ରାଜ୍ୟ

କାରାଗାରରେ ଗାମୁଛା ବାନ୍ଧି ଝୁଲିପଡ଼ିଲେ

ସମ୍ବଲପୁର,୧୪ା୫(ବ୍ୟୁରୋ): ସମ୍ବଲପୁର ମଣ୍ଡଳ କାରାଗାରର ଜଣେ କଏଦୀ ରବିବାର ପାଇଖାନାକୁ ଶୌଚ ହେବାକୁ ଯାଇ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସଦର ଥାନା ତକବା ଗ୍ରାମର ଧରଣୀଧର ମହାନନ୍ଦ(୪୫)। ଏ ନେଇ ଧନୁପାଲି ପୋଲିସ ଏକ...

ପୁଣି ଲାଗିଲା ମାଓବାଦୀ ପୋଷ୍ଟର: ୧୫ରୁ ୭ ଜିଲାକୁ ବନ୍ଦ ଡାକରା

ବାଲିଗୁଡ଼ା,୧୪।୫:(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ ପୁଣି ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ମାଓବାଦୀ ସଂଗଠନ। ଦାରିଙ୍ଗବାଡ଼ି ଥାନା ଅଧୀନ ୫୯ ନମ୍ବର ଜାତୀୟ ରାଜପଥର ଏକାଧିକ ସ୍ଥାନରେ ରବିବାର ମାଓବାଦୀ ବ୍ୟାନର ଏବଂ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ଏପରିକି କୋଟଗଡ଼...

କାରଖାନାରେ ଦୁର୍ଘଟଣା: ଅକ୍ସିଜେନ ସିଲିଣ୍ଡର ଫାଟି ୩ ଗୁରୁତର

ବଡ଼ବିଲ,୧୪।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ-ବଲାଣି ରାସ୍ତା ମାଟକାମବେଡ଼ାରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ୍‌ କମ୍ପାନୀ ପ୍ରାଇଭେଟ ଲିମିଟେଡ୍‌ରେ ରବିବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଅକ୍ସିଜେନ୍‌ ସିଲିଣ୍ଡର ଫାଟି ୩ ଜଣ ଗୁରୁତର ହୋଇଛନ୍ତି। ଅବସ୍ଥା ସଙ୍କଟାପନ୍ନ ଥିବାରୁ...

ଜଳନ୍ତା ଚୁଲିରେ ପଡ଼ି ଶିଶୁ ଗୁରୁତର

ହାଟଡିହୀ,୧୪।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ଼ ପଞ୍ଚାୟତ ଦଲିକି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି l ଗ୍ରାମର ବାଜୁ ହୋଙ୍କ ସ୍ତ୍ରୀ ବୁଧୁନି ଶନିବାର ରାତିରେ ତରକାରୀ ରୋଷେଇ କରୁଥିଲେ l ସେତିକିବେଳେ ଚୁଲି ପାଖରେ ତାଙ୍କର...

ଆଇସିଏସ୍‌ଇ ମାଟ୍ରିକ ପରୀକ୍ଷାରେ ଓଡ଼ିଶାରୁ ପ୍ରିୟଙ୍କା, ବିଷ୍ଣୁ ଟପ୍ପର

ଭୁବନେଶ୍ୱର,୧୪ା୫(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦ ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ବୋର୍ଡ ପରିଚାଳିତ ଆଇସିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ଓଡ଼ିଶାରୁ ପ୍ରିୟଙ୍କା ପରାସର ଓ ବିଷ୍ଣୁ ଶତପଥୀ...

ଓଡ଼ିଶାରେ ପାକିସ୍ତାନ ଲିଙ୍କ୍‌, ତଥ୍ୟ ଦେଇ ବନ୍ଧାହେଲେ ୩

ଭୁବନେଶ୍ୱର/ନୟାଗଡ଼,୧୪ା୫(ବ୍ୟୁରୋ/ଡି.ଏନ୍‌.ଏ.): ଓଟିପି ଶେୟାରିଂ ସ୍କାମ୍‌ ନେଇ ଏସ୍‌ଟିଏଫ୍‌ ଚଢ଼ାଉ କରି ନୟାଗଡ଼ର ପଠାଣୀ ସାମନ୍ତ ଲେଙ୍କା, ସରୋଜ କୁମାର ନାୟକ ଓ ଯାଜପୁରର ସୌମ୍ୟ ପଟ୍ଟନାୟକଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୧୯ଟି ଦାମୀ ମୋବାଇଲ, ୪୭ଟି ସିମ୍‌କାର୍ଡ, ୬୧ଟି ଏଟିଏମ୍‌...

ଲକି ଡ୍ର ଜରିଆରେ ଇ-ସ୍କୁଟର ଜିତିଲେ ଗ୍ରାହକ

ଭୁବନେଶ୍ୱର,୧୪।୫: ଲାଲଚାନ୍ଦ୍‌ ଜୁଏଲର୍ସର ବ୍ରହ୍ମପୁର ଶୋ’ରୁମ୍‌ ପକ୍ଷରୁ ନିକଟରେ ଏକ ମେଗା ଲକି ଡ୍ର ଉଠାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଲକି ଡ୍ର ଜରିଆରେ ୩ ଭାଗ୍ୟଶାଳୀ ବିଜେତା ଭାବେ ବ୍ରହ୍ମପୁରର ପୂର୍ଣ୍ଣବାସୀ ହୋତା, ଜେ. ସନ୍ତୋଷ ରାଓ...

ମାରୁତି ସୁଜୁକି ସୁପର କ୍ୟାରିର ଅନାବରଣ

ଭୁବନେଶ୍ୱର,୧୪।୫: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ (ଏମ୍‌ଏସ୍‌ଆଇଏଲ୍‌)ର ଅପ୍‌ଗ୍ରେଡେଡ୍‌ ହାଲୁକା କମର୍ସିଆଲ ଭେଇକିଲ ସୁପର କ୍ୟାରିର ସର୍ବଭାରତୀୟ ଉନ୍ମୋଚନ ଓ ପ୍ରବେଶ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏମ୍‌ଏସ୍‌ଆଇଏଲ୍‌ ସ୍ବୀକୃତିପ୍ରାପ୍ତ ଡିଲର ମାରୁତି ସୁଜୁକି...

ପୁଣି ସ୍ଥିତି ଜାହିର କଲେ ମାଓବାଦୀ, ରାଜପଥରେ ମାରିଲେ ଲାଲ୍‌ ବ୍ୟାନର

ଦାରିଙ୍ଗବାଡ଼ି,୧୪ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ମାଓବାଦୀ ପକ୍ଷରୁ ଲାଲ ବ୍ୟାନର ସହ ଏକାଧିକ ପୋଷ୍ଟର ଛଡ଼ାଯାଇଛି। ଫଳରେ ଅଞ୍ଚଳରେ ପୁଣି ମାଓବାଦୀଙ୍କ ଉପସ୍ଥିତ ଜାହିରକୁ ନେଇ ଅଞ୍ଚଳରେ କୋକୁଆ ଭୟ...

୧୫ରୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଆସନ୍ତା ୧୫ ତାରିଖରୁ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ। ଉପକୂଳରୁ ଉପାନ୍ତ ସବୁଠି ତାତିର ପ୍ରକୋପ ହନ୍ତସନ୍ତ କରିବ । ପଦାକୁ ବାହାରିବା ମୁସ୍କିଲ ହୋଇ ପଡ଼ିବ। ପାରଦ ୪୫ ଡିଗ୍ରୀକୁ ଛୁଇଁବ। ବିଶେଷକରି ପଶ୍ଚିମ ଓ...

ଆଜି ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ପରୀକ୍ଷାଫଳ

ଭୁବନେଶ୍ୱର,୧୪।୫(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦ ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ବୋର୍ଡ ପରିଚାଳିତ ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ରବିବାର ଅପରାହ୍ନ ୩ଟାରେ ପ୍ରକାଶ ପାଇବ। ଏନେଇ ଶନିବାର ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।...

ଭାଜପା ନେତା ଜାଣିପାରୁ ନାହାନ୍ତି

ଭୁବନେଶ୍ବର, ୧୪।୫(ବ୍ୟୁରୋ): ଭାଜପା ସଭାପତି ଭାବେ ଗତ ମାର୍ଚ୍ଚ ୨୩ରେ ମନମୋହନ ସାମଲ ପଦ ଗ୍ରହଣ କଲେ। ସେତେବେଳେ ଭୁବନେଶ୍ୱର ରାମମନ୍ଦିର ନିକଟସ୍ଥ ଭାଜପା ଅଫିସ୍‌ ସମ୍ମୁଖରେ ଲାଗିଥିବା ଗାଡ଼ି ଏବଂ ବସ୍‌ର ଭିଡ଼ରୁ ମନେହେଲା ଯେପରି ବିଦାୟ ନେଇଥିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri