ରାଜ୍ୟ

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ ସରକାରୀ ଛୁଟିକୁ ବାତିଲ କରିଛନ୍ତି। ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ଦେଓରଞ୍ଜନ କୁମାର...

ଅନାସ୍ଥା ପ୍ରସ୍ତାବରେ ପଦ ହରାଇଥିଲେ ଏନ୍‌ଏସି ଅଧ୍ୟକ୍ଷ: ହିମାଦ୍ରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭବାନୀପାଟଣା,୨୫।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ ଅନାସ୍ଥା ପ୍ରସ୍ତାବରେ ନିଜ ପଦ ହରାଇଥିବା ନେଇଁ ଗୁରୁବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହାପରେ ଓଡିଶା...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୋଲିସ ଶ୍ମଶାନରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ...

ମୁଖ୍ୟମନ୍ତ୍ରୀଙ୍କ ହୃଦୟ ଜିଣିଲେ ଆଶାକର୍ମୀ ଶିବାନୀ, ଟେଲିଫୋନ୍‌ କରି ଦେଲେ ଏଭଳି ପ୍ରତିଶ୍ରୁତି

ଭୁବନେଶ୍ୱର/ରାଜନଗର,୨୫।୧୦: ବାତ୍ୟା ‘ଦାନା’ ପାଇଁ ଭିନ୍ନକ୍ଷମ ମହିଳାଙ୍କୁ ପିଠିରେ ବୋହି ବାତ୍ୟା ଆଶ୍ରୟସ୍ଥଳକୁ ନେଇ ଚର୍ଚ୍ଚାରେ ଅଛନ୍ତି କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ଆଶାକର୍ମୀ ଶିବାନୀ ମଣ୍ଡଳ। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସହ କଥା ହୋଇ ବାତ୍ୟା...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୨୫।୧୦: ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୩ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। ବାତ୍ୟା ଦାନା ଶୁକ୍ରବାର ରାତି ୧୨ଟା ପରେ ସ୍ଥଳଭାଗ ଅତିକ୍ରମ କରିଛି। ଏବେ ତାହା କ୍ରମଶଃ...

ପ୍ରବଳ ବର୍ଷା ଆଲର୍ଟ, ସବୁ ସ୍କୁଲ ଛୁଟି

ଭଦ୍ରକ,୨୫।୧୦: ବାତ୍ୟା ପରେ ଉପକୂଳ ଜିଲାରେ ଜାରି ରହିଛି ପ୍ରବଳ ବର୍ଷା। ବାତ୍ୟା ପରେ ତୁହାକୁ ତୁହା ବର୍ଷାରେ ବେହାଲ ହେଳାଣି ଉପକୂଳିଆ ଜିଲା। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଭଦ୍ରକରେ ପ୍ରବଳ ବର୍ଷା ହେବାର ସୂଚନା ରହିଛି। ତେଣୁ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବାତ୍ୟା ଅଞ୍ଚଳରେ ମିଳିବ ନୂଆ ପକ୍କା ଘର, ଏମାନେ ପାଇବେ…

ଭୁବନେଶ୍ୱର,୨୫।୧୦: ରାଜ୍ୟ ସରକାରଙ୍କ ବଡ ଘୋଷଣା । ମିଳିବ ପକ୍କା ଘର । ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିଲେ ମିଳିବ ନୂଆ ପକ୍କା ଘର । ଏ ନେଇ ବଡ ଘୋଷଣା କରିଛନ୍ତି ମୋହନ ସରକାର । ଯେଉଁମାନଙ୍କର କଚ୍ଚା ଘର...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି ସରଗରମ ହୋଇଛି। ଏବେ ଝାଡଖଣ୍ଡରେ ଭାଜପା ଓ ଇଣ୍ଡିଆ ମେଣ୍ଟ ଭିତରେ ସିଧା...

ଦାରିଙ୍ଗବାଡିରେ ଅଭୁଲାସ୍ମୃତି ପଢ଼ି, ବଡିଓଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି,୨୪।୧୦(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ମୁଁ ୨୦୧୪ରେ ଯାଇଥିଲି। ବହୁଦିନ ଧରି ଦାରିଙ୍ଗବାଡିରେ ଉପନିର୍ବାଚନ ପାଇଁ ପ୍ରଚାର କରିଥିଲି। ଗାଁଗାଁ ବୁଲି ଆଦିବାସୀ ଲୋକଙ୍କୁ ଭେଟିଛି, ଅତି ସୁନ୍ଦର ପରିବେଶ ମଧ୍ୟରେ ଲୋକ ବସବାସ କରନ୍ତି। ଦାରିଙ୍ଗବାଡି ବାସିନ୍ଦାଙ୍କ...

ବାତ୍ୟା ପରେ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୫।୧୦: ବାତ୍ୟା ‘ଦାନା’ ପ୍ରଭାବିତ ଜିଲାରେ ଫସଲର କ୍ଷୟକ୍ଷତି ଆକଳନ ପାଇଁ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ୨୬ ଓ ୨୭ ତାରିଖ ଦୁଇ ଦିନ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ ହୋଇଛି। ଆବଶ୍ୟକ ଅନୁସାରେ...

ଦାନାର ପ୍ରକୋପ: ବୁଡିଗଲା ପଞ୍ଚଲିଙ୍ଗେଶ୍ୱର, ମନ୍ଦିର ଭିତରେ ପଶିଲା ପାଣି…

ନୀଳଗିରି ୨୫।୧୦: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ଦାନା’ ଓଡ଼ିଶା ଉପକୂଳରେ ମାଡ ହୋଇଛି। ପାଣିପାଗ ବିଭାଗର ଆକଳନ ଅନୁସାରେ ବାତ୍ୟା ‘ଦାନା’ କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri