ରାଜ୍ୟ

ପୁଣି ହାଜର ହେଲେନି ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୨୫।୪(ବ୍ୟୁରୋ): ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ହନିଟ୍ରାପ, ଠକେଇ ଓ ବେଆଇନ ଅର୍ଥ କାରବାର ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି। ଅର୍ଚ୍ଚନା ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଏବଂ ସହଯୋଗୀ ଖଗେଶ୍ୱର ଏବେ ଜେଲରେ ଥିବାବେଳେ...

ଦାରୁଦିଅଁଙ୍କ ପାଇଁ ରଥ ନିର୍ମାଣ ଆରମ୍ଭ

ପୁରୀ ଅଫିସ, ୨୫ା୪: ଆସନ୍ତା ଜୁନ୍‌ ୨୦ରେ ଘୋଷଯାତ୍ରା। ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ନିର୍ମାଣ ଶୁଭାରମ୍ଭ ହୋଇଛି। ରବିବାର ପବିତ୍ର ଅକ୍ଷୟ ତୃତୀୟାରେ ରଥ କାମ ଅନୁକୂଳ ହେବା ପରେ ସୋମବାରଠାରୁ ଶ୍ରୀନଅର ସମ୍ମୁଖ ଅସ୍ଥାୟୀ...

‘ଭାରତ ବିଶ୍ୱର ଦ୍ରୁତ ବିକାଶଶୀଳ ରାଷ୍ଟ୍ରରେ ପରିଣତ ହୋଇଛି’

ଭୁବନେଶ୍ୱର, ୨୫।୪ (ବ୍ୟୁରୋ): ସୂଚନା ପ୍ରଯୁକ୍ତିକୁ ଆଧାର କରି ଭାରତ ବିଶ୍ୱର ଦ୍ରୁତ ବିକାଶଶୀଳ ରାଷ୍ଟ୍ରରେ ପରିଣତ ହୋଇଛି। ଭାରତକୁ ବିଶ୍ୱବ୍ୟାପୀ ଅଧିକ ସମ୍ମାନ ମିଳୁଛି ବୋଲି କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା...

୩୫ ଲକ୍ଷ ଚାଷୀଙ୍କୁ ୪୪୧.୭୬ କୋଟିର ସୁଧ ରିହାତି

ଭୁବନେଶ୍ବର, ୨୫ା୪(ବ୍ୟୁରୋ): ୨୦୨୨-୨୩ ବର୍ଷ ପାଇଁ ଦ୍ବିତୀୟ ପର୍ଯ୍ୟାୟରେ ରାଜ୍ୟର ୩୫ ଲକ୍ଷ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪୪୧.୭୬ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟର...

ଇ-ଯାନ ଉପରେ ମିଳିବ ଅଧିକ ରିହାତି

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଇଲେକ୍ଟ୍ରିକ୍‌ ଯାନ କିଣୁଥିବା ଗ୍ରାହକମାନଙ୍କ ପାଇଁ ଖୁସି ଖବର। ଏହି ଯାନ କ୍ରେତାଙ୍କ ପାଇଁ ରିହାତି ହାରକୁ ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହାକୁ ଅନୁମୋଦନ କରାଯାଇଛି। ଇ-ଭେହିକିଲ୍‌...

ମୃତ୍ୟୁ ପୂର୍ବରୁ ନିଶାରେ ଥିଲେ ଚିନ୍ମୟୀ: ଭିସେରା ରିପୋର୍ଟ

ସମ୍ବଲପୁର, ୨୫ା୩(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ଭିସୁଟ୍‌ର ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ପାଣିରେ ବୁଡି ମୃତ୍ୟୁ ଘଟିଥିଲା। ବ୍ୟବଚ୍ଛେଦ ରିପୋର୍ଟ ଓ ଡାଏଟନ୍‌ ରିପୋର୍ଟରେ ମଧ୍ୟ ଏହା ଉଲ୍ଲେଖ ଥିବା ପୋଲିସ କହିଥିଲା। ସୋମବାର ଭିସେରା ରିପୋର୍ଟକୁ ନେଇ...

ପୋଖରୀରେ ବୁଡ଼ି ୨ ଭାଇ ମୃତ

ବୁଗୁଡ଼ା,୨୫ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଖୋଳଖାଳି ଗ୍ରାମର ଏକ ପୋଖରୀରେ ବୁଡ଼ି ଦୁଇ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଖୋଳଖାଳି ଗ୍ରାମ ମାଳିସାହିର ରଙ୍କନିଧି ଗୌଡ଼ଙ୍କ ବଡ଼ ପୁଅ ପୃଥ୍ବୀରାଜ ଗୌଡ଼(୧୨) ଓ ସାନ ପୁଅ ଅଜୟ...

‘ଭାରତ ବିଶ୍ୱର ଦ୍ରୁତ ବିକାଶଶୀଳ ରାଷ୍ଟ୍ରରେ ପରିଣତ ହୋଇଛି’

ଭୁବନେଶ୍ୱର, ୨୫।୪ (ବ୍ୟୁରୋ): ସୂଚନା ପ୍ରଯୁକ୍ତିକୁ ଆଧାର କରି ଭାରତ ବିଶ୍ୱର ଦ୍ରୁତ ବିକାଶଶୀଳ ରାଷ୍ଟ୍ରରେ ପରିଣତ ହୋଇଛି। ଭାରତକୁ ବିଶ୍ୱବ୍ୟାପୀ ଅଧିକ ସମ୍ମାନ ମିଳୁଛି ବୋଲି କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା...

୨୦୨୬ ଯାଏ ବଢ଼ିଲା ବିଜୁ ସେତୁ ଯୋଜନା ଅବଧି

ଭୁବନେଶ୍ୱର,୨୪ା୪(ବ୍ୟୁରୋ)-ରାଜ୍ୟ ସରକାର ବିଜୁ ସେତୁ ଯୋଜନାକୁ ୨୦୨୫-୨୬ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ଉକ୍ତ ଯୋଜନାରେ ଅତିରିକ୍ତ ୩୫୯୭.୨୨କୋଟି ଟଙ୍କା ବିନିଯୋଗରେ ୮୬୬...

ଆସିବ ସବ-ଇନସ୍ପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟ ସରକାର ଆଜି କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏଥିରେ ରଜ୍ୟରେ ସବ-ଇନସ୍ପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ-୨୦୨୩ ଆଣିବାକୁ ନିଷ୍ପତ୍ତି ହୋଇଛି। ନୂଆ ନିୟମ ଆସିଲେ ପୂର୍ବରୁ ଥିବା ଅଧିନିୟମକୁ ସମାପ୍ତ କରିଦିଆଯିବ ବୋଲି...

୬ ଲେନ ବିଶିଷ୍ଟ ହେବ କଟକ ରିଂ ରୋଡ: ୨୪ ମାସ ମଧ୍ୟରେ ଶେଷ ହେବ ପ୍ରକଳ୍ପ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ରେ ସୋମବାର ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ୍‌ରେ ଅନୁମୋଦନ ଲାଭ କରିଥିବା ପ୍ରସ୍ତାବ ମଧ୍ୟରେ କଟକ ରିଂ ରୋଡକୁ ( ଖାନ ନଗରଠାରୁ ଲିଙ୍କ ରୋଡ ପର୍ଯ୍ୟନ୍ତ) ୬ ଲେନ ବିଶିଷ୍ଟ କରାଯିବା ନିଷ୍ପତ୍ତି ରହିଛି...

୨୦୩୩ ଯାଏ ଭାରତୀୟ ହକି ଦଳର ପ୍ରାୟୋଜକ ରହିବ ଓଡ଼ିଶା

ଭୁବନେଶ୍ବର,୨୪।୪(ବ୍ୟୁରୋ): ୨୦୨୩-୩୩ ପର୍ଯ୍ୟନ୍ତ ଭାରତୀୟ ହକି ଦଳର ଓଡ଼ିଶା ପ୍ରାୟୋଜକ ରହିବ । ଏନେଇ ସୋମବାର ରାଜ୍ୟ କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୨୦୧୮ରେ ଓ ଉଭୟ ଜାତୀୟ ପୁରୁଷ ଓ ମହିଳା ହକି ଟିମର ପ୍ରାୟୋଜକ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri