ରାଜ୍ୟ

୧୫ରୁ ଦୁବାଇକୁ ସିଧାସଳଖ ଉଡ଼ିବ ବିମାନ

ଭୁବନେଶ୍ୱର, ୧୩।୫ (ବ୍ୟୁରୋ): ଆସନ୍ତା ୧୫ ତାରିଖ ସୋମବାରଠାରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବ। ଏଥିପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ସୋମବାର ସନ୍ଧ୍ୟା ୬ଟା ୪୫ରେ ବିମାନଟି ଭୁବନେଶ୍ୱର ଛାଡିବ ଏବଂ...

ରାଜଧାନୀ ସୁପରଫାଷ୍ଟରେ ନିଆଁ

ବାଲେଶ୍ୱର ଅଫିସ/ ଜଳେଶ୍ୱର,୧୩ା୫(ଡି.ଏନ.ଏ.): ନୂଆଦିଲ୍ଲୀରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ୨୨୮୨୪ ଡାଉନ୍‌ ରାଜଧାନୀ ଟ୍ରେନ୍‌ର ପେଣ୍ଟ୍ରିକାର୍‌ ଚକରେ ଶୁକ୍ରବାର ନିଅଁା ଲାଗିଯାଇଥିଲା। ହେଲେ ଲୋକୋ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଟ୍ରେନ୍‌କୁ ବ୍ରେକ୍‌ ଦେଇ ଜଳେଶ୍ୱର ଷ୍ଟେଶନର ଅନତି ଦୂରରେ...

ବିଦ୍ୟୁତ୍‌ ଆଘାତରେ ୪ ହାତୀ ମୃତ

ଗୁଣପୁର/ପାରଳାଖେମୁଣ୍ଡି,୧୩ା୫(ଡି.ଏନ୍‌.ଏ.): ଓଡ଼ିଶା ସୀମାନ୍ତ ଆନ୍ଧ୍ରପ୍ରଦେଶ ପାର୍ବତୀପୁର ମାନ୍ୟମ ଜିଲା କାତ୍ରାଗାଡ଼ା ନିକଟରେ ଶୁକ୍ରବାର ୪ଟି ହାତୀଙ୍କ ମୃତଦେହ ଠାବ ହୋଇଛି। ହାତୀ ମୃତଦେହଗୁଡ଼ିକ ଏକ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ନିକଟରେ ପଡ଼ି ରହିଛି। ତେଣୁ ବିଦ୍ୟୁତ୍‌ ଆଘାତରେ ହାତୀ ମୃତ୍ୟୁ ଘଟିଥିବା...

ମାଲକାନଗିରିରେ ହଁ, କୋରାପୁଟରେ ନା

କଳ୍ପତରୁ ମହାନ୍ତି ବୈପାରିଗୁଡ଼ା, ୧୩ା୫: ଦୀର୍ଘବର୍ଷର ଦାବି ସତ୍ତ୍ୱେ କୋରାପୁଟ ଜିଲାରେ ବସବାସ କରୁଥିବା ‘ଦୁରୁଆ’ଙ୍କୁ ମିଳୁନାହିଁ ଆଦିବାସୀ ମାନ୍ୟତା। ପଡ଼ୋଶୀ ମାଲକାନଗିରି ଜିଲାରେ ସମାନ ବର୍ଗର ଲୋକଙ୍କୁ ଜନଜାତି ପ୍ରମାଣପତ୍ର ପ୍ରଦାନ କରାଯାଉଥିବାବେଳେ ପ୍ରଶାସନିକ ଅବହେଳାରୁ କୋରାପୁଟରେ ଦୁରୁଆ...

ଝାରସୁଗୁଡ଼ା ଉପନିର୍ବାଚନ ଫଳାଫଳ ଆଜି

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଶନିବାର ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏଥିପାଇଁ ତ୍ରି-ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଶୁକ୍ରବାର ଗଣମାଧ୍ୟମକୁ...

ବାଚସ୍ପତି ଆରୁଖଙ୍କ ପରେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ୨ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶୁକ୍ରବାର ଇସ୍ତଫା ପରେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ୨ ରାଷ୍ଟ୍ରମନ୍ତ୍ରୀ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ଶ୍ରମ ଏବଂ କର୍ମଚାରୀ ବୀମା ମନ୍ତ୍ରୀ ଶ୍ରୀକାନ୍ତ...

ଇସ୍ତଫା ଦେଲେ ବାଚସ୍ପତି ବିକ୍ରମ ଆରୁଖ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶୁକ୍ରବାର ସନ୍ଧ୍ୟାରେ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ଉପବାଚସ୍ପତିଙ୍କୁ ପଠାଇଥିବା କହିଛନ୍ତି। ବ୍ୟକ୍ତିଗତ କାରଣ ଯୋଗୁ ସେ ଇସ୍ତଫା ଦେଇଥିବା ଜଣାପଡିଛି। ତେବେ ଆରୁଖ ଇସ୍ତଫା ଦେବା...

ଅସହ୍ୟ ତାତି: ଝାରସୁଗୁଡାରେ ୪୧.୨ ଡିଗ୍ରୀ ତାପମାତ୍ରା ରେକର୍ଡ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରଭାହ। ସକାଳ ୯ଟାରୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ତେବେ ଶୁକ୍ରବାର ଦିନ ୨ ଟା ୩୦ ସୁଦ୍ଧା ଝାରସୁଗୁଡାରେ ୪୧.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ...

ଭିଜିଲାନ୍ସ ଜାଲରେ ଛତ୍ରପୁର ତହସିଲ ଅଫିସର ବରିଷ୍ଠ ରାଜସ୍ବ ସହାୟକ

ଛତ୍ରପୁର,୧୨।୫(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ତହସିଲ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ ସ୍ବାତି ସୁଚରିତା ପାତ୍ର ଘରବାରି ପଟ୍ଟା କରିଦେବା ଲାଗି ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଉକ୍ତ ଲାଞ୍ଚ ଟଙ୍କା ସହ ବିଭିନ୍ନ କାଗଜ...

୪୮ ହଜାର ଟଙ୍କା ଲାଞ୍ଚ ନେଇ ଜୁନିଅର ଷ୍ଟେନୋ ଗିରଫ

ନୟାଗଡ଼ ଅଫିସ, ୧୨।୫: ଭିଜିଲାନ୍ସ ଜାଲରେ ନୟାଗଡ଼ ଟ୍ରେଜେରୀ ଅଫିସର ଜୁନିଅର ଷ୍ଟେନୋ ଦୁର୍ଗା ପ୍ରସାଦ ମହାପାତ୍ର। ଜାତୀୟ ପେନସନ ସ୍କିମର ପ୍ରାନ ଆଇଡି ଖୋଲିବା ପାଇଁ ରଣପୁର ବ୍ଲକ ପି. ମାନପୁର ହାଇସ୍କୁଲ ଶିକ୍ଷକଙ୍କଠାରୁ ୪୮ ହଜାର ଟଙ୍କା...

ଲାଞ୍ଚ ନେବା ମାମଲାରେ କନିଷ୍ଠ କିରାଣୀଙ୍କୁ ୩ ବର୍ଷ ଜେଲ

ଅନୁଗୋଳ,୧୨।୫: ଅନୁଗୋଳ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହେଲେ ଜିଲାପାଳ କାର୍ଯ୍ୟାଳୟର କନିଷ୍ଠ କିରାଣୀ ପଙ୍କଜିନୀ ବିଶ୍ୱାଳ । ପଙ୍କଜିନୀ ୨୦୧୭ରେ ଅନୁଗୋଳ ତହସିଲ ଅଫିସରେ କାର୍ଯ୍ୟରତ ଥିବା ବେଳେ ଜମି ପଟା ମ୍ୟୁଟେଶନ କରିବା ପାଇଁ ଟଙ୍କା ଲାଞ୍ଚ ନେବା...

ବିଦ୍ୟୁତ୍‌ କରେଣ୍ଟ ଲାଗି ଚାଲିଗଲା ଭଉଣୀ ଭାଇଙ୍କ ଜୀବନ

ଯାଜପୁର ଅଫିସ/କଳିଙ୍ଗନଗର(ଡି.ଏନ୍‌.ଏ.):୧୨।୫: ବିଦ୍ୟୁତ୍‌ କରେଣ୍ଟ ଲାଗି ଶୁକ୍ରବାର ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସମେତ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପ୍ରଧାନ ଶିକ୍ଷୟିତ୍ରୀ ନିତୁ ମାରାଣ୍ଡି(୩୨) ଏବଂ ସମ୍ପର୍କୀୟ ଭାଇ ରେଲଓ୍ବେ କନ୍‌ଷ୍ଟେବଲ ଭାବେ କାର୍ଯ୍ୟରତ ଶ୍ୟାମସୁନ୍ଦର ମାରାଣ୍ଡି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri