ରାଜ୍ୟ

ରାଜ୍ୟରେ ବ୍ୟାପିଲା କରୋନା, ଗଲା ୨ ଜୀବନ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ଦେଶର ବିଭିନ୍ନ ରାଜ୍ୟରେ ଏବେ କରୋନା ବ୍ୟାପିବାରେ ଲାଗିଛି। ପ୍ରଥମେ ଦିଲ୍ଲୀ, ମହାରାଷ୍ଟ୍ର ଆଦି ରାଜ୍ୟରେ ସଂକ୍ରମଣ ବଢ଼ୁଥିଲା। ଏବେ ଓଡ଼ିଶାର ସ୍ଥିତି ମଧ୍ୟ ଧୀରେ ଧୀରେ ବିଗିଡିବାରେ ଲାଗିଛି। ସଂକ୍ରମଣ ବୃଦ୍ଧି ସହ ଏହି ମହାମାରୀ ଜୀବନ...

ବିଶ୍ୱର ୩ୟ ଉତ୍ତପ୍ତ ସହର ବାରିପଦା

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମରେ ସାରା ରାଜ୍ୟ ସିଝୁଛି। ସତେଯେମିତି ଆକାଶରୁ ଅଗ୍ନିବର୍ଷା ହେଉଛି। ଗତ କିଛିଦିନ ହେବ ଅସହ୍ୟ ତାତି ସମଗ୍ର ରାଜ୍ୟକୁ କବଳିତ କରିଛି। ସକାଳ ହେବା ମାତ୍ରେ ମାଡ଼ିଆସୁଛି ତତଲା ପବନ। ଦେହମୁଣ୍ଡ ଜଳିପୋଡ଼ିଗଲା ଭଳି ଲାଗୁଛି...

ହନୁମାନ ଜୟନ୍ତୀରେ ପୁଣି ହିଂସାକାଣ୍ଡ: ଯୁବକଙ୍କୁ ହତ୍ୟା, ପୋଡ଼ାଜଳା

ସମ୍ବଲପୁର,୧୪।୪(ବ୍ୟୁରୋ): ସମ୍ବଲପୁର ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ୍‌ ଶୋଭାଯାତ୍ରା ଉପରେ ପଥର ମାଡ ପରେ ପୋଡ଼ାଜଳା ଓ ମରଣାନ୍ତକ ଆକ୍ରମଣ ଘଟଣାକୁ ଇତିମଧ୍ୟରେ ୨ ଦିନ ବିତିଯାଇଛି। ହେଲେ ସହରରେ ଆତଙ୍କ ଓ ଭୟର ବାତାବରଣ ଲାଗି ରହିଛି ।...

ଶନିବାରଠାରୁ କମିବ ତାତି

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାତି ପ୍ରକୋପ ଏତେ ଯୋର ଅନୁଭୂତ ହେଉଛି ଯେ, ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ତେବେ ଶନିବାରଠାରୁ ତାତି କମିବ। ତାପମତ୍ରା କମିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ...

ରାଜ୍ୟରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ କରୋନାରେ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କ ଗୁରୁବାର ମୃତ୍ୟୁ ଘଟିଛି। ସେ କରୋନା ପଜିଟିଭ ଚିହ୍ନଟ ହେବା ପରେ ବୁଧବାର କ୍ୟାପିଟାଲ ହସ୍ପିଟାଲରୁ କଟକ ଏସସିବିକୁ ରେଫର ହୋଇଥିଲେ।ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଚିକିତ୍ସାବସ୍ଥାରେ ତାଙ୍କ ମୃତ୍ୟୁ...

ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟୁଇଟ ମାଧ୍ୟମରେ ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ...

୪୮ ଘଣ୍ଟାରେ ଅଂଶୁଘାତ ମୃତ୍ୟୁ ରିପୋର୍ଟ ଦେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ରାଜ୍ୟର କୌଣସି ଅଞ୍ଚଳରୁ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସିଲେ ଏହାର ଯୁଗ୍ମ ତଦନ୍ତ କରି ୪୮ ଘଣ୍ଟା ମଧ୍ୟରେ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟକୁ ରିପୋର୍ଟ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ଆସିଲେ...

ଭୁବନେଶ୍ୱର ରେଳ ଷ୍ଟେଶନରେ ବିସ୍ଫୋରକ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରୁ ବିସ୍ଫୋରକ ମିଳିଛି। ଷ୍ଟେଶନରେ ଅଟକି ରହିଥିବା କୋଣାର୍କ ଏକ୍ସପ୍ରେସ୍‌ରୁ ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଏହି ବିସ୍ଫୋରକକୁ ଜବତ କରିଛି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ରହୁଥିବା ଷ୍ଟେଶନ ମଧ୍ୟରୁ ବୁଧବାର ବିଳମ୍ବିତ ରାତିରେ...

ବର୍ଷିଲେ ବିରୋଧୀ

ଭୁବନେଶ୍ବର, ୧୪ା୪(ବ୍ୟୁରୋ): ପୁରୀରେ ପ୍ରସ୍ତାବିତ ବେଦାନ୍ତ ବିଶ୍ୱବିଦ୍ୟାଳୟ ପ୍ରକଳ୍ପ ଲାଗି କରାଯାଇଥିବା ଜମି ଅଧିଗ୍ରହଣ ଅବୈଧ ବୋଲି ସୁପ୍ରିମ କୋର୍ଟ ରାୟ ଦେବାପରେ ଉଭୟ ରାଜ୍ୟ ସରକାର ଓ ଅନୀଲ ଅଗ୍ରଓ୍ବାଲ ଫାଉଣ୍ଡେଶନକୁ ବଡ଼ ଝଟକା ଲାଗିଥିଲା। ବେଦାନ୍ତ ବିଶ୍ୱବିଦ୍ୟାଳୟ...

ନବ ଦାସଙ୍କ ହତ୍ୟା ହିଁ ଝାରସୁଗୁଡ଼ାର ମୁଖ୍ୟ ପ୍ରସଙ୍ଗ ହେବ: ଧର୍ମେନ୍ଦ୍ର

ଭୁବନେଶ୍ବର, ୧୪ା୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ଦଳୀୟ ପ୍ରସଙ୍ଗ କ’ଣ ରହିବ, ସେ ସମ୍ପର୍କିତ ପ୍ରଶ୍ନରେ ଧର୍ମେନ୍ଦ୍ର କହିଛନ୍ତି, ଦୁର୍ଭାଗ୍ୟବଶତଃ ଝାରସୁଗୁଡ଼ା ଉପନିର୍ବାଚନ ଯେଉଁଥିପାଇଁ ହେଉଛି, ତାହା ହିଁ ଦଳର ମୂଳ ପ୍ରସଙ୍ଗ ହେବ। ଦିବାଲୋକରେ ଓଡ଼ିଶା ସରକାରଙ୍କ ପୋଲିସ ଅଧିକାରୀଙ୍କ...

‘ରୋଜ୍‌ ଭ୍ୟାଲି’ ଚିଟ୍‌ଫଣ୍ଡ ଠକେଇ: ଆଉ ୬.୫୨ କୋଟିର ସମ୍ପତ୍ତି ଆଟାଚ୍‌

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଜମାକାରୀଙ୍କଠାରୁ ବହୁ କୋଟି ଟଙ୍କା ଠକେଇ କରିଥିବା ଚିଟଫଣ୍ଡ୍‌ ସଂସ୍ଥା ‘ରୋଜ୍‌ ଭ୍ୟାଲି’ର ୬.୫୨ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଆଟାଚ୍‌ ହୋଇଛି। କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପକ୍ଷରୁ ହୋଇଥିବା ଆଟାଚ୍‌ ଆବେଦନକୁ...

ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ଭୁବନେଶ୍ୱର

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଆମ ରାଜଧାନୀ ଭୁବନେଶ୍ୱର ଭାରତବର୍ଷର ଶ୍ରେଷ୍ଠ ସହର ଭାବେ ପରିଗଣିତ ହେବା ସହ ସମଗ୍ର ବିଶ୍ୱରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ଶିକ୍ଷା, ସ୍ବାସ୍ଥ୍ୟ, ସଂସ୍କୃତି, କ୍ରୀଡ଼ା, ପର୍ଯ୍ୟଟନ, ଭିତ୍ତିଭୂମି ଆଦି ସମସ୍ତ କ୍ଷେତ୍ରରେ ଯଥେଷ୍ଟ ଉନ୍ନତି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri