ରାଜ୍ୟ

ମଶାଧୂପରୁ ଶ୍ୱାସରୁଦ୍ଧ ହୋଇ ମା’-ଝିଅ ସମେତ ୩ ଅସୁସ୍ଥ

ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡା ପଞ୍ଚାୟତ ଅଧୀନ ଦକ୍ଷିଣପାରି ଗ୍ରାମରେ ମଶାଧୂପରେ ଶ୍ୱାସରୁଦ୍ଧ ହୋଇ ମା-ଝିଅ ସମେତ ୩ଜଣ ଅସୁସ୍ଥ ହୋଇଛନ୍ତି। ଅସୁସ୍ଥ ହୋଇଥିବା ମା’ ସସ୍ମିତା ଦାସ(୩୦) ଓ ଝିଅ ପ୍ରୀତିପ୍ରଭା (୧୦) ଏବଂ...

ଠେକୁଆ ଦେଖାଇବେ କହି ୭ବର୍ଷର କୁନି ଝିଅକୁ ବଳାତ୍କାର କଲେ ଜେଜେ ବୟସର  ବ୍ୟକ୍ତି: ମାଡ଼ି ବସିଲା ପୋଲିସ 

ଯାଜପୁର,୨୭।୧୦: ଯାଜପୁର ବରୀ-ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାରର ହୋଇଥିଲ। ଘଟଣାର ୪ ଦିନ ପରେ ଅଭିଯୁକ୍ତ କାଳିଆ ପରିଡାଙ୍କୁ ପୋଲିସ ଗିରଫ କରିଛି। ପଟାମୁଣ୍ଡାଇ ଥାନା ଦାଣ୍ଡି ସାହି ଅଞ୍ଚଳରେ ଜଣେ ଔଷଧ ବ୍ୟବସୀୟଙ୍କ ଘରେ...

ରାଜଭବନରେ ପହଞ୍ଚିଲେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା

ଭୁବନେଶ୍ୱର,୨୭ା୧୦: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଓଡ଼ିଶା ଗସ୍ତରେ ଆସି ରବିବାର ରାଜଭବନରେ ପହଞ୍ଚିଛନ୍ତି। ଏଠାରେ ସେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ...

ମଦ ପିଇବା ପାଇଁ ସ୍ତ୍ରୀଙ୍କୁ ଟଙ୍କା ମାଗିଲେ ସ୍ବାମୀ, ନ ଦେବାରୁ ନେଲେ ଏମିତି ପଦକ୍ଷେପ…

ତୁମୁଡ଼ିବନ୍ଧ,୨୭ା୧୦(ଦୀପକ କୁମାର ପରାସେଠ): ନୃଶଂସ ସ୍ବାମୀଙ୍କର ଅମାନୁଷିକ କାଣ୍ଡ। ମଦ୍ୟପାନ ପାଇଁ ସ୍ବାମୀ ଟଙ୍କା ମାଗିବା ପରେ ସ୍ତ୍ରୀ ଟଙ୍କା ନ ଦେବାରୁ ଛୁରିରେ ସ୍ତ୍ରୀଙ୍କ ଗଳା କାଟି ହତ୍ୟା କରିଛନ୍ତି ସ୍ବାମୀ। କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ନୂଆମୁଣ୍ଡା...

ପ୍ରଭୁଙ୍କୁ ସମର୍ପି ଦେଇଥିଲି ପ୍ରଥମ ଦରମା

ମୋ ଭଳି ଆର୍ଥତ୍କ ଅସ୍ବଚ୍ଛଳ ସଂଘର୍ଷରତ ନିମ୍ନ ମଧ୍ୟବିତ୍ତ ବର୍ଗର ସ୍ବପ୍ନୀଳ ଛାତ୍ରମାନେ ସବୁବେଳେ ଏକ ପ୍ରାପ୍ତି-ଅପ୍ରାପ୍ତିର ଆତଙ୍କିତ ସମୟ ଭିତରେ ଗତି କରନ୍ତି ଜଣେ ଜଣେ ଉଚ୍ଚ ସରକାରୀ ଚାକିରୀର ଆଶାୟୀ ପ୍ରାର୍ଥୀ ଭାବେ। ପର୍ବତ ପ୍ରମାଣେ ଚିନ୍ତା...

ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ୫ ବର୍ଷୀୟା ଝିଅଙ୍କ ମୃତ୍ୟୁ ଅଭିଯୋଗ

ଝରିଗାଁ,୨୭।୧୦(କିଶୋର ଚନ୍ଦ୍ର ମଣ୍ତଳ)ନବରଙ୍ଗପୁରରୁ ଭୁବନେଶ୍ୱର ଯାଇ କାମ କରୁଥିବା ଏକ ଦମ୍ପତିଙ୍କ ୫ ବର୍ଷୀୟା ଝିଅ ଶୁକ୍ରବାର ଏକ ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ପ୍ରାଣ ହରାଇଛନ୍ତି। ମୃତକ ହେଲେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ୍‌ ବାଣୁଆଗୁଡ଼ା ପଞ୍ଚାୟତ କୁହୁରାକୋଟ...

ଭୁବନେଶ୍ୱରରରେ ଲାଗିବ ଆଇପି କ୍ୟାମେରା

ଭୁବନେଶ୍ୱର,୨୭ା୧୦(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀର ବିଭିନ୍ନ ଆପାର୍ଟମେଣ୍ଟକୁ ଟାର୍ଗେଟ କରି ଲୁଟେରାମାନେ ଲୋକଙ୍କ ଟଙ୍କା ଓ ସୁନା ଗହଣା ନେଇ ଫେରାର ହୋଇଯାଉଛନ୍ତି। ଅତ୍ୟାଧୁନିକ କ୍ୟାମେରା ବ୍ୟବସ୍ଥା ନ ଥିବାରୁ ଲୁଟେରାମାନଙ୍କୁ ପୋଲିସ ସହଜରେ ଚିହ୍ନଟ କରିପାରୁ ନାହିଁ। ଏପରି କି ସେମାନଙ୍କୁ...

ବିଜେଡି ବିଧାୟକଙ୍କୁ ଅଣଦେଖା: ଗଣେଶ୍ୱର

କେନ୍ଦ୍ରାପଡ଼ା,୨୭ା୧୦(ଜଗନ୍ନାଥ ଧଳ)ବାତ୍ୟା ‘ଦାନା’ ପ୍ରଭାବରେ କ୍ଷୟକ୍ଷତିର ଆକଳନ ଚାଲିଛି। ଏହି ସମୟରେ ଶାସକ ଓ ବିରୋଧୀ ଦଳର କଳି ଆରମ୍ଭ ହୋଇଛି। ବାତ୍ୟା ପରିଚାଳନାରେ ଶାସକ ଦଳ କେନ୍ଦ୍ରାପଡ଼ା ଜିଲାର ବିଜେଡି ବିଧାୟକଙ୍କୁ ଅଣଦେଖା କରିଛନ୍ତି। କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ୱର...

୧୦୮ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମାନବିକତା: ବାତ୍ୟାବେଳେ ଅସୁସ୍ଥ ମହିଳାଙ୍କୁ ବୋହି ଆମ୍ବୁଲାନ୍ସ ଯାଏ ଆଣିଲେ

ରାଜନଗର,୨୭ା୧୦(ଭାସ୍କର ରାଉତରାୟ): ବାତ୍ୟା ‘ଦାନା’ ତାଣ୍ଡବ ଆରମ୍ଭ ହେବା ପୂର୍ବରୁ ରାଜନଗରରେ ବର୍ଷା ଆରମ୍ଭ ହୋଇଯାଇଥିଲା। ଏହି ସମୟରେ ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ ଗଁାର ଜଣେ ମହିଳା ଅସୁସ୍ଥ ହୋଇପଡିଥିବା ନେଇ ୧୦୮କୁ ଫୋନ ଆସିଥିଲା। ୧୦୮...

ଗଣମାଧ୍ୟମରେ ଏଆଇ ବ୍ୟବହାରର ତର୍ଜମା ହେଉ: ଏନ୍‌. ରାମ

ଭୁବନେଶ୍ୱର,୨୭ା୧୦(ଅନିଲ ଦାସ): ମିଡିଆ ସଂସ୍ଥାଗୁଡ଼ିକ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବ୍ୟବହାରର ତର୍ଜମା କରନ୍ତୁ ବୋଲି ‘ଦି ହିନ୍ଦୁ’ର ପୂର୍ବତନ ଏଡିଟର୍‌-ଇନ୍‌-ଚିଫ୍‌ ଏନ୍‌.ରାମ କହିଛନ୍ତି। ଶନିବାର ପ୍ରେସ୍‌ କ୍ଲବ ଅଫ୍‌ ଓଡ଼ିଶାଠାରେ ଆୟୋଜିତ ଏଡିଟର୍ସ ଗିଲ୍ଡ ଅଫ୍‌ ଇଣ୍ଡିଆ ଏବଂ ପ୍ରେସ୍‌...

ବନ୍ୟା ସ୍ଥିତି: ୧୦ ଗାଁ ବିଚ୍ଛିନ୍ନ

ବାଲେଶ୍ୱର(ବାଞ୍ଛାନିଧି ଦେ)/ ନୀଳଗିରି(ପ୍ରଶାନ୍ତ ବିଶ୍ୱାଳ), ୨୭।୧୦: ବାତ୍ୟା ‘ଦାନା’ ପ୍ରଭାବରେ ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି। ଉପରମୁଣ୍ଡରେ ହୋଇଥିବା ପ୍ରବଳ ବର୍ଷା ଫଳରେ ବାଲେଶ୍ୱର ଜିଲାରେ ପ୍ରବାହିତ ବୁଢ଼ାବଳଙ୍ଗ ଓ ସୋନ ନଦୀର...

ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ତେବେ ବୃନ୍ଦାବତୀ ଭକ୍ତ ନିବାସରେ ରହି କାର୍ତ୍ତିକ ବତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri