ରାଜ୍ୟ

ଏଥର ଝିଅ ଆଗରେ

କଟକ ଅଫିସ,୧୯ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏଥିସହିତ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇଛି। ଏଥର ରେକର୍ଡ ସଂଖ୍ୟକ ପାସ୍‌ ହାର...

ଆଇପିଏସ୍‌ସ୍ତରରେ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ରାଜ୍ୟ ସରକାର ଆଇପିଏସ୍‌ସ୍ତରରେ ଗୁରୁବାର ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏପରିକି ୫ ଜିଲାରେ ନୂଆ ଏସ୍‌ପିଙ୍କୁ ନିଯୁକ୍ତି ଦିଆଯାଇଛି। ଏ ନେଇ ଗୃହ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ୧୯୮୯ ବ୍ୟାଚ୍‌...

ଲାଞ୍ଚ ନେଇ ଧରାପଡ଼ିଲେ ସେକ୍ସନ ଅଫିସର

ଭୁବନେଶ୍ବର,୧୮।୫(ବ୍ୟୁରୋ): ଖାଦ୍ୟ ସୁରକ୍ଷା କମିଶନ ଅଫିସର ସେକ୍ସନ ଅଫିସର ଗିରିଜା ଦାସ ଲାଞ୍ଚ ନେଇ ଧରାପଡ଼ଛନ୍ତି। । ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରି ନେଇଛି। ମେଡିସିନ ଷ୍ଟୋରର ଫାର୍ମାସିଷ୍ଟଙ୍କ ନା...

୧୪ ଜିଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ବର,୧୮।୫(ବ୍ୟୁରୋ):ରାଜ୍ୟରେ ଆହୁରି ୫ ଦିନ ଯାଏ ଗରମ ଓ ଗୁଳୁଗୁଳି ଜାରି ରହିବ । ଏହାସହ କିଛି କିଛି ସ୍ଥାନରେ କାଳବୈଶାଖୀର ପ୍ରଭାବ ମଧ୍ୟ ଦେଖିବାକୁ ମିଳିବ । ଗୁରୁବାର ୧୪ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କାଳବୈଶାଖୀ...

ଆରୁରି ୫ ଦିନ ଯାଏ ଗୁଳୁଗୁଳି

ଭୁବନେଶ୍ବର,୧୮।୫(ବ୍ୟୁରୋ): ତାତିରୁ ନିସ୍ତାର ନାହିଁ । ରାଜ୍ୟରେ ଆହୁରି ୫ ଦିନ ଯାଏ ଗରମ ଓ ଗୁଳୁଗୁଳି ଜାରି ରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି । ଆଭ୍ୟନ୍ତରୀଣ ଓଡିଶାର କିଛି କିଛି...

ଝଡବର୍ଷା, ବଜ୍ରପାତ ନେଇ ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ ଝଡବର୍ଷା ଓ ବଜ୍ରପାତ ନେଇ ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହି ଜିଲାଗୁଡିକ ହେଉଛି କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, ଜଗତ୍‌ସିଂହପୁର, ପୁରୀ, ନୟାଗଡ ଏବଂ...

ଚୋର ସନ୍ଦେହରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ପୁରୁଷୋତ୍ତମପୁର,୧୮ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡ଼ିଘାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବୁଧବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ବାଡ଼ିପଟେ ଶବ୍ଦ ହୋଇଥିଲା। ଏହାଶୁଣି ଘରମାଲିକ ଉଠିଯାଇ ଦେଖିବା ବେଳେ ଜଣେ ଅପରିଚିତ ବ୍ୟକ୍ତିଙ୍କୁ ଦେଖିବାକୁ...

ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍‌

ପୁରୀ ଅଫିସ,୧୮ା୫: ପୁରୀ-ହାଓ୍ବଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଗୁରୁବାର ଠାରୁ ଗଡ଼ିଛି। ଭର୍ଚୁଆଲ ମୋଡ୍‌ରେ ସବୁଜ ପତାକା ହଲାଇ ଏହି ହାଇସ୍ପିଡ୍‌ ଟ୍ରେନ୍‌ର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ ୮ହଜାର କୋଟି ଟଙ୍କାରୁ ଅଧିକ ବିଭିନ୍ନ ରେଳ...

ଓଡ଼ିଶାରେ ଆଉ ଦୁଇ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଚଳାଚଳ ଦାବି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ କଟକ ଓ ପୁରୀ ରେଳ ଷ୍ଟେଶନର ପୁନଃ ବିକାଶ ସହ ଅନ୍ୟ କେତେକ ଯୋଜନାର ଗୁରୁବାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଡ଼ି...

୩,୨୨୨ ସ୍କୁଲରେ ଶତପ୍ରତିଶତ ରେଜଲ୍ଟ

କଟକ ଅଫିସ, ୧୮।୫: ଗୁରୁବାର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ରେଜଲ୍ଟ  ଭଲ ହୋଇଥିବା ବେଳେ ଚଳିତ ବର୍ଷ ମାଟ୍ରିକ ପାସ ହାର ୯୬.୪% ରହିଛି। ଏଥିସହ କଟକ ଓ ଜଗତସିଂହପୁର ଜିଲାରେ ପାସ୍‌ହାର...

ଚଳିତ ବର୍ଷ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା: ମନ୍ତ୍ରୀ

କଟକ ଅଫିସ,୧୮ା୫: ଗୁରୁବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି। ତେବେ ଏହି ସମୟରେ ମନ୍ତ୍ରୀ କହିଛନ୍ତି, ଗତଥର ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇ...

ମାଟ୍ରିକ ରେଜଲ୍ଟ ପ୍ରକାଶ, ପାସ୍‌ ହାର ୯୬.୪ ପ୍ରତିଶତ

କଟକ ଅଫିସ,୧୮ା୫: ଗୁରୁବାର ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଏନେଇ କଟକ ବୋର୍ଡ ଅଫିସରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପୂର୍ବାହ୍ନ ୧୦ଟାରେ ଏହି ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳିତବର୍ଷ ମୋଟ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri