ରାଜ୍ୟ

ରାଜଧାନୀର ୩ଶହ ସ୍ଥାନରେ ଜଳଛତ୍ର ଖୋଲିବ ବିଏମ୍‌ସି

ଭୁବନେଶ୍ୱର,୨୧।୪ (ବ୍ୟୁରୋ): ପ୍ରବଳ ଖରାକୁ ଦୃଷ୍ଟିରେ ରଖି ବିଏମ୍‌ସି ପକ୍ଷରୁ ଜନସାଧାରଣଙ୍କ ପାଇଁ ପାନୀୟ ଜଳର ବ୍ୟବସ୍ଥା କରାଯାଉଛି। ଏହି କ୍ରମରେ ଶୁକ୍ରବାରଠାରୁ ମହାନଗର ନିଗମର ସମସ୍ତ ଓ୍ବାର୍ଡରେ ଜଳଛତ୍ର ଖୋଲିବା ନେଇ ପ୍ରସ୍ତୁତି ଆରମ୍ଭ ହେବ। ଗୁରୁବାର ବିଏମ୍‌ସି...

ରୋଜଗାରର ବାଟ ଫିଟାଉଛି ବାଉଁଶ ଶିଳ୍ପ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ହସ୍ତଶିଳ୍ପର ଆଦର ସବୁବେଳେ ରହିଛି। ତା’ର ଚାହିଦା ଆଗ ଅପେକ୍ଷା ବଢ଼ିବାରେ ଲାଗିଛି। ହସ୍ତଶିଳ୍ପ କଥା ହେଉ କି ହସ୍ତତନ୍ତ ସବୁଥିରେ ନୂଆ କୌଶଳର ପ୍ରୟୋଗ ଫଳରେ ଏହାକୁ ଲୋକେ ଅଧିକ ପସନ୍ଦ କରୁଛନ୍ତି। କାରିଗରଙ୍କ କଳାର ଯାଦୁରେ...

ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ବର, ୨୧ା୪(ବ୍ୟୁରୋ): ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗକରି କିଛିଦିନ ତଳେ ଭାଜପା ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତାମାନେ ପ୍ରତିବାଦ କରିଥିଲେ। ଏହି ସମୟରେ ପୋଲିସ ଏବଂ ଯୁବମୋର୍ଚ୍ଚା କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିଲା। ଉକ୍ତ ଘଟଣାରେ ଗିରଫ ହୋଇ...

ଓଡ଼ିଶାରେ ଟିକାକରଣ ହାର ଦେଶରେ ସର୍ବୋଚ୍ଚ

ନୂଆଦିଲ୍ଲୀ,୨୧।୪: ସାରା ବିଶ୍ୱରେ ଟିକାକରଣ କ୍ଷେତ୍ରରେ ଭାରତ ଅଗ୍ରଣୀ ଦେଶ। କରୋନା ସମୟରେ ଯେତେବେଳେ ବିଶ୍ୱର ଅନେକ ଦେଶରେ ଟିକାକରଣ ଉପରୁ ଭରସା ତୁଟିଥିଲା, ସେତେବେଳେ ଭାରତ ଟିକାକରଣକୁ ଅଧିକ ପ୍ରୋତ୍ସାହନ ଦେଇଥିଲା। କେବଳ କୋଭିଡ୍‌ ଟିକାକରଣ ନୁହେଁ, ପିଲାଙ୍କ...

ଆତଙ୍କବାଦୀ ଆକ୍ରମଣରେ ଓଡ଼ିଆ ଯବାନ ଶହୀଦ

ସାକ୍ଷୀଗୋପାଳ,୨୧ା୪ (ସ୍ବ.ପ୍ର./ଡି.ଏନ୍‌.ଏ.): ଜମ୍ମୁ କଶ୍ମୀରର ପୁଞ୍ଚର ମେନ୍ଧାର ଅଞ୍ଚଳରେ ଗୁରୁବାର ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୫ଜଣ ଯବାନ ଶହୀଦ ହୋଇଛନ୍ତି। ଏଥିରେ ଜଣେ ଓଡ଼ିଆ ଯବାନ ରହିଛନ୍ତି। ସେ ହେଲେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ଅଳଗୁମ ପଞ୍ଚାୟତ...

ସମ୍ବଲପୁରରେ ୟୁପି ପୋଲିସ ଟିମ୍‌କୁ ନେଇ ଚର୍ଚ୍ଚା

ସମ୍ବଲପୁର,୨୧ା୪(ବ୍ୟୁରୋ): ଉତ୍ତରପ୍ରଦେଶ ପ୍ରୟାଗରାଜର ଆଇନଜୀବୀ ଉମେଶ ପାଲଙ୍କ ହତ୍ୟା ଘଟଣାର ଅଭିଯୁକ୍ତ ତଥା ଗୁଳିମାଡ଼ରେ ମୃତ ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦଙ୍କ ସହଯୋଗୀଙ୍କ ଗୁଡ୍ଡୁ ମୁସଲିମ୍‌ ଦୀର୍ଘଦିନ ହେବ ଫେରାର ଅଛନ୍ତି। ଉତ୍ତରପ୍ରଦେଶ ପୋଲିସର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ବିଭିନ୍ନ...

ଗୁଡ୍ଡୁ ମୁସଲିମ୍‌ ପୁରୀ ଆସିଥିବା ଚର୍ଚ୍ଚା

ଭୁବନେଶ୍ୱର,୨୧ା୪ (ବ୍ୟୁରୋ): ଉତ୍ତରପ୍ରଦେଶ ପ୍ରୟାଗରାଜର ଆଇନଜୀବୀ ଉମେଶ ପାଲଙ୍କ ହତ୍ୟା ଘଟଣାର ଅଭିଯୁକ୍ତ ତଥା ଗୁଳିମାଡ଼ରେ ମୃତ ଗ୍ୟାଙ୍ଗଷ୍ଟର ଅତିକ ଅହମ୍ମଦଙ୍କ ସହଯୋଗୀ ଗୁଡ୍ଡୁ ମୁସଲିମ୍‌ ଦୀର୍ଘଦିନ ହେବ ଫେରାର ଅଛନ୍ତି। ଉତ୍ତରପ୍ରଦେଶ ପୋଲିସର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌)...

ପିଲାଙ୍କ ପାଇଁ ଗ୍ରୀଷ୍ମାବକାଶ ହୋମ୍‌ଓ୍ବାର୍କ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶୁକ୍ରବାରଠାରୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ପାଇଁ ଖରାଛୁଟି ଘୋଷଣା କରିଛନ୍ତି। ପରବର୍ତ୍ତୀ ଘୋଷଣା ପର୍ଯ୍ୟନ୍ତ ଏହି ଆଦେଶ ବଳବତ୍ତର...

ଝାଡ଼ାବାନ୍ତିରେ ୩୪ ଛାତ୍ରୀ ଅସୁସ୍ଥ

ସୁନ୍ଦରଗଡ଼/ଟେନସା/ବଣାଇ,୨୦।୪(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କୋଇଡା ବ୍ଲକ ଅଧୀନ ସ୍ବୟମ୍ବା ବାଳିକା ଉଚ୍ଚବିଦ୍ୟାଳୟ ଛାତ୍ରୀ ନିବାସରେ ବାସିଖାଦ୍ୟ ଖାଇ ୩୪ଜଣ ଅନ୍ତେବାସିନୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଅସୁସ୍ଥ ଛାତ୍ରୀମାନଙ୍କୁ କେ. ବଲାଙ୍ଗ ସ୍ବାସ୍ଥ୍ୟ ଏବଂ ଆରୋଗ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଇଛି। ଚିକିତ୍ସା...

ବୌଦ୍ଧ ସବୁଠାରୁ ଉତ୍ତପ୍ତ, ଦ୍ୱିତୀୟରେ ଭୁବନେଶ୍ୱର

ଭୁବନେଶ୍ବର,୨୦।୪(ବ୍ୟୁରୋ): ଜଳୁଛି ସାରା ରାଜ୍ୟ। ସକାଳ ୮ଟାରୁ ଓ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଘରୁ ବାହାରକୁ ବାହାରିବା ମୁସ୍‌କିଲ ହୋଇପଡୁଛି। ଏଭଳିସ୍ଥିତିରେ ଗୁରୁବାର ରାଜ୍ୟର ୨୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ୪୩.୯ ଡିଗ୍ରୀ ସହ ବୌଦ୍ଧ...

ନବମରୁ ଦ୍ୱାଦଶ ଶ୍ରେଣୀ ଯାଏ ପାଠପଢ଼ା ଜାରି ରହୁ

ଭୁବନେଶ୍ୱର,୨୦।୪(ବ୍ୟୁରୋ):ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୨୧ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ସରକାର ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି l ତେବେ ପାଠପଢ଼ା ଗୁରୁତ୍ୱ ଦୃଷ୍ଟିରୁ ନବମରୁ ଦ୍ୱାଦଶ ଶ୍ରେଣୀ...

ଗଛରେ ପିଟିହେଲା ତହସିଲଦାରଙ୍କ ଗାଡ଼ି, ୨ ଗୁରୁତର

କୁଜଙ୍ଗ,୨୦ା୪(ଡି.ଏନ୍‌.ଏ.): ଗୁରୁବାର ଅପରାହ୍ନରେ କୁଜଙ୍ଗ ତହସିଲଦାରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବା ପରେ ଦୁଇଜଣ ଗୁରୁତର ହୋଇଥିବାର ଜଣାପଡିଛି। ପ୍ରକାଶ ଯେ, କୁଜଙ୍ଗ ତହସିଲଦାର ବ୍ୟବହାର କରୁଥିବା ଓଡି ୦୫ ଏୟୁ ୮୨୩୬ ନମ୍ବର ବିଶିଷ୍ଟ ବୋଲେରୋରେ ଅତିରିକ୍ତ ତହସିଲଦାର ବାଇଧର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri