ରାଜ୍ୟ

ବଦଳିବ ପାଗ, ୫ ଦିନ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଶନିବାରଠାରୁ ପାରଦ ସାମାନ୍ୟ ତଳମୁହାଁ ହୋଇଛି। ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୧ ଓ ୨ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଛି। ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହୋଇପାରେ। ଓଡ଼ିଶା, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ...

ଟିକେଟ ନେଲେ ଦୀପାଳି

ଭୁବନେଶ୍ୱର,୧୫।୪(ବ୍ୟୁରୋ): ଝାରସୁଗୁଡ଼ା ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଶନିବାର ନବୀନ ନିବାସରୁ ଟିକେଟ ନେଇ ଫେରିଛନ୍ତି । ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଟିକେଟ ପ୍ରଦାନ କରିଛନ୍ତି। ଦୀପାଳିଙ୍କ ନାଁ ଦଳ ପକ୍ଷରୁ ପୂର୍ବରୁ ଘୋଷଣା ହୋଇଥିଲା ।...

୧୭ରୁ ଖୋଲିବ ସ୍କୁଲ, ସାଢ଼େ ୬ରୁ ୧୧ଟା ପର୍ଯ୍ୟନ୍ତ ପାଠପଢ଼ା

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଆସନ୍ତା ୧୭ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଖୋଲିବ। ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସକାଳ ସାଢ଼େ ୬ରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ପାଠପଢ଼ା ହେବ ବୋଲି ଏନେଇ ଶନିବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା...

ଝାରସୁଗୁଡ଼ା ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ମେ’ ୧୦ରେ ହେବାକୁ ଥିବା ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଶନିବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ। ସେ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ତାଙ୍କ ସହିତ ପିସିସି ସଭାପତି ଶରତ ପଟ୍ଟନାୟକ, ବିଧାୟକ ତାରା...

ଜଳୁଛି ବୌଦ୍ଧ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଶନିବାର ରାଜ୍ୟର ୨୨ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଆଜି ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୨.୫ ଡିଗ୍ରୀ ଥିଲା। ଯାହାକି ଆଜି ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହରରେ ବୌଦ୍ଧ ପରିଗଣିତ ହୋଇଛି। ଆଜି ବୌଦ୍ଧରେ ୪୨.୫...

ଓଡ଼ିଆରେ ପରୀକ୍ଷା ଦେବେ ସିଏପିଏଫ୍‌ କନଷ୍ଟେବଳ ପ୍ରାର୍ଥୀ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ବା ସିଏପିଏଫ୍‌ କନଷ୍ଟେବଳ ପାଇଁ ଏଣିକି ଓଡ଼ିଆରେ ପରୀକ୍ଷା ଦେଇପାରିବେ ପ୍ରାର୍ଥୀ। କେନ୍ଦ୍ର ଗୃହମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ୧୩ଟି ଭାଷା ମଧ୍ୟରେ ଓଡ଼ିଆ ସ୍ଥାନ ପାଇଛି। ଏହି ଭାଷାଗୁଡ଼ିକ ମଧ୍ୟରେ ଓଡ଼ିଆ,...

ନବୀନ ନିବାସରେ ଦୀପାଳି

ଭୁବନେଶ୍ୱର,୧୫।୪(ବ୍ୟୁରୋ): ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଶନିବାର ନବୀନ ନିବାସରେ ପହଞ୍ଚିଛନ୍ତି। ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଦୀପାଳି ଦଳୀୟ ଟିକେଟ ନେବା ପାଇଁ ନବୀନ ନିବାସ ଆସିଥିବା ଜଣାପଡ଼ିଛି। ଆସନ୍ତା ୧୮ ତାରିଖରେ ଦୀପାଳ ନାମାଙ୍କନପତ୍ର ଦାଖଲ କରିବେ। ସୂଚନାଯୋଗ୍ୟ,...

ସମ୍ବଲପୁରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ: ବଢ଼ିଲା ଅବଧି

ସମ୍ବଲପୁର ୧୫।୪(ବ୍ୟୁରୋ): ସମ୍ବଲପୁରରେ ବନ୍ଦ ଥିବା ଇଣ୍ଟରନେଟ ସେବା ଅବଧିକୁ ପୁଣି ବଢ଼ାଇ ଦିଆଯାଇଛି। ଆସନ୍ତା ୧୭ ତାରିଖ ଦିନ ୧୦ଟା ଯାଏ ଇଣ୍ଟରନେଟ ସେବା ବନ୍ଦ ରହିବ। ଇଣ୍ଟରନେଟ ସେବା ବନ୍ଦ ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ...

ସମ୍ବଲପୁର ସହରରେ କର୍ଫ୍ୟୁ

ସମ୍ବଲପୁର,୧୫ା୪(ବ୍ୟୁରୋ): ସମ୍ବଲପୁର ସହରରେ ଭୟର ବାତାବରଣ ଲାଗି ରହିଛି। ବିଭିନ୍ନ ସ୍ଥାନରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ ସତ୍ତ୍ୱେ ଗୁରୁବାର ରାତିରୁ ଶୁକ୍ରବାର ରାତି ପର୍ଯ୍ୟନ୍ତ ୧୦ଟି ଦୋକାନରେ ଭଙ୍ଗାରୁଜା କରାଯିବା ସହ ପୋଡ଼ାଜଳା କରାଯାଇଛି। ସ୍ଥିତି ନିୟନ୍ତ୍ରଣକୁ ନ...

ପ୍ରଭୁ ନାରାୟଣ ଗୋସାଇଁଙ୍କ ସ୍ଥଳାଦେଶ ଯାତ୍ରା ଆରମ୍ଭ

ରସୁଲପୁର,୧୫।୪(ଡି.ଏନ.ଏ.):ରସୁଲପୁର ବ୍ଲକ ଅଞ୍ଚଳର ଐତିହାସିକ ସିଂହାପୁର ଯାତ୍ରା ଅବସରରେ ପ୍ରଭୁ ନାରାୟଣ ଗୋସାଇଁଙ୍କ ୩ ଦିନିଆ ସ୍ଥଳାଦେଶ ଯାତ୍ରା ମହାବିଷୁବ ସଂକ୍ରାନ୍ତି ତିଥି ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହି ଯାତ୍ରାରେ ନାରାୟଣ ଗୋସାଇଁଙ୍କ ଜଳକ୍ରୀଡ଼ା ଯାତ୍ରା ଦର୍ଶନ ପାଇଁ ୧୦...

ସିବିଆଇ ଜାଲରେ ଡାକ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର

ଭୁବନେଶ୍ୱର,୧୫।୪ (ବ୍ୟୁରୋ): ଲାଞ୍ଚ ନେଇ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (ସିବିଆଇ) ହାତରେ ଧରାପଡିଛନ୍ତି ଡାକ ବିଭାଗର ଜଣେ ଆସିଷ୍ଟାଣ୍ଟ୍‌ ଇଞ୍ଜିନିୟର। ସେ ହେଲେ ସମ୍ବଲପୁର ଜିଲାରେ କାର୍ଯ୍ୟରତ ପୋଷ୍ଟାଲ ଆସିଷ୍ଟାଣ୍ଟ ଇଞ୍ଜିନିୟର ଶୁଭାଶିଷ ପାଲ। ଶୁକ୍ରବାର ସମ୍ବଲପୁରସ୍ଥିତ ଡାକଘର ଅଧୀକ୍ଷକଙ୍କ...

ଜାଲ୍‌ ସାର୍ଟିଫିକେଟ ମାମଲା ଉପରେ ସରକାର ସତର୍କ ଦୃଷ୍ଟି ରଖିଛନ୍ତି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ସତର୍କ ଦୃଷ୍ଟି ରଖିଛନ୍ତି । ବଲାଙ୍ଗୀର ପୋଷ୍ଟାଲ ନିଯୁକ୍ତିରେ ଜାଲ୍‌ ସାର୍ଟିଫିକେଟ ଘଟଣା ସାମ୍ନାକୁ ଆସିବା ପରଠାରୁ ସରକାର ଏ ନେଇ ସକ୍ରିୟ ଅଛନ୍ତି ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri