ରାଜ୍ୟ

ସାହାଯ୍ୟକାରୀକୁ ସାହାଯ୍ୟ

ସାଂପ୍ରତିକ ସାମାଜିକ ସ୍ଥିତିରେ ବ୍ୟକ୍ତିଗତ ସ୍ବାର୍ଥ ଓ ଉନ୍ନତି ପଛରେ ଆମେ ଯେତିକି ଗୁରୁତ୍ୱ ଦେଉଛେ ସେହି ଅନୁସାରେ ଉଦାର ମନୋଭାବ, ଦୟା ଓ ପରୋପକାର ଇତ୍ୟାଦି ଶବ୍ଦ ‘ନୀତିକଥା’ରେ ରହିଯାଇଛି। ଜୀବନ ଜିଇବା ପାଇଁ ସଂଘର୍ଷ କରୁଥିବା ଲୋକଟି...

ତାଣ୍ଡବ ରଚିଲା କାଳବୈଶାଖୀ

ଭୁବନେଶ୍ୱର,୧୭।୫(ବ୍ୟୁରୋ):ପ୍ରଚଣ୍ଡ ଗରମ ଯୋଗୁ ଦିନତମାମ ଜନଜୀବନ ଅସ୍ତବ୍ୟସ୍ତ ହୋଇଥିବା ବେଳେ ଅପରାହ୍ନରେ କାଳବୈଶାଖୀଜନିତ ଝଡ଼ବର୍ଷା ତାଣ୍ଡବ ରଚିଛି। ଉପକୂଳବର୍ତ୍ତୀ ଜିଲା କଟକ,ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼ ଆଦି ଜିଲାରେ ପ୍ରବଳ ବର୍ଷା ଓ ପବନ ହୋଇଛି। ଘଣ୍ଟା ପ୍ରତି...

ଗୁରୁବାରଠୁ ଗଡିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ଗୁରୁବାରଠୁ ଗଡିବ ପୁରୀ-ହାୱଡା  ବନ୍ଦେ ଭାରତ ଏକ୍ସପ୍ରେସ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ମାଧ୍ୟମରେ ଶୁଭାରମ୍ଭ କରିବେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ପୁରୀ...

ଓଡ଼ିଶାରେ ଗଭର୍ନାନ୍ସର ଅଭାବ ରହିଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗର ତଥ୍ୟାନୁସାରେ ଓଡ଼ିଶାର ଗର୍ଭବତୀ ମାଆ, ନବଜାତ ଶିଶୁ, କିଶୋର କିଶୋରୀଙ୍କ ଅବସ୍ଥା ଚିନ୍ତାଜନକ । ଓଡ଼ିଶାରେ ଗଭର୍ନାନ୍ସର ଅଭାବ କାରଣରୁ ଏହି ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି ବୋଲିି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ...

ଉମେଶ ନିଲମ୍ବିତ, ହୁସେନଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୧୭ା୫(ବ୍ୟୁରୋ): ବିଶୃଙ୍ଖଳିତ ଆଚରଣ ପାଇଁ ରାଉରକେଲା ଜିଲା କଂଗ୍ରେସ କମିଟିର ପୂର୍ବତନ ଉପସଭାପତି ଉମେଶ ଶରଣଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ମଙ୍ଗଳବାର କଂଗ୍ରେସ ଭବନଠାରେ କିଶୋର ଚନ୍ଦ୍ର ପଟେଲଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ପ୍ରଦେଶ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟିର ଏକ...

ଅସ୍ତିତ୍ୱ ହରାଉଛି କେନ୍ଦ୍ରାପଡ଼ା କେନାଲ

ଜଗନ୍ନାଥ ଧଳ କେନ୍ଦ୍ରାପଡ଼ା ଅଫିସ, ୧୭ା୫: ୧୮୬୬-୬୭ ମସିହାର ନଅଙ୍କ ଦୁର୍ଭିକ୍ଷର ପ୍ରତିକାର ପାଇଁ କେନ୍ଦ୍ରାପଡ଼ା କେନାଲ ଖୋଳାଯାଇଥିଲା। କ୍ଷେତକୁ ପାଣି ସହିତ ପଣ୍ୟ ପରିବହନ ଓ ସ୍ଥାନୀୟ ଅଞ୍ଚଳର ଦୈନନ୍ଦିନ ଆବଶ୍ୟକତା ପୂରଣ କରୁଥିଲା। ରାଜ୍ୟର ଏହି ପୁରାତନ...

ବିଳମ୍ବରେ ଆସିବ ମୌସୁମୀ

ଭୁବନେଶ୍ୱର,୧୬।୫:ଏବର୍ଷ ବିଳମ୍ବରେ ଆସିବ ମୌସୁମୀ। ଜୁନ୍‌ ୪ତାରିଖରେ କେରଳ ଛୁଇଁବା ନେଇ ସମ୍ଭାବନା କରାଯାଉଛି। ଦକ୍ଷିଣ ପଶ୍ଚିମ ମୌସୁମୀ ଓଡିଶାକୁ ବିଳମ୍ବରେ ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା ଦିଆଯାଇଛି।

ଅସହ୍ୟ ଗୁଳଗୁଳି, ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଘରେ ରହିବା ମଧ୍ୟ କଷ୍ଟକର ହୋଇପଡ଼ୁଛି। ସକାଳୁ ସକାଳୁ ତାତି ବଢ଼ୁଛି। ପୁରୀରେ ଆଦ୍ରତା ୮୭ ପ୍ରତିଶତ ରହିଥିବା ବେଳେ ଗୋପାଳପୁରରେ ୮୪ ପ୍ରତିଶତ, ଚାନ୍ଦବାଲିରେ ୮୩...

୧୮ରେ ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ 

କଟକ ଅଫିସ,୧୬।୫: ଆସନ୍ତା ମେ୧୮ ତାରିଖରେ ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ବୋର୍ଡ (ମାଧ୍ୟମିକ ଶିକ୍ଷା ପରିଷଦ) ପକ୍ଷରୁ  ମଙ୍ଗଳବାର ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।  ୧୮ ତାରିଖ ଦିନ ୧୦ଟା ସମୟରେ ଫଳାଫଳ ଘୋଷଣା କରାଯିବ।...

ଆଜି ହେବ ମାଟ୍ରିକ ପରୀକ୍ଷା ଫଳ ତାରିଖ ଘୋଷଣା

କଟକ ଅଫିସ,୧୬।୫: ଆଜି ପୂର୍ବାହ୍ନ ସାଢେ ୧୧ଟା ବେଳେ ମାଟ୍ରିକ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏନେଇ ବୋର୍ଡର ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି। ସୂଚନା ଯୋଗ୍ୟ, ମାଟ୍ରିକ, ମଧ୍ୟମା, ମୁକ୍ତବିଦ୍ୟାଳୟ ପାଇଁ ମୋଟ...

ୟୁପିଆଇ ତଥ୍ୟ ପାଇଁ ଏନ୍‌ପିସିଆଇକୁ ଚିଠି ଲେଖିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୧୬।୫(ବ୍ୟୁରୋ): ପାକିସ୍ତାନର ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ) ଏଜେଣ୍ଟଙ୍କୁ ଓଟିପି ଶେୟାରିଂ ମାମଲାରେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଅଧିକ ତଦନ୍ତ ଜାରି ରଖିଛି। ୩ ଅଭିଯୁକ୍ତ ପଠାଣିସାମନ୍ତ ଲେଙ୍କା, ସରୋଜ କୁମାର ନାୟକ ଓ...

ପଚା ଫଳ ବିକିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

କଟକ ଅଫିସ,୧୬ା୫: ସହରରେ ପଚା ଫଳ ବିକିଲେ ଏଣିକି ଦୃଢ଼ କାର୍ଯ୍ୟନୁଷ୍ଠାନ ନିଆଯିବ। ଦୋକାନୀ ସିଧାସଳଖ ବ୍ଲାକ ଲିଷ୍ଟେଡ୍‌ ହେବା ସହ ସମ୍ପୃକ୍ତ ଦୋକାନୀଙ୍କ ଫଟୋ କାନ୍ଥରେ ଲାଗିବ। କେବଳ ସେତିକି ନୁହଁ ଅପରାଧୀଙ୍କୁ ଯେପରି ତଡ଼ିପାର କରାଯାଉଛି, ପଚା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri