ରାଜ୍ୟ

ପୂର୍ବଶତ୍ରୁତାରୁ ବୋମାମାଡ଼: ଜେଲ ଫେରନ୍ତା ଫିଙ୍ଗିଥିଲେ ବୋମା, ସମସ୍ତ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଘଟିଥିବା ବୋମାମାଡ ପୂର୍ବଶତ୍ରୁତାକୁ ନେଇ ଘଟିଥିବା ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ପ୍ରକାଶ କରିଛନ୍ତି। କୁଶପଡ଼ା ଗ୍ରାମର ଗାଡ଼ି ଚାଳକ ଶତ୍ରୁଘ୍ନ ସେଠୀ ଶନିବାର ସା ପ୍ରାୟ ସାଢ଼େ...

ପୁଣି ବାଜି ମାରିନେଲା ଭୁବନେଶ୍ୱର: କେନ୍ଦ୍ର ସରକାର ଦେଲେ ”ସର୍ବଶ୍ରେଷ୍ଠ ଜନସାଧାରଣ ପରିବହନ ବ୍ୟବସ୍ଥା” ପୁରସ୍କାର

ଗାନ୍ଧିନଗର, ୨୭ା୧୦: ଗୁଜରାଟର ଗାନ୍ଧିନଗର ଠାରେ ତିନି ଦିନିଆ ୧୭ ତମ ସହରୀ ମୋବିଲିଟି ଇଣ୍ଡିଆ (UMI) ସମ୍ମିଳନୀ ଏବଂ ପ୍ରଦର୍ଶନୀ ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପୁଣିଥରେ ଭୁବନେଶ୍ୱର ବାଜି ମାରି ନେଇଛି। ସହରରେ ସର୍ବଶ୍ରେଷ୍ଠ ଜନସାଧାରଣ ପରିବହନ...

ସୁଧୁରୁନି ସମସ୍ୟା: ପୁଣି ଖଟିଆରେ ବୁହାହୋଇ ଆସିଲେ ରୋଗୀ

ନୂଆପଡ଼ା,୨୭।୧୦ (ମକାରୁ ବେମାଲ): ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ରୋଗୀଙ୍କୁ ୨କି.ମି. ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯାଇଥିଲା। ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଦୁର୍ଗମ ଅଞ୍ଚଳ ନାଗପଡ଼ା ପଞ୍ଚାୟତ ସିର୍ଲି...

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ: ତୁରନ୍ତ କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ଵର, ୨୭ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ।...

ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛି। ନଭେମ୍ବର ୧ରୁ କାର୍ଯ୍ୟବନ୍ଦ କରିବାକୁ ମହାସଂଘ ପକ୍ଷରୁ ଗଣମାଧ୍ୟମକୁ ଅବଗତ...

ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି। ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏହି ବାଘ ଅଣାଯାଇଛି। ଏକ ସ୍ବତନ୍ତ୍ର...

ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ: ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୨୭ା୧୦: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ନିକଟରେ ସରକାର ୭୦...

ଅମାନିଆଙ୍କୁ ସାବାଡ୍‌ କରିବ ପୋଲିସ, ପିନ୍ଧିବ ବଡି କ୍ୟାମେରା

ଭୁବନେଶ୍ୱର,୨୭ା୧୦: ଆକ୍ସନ ମୋଡ୍‌ରେ କମିଶନରେଟ୍‌ ପୋଲିସ। ଅମାନିଆଙ୍କୁ ସାବାଡ଼ ପାଇଁ କମିଶନରେଟ ପୋଲିସ ଏକ ନୂଆ ଯୋଜନା ଆରମ୍ଭ କରିଛି। ଏଣିକି ଥାନା ରିସେପ୍ସନ ଦାୟିତ୍ୱରେ ଥିବା ଅଧିକାରୀ ବଡି କ୍ୟାମେରା ପିନ୍ଧିବେ। ଉତ୍ପାତ କରୁଥିବା ଅମାନିଆଙ୍କ ଅଡିଓ, ଭିଡିଓ...

ଦାରିଙ୍ଗବାଡ଼ିରେ ବଦଳିଲା ପାଗ: କୁହୁଡ଼ି ସାଙ୍ଗକୁ ଝିପିଝିପି ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୭ା୧୦: ଶୀତ ଦିନ ଆସିଲେ ଦାରିଙ୍ଗବାଡ଼ିକୁ କେହିକେହି ଓଡ଼ିଶାର ଦାର୍ଜିଲିଂ କୁହନ୍ତି ତ ଆଉ କେହି କେହି ଓଡ଼ିଶାର କଶ୍ମୀର ବୋଲି କହିଥାନ୍ତି। ସତରେ ଦାରିଙ୍ଗବାଡ଼ିର ଜଳବାୟୁ ପ୍ରକୃତରେ ନିଆରା। ରାଜ୍ୟ କିମ୍ବା ପଡ଼ୋଶୀ ରାଜ୍ୟକୁ ବାତ୍ୟା, ପବନ ଆସିବା...

ଜେଜେଙ୍କ ଦ୍ୱାଦଶ କ୍ରିୟାରେ ନାଳରେ ବୁଡ଼ି ନାତି ନିଖୋଜ, ଜାରି ରହିଛି ଉଦ୍ଧାର କାର୍ଯ୍ୟ

ଭଦ୍ରକ,୨୭ା୧୦(ସନାତନ ରାଉତ): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ପଣ୍ଡାପାଟଣା ଗ୍ରାମର ରୁଦ୍ର ପଣ୍ଡା(୨୦) କଲଭର୍ଟ ନିକଟରେ ଥିବା ଏକ ନାଳରେ ଗାଧୋଉଥିଲାବେଳେ ଗୋଡ଼ ଖସିଯାଇଥିଲା। ପାଖରେ ଗାଧୋଉଥିବା ଜଣେ ସାଙ୍ଗ ଶତଚେଷ୍ଟା କରି ମଧ୍ୟ ରୁଦ୍ରଙ୍କୁ ଉଦ୍ଧାର କରି...

ଖବରଦାତା ସମ୍ମିଳନୀରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ପ୍ରଶଂସା, କହିଲେ ସମସ୍ତଙ୍କ ସହଯୋଗରେ ବିପଦକୁ…

ଭଦ୍ରକ,୨୭ା୧୦(ସନାତନ ରାଉତ): ବାତ୍ୟା ଦାନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ କ୍ରୀଡ଼ା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଭଦ୍ରକ ଜିଲା ଦାୟିତ୍ୱରେ ଥିଲେ। ଜିଲାର ବାତ୍ୟା ପ୍ରପୀଡ଼ିତ ଅଞ୍ଚଳ ବୁଲିବା ସହ ଲୋକଙ୍କ ସମସ୍ୟା ବୁଝିଥିଲେ ବୋଲି...

ବାତ୍ୟା‘ଦାନା’ ପ୍ରଭାବରେ ୧୦୮ ବ୍ଲକ ପ୍ରଭାବିତ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୨୭ା୧୦: ବାତ୍ୟା ପରର ସ୍ଥିତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୧୪ ଜିଲାର ୧୦୮ ବ୍ଲକର ୧୬୭୧ ପଞ୍ଚାୟତ ପ୍ରଭାବିତ ହୋଇଛି। ୩୧ ସହରାଞ୍ଚଳର ୪୨୬ଟି ଓ୍ବାର୍ଡ ବାତ୍ୟାରେ ମଧ୍ୟ ପ୍ରଭାବିତ ହୋଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri