ରାଜ୍ୟ

ପୁଣି ତାତିଲା ରାଜଧାନୀ

ଭୁବନେଶ୍ୱର,୮ା୫(ବ୍ୟୁରୋ): କିଛିଦିନ ଧରି ବର୍ଷା ହେଉଥିବାରୁ ଥଣ୍ଡା ଥିବା ରାଜଧାନୀ ସୋମବାର ପୁଣି ଉତ୍ତପ୍ତ ହୋଇଛି। ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ତାପମାତ୍ରା ୩୧ ଡିଗ୍ରୀ ଛୁଇଁଥିବା ବେଳେ ୮୫ ପ୍ରତିଶତ ଆର୍ଦ୍ରତା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ...

ତ୍ରିଶୂଳିଆଠାରେ କାଠଯୋଡ଼ିରେ ହେବ ଦ୍ୱିତୀୟ ସେତୁ

କଟକ ଅଫିସ,୮ା୫: କଟକର ତ୍ରିଶୂଳିଆ ନିକଟ କାଠଯୋଡ଼ି ନଦୀ ଉପରେ ଖୁବ୍‌ଶୀଘ୍ର ଦ୍ୱିତୀୟ ସେତୁ ନିର୍ମାଣ ହେବ। ଏହି ସେତୁ ୪ ଲେନ୍‌ ବିଶିଷ୍ଟ ହେବ। ନେତାଜୀ ସୁଭାଷ ଚନ୍ଦ୍ର ବୋଷ ସେତୁ ନିକଟରେ ଅତ୍ୟାଧୁନିକ ଜ୍ଞାନକୌଶଳ ଉପଯୋଗରେ ଏହି...

ରାଷ୍ଟ୍ରପତିଙ୍କ ହେଲିକପ୍ଟର ସହ ସେଲ୍‌ଫି ନେଲେ ଫାର୍ମାସିଷ୍ଟ

ବାରିପଦା ଅଫିସ,୮ା୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ସମୟରେ ବିଦ୍ୟୁତ୍‌ ବିଭ୍ରାଟ ନେଇ ଆରୋପ ପ୍ରତ୍ୟାରୋପ ଚାଲିଥିବା ବେଳେ ସୁରକ୍ଷା ବ୍ୟବସ୍ଥାରେ ସାଂଘାତିକ ତ୍ରୁଟି ପରିଲକ୍ଷିତ ହୋଇଛି। ଗସ୍ତ ସମୟରେ ନିୟୋଜିତ ଥିବା ଜଣେ ଫାର୍ମାସିଷ୍ଟ ରାଷ୍ଟ୍ରପତିଙ୍କ ଗମନାଗମନରେ ନିୟୋଜିତ...

ସ୍କୁଲ ଉନ୍ନତି ପାଇଁ ଦାନ କଲେ ପେନ୍‌ସନ ଟଙ୍କା

ଭଦ୍ରକ ଅଫିସ,୮।୫: ଦିନେ ଯେଉଁ ସ୍କୁଲରେ ସେ ପଢ଼ୁଥିଲେ, ତାହାର ଉନ୍ନତି ପାଇଁ ନିଜର ପେନ୍‌ସନ ଟଙ୍କା ଦାନ କରିଛନ୍ତି। ବିଦ୍ୟାଳୟର ବିକାଶ ନିମନ୍ତେ ପେନ୍‌ସନ ଟଙ୍କାରୁ ୧ ଲକ୍ଷ ସହାୟତା ପ୍ରଦାନ କରି ଏବେ ଚର୍ଚ୍ଚାରେ ରହିଛନ୍ତି ଭଦ୍ରକ...

ଝାରସୁଗୁଡ଼ା ଉପନିର୍ବାଚନ: ଆଜି ସରୁଛି ପ୍ରଚାର

ଭୁବନେଶ୍ୱର,୮ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସୋମବାର ପ୍ରଚାର ସରୁଥିବା ବେଳେ ହାଇଭୋଲଟେଜ୍‌ ପ୍ରଚାରରେ କମ୍ପୁଛି ଅଞ୍ଚଳ। ହାତରେ ଆଉ ଗୋଟିଏ ଦିନ ଥିବାରୁ ୩ ପ୍ରମୁଖ ଦଳର ପ୍ରାର୍ଥୀମାନେ ପୂରା ଦମ୍‌ରେ ଲାଗିପଡ଼ିଛନ୍ତି। ବିଜେଡି ପ୍ରାର୍ଥୀ ଦୀପାଳି ଦାସ, ଭାଜପା...

ଅଭାବ ଅନଟନରେ ବିଡ଼ି ଶ୍ରମିକ

ନୟାଗଡ଼ ଅଫିସ,୮ା୫: ନୟାଗଡ଼ ଜିଲାର ବିଡ଼ି ଶ୍ରମିକମାନେ ଆର୍ଥିକ ଅନଟନରେ ଛନ୍ଦି ହୋଇ ଦୁଃଖଦ ଜୀବନଯାପନ କରୁଛନ୍ତି। ସ୍ବାସ୍ଥ୍ୟସେବା ମିଳୁ ନ ଥିବାବେଳେ ଶ୍ରମ ଆଇନରେ ପରିବର୍ତ୍ତନ ପରେ ଜନକଲ୍ୟାଣ ପାଣ୍ଠିର ସହାୟତା ରାଶି ୭ ବର୍ଷ ହେଲା ବନ୍ଦ...

ଆଜିଠୁ ୪୭ କେନ୍ଦ୍ରରେ ଓଜେଇଇ

ଭୁବନେଶ୍ୱର,୮।୫(ବ୍ୟୁରୋ): ସୋମବାରଠାରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା(ଓଜେଇଇ) ପରୀକ୍ଷା ଆରମ୍ଭ ହେଉଛି। ୨୩ ପାଠ୍ୟକ୍ରମରେ ମୋଟ ୫୫,୯୭୯ଜଣ ପରୀକ୍ଷାର୍ଥୀ ପରୀକ୍ଷାଦେବାକୁ ନାମ ପଞ୍ଜୀକରଣ କରିଛନ୍ତି। ଏଥିପାଇଁ ରାଜ୍ୟରେ ୩୦ ସ୍ଥାନରେ ୪୪ ପରୀକ୍ଷା ସେଣ୍ଟର କରାଯାଇଥିବାବେଳେ ରାଜ୍ୟ ବାହାରେ ୩ଟି ସ୍ଥାନରେ...

ଆଜି ସ୍ପଷ୍ଟ ହେବ ବାତ୍ୟା ସ୍ଥିତି

ଭୁବନେଶ୍ୱର,୮।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଶନିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ବାୟୁମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇ ଧୀରେ ଧୀରେ ଘନୀଭୂତ ହେବାରେ ଲାଗିଛି। ଏହା ସୋମବାର ସକାଳେ ଲଘୁଚାପରେ ପରିଣତ ହେବ। ୯...

ଷ୍ଟୁଡେଣ୍ଟ ପୋଲିସ କ୍ୟାଡେଟ୍‌: ଲକ୍ଷ୍ୟ ବହୁ ଦୂର

ଭୁବନେଶ୍ୱର,୮।୫(ବ୍ୟୁରୋ): କେରଳରେ ୨୦୧୦ରେ ପ୍ରଥମେ ଷ୍ଟୁଡେଣ୍ଟ ପୋଲିସ କ୍ୟାଡେଟ ଯୋଜନା ଆରମ୍ଭ ହୋଇଥିଲା। ଏହାର ସଫଳତା ଦେଖିବା ପରେ ଦେଶବ୍ୟାପୀ ଏହାକୁ କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିଲେ। ୨୦୧୮ ଜୁଲାଇ ୨୧ରେ ତତ୍କାଳୀନ ସ୍ବରାଷ୍ଟ୍ରମନ୍ତ୍ରୀ ରାଜନାଥ ସିଂ...

ଏସ୍‌ଟିଏଫ୍‌ ଜାଲରେ ଉଚ୍ଚଶିକ୍ଷିତ ଠକ

ଭୁବନେଶ୍ୱର,୮।୫(ବ୍ୟୁରୋ): କେତେବେଳେ ଚାକିରି ଦେବାକୁ କହି ଫସାଉଥିଲେ ତ ଆଉ କେତେବେଳେ ଭିଜିଲାନ୍ସ ଅଧିକାରୀ ପରିଚୟରେ ବ୍ଲାକ୍‌ମେଲ କରି ଟଙ୍କା ଲୁଟୁଥିଲେ। ଏକାଧିକ ଚାକିରି ଆଶାୟୀ, ସରକାରୀ ଅଧିକାରୀ ଓ କଣ୍ଟ୍ରାକ୍ଟରଙ୍କୁ ଠକେଇ କରିଥିବା ଜଣେ ଉଚ୍ଚଶିକ୍ଷିତ ଠକଙ୍କୁ କ୍ରାଇମବ୍ରାଞ୍ଚର...

ହିଡ୍‌ମାଙ୍କ ସହଯୋଗୀଙ୍କୁ ଏନ୍‌କାଉଣ୍ଟର

ମାଲକାନଗିରି, ୭ା୫(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଭଦ୍ରାଦ୍ରି କୋଥାଗୁଡେମ୍‌ ଜିଲାରେ ରବିବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନେ ହେଲେ କମାଣ୍ଡର ଏରାୟା ଓରଫ ରାଜେଶ ଏବଂ ଅନ୍ୟ ଜଣେ...

ଦୀପାଳିଙ୍କୁ ସେବା କରିବାକୁ ସୁଯୋଗ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର କରିଛନ୍ତି। ଦଳୀୟ ପ୍ରାର୍ଥତ୍ନୀ ଦୀପାଳି ଦାସଙ୍କୁ ଆଶୀର୍ବାଦ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ପଦ୍ମପୁରରେ ବାପାଙ୍କୁ ହରାଇଥିବା ଜଣେ ଝିଅଙ୍କୁ ବିରୋଧୀ ଦଳ ଯେମିତି ବ୍ୟବହାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri