ରାଜ୍ୟ

ଭୋଟ ହାର ବଢ଼ିବା ଯୋଗୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ବର,୧୬।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନର ଫଳାଫଳକୁ ସ୍ବୀକାର କରିବା ସହ ଭାଜପାର ଭୋଟ ହାର ବୃଦ୍ଧି ପାଇଁ ଝାରସୁଗୁଡ଼ାବାସୀ ଓ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଟୁଇଟ୍‌ ଯୋଗେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି। ସେ ତାଙ୍କ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି, ଝାରସୁଗୁଡ଼ା...

ବିଜେଡି, ଭାଜପାର ଭୋଟ ହାର ବଢ଼ିଲା

ଭୁବନେଶ୍ବର, ୧୪।୫(ବ୍ୟୁରୋ):  ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ୧ ଲକ୍ଷ ୦୭ ହଜାର ୧୯୮ ଭୋଟ ପାଇ ବିଜୟୀ ହୋଇଛନ୍ତି। ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ୫୮ ହଜାର ୪୭୭ ଖଣ୍ଡ ଭୋଟ ପାଇଛନ୍ତି। ତେବେ ଦୀପାଳିଙ୍କଠାରୁ...

ଭାରତରେ କଂଗ୍ରେସର ଉତ୍‌ଥାନ, ଓଡ଼ିଶାରେ ପତନ

ଭୁବନେଶ୍ବର, ୧୪।୫(ବ୍ୟୁରୋ):  ଝାରସୁଗୁଡ଼ାରେ କଂଗ୍ରେସର କେବଳ ପରାଜୟ ଘଟି ନାହିଁ ଦଳ ଏଠାରେ ଅମାନତ ହରାଇବା ଫଳରେ ସମ୍ପୂର୍ଣ୍ଣ ଭାବେ ତାହାର ମୂଳୋତ୍ପାଟନ ଘଟିଛି। ଓଡ଼ିଶାରେ କଂଗ୍ରେସ ଉଧେଇ ନ ପାରିବାର ଅନେକ କାରଣ ରହିଛି। ନେତୃତ୍ୱ ବିବାଦ କଂଗ୍ରେସକୁ...

ବନ୍ଦ ଘରୁ ମିଳିଲା ୩ ମୃତଦେହ

ସମ୍ବଲପୁର,୧୩ା୫(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏକ ଘର ଭିତରୁ ଶନିବାର ସନ୍ଧ୍ୟାରେ ୩ ଜଣଙ୍କର ମୃତଦେହ ମିଳିଛି। ମୃତକମାନେ ହେଲେ ମା ସଜିଆ ପରବୀନ (୩୨), ପୁଅ...

ଦ୍ୱନ୍ଦ୍ୱ ଦୂର କଲା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଶେଷରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱନ୍ଦ୍ୱ ଦୂର କରିଛି। ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ ବାର୍ଷିକ ପରୀକ୍ଷା ଓ କ୍ୱାର୍ଟର ଏଣ୍ଡ୍‌ ପରୀକ୍ଷା ଆଧାରରେ ରେଜଲ୍ଟ ପ୍ରକାଶ...

ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଝାରସୁଗୁଡ଼ାରେ ବିଜେଡି ବିପୁଳ ଭୋଟ୍‌ରେ ବିଜୟ ଲାଭ କରିବା ପରେ ବିଜେଡି ବିଜୟ ଉତ୍ସବ ପାଳନ କରିଛି। ଆଜି ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡରେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ନବୀନ କହିଛନ୍ତି, ବିଜେଡି ମା’ମାନଙ୍କୁ...

ଦେଶର ବୃହତ ବନ୍ଦର କ୍ଷେତ୍ରରେ ପାରାଦୀପ ୧ ନମ୍ବର

ପାରାଦୀପ,୧୩ା୫(ସ୍ବ.ପ୍ର.): ପାରାଦୀପ ବନ୍ଦର ପ୍ରାଧିକରଣ (ପିପିଏ)କୁ କେନ୍ଦ୍ର ବନ୍ଦର ଜାହାଜ ଓ ଜଳମାର୍ଗ ମନ୍ତ୍ରଣାଳୟ ପକ୍ଷରୁ ସାଗରଶ୍ରେଷ୍ଠ ସମ୍ମାନ ଆଓ୍ବାର୍ଡ ୩ ଟି କ୍ଷେତ୍ରରେ ମିଳିଛି। ଏ ନେଇ ବନ୍ଦର ଅଧ୍ୟକ୍ଷ ପିଏଲ ହାରାନ୍ଧ ଶନିବାର ପ୍ରଶାସନିକ ଭବନର ବୋର୍ଡ...

ପ୍ରମିଳାଙ୍କୁ ଆଉ ଦୁଇ ବିଭାଗ ଦାୟିତ୍ୱ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଆଉ ଦୁଇ ବିଭାଗର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି। ଏଣିକି ଶ୍ରମ ସହ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଦାୟିତ୍ୱ ସମ୍ଭାଳିବେ ପ୍ରମିଳା। ଶୁକ୍ରବାର ରାଜ୍ୟ ମନ୍ତ୍ରିମଣ୍ଡଳରୁ ବାଚସ୍ପତି...

ଦୀପାଳିଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ବିପୁଳ ଭୋଟ୍‌ରେ ବିଜୟୀ ହୋଇଛନ୍ତି। ଏହି ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ୍‌ ଯୋଗେ ତାଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଛନ୍ତି। ଏହି ବିଜୟ ସହ ଝାରସୁଗୁଡ଼ା...

ବାପା ଉପରେ ଥାଇ ଆଶୀର୍ବାଦ କରିଛନ୍ତି, ମୁଁ ତାଙ୍କ ଅଧୁରା ସ୍ବପ୍ନପୂରଣ କରିବି

ଝାରସୁଗୁଡ଼ା ଅଫିସ, ୧୩।୫: ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନରେ ବିଜୟ ହାସଲ କରିବା ପରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ପ୍ରତିକ୍ରିୟା ରଖିଛନ୍ତି। ଦୀପାଳି କହିଛନ୍ତି, ଏ ବିଜୟ ମୋ ବାପା ସ୍ବର୍ଗତ ନବ ଦାସଙ୍କୁ ଉତ୍ସର୍ଗୀକୃତ। ଏ ବିଜୟ କେବଳ...

ବିଜୟ ମୁକୁଟ ପିନ୍ଧିଲେ ଦୀପାଳି

ଝାରସୁଗୁଡ଼ା ଅଫିସ, ୧୩।୫: ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନରେ ବିଜୟ ମୁକୁଟ ପିନ୍ଧିଲେ ଦୀପାଳି ଦାସ। ବିପୁଳ ସଂଖ୍ୟାର ଭୋଟରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ବିଜୟ ହାସଲ କରିଛନ୍ତି। ସେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କୁ ୪୮ ହଜାର ୭୨୧...

ବିବାହ ବନ୍ଧନରେ ବାନ୍ଧିହେଲେ ପାଲଲହଡା ବିଧାୟକ

ପାଲଲହଡ଼ା, ୧୩।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପାଲଲହଡାର ଯୁବ ବିଧାୟକ ମୁକେଶ ପାଲ ଶୁକ୍ରବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ହିନ୍ଦୁ ରୀତିନୀତି ଅନୁଯାୟୀ ଅନୁଗୋଳସ୍ଥିତ ଏକ ତାରକା ହୋଟେଲରେ ତାଙ୍କ ବିବାହ ଧୂମଧାମରେ ସମ୍ପନ୍ନ ହୋଇଛି । ବିଧାୟକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri