ରାଜ୍ୟ

ଓଡ଼ିଶାରେ ଶାସନ ବ୍ୟବସ୍ଥା ନାହିଁ: ଧର୍ମେନ୍ଦ୍ର

ସମ୍ବଲପୁର,୭।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଯେତିକି ପାଖରୁ ଜାଣିଛି, ଲମ୍ବା ସମୟ ଦେଖିବା ପରେ ଯାହା ଲାଗୁଛି ମୁଖ୍ୟମନ୍ତ୍ରୀଙ୍କ ହାତରେ ଓଡ଼ିଶାର ଶାସନ ବ୍ୟବସ୍ଥା ନାହିଁ। ତାଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀମାନେ ଭେଟିବାର ସୁଯୋଗ ପାଉନାହାନ୍ତି। ଦଳର ବିଧାୟକ, ମୁଖ୍ୟ ଶାସନ...

ଅତିବଡି ପୁରସ୍କାର ଘୋଷଣା

ଭୁବନେଶ୍ୱର,୭।୫(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ପ୍ରଦତ୍ତ ଅତିବଡି ପୁରସ୍କାର ରବିବାର ଘୋଷଣା ହୋଇଛି। ୨୦୨୧ ବର୍ଷ ପାଇଁ ପ୍ରତିଭା ରାୟ, ୨୦୨୨ ପାଇଁ ସୀତାକାନ୍ତ ମହାପାତ୍ର, ୨୦୨୩ ପାଇଁ ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତା ଅତିବଡି ପୁରସ୍କାର ପାଇବା ପାଇଁ...

୮ରେ ଲଘୁଚାପ କ୍ଷେତ୍ରର ରୂପ ନେବ ଘୂର୍ଣ୍ଣିଝଡ

ଭୁବନେଶ୍ୱର,୭।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ ଆସନ୍ତାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ର ରୂପ ନେବ। ପରେ ଅଧିକ ଘନୀଭୂତ ହୋଇ ୯ ତାରିଖ ସୁଦ୍ଧା ଅବପାତ ଓ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। ଏନେଇ...

ଭୁବନେଶ୍ୱରରେ ପହଞ୍ଚିଲେ ମଣିପୁରରେ ପଢୁଥିବା ଓଡ଼ିଆ ଛାତ୍ରୀଛାତ୍ର, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ

ଭୁବନେଶ୍ୱର,୭ା୫(ବ୍ୟୁରୋ): ମଣିପୁରର କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟରେ ପଢୁଥିବା ୧୦ ଜଣ ଓଡ଼ିଆ ଛାତ୍ରୀଛାତ୍ର ରବିବାର ସୁରକ୍ଷିତ ଭାବରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଶା ମୋ’ ପରିବାର ପକ୍ଷରୁ ଜାତିଗତ ହିଂସାରେ କ୍ଷତିଗ୍ରସ୍ତ ମଣିପୁରରେ ପାଠ...

ମହିଳାଙ୍କୁ ପଥରରେ ଛେଚି ହତ୍ୟା, ଜଣେ ଅଟକ

ଗଞ୍ଜାମ,୭ା୫(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ରମ୍ଭା ଥାନା ଅନ୍ତର୍ଗତ ଜହମି ଗ୍ରାମର ଜଣେ ମହିଳାଙ୍କୁ ସୁନା ଅଳଙ୍କାର ଲୋଭରେ ଶନିବାର ପଥରରେ ଛେଚି ହତ୍ୟା କରାଯାଇଛି। ଏହି ଘଟଣାରେ ସନ୍ଦେହରେ ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ରମ୍ଭା ଥାନା ପୋଲିସ ଅଟକ...

ସ୍ତ୍ରୀଙ୍କୁ ଖଣ୍ଡଖଣ୍ଡ କରି କାଟି ଅଖାରେ ପୂରାଇ ରେଳଧାରଣାରେ ଫିଙ୍ଗିଦେଲେ ସ୍ବାମୀ

ବସ୍ତା,୭ା୫(ଡି.ଏନ୍‌.ଏ.): ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ ମୃତଦେହକୁ ଖଣ୍ଡଖଣ୍ଡ କରି କାଟି ଅଖାରେ ଭର୍ତ୍ତି କରି ନିକଟସ୍ଥ ରେଳଧାରଣାରେ ଫିଙ୍ଗି ଆତ୍ମହତ୍ୟାର ରୂପ ଦେବାକୁ ଉଦ୍ୟମ ବେଳେ ଗ୍ରାମବାସୀଙ୍କ ହାତରେ ଧରା ପଡ଼ିଛନ୍ତି। ଏପରି ଅଭାବନୀୟ ଘଟଣା ବାଲେଶ୍ୱର ଜିଲା...

ସରକାରୀ କର୍ମଚାରୀଙ୍କୁ ନିର୍ବାଚନ ପ୍ରଚାରରେ ଲଗାଉଛି ବିଜେଡି: ଭାଜପା

ଭୁବନେଶ୍ୱର,୭।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ମହିଳା ସରକାରୀ କର୍ମଚାରୀଙ୍କୁ ନିଜ ଦଳର ପ୍ରଚାର କାର୍ଯ୍ୟରେ ଲଗାଇବା ସହ ଲୋକଙ୍କୁ ଟଙ୍କା ବାଣ୍ଟି ନିର୍ବାଚନ ଆଇନ ଉଲ୍ଲଂଘନ କରୁଛି। ସାଧାରଣ ନିର୍ବାଚନ ହେଉ କି ଉପନିର୍ବାଚନ ସବୁବେଳେ ସରକାରୀ କର୍ମଚାରୀମାନେ ନିୟମ...

ରାତିଅଧିଆ ପ୍ରଚାର ଅଭିଯୋଗ ଆଣିଲା ବିଜେଡି

ଭୁବନେଶ୍ୱର,୭।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରଚାର ସରଗରମ ହୋଇଛି। ବିଜେଡି ଓ ଭାଜପା ପରସ୍ପର ବିରୋଧରେ ନିର୍ବାଚନ ଆଚରଣବିଧି ଭାଙ୍ଗିବା ନେଇ ଅଭିଯୋଗ କରୁଛନ୍ତି। ଭାଜପା ନିର୍ବାଚନ ଆଚରଣବିଧି ଉଲ୍ଲଂଘନ କରିବା ନେଇ ବିଜେଡିର ଏକ ପ୍ରତିନିଧି ଦଳ ଶନିବାର...

ବରିଷ୍ଠ ଅଧିକାରୀଙ୍କ ସହ ପ୍ରସ୍ତୁତି ସମୀକ୍ଷା କଲେ ସିଇଓ

ଭୁବନେଶ୍ୱର,୭।୫(ବ୍ୟୁରୋ): ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ କିଶୋର ଧଳ ଶନିବାର ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ସହ ସମ୍ପୃକ୍ତ ବରିଷ୍ଠ ଅଧିକାରୀମାନଙ୍କ ସହିତ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପ୍ରସ୍ତୁତି ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା...

ମେ’ ତୃତୀୟ ସପ୍ତାହରେ ମାଟ୍ରିକ, ଶେଷ ସପ୍ତାହରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର,୭ା୫(ବ୍ୟୁରୋ): ମେ’ ତୃତୀୟ ସପ୍ତାହରେ ମାଟ୍ରିକ୍‌ ଏବଂ ଶେଷ ସପ୍ତାହରେ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇପାରେ ବୋଲି  ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରବିବାର ସୂଚନା ଦେଇଛନ୍ତି। ସେ...

୮ରୁ ଓଜେଇଇ, ୧୫ ଯାଏ ଚାଲିବ

ଭୁବନେଶ୍ୱର,୭।୫(ବ୍ୟୁରୋ): ଆସନ୍ତା ୮ ତାରିଖ ସୋମବାରଠାରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଆରମ୍ଭ ହେବ। ଏଥିପାଇଁ ଓଜେଇ ପକ୍ଷରୁ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଦୈନିକ ୩ଟି ପର୍ଯ୍ୟାୟରେ ସିବିଟି ମାଧ୍ୟମରେ ପରୀକ୍ଷା ହେବ। ପରୀକ୍ଷା ଅବଧି ଦୁଇଘଣ୍ଟା...

ପାହାଡ଼ ଶୀର୍ଷକୁ ଚଢ଼ିପାରୁନି ବିକାଶ

ଭୁବନେଶ୍ୱର,୭।୫(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଚାକିରି କରୁଥିବା ସମସ୍ତ ସରକାରୀ ବିଦ୍ୟାଳୟର ଶିକ୍ଷୟିତ୍ରୀଶିକ୍ଷକଙ୍କ ପାଇଁ ରହିଥିବା ଛୁଟି ବ୍ୟବସ୍ଥାକୁ ନେଇ ଅସନ୍ତୋଷ ଲାଗି ରହିଛି। ବିଶେଷକରି ଛୁଟି ଦିନରେ କାର୍ଯ୍ୟ କରିବାକୁ ବିରୋଧ କରି ଶିକ୍ଷକମାନେ ବିଭିନ୍ନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri