ରାଜ୍ୟ

ଆଇନର ଆଶ୍ରୟ ନେବ ଶିକ୍ଷକ ସଂଘ

ଭୁବନେଶ୍ୱର,୭।୫(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଚାକିରି କରୁଥିବା ସମସ୍ତ ସରକାରୀ ବିଦ୍ୟାଳୟର ଶିକ୍ଷୟିତ୍ରୀଶିକ୍ଷକଙ୍କ ପାଇଁ ରହିଥିବା ଛୁଟି ବ୍ୟବସ୍ଥାକୁ ନେଇ ଅସନ୍ତୋଷ ଲାଗି ରହିଛି। ବିଶେଷକରି ଛୁଟି ଦିନରେ କାର୍ଯ୍ୟ କରିବାକୁ ବିରୋଧ କରି ଶିକ୍ଷକମାନେ ବିଭିନ୍ନ...

୫ ଜିଲାର ୩୨୩ ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ୱର,୭।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ଶନିବାର ୫ ଜିଲାର ୩୨୩ ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଖୋର୍ଦ୍ଧା ଜିଲାର ୬୨ ହାଇସ୍କୁଲ, ବରଗଡ଼ ଜିଲାର ୬୨, ମୟୂରଭଞ୍ଜ...

ଝାରସୁଗୁଡ଼ା ଉପନିର୍ବାଚନ: ଆଜି ପ୍ରଚାରକୁ ଓହ୍ଲାଇବେ ନବୀନ, ଧର୍ମେନ୍ଦ୍ର

ଭୁବନେଶ୍ୱର,୭।୫(ବ୍ୟୁରୋ):  ଆସନ୍ତା ୧୦ ତାରିଖରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ମତଦାନ ହେବ। ହାତରେ ଆଉ ମାତ୍ର ୨ ଦିନ ଥିବାରୁ ନିର୍ବାଚନ ପ୍ରଚାର ଶେଷସୀମାରେ ପହଞ୍ଚିଛି। ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀମାନେ ଘରଘର...

ପୁଣି ସ୍ଥିତି ଜାହିର କଲେ ମାଓବାଦୀ, ଗଛ ପକାଇ ପୋଷ୍ଟର ମାରିଲେ

ବାଲିଗୁଡ଼ା,୬ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡର ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ବେଲଘର ଥାନା ଅଧିନସ୍ଥ ଗୁମା ଛକ ମୁଖ୍ୟ ରାସ୍ତାରେ ଶନିବାର ଗଛ ପକାଇ ଚେତାବନୀ ପୂର୍ଣ୍ଣ ଏକାଧିକ ପୋଷ୍ଟର ଛାଡ଼ିଛନ୍ତି ମାଓବାଦୀ। ଭୟରେ ବେଲଘର ତୁମୁଡିବନ୍ଧ ଯାତାୟାତ ଠପ୍‌...

ଝାରସୁଗୁଡ଼ା ଉପନିର୍ବାଚନ: ସବୁ ବୁଥ୍‌ରେ ହେବ ଓ୍ବେବ୍‌କାଷ୍ଟିଂ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ଏକ ବିଶେଷ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ପ୍ରଥମଥର ପାଇଁ ସବୁ ବୁଥ୍‌ରେ ଓ୍ବେବ୍‌କାଷ୍ଟିଂ ହେବ। ଝାରସୁଗୁଡ଼ା ଉପନିର୍ବାଚନରେ ଏହା କରାଯିବ, ଯାହା ନିର୍ବାଚନ...

ଗଜପତିରେ ଲଜ୍ଜା, ଗର୍ଭବତୀ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୬।୫: ଗଜପତି ଜିଲା ରାୟଗଡ଼ ବ୍ଲକ ଆବାସିକ ବିଦ୍ୟାଳୟରେ ଛାତ୍ରୀ ଗର୍ଭବତୀ ହୋଇ ମୃତ୍ୟୁବରଣ କରିବା ଭଳି ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି । ଜିଲାର ଲକ୍ଷ୍ମୀପୁର ନିକଟସ୍ଥ କ୍ଷେତଡ଼ କାନ୍ୟାଶ୍ରମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଶୁକ୍ରବାର...

ରାଷ୍ଟ୍ରପତିଙ୍କ ଭାଷଣ ବେଳେ ବିଦ୍ୟୁତ୍‌ ବିଭ୍ରାଟ

ବାରିପଦା ଅଫିସ,୬।୫: ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ଦ୍ବାଦଶ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ ଦେଖାଦେଲା ବିଦ୍ୟୁତ୍‌ ବିଭ୍ରାଟ। ପାୱାର ଟ୍ରିପ୍‌ ଯୋଗୁ ବିଦ୍ୟୁତ୍‌ ବିଚ୍ଛିନ୍ନ ହୋଇଥିବା କୁହାଯାଉଛି। ଶନିବାର ପୂର୍ବାହ୍ନ ୧୧ଟା ୫୬ରୁ ୧୨ଟା...

ଟ୍ରେନ ବଗିରୁ ନବଜାତ ଶିଶୁ ଉଦ୍ଧାର

ଖୋର୍ଦ୍ଧା ଅଫିସ,୬।୫ : ଖୋର୍ଦ୍ଧାରୋଡ଼ ଷ୍ଟେଶନରୁ ଶନିବାର ଏକ ନବଜାତ ଶିଶୁ ପୁତ୍ରଙ୍କୁ ରେଳବାଇ ପୋଲିସ ଶନିବାର ଉଦ୍ଧାର କରିଛି। ବାଙ୍ଗାଲୋରରୁ ଭୁବନେଶ୍ବର ଆସୁଥିବା ସାଇପ୍ରଶାନ୍ତି ନିଳୟମ୍‌ ଟ୍ରେନର ଜେନେରାଲ ବଗିରୁ ଶିଶୁପୁତ୍ରଙ୍କୁ ଉଦ୍ଧାର କରାଯାଇଛି। କେହି ଜନ୍ମ ପରେ...

ଘୋଷଯାତ୍ରା ପାଇଁ ପୁରୀ ପଠାଗଲା ଫାସିକାଠ

ଖୋର୍ଦ୍ଧା ଅଫିସ,୬।୫ : ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ଲାଗି ଶ୍ରୀକ୍ଷେତ୍ର ଶ୍ରୀନଅର ନିକଟ ଅସ୍ଥାୟୀ ରଥଖଳାରେ ଚାଲିଛି ରଥ ନିର୍ମାଣ। ରଥ ନିର୍ମାଣ ପାଇଁ ଖୋର୍ଦ୍ଧା ବନଖଣ୍ଡ ଅଧୀନ ବାଙ୍କୀ ବୈଦ୍ଧେଶ୍ବର ଜଙ୍ଗଲରୁ ୧୫ଖଣ୍ଡ ଫାସିକାଠ ଶନିବାର ଟ୍ରକ ଯୋଗେ ପଠାଯାଇଛି...

ବର୍ଷା-ଅନୁଭବ ମାମଲା: କଟକ ଏସ୍‌ଡିଜିଏମ୍‌ରେ କୋର୍ଟ ଶୁଣାଣି ଶେଷ

କଟକ ଅଫିସ,୬।୫: ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ମାମଲାରେ କଟକ ଏସ୍‌ଡିଜିଏମ୍‌ କୋର୍ଟ ଶୁଣାଣି ଶେଷ କରିଛନ୍ତି । ବର୍ଷାଙ୍କ ପୋଲିସ ସୁରକ୍ଷା ପ୍ରତ୍ୟାହାର ସମ୍ପର୍କିତ ମାମଲାର ଶୁଣାଣି ହୋଇଛି । ବର୍ଷାଙ୍କ ପୋଲିସ...

କନିଷ୍ଠ ଯନ୍ତ୍ରୀ ଲାଞ୍ଚନେଉଥିବା ଭିଡିଓ ଭାଇରାଲ

ବୈପାରୀଗୁଡା,୬।୫(ଡି.ଏନ୍‌.ଏ.): ଲାଞ୍ଚ ନେବା ବେଳେ କନିଷ୍ଠ ଯନ୍ତ୍ରୀଙ୍କ ଭିଡିଓ ଭାଇରାଲ । ଏଭଳି ଘଟଣା ଘଟିଛି କୋରାପୁଟ ଜିଲା ବୈପାରୀଗୁଡା ବ୍ଲକ ମାଠପୋଡା ପଞ୍ଚାୟତରେ। ଉକ୍ତ ପଞ୍ଚାୟତରେ କାର୍ଯ୍ୟରତ ଜଣେ କନିଷ୍ଠ ଯନ୍ତ୍ରୀ କାମର ବିଲ କରାଇବା ପାଇଁ ଲାଞ୍ଚ...

ବଙ୍ଗୋପସାଗରରେ ସୃଷ୍ଟିହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୬।୫(ବ୍ୟୁରୋ):  ଆଜି ସକାଳ ୮.୩୦ରେ ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ରବିବାର ଏହା ଲଘୁଚାପର ରୂପ ନେବ । ଆସନ୍ତା ୯ ତାରିଖ ସକାଳେ ଅବପାତ ପରେ ବାତ୍ୟାର ରୂପ ପରିଣତ ହେବା ନେଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri