ରାଜ୍ୟ

କୁଇ, ଦେଶିଆ ଭାଷାରେ ପ୍ରସ୍ତୁତ ହେବ ପାଠ୍ୟୋପକରଣ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଓଡ଼ିଶାର କୋରାପୁଟ ଜିଲାରେ ପ୍ରଚଳିତ ‘କୁଇ’ ଏବଂ ‘ଦେଶିଆ’ ଭାଷାରେ ଶିକ୍ଷାଦାନ ଓ ଶିକ୍ଷା ଆହରଣ ପାଇଁ ସ୍ବତନ୍ତ୍ର ପାଠ୍ୟୋପକରଣ ପ୍ରସ୍ତୁତ ହେବ। ଏଥିପାଇଁ ନ୍ୟାଶନାଲ କାଉନ୍‌ସିଲ ଅଫ୍‌ ଏଜୁକେଶନାଲ ରିସର୍ଚ୍ଚ ଆଣ୍ଡ୍‌ ଟେକ୍ନୋଲୋଜି (ଏନ୍‌ସିଇଆର୍‌ଟି) ପକ୍ଷରୁ ୧୦...

ସୋମବାର କ୍ୟାବିନେଟ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟା ୩୦ରେ କ୍ୟାବିନେଟ ବୈଠକ ବସିବ। ବୈଠକରେ ପାନୀୟ ଜଳ, କ୍ୟାଡର ପୁନର୍ଗଠନ, ଜଳସେଚନ, ଟେଣ୍ଡର ଅନୁମୋଦନ ଭଳି ୧୦ରୁ ଅଧିକ...

ଅଖିମୁଠି ଅନୁକୂଳ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୪(ବ୍ୟୁରୋ): ଆସନ୍ତାକାଲି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓୟୁଏଟି ପରିସରରେ ଅଖିମୁଠି ଅନୁକୂଳ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗଦେଇ କୃଷିର ବିକାଶ ଓ କୃଷକଙ୍କ ଆର୍ଥିକ ମେରୁଦଣ୍ଡକୁ ମଜବୁତ କରିବା ପାଇଁ ପ୍ରୟାସ...

ବଜ୍ରପାତରେ ଜଣେ ମୃତ, ୪ ଗୁରୁତର

ସରଣ୍ଡା,୨୨।୪(ଡି.ଏନ.ଏ): ବରଗଡ଼ ଜିଲାରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୪ଜଣ ଗୁରୁତର ଆହତ ହୋଇଛନ୍ତି । ମୃତକ ହେଲେ ଭେଡ଼େନ ଥାନା ଥୁଆପାଲି ନିକଟସ୍ଥ ନାଗପାଲି ଗାଁର ଝିଟ ଥପା। ଆହତମାନେ ହେଲେ ଝିଲିମିଣ୍ଡାର...

ନୂଆପଡ଼ାରେ ସର୍ବାଧିକ, ଉପକୂଳରେ ହ୍ରାସ

ଭୁବନେଶ୍ବର,୨୨।୪(ବ୍ୟୁରୋ): ରାଜ୍ୟରେ ଶୁକ୍ରବାରଠାରୁ ପାଣିପାଗରେ ପରିବର୍ତ୍ତନ ହୋଇ ଉପକୂଳରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ଫଳରେ ତାତି ଓ ଗୁଳୁଗୁଳିରେ କଲବଲ ହେଉଥିବା ଲୋକଙ୍କୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ହେଲେ ପଶ୍ଚିମ ଓଡ଼ିଶାରେ ପୂର୍ବଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

ବରଗଡ଼ରେ ପ୍ରବଳ କୁଆପଥର ବର୍ଷା, ଉଜୁଡ଼ିଲା ଧାନଫସଲ

ବରଗଡ଼ ଅଫିସ,୨୨ା୪: ବରଗଡ଼ ଜିଲାରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ସକାଳୁ ମେଘୁଆ ପାଗ ଲାଗି ରହିଥିବା ବେଳେ ସନ୍ଧ୍ୟା ୫ଟାରୁ ଝଡ଼ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଛି। ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ଆଶ୍ବସ୍ତି ମିଳିଛି...

ଗାଁ ଶ୍ମଶାନରେ ଜଳିଲା ବୀର ଶହୀଦ ଦେବାଶିଷଙ୍କ ଜୁଇ

ସାକ୍ଷୀଗୋପାଳ,୨୨ା୪(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଖଣ୍ଡାୟତ ସାହିର ପୁଅ ତଥା ଯବାନ ଦେବାଶିଷ ବିଶ୍ୱାଳଙ୍କ ପାର୍ଥିବ ଶରୀର ପଞ୍ଚଭୂତରେ ଲୀନ ହୋଇଛି। ଗାଁ ଶ୍ମଶାନରେ ଶନିବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ପ୍ରଶାସନ ପକ୍ଷରୁ ଶହୀଦ ଦେବାଶିଷଙ୍କୁ ଗାର୍ଡ...

ଖୋଲା ରହିବ ଅଙ୍ଗନଓ୍ବାଡି କେନ୍ଦ୍ର

ଭୁବନେଶ୍ୱର,୨୨।୪ (ବ୍ୟୁରୋ): ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ଶନିବାର ଅଙ୍ଗନଓ୍ବାଡି କେନ୍ଦ୍ର ଲାଗି ସୂଚନା ଜାରି କରାଯାଇଛି। ଗ୍ରୀଷ୍ମ ଛୁଟି ଲାଗି ସ୍କୁଲଗୁଡିକ ଛୁଟି ରହିବା ସହ ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ପୂର୍ବଭଳି ଖୋଲା ରହିବା ପାଇଁ...

ଅଶାନ୍ତ ବିଜେବି କଲେଜ: ୩ ଛାତ୍ରଙ୍କୁ ଗୋଡ଼ାଇ ହାଣିଲେ ଅଣଛାତ୍ର

ଭୁବନେଶ୍ବର ୨୨।୪(ବ୍ୟୁରେ): ବିଜେବି କଲେଜ ପୁଣି ଅଶାନ୍ତ ହୋଇଛି। କଲେଜ ପରିସରରେ ୩ ଜଣ ଛାତ୍ରଙ୍କୁ ୧୫ ଅଣଛାତ୍ର ଗୋଡ଼ାଇ ଗୋଡ଼ାଇ ହାଣିଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ୩ ଛାତ୍ର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୂଚନାଯୋଗ୍ୟ, କ୍ରିକେଟ...

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜସିଟ୍‌ ଦାଖଲ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଭିଜିଲାନ୍ସ ପକ୍ଷରୁ ଚାର୍ଜସିଟ୍‌ ଦାଖଲ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ୩ ହଜାର ପୃଷ୍ଠାର ଚାର୍ଜସିଟ ଦାଖଲ ହୋଇଥିବା ଜଣାପଡ଼ିଛି। ଚାର୍ଜସିଟରେ ୯ କୋଟି ୧୮ ଲକ୍ଷ ଟଙ୍କାର ଆୟ...

ଭଡ଼ା ଅଟୋରେ ଆସି ବାଇକ୍‌ ଚୋରି

ଭୁବନେଶ୍ୱର,୨୨।୪ (ବ୍ୟୁରୋ): ଭଡା ଅଟୋରେ ଆସୁଥିଲେ। ଆଉ ବାଇକ ଚୋରି କରିବା ପରେ ସେହି ବାଇକ ଯୋଗେ ଘରକୁ ଫେରୁଥିଲେ। ଏହାପରେ ଉକ୍ତ ଚୋରା ବାଇକକୁ ବନ୍ଧକ ରଖି ସୁଧରେ ଟଙ୍କା ଆଣୁଥିଲେ। ଏମିତି ନୂଆ ତରିକାରେ ପୁଣି ଦ୍ୱୈତ ନଗରୀରେ...

ଗ୍ରହର ସୁସ୍ଥ ଭବିଷ୍ୟତ ପାଇଁ…

ପୃଥିବୀ ଆମର ଘର। ନିଜ କୋଳରେ ଆମକୁ ଧରି ରଖିଥିବାରୁ ତା’ର ନାମ ଧରା ବା ‘ଧରିତ୍ରୀ’। ଆମର ମୌଳିକ ଆବଶ୍ୟକତାକୁ ପୂରଣ କରିବା ପାଇଁ ଧରାପୃଷ୍ଠରେ ପ୍ରାକୃତିକ ସମ୍ପଦ ଭରି ରହିଛି। ଆମେ କିନ୍ତୁ ଆମ ଲୋଭକୁ ପୂରଣ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri