ରାଜ୍ୟ

କାଜୁ ତୋଳିବାକୁ ନେଇ ୨ ଗ୍ରାମବାସୀଙ୍କ ମଧ୍ୟରେ ସଂଘର୍ଷ

ଛତିଆ,୧୬ା୪(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ କାଇମାଟିଆ ଏବଂ ଅଭୟପୁର ଗ୍ରାମ ମଧ୍ୟରେ କାଜୁ ମଞ୍ଜି ତୋଳିବାକୁ ନେଇ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଉଭୟ ପକ୍ଷରୁ ୬ ଜଣ ଆହତ ହୋଇଛନ୍ତି। ଏନେଇ ଗ୍ରାମରେ ଚାପା ଉତ୍ତେଜନା...

ପରକ୍ରିୟା ପ୍ରୀତି ସନ୍ଦେହରେ ଯୁବକଙ୍କୁ ହତ୍ୟା: ବନ୍ଧା ହେଲେ ୩ ଅଭିଯୁକ୍ତ

ସୋହେଲା,୧୬।୪(ଡି.ଏନ୍‌.ଏ): ବରଗଡ଼ ଜିଲା ସୋହେଲା ଥାନା ଅଧୀନ ବୁଡ଼ାମାଳ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଗ୍ରାମର ସାନନ୍ଦ ସା(୩୫)ଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଅଭିଯୁକ୍ତମାନେ ଟାଙ୍ଗିଆରେ ହାଣି ହତ୍ୟା ପରେ ବ୍ଲେଡରେ ଯୌନାଙ୍ଗ କାଟି ଦେଇଥିଲେ। ଏ ନେଇ...

ସମ୍ବଲପୁରରେ କର୍ଫ୍ୟୁ କୋହଳ

ସମ୍ବଲପୁର ଅଫିସ,୧୬।୪: ସମ୍ବଲପୁରରେ ହନୁମାନ ଜୟନ୍ତୀରେ ହୋଇଥିବା ହିଂସାକାଣ୍ଡକୁ ନେଇ ସହରରେ ଶୁକ୍ରବାର ରାତି ୧୨ଟାରୁ କଫ୍ୟୁ ଲାଗୁ କରାଯାଇଥିଲା। ବର୍ତ୍ତମାନ ଏହାକୁ କୋହଳ କରାଯାଇଛି। ସୋମବାର ସକାଳ ୭ଟା ୩୦ରୁ ପୂର୍ବାହ୍ନ ୧୧.୩୦ ଏବଂ ଅପରାହ୍ନ ୩ଟା ୩୦ରୁ...

ପୁଅବୋହୂର ଆକ୍ରମଣରେ ଚାଲିଗଲା ବୃଦ୍ଧା ମା’ଙ୍କ ଜୀବନ

ଦାରିଙ୍ଗବାଡ଼ି,୧୬।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଧୀନ ପାଙ୍ଗଲି ଗ୍ରାମରେ ପାରିବାରିକ କଳହକୁ ନେଇ ପୁଅବୋହୂର ଆକ୍ରମଣରେ ଜଣେ ବୃଦ୍ଧା ମା’ଙ୍କ ମୃତ୍ୟୁ ଘଟିଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ମୃତା ବୃଦ୍ଧା ହେଲେ ପାଡନକେତା ଗ୍ରାମର ପୁଷ୍ପାଞ୍ଜଳି ପରିଚ୍ଛା।...

ସମ୍ବଲପୁରରେ ଆଉ ୨ ଦିନ ସ୍କୁଲ ବନ୍ଦ

ସମ୍ବଲପୁର ଅଫିସ,୧୬।୪: ସମ୍ବଲପୁର ଜିଲାରେ ଆଉ ୨ ଦିନ ସ୍କୁଲ ବନ୍ଦ ରହିବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଛୁଟି ଅବଧିକୁ ଆଉ ୨ ଦିନ ବଢାଇ ଦିଆଯାଇଛି। ସୋମବାର ଏବଂ ମଙ୍ଗଳବାର ୨ ଦିନ...

ଦିନ ୨ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ୩ ସହର

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ ଆଗାମୀ ୩ ଦିନ ମଧ୍ୟରେ ଦିନ ତାପମାତ୍ରା ଅନେକ ସ୍ଥାନରେ ୨ ରୁ ୩ ଡିଗ୍ରୀ ଯାଏ ତଳକୁ ଖସିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗ...

ଅଙ୍ଗନଓ୍ବାଡି କେନ୍ଦ୍ରରେ ସକାଳ ୭ରୁ ୧୦ଟା ପର୍ଯ୍ୟନ୍ତ ପାଠପଢ଼ା

ଭୁବନେଶ୍ୱର,୧୬ା୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଚଳିତ ଏପ୍ରିଲ ୧୭ରୁ ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ପାଠପଢ଼ା ସକାଳ ୭ଟାରୁ ଦିନ ୧୦ ପର୍ଯ୍ୟନ୍ତ ଚାଲିବ। ସ୍ଥଳ ବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲାପାଳମାନେ ସେମାନଙ୍କ ଜିଲାର ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକର...

ରାଜଧାନୀର ସୁଆଦିଆ ‘କୋରାଖଇ’

ଭୁବନେଶ୍ୱର,୧୬।୪(ବ୍ୟୁରୋ) – ରାଜଧାନୀ ଭୁବନେଶ୍ୱରର ପ୍ରସିଦ୍ଧ ଖାଦ୍ୟ ଓ ଭୋଗ କଥା ଉଠିଲେ, ମନକୁ ଆସେ ‘କୋରାଖଇ’। ଯେତିକି ସୁଆଦ, ସେତିକି ସ୍ବାସ୍ଥ୍ୟପ୍ରଦ। ଏହା ପୁଣି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରିୟ ଭୋଗ। ଜନ୍ମାଷ୍ଟମୀ ହେଉକି ରୁକୁଣାରଥଯାତ୍ରା ସବୁ ପର୍ବପର୍ବାଣିରେ ଠାକୁରଙ୍କ...

ଲାଲଚାନ୍ଦ୍‌ର ‘ଗ୍ରେଟ୍‌ ଅକ୍ଷୟତୃତୀୟା ଅଫର

ଭୁବନେଶ୍ୱର,୧୬।୪: ଓଡ଼ିଶାର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ଲାଲଚାନ୍ଦ୍‌ ଜୁଏଲର୍ସ ପକ୍ଷରୁ ‘ଗ୍ରେଟ୍‌ ଅକ୍ଷୟ ତୃତୀୟା ଅଫର’ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ପ୍ରତିଷ୍ଠାନର ଭୁବନେଶ୍ୱର, କଟକ ଓ ବ୍ରହ୍ମପୁରସ୍ଥିତ ଶୋ’ରୁମ୍‌ ପାଇଁ ଗଢ଼ା ମଜୁରି ଉପରେ ବିଶେଷ ଅଫର ମଧ୍ୟ...

କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ନାଗରିକ ସମ୍ବର୍ଦ୍ଧନା ଉତ୍ସବ

ଭୁବନେଶ୍ୱର,୧୬।୪: କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନାଗରିକ ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ କରାଯାଇଥିଲା। ଉକ୍ତ ଉତ୍ସବରେ ଆମେରିକା, ବ୍ରିଟେନ, ଜର୍ମାନୀ, ୟୁକ୍ରେନ୍‌, ସୁଇଜରଲାଣ୍ଡ, ପୋଲାଣ୍ଡ, ଆର୍ମେନିଆ, ସ୍ଲୋଭାକିଆ, ବୁଲ୍‌ଗେରିଆ, କଙ୍ଗୋ, ଆଇଭେରି କୋଷ୍ଟ ଭଳି ୨୦ ଦେଶର ସାଂସଦ,...

ପୁଅବୋହୂଙ୍କ ଆକ୍ରମଣରେ ମା’ଙ୍କ ଜୀବନ ଗଲା

ଦାରିଙ୍ଗବାଡ଼ି,୧୬ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳ ପାଙ୍ଗଲି ଗ୍ରାମରେ ପାରିବାରିକ ଗଣ୍ଡଗୋଳକୁ ନେଇ ପୁଅବୋହୂଙ୍କ ଆକ୍ରମଣରେ ଜଣେ ବୃଦ୍ଧା ମା’ଙ୍କ ମୃତ୍ୟୁ ହୋଇଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ମୃତା ବୃଦ୍ଧା ଜଣକ ହେଲେ ଉକ୍ତ ଥାନା ପାଡ଼ନକେତା...

ଓଡ଼ିଆରେ ମୁକ୍ତିଲାଭ କରିବ ‘ସାର୍‌ ମ୍ୟାଡାମ ସରପଞ୍ଚ’

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଗଞ୍ଜାମ ଜିଲାର ଆରତୀ ଦେବୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଜଣେ ଉଚ୍ଚ ଶିକ୍ଷିତା ଓ ସ୍ବଚ୍ଛଳ ବ୍ୟାଙ୍କ ଚାକିରି ଛାଡି ରାଜନୀତିରେ ପ୍ରବେଶ କରି ୨୦୧୨ ମସିହାରେ ଦେଶର ସର୍ବକନିଷ୍ଠ ମହିଳା ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ତାଙ୍କ ସ୍ଲୋଗାନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri