ବଳାତ୍କାର ମାମଲା ଶୁଣାଣି ସମୟରେ କୋର୍ଟ ପରିସରରେ ବିଷ ପିଇଲେ ନାବାଳିକା କେନ୍ଦ୍ରାପଡ଼ା, ୧୭ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା କୋର୍ଟ ପରିସର ବାହାରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ପୋକ୍ସୋ ମାମଲାରେ ସାକ୍ଷୀ ଦେବାକୁ ମା’ବାପାଙ୍କ ସାଙ୍ଗରେ ଆସିଥିବା ନାବାଳିକା ବିଷ ପିଇ ଦେଇଥିଲେ। ଏହି ଘଟଣା...
ଧନୁଯାତ୍ରା ଦେଖିବାକୁ ଯାଇ ବଳାତ୍କାର ମାମଲା: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍, ପୀଡ଼ିତାଙ୍କ ସହ ଥିବା ଯୁବକଜଣଙ୍କ କିଏ? ବରଗଡ଼,୧୭।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ ୫ଦିନ ବିତି ଯାଇଥିବା ବେଳେ ଏପର୍ଯ୍ୟନ୍ତ ଅଭିଯୁକ୍ତମାନଙ୍କୁ ପୋଲିସ ଗିରଫ କରିବାରେ ସକ୍ଷମ...
ନବଦାସ ହତ୍ୟାକାଣ୍ଡରେ ନୂଆ ମୋଡ, ଗୋପାଳ ନୁହେଁ ଇଏ ମାରିଥିଲେ! ରାଜ୍ୟରେ ଚହଳ ଭୁବନେଶ୍ୱର,୧୭।୧: ନବଦାସ ହତ୍ୟା ଘଟଣାରେ ନୂଆମୋଡ। ପୂର୍ବତନ ମନ୍ତ୍ରୀ ନବଦାସ ହତ୍ୟାକାଣ୍ଡରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ। ଘଟଣାକୁ ନେଇ ଅଭିଯୁକ୍ତ ପୋଲିସ ଏଏସଆଇ ଗୋପାଳ ଦାସଙ୍କ ଓକିଲ ନରେଶ ନାୟକ ଦେଇଛନ୍ତି ବଡ଼ ସୂଚନା। ସେ କହିଛନ୍ତି, ଏହା...
ପେଙ୍ଗଢୁସି ଗାଁରେ ଯୁବକଙ୍କ ଅସ୍ଵାଭାବିକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ ଥୁଆମୂଳ ରାମପୁର, ୧୭।୧(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ପେଙ୍ଗଢୁସି ଗ୍ରାମରେ ଲକ୍ଷ୍ମଣ ମାଝୀ (୩୬ ବର୍ଷ) ନାମକ ଜଣେ ଯୁବକଙ୍କ ଅସ୍ଵାଭାବିକ ମୃତ୍ୟୁ ଘଟିଛି। ଏନେଇ ପରିବାର ଲୋକେ ତାଙ୍କୁ ହତ୍ୟା କରାଯାଇଥିବା ଥାନାରେ ଲିଖିତ ଅଭିଯୋଗ...
ସହରାଞ୍ଚଳ ଜମିର ହେବ ହାଇଟେକ ସର୍ଭେ: ରାଜସ୍ବ ମନ୍ତ୍ରୀ ଛତ୍ରପୁର ୧୭।୧(ସନ୍ତୋଷ ପାଢ଼ୀ): ରାଜସ୍ୱ ବିଭାଗ ଓ ଅଦିନିଆ ବର୍ଷାରେ କ୍ଷତିର କ୍ଷତିପୂରଣ ବଣ୍ଟନ, ଧାନ କିଣା ସମ୍ବନ୍ଧୀୟ ସମସ୍ୟା ନେଇ ଗଞ୍ଜାମ ଗସ୍ତ କରି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଶୁକ୍ରବାର ସମୀକ୍ଷା କରିଛନ୍ତି। ଛତ୍ରପୁର ସ୍ଥିତ ଗଞ୍ଜାମ...
୮ଟି ପ୍ରକଳ୍ପ ଉପରେ ସିଙ୍ଗାପୁର ସହ MOU ସ୍ବାକ୍ଷର: ଭବିଷ୍ୟତରେ ଓଡ଼ିଶାକୁ ନିବେଶ ଆସିବ ଭୁବନେଶ୍ୱର, ୧୭।୧: ସିଙ୍ଗାପୁରର ରାଷ୍ଟ୍ରପତି ଥର୍ମନ୍ ଶତ୍ରୁଗରତ୍ନମ୍ ଭୁବନେଶ୍ବରର ଦକ୍ଷତା କେନ୍ଦ୍ର ପରିଦର୍ଶନ କରି ସିଙ୍ଗାପୁର ଏବଂ ଓଡିଶା ରାଜ୍ୟ ମଧ୍ୟରେ ବଢୁଥିବା ଭାଗିଦାରୀରେ ଏକ ଗୁରୁତ୍ବପୂର୍ଣ ମାଇଲଖୁଣ୍ଟକୁ ଚିହ୍ନିତ କରିଛନ୍ତି। ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ...
”ଯୌତୁକ ଏକ ସାମାଜିକ ବ୍ୟାଧି”, ଓଡ଼ିଶାକୁ ଏକ ଯୌତୁକ ମୁକ୍ତ ରାଜ୍ୟ କରିବାକୁ ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ ଭୁବନେଶ୍ୱର, ୧୭।୧: ଯୌତୁକ ଏକ ପରମ୍ପରା ନୁହେଁ, ସଂସ୍କୃତି ନୁହେଁ କି ବ୍ୟକ୍ତିଗତ ବ୍ୟାପାର ନୁହେଁ – ଏହା ଏକ ସାମାଜିକ ବ୍ୟାଧି । ଯୌତୁକ ନିଷେଧ ଆଇନ ୧୯୬୧ ପ୍ରଣୟନର ୬୦ ବର୍ଷ ପରେ ମଧ୍ୟ ସମାଜରେ ଏବେ...
ଗାଁ ଭିତରକୁ ପଶି ଆସୁଛନ୍ତି ଭାଲୁ, ବନ ବିଭାଗ ସବୁ ଜାଣି ଅଜଣା କୋକସରା,୧୭।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡ଼ଙ୍ଗା ପଞ୍ଚାୟତ ଅଧୀନ ଶିଉନି ଗାଁରେ ଏକ ଭାଲୁ ପଶି ଜନବସତି ଅଞ୍ଚଳରେ ବୁଲୁଥିବା ଦେଖିବାକୁ ମିଳୁଛି। ଭାଲୁଟି ଗାଁ ନିକଟସ୍ଥ ଜଙ୍ଗଲରୁ ଖାଦ୍ୟ ଅନ୍ବେଷଣରେ ପ୍ରତିଦିନ ଚାଲି ଆସି...
ଶ୍ରୀମନ୍ଦିରରେ କାର୍ଯ୍ୟରତ କର୍ମଚାରୀଙ୍କ ପାଇଁ ଆସିଲା ବଡ଼ ନିୟମ, ନ ମାନିଲେ… ପୁରୀ,୧୭ା୧: ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟରତ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ପାଇଁ ୫ ସୂତ୍ରୀ କାର୍ଯ୍ୟାବଳୀ ଲାଗୁ ହେବା ନେଇ ମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ଡ୍ୟୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନର କୌଣସି ଅଧିକାରୀ...
ଜାନୁଆରୀ ୨୦ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଭୁବନେଶ୍ୱର, ୧୭।୧: ଆଗାମୀ ଜାନୁଆରୀ ୨୦ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ୟୁନିଟ-୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ ଏବଂ...
କେବଳ ଏଇ ଛୋଟିଆ କାମ କରିଦେଲେ ଶୀଘ୍ର ମିଳିଯିବ ସୁଭଦ୍ରା ଟଙ୍କା ଭୁବନେଶ୍ୱର,୧।୧୭: ସୁଭଦ୍ରାଙ୍କୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଖୋଷଣା କରିଛନ୍ତି। ଏଯାବତ୍ ସୁଭଦ୍ରାରେ ୧୭ ହଜାର ମହିଳା ପୁଣି ସାମିଲ ହୋଇଛନ୍ତି। ୩୧ ହଜାର ଅପ୍ଟ ଆଉଟ ହୋଇଥିଲେ, ୧୭ ହଜାର ମିଶିଲେ। ବାକି ୧୪ ହଜାର ମହିଳା...
ଭୁବନେଶ୍ୱରରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି ଭୁବନେଶ୍ୱର,୧୭ା୧: ମହାମହିମ ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମଙ୍କ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆଜି ଥର୍ମନ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ସ୍ବାଗତ କରିଛନ୍ତି।...