରତ ଦୁଗ୍ଧ ଉତ୍ପାଦନ କ୍ଷେତ୍ରରେ ସବୁଠାରୁ ଆଗରେ ଥିବାବେଳେ ଦୁଗ୍ଧରେ ଅପମିଶ୍ରଣ ଚିନ୍ତାର ବିଷୟ ପାଲଟିଛି। ତେଣୁ ଅପମିଶ୍ରଣ ରୋକିବା ପାଇଁ ଖାଦ୍ୟ...

କାଳବୈଶାଖୀ ତାଣ୍ଡବ: ଜିଲାପାଳଙ୍କୁ ରିପୋର୍ଟ ମାଗିଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ସକାଳୁ ପାରଦ ଉପରମୁହଁା ହେଲା। ପୂର୍ବାହ୍ନ ୧୧ଟା ୩୦ ବେଳକୁ ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ଛୁଇଁଲା। ଧୀରେ ଧୀରେ ଗ୍ରୀଷ୍ମର ପ୍ରକୋପ ବଢ଼ିଚାଲିଲା। ମଧ୍ୟାହ୍ନରେ ତାତି ୪୦ ଡିଗ୍ରୀ ଅତିକ୍ରମ କରିଗଲା। ତେବେ ଅପରାହ୍ନରେ ହଠାତ୍‌...

ବିଷ ପିଇଦେଲେ ପ୍ରେମୀଯୁଗଳ

ବ୍ରହ୍ମପୁର ଅଫିସ,୨୫ା୫: ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ଜିଲା ବାରୁଆ ଥାନା ଅଞ୍ଚଳର ଏକ ପ୍ରେମୀଯୁଗଳ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏମ୍‌କେସିଜି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ମଧ୍ୟାହ୍ନରେ ପ୍ରେମିକ କୋଣ୍ଡା ଦିଲି ରାଓ(୪୨)ଙ୍କ ମୃତ୍ୟୁ ଘଟିଥିବା ବେଳେ ସନ୍ଧ୍ୟାରେ ପ୍ରେମିକା...

ପାଓମେକ୍ସ କାରଖାନା ଅଧିକାରୀଙ୍କୁ ଆକ୍ରମଣ

ଟିଟିଲାଗଡ଼, ୨୫।୫ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଟିଟିଲାଗଡ ସହର ଉପକଣ୍ଠ ଜଗୁଆ ପଞ୍ଚାୟତ ତୁର୍ଲା ସ୍ଥିତ ଗ୍ରାଫାଇଟ ଇଣ୍ଡିଆ ପାଓମେକ୍ସ କାରଖାନାର ଫିନିସିଙ୍ଗ ବିଭାଗ ମୁଖ୍ୟ ଯୁକ୍ତେଶ୍ୱର ମହାପାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସେ ତାଙ୍କ ବାସଭବନରୁ ମଧ୍ୟାହ୍ନ ଭୋଜନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri