ରାଜ୍ୟ

ଆଇଟିଆଇ ଛାତ୍ରୀଛାତ୍ରଙ୍କ ପାଇଁ ଡିଜିଟାଲ ସଂସ୍କରଣ ଉନ୍ମୋଚନ କଲେ ଧର୍ମେନ୍ଦ୍ର

ଭୁବନେଶ୍ବର, ୧୨।୪(ବ୍ୟୁରୋ): ଶିଳ୍ପ ତାଲିମ ପ୍ରତିଷ୍ଠାନ (ଆଇଟିଆଇ)ରେ ନାମ ଲେଖାଇଥିବା ଛାତ୍ରୀଛାତ୍ରଙ୍କ ପାଇଁ ନିଯୁକ୍ତି ଦକ୍ଷତା ପାଠ୍ୟକ୍ରମର ଡିଜିଟାଲ ସଂସ୍କରଣକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀସ୍ଥିତ ଫ୍ୟୁଚର ସ୍କିଲସ୍‌ ଫୋରମଠାରେ ମଙ୍ଗଳବାର ଉନ୍ମୋଚନ କରିଛନ୍ତି। ଏଥିରେ ଉପଲବ୍ଧ ଥିବା ଡିଜିଟାଲ...

ଜାପାନରୁ ଫେରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯ ଦିନିଆ ଜାପାନ ଗସ୍ତ ପରେ ମଙ୍ଗଳବାର ଅପରାହ୍ନରେ ଭୁବନେଶ୍ୱର ଫେରିଛନ୍ତି। ଏହି ଗସ୍ତ କାଳରେ ରାଜ୍ୟକୁ ୨୬ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ସୁଯୋଗ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ଜାପାନ ବ୍ୟବସାୟୀ,...

ଭବାନୀପାଟଣା ମେଡିକାଲ କଲେଜକୁ ମିଳିଲା ୧୦୦ ଏମ୍‌ବିବିଏସ୍‌ ସିଟ୍‌

ଭୁବନେଶ୍ୱର,୧୨।୪(ବ୍ୟୁରୋ): ଭବାନୀପାଟଣା ମେଡିକାଲ କଲେଜ ପାଇଁ ଜାତୀୟ ସ୍ବାସ୍ଥ୍ୟ ଆୟୋଗ (ଏନ୍‌ଏମ୍‌ସି) ୨୦୨୩-୨୪ ଶିକ୍ଷାବର୍ଷ ପାଇଁ ୧୦୦ ଏମ୍‌ବିବିଏସ୍‌ ସିଟ୍‌ ଅନୁମୋଦନ କରିଛନ୍ତି। ଏ ନେଇ ଏନ୍‌ଏମ୍‌ସି ପକ୍ଷରୁ ମଙ୍ଗଳବାର ରାଜ୍ୟ ସରକାରଙ୍କୁ ଜଣାଇ ଦିଆଯାଇଛି। ଏନ୍‌ଏମ୍‌ସି ସର୍ତ୍ତ ଅନୁଯାୟୀ...

୫୦ ହଜାର କୋଭିଡ୍‌ ଟିକା ମାଗିଲା ଓଡ଼ିଶା

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ସ୍ଥିତି ସଂକଟମୟ ନ ଥିଲେ ବି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହାକୁ ଗୁରୁତ୍ୱର ସହ ନିଆଯାଇ ସତର୍କତା ଅବଲମ୍ବନ କରାଯାଉଛି। ଏହି ପରିପ୍ରେକ୍ଷୀରେ କରୋନା ଟିକା ପାଇଁ କେନ୍ଦ୍ର...

ର଼୍ୟାକେଟ୍‌ର ଆଉ ୨ ସଦସ୍ୟ ଗିରଫ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ଜାଲ୍‌ ଦସ୍ତାବିଜ ଜରିଆରେ ଜମି ଠକେଇ ଘଟଣାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଅଧିକ ତଦନ୍ତ ଜାରି ରଖିଛି। ଏହି ର଼୍ୟାକେଟ୍‌ରେ ସମ୍ପୃକ୍ତ ଆଉ ୨ ଜଣଙ୍କୁ ମଙ୍ଗଳବାର ଇଓଡବ୍ଲ୍ୟୁ ଗିରଫ କରିଛି। ସେମାନେ ହେଲେ ଗାୟତ୍ରୀ...

ଅସମ୍ଭାଳ ତାତି: ୧୫ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୧୧ା୪(ବ୍ୟୁରୋ):  ପ୍ରଚଣ୍ଡ ଗ୍ରୀଷ୍ମରେ ସାରା ରାଜ୍ୟ ଅସ୍ତବ୍ୟସ୍ତ । ସକାଳ ହେବା ମାତ୍ରେ ମାଡ଼ିଆସୁଛି ତତଲା ପବନ। ଅପରାହ୍ନ ୫ଟା ଯାଏ ନିସ୍ତାର ନାହିଁ। ଜଳିପୋଡ଼ି ଯାଉଛି ଦେହମୁଣ୍ଡ । ତାତିର ପ୍ରକୋପରେ ମଣିଷଠାରୁ ଜୀବଜନ୍ତୁ ସମସ୍ତେ କଲବଲ ହେଉଛନ୍ତି।...

କାଲିଠାରୁ ଏପ୍ରିଲ୍‌ ୧୬ ଯାଏ ସ୍କୁଲ ଛୁଟି

ଭୁବନେଶ୍ୱର,୧୧।୪ (ବ୍ୟୁରୋ): ରାଜ୍ୟରେ ଅସହ୍ୟ ତାତି ଜାରି ରହିଛି। ଦିନ ବେଳା ବାହାରକୁ ବାହାରିବା କଷ୍ଟକର  ହୋଇପଡୁଛି। ଏହାକୁ ଦୃଷ୍ଟିରେ ରଖି କାଲିଠାରୁ ଏପ୍ରିଲ୍‌ ୧୬ ଯାଏ ରାଜ୍ୟର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହ ଅଙ୍ଗନଓ୍ବାଡି...

ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୧୧।୪ (ବ୍ୟୁରୋ): ବହୁ ଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କୁ ମଙ୍ଗଳବାର ସର୍ତ୍ତମୂଳକ ଜାମିନ ମିଳିଛି। ନୟାପଲ୍ଲୀ ଥାନା ମାମଲାରେ ତାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତଦନ୍ତରେ ସହଯୋଗ କରିବା ସହ  ବାହାରକୁ ନ ଯିବାକୁ କୋର୍ଟଙ୍କ କଡ୍ଡା...

୩ ଦିନ ଗ୍ରୀଷ୍ମ ପ୍ରବାହ ପାଇଁ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି। ଦିନ ବେଳା ବାହାରକୁ ଆସିବା ମୁସ୍କିଲ ହୋଇପଡୁଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ରାଜ୍ୟରେ ୩ ଦିନ ପାଇଁ ହିଟ ୱେଭ ଓ୍ବାର୍ନିଂ ଜାରି କରିଛି। ପାଣିପାଗ...

ଏମ୍‌ସିଏଲ୍‌ କୋଇଲା ଖଣିରେ ଦୁର୍ଘଟଣା: ୨ମୃତ, ୪ଗୁରୁତର

ସୁନ୍ଦରଗଡ଼/ହେମଗିରି,୧୧।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକ ମହାନଦୀ କୋଇଲା ଖଣି ଲିମିଟେଡ଼(ଏମସିଏଲ)ର ଗର୍ଜନବାହାଲ କୋଇଲା ଖଣିରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୪ଜଣ କର୍ମଚାରୀ ଆହତ ହୋଇଛନ୍ତି। ଖଣି...

ଭାଜପା ନେତାଙ୍କୁ ଭୁଜାଲିରେ ଆକ୍ରମଣ

ବାଲେଶ୍ବର ଅଫିସ ୧୧।୪: ବାଲେଶ୍ବର ଜିଲା ସୋର ଭାଜପାର ନଗରଉପସଭାପତିଙ୍କୁ ମଙ୍ଗଳବାର ଭୁଜାଲିରେ ଆକ୍ରମଣ କରାଯାଇଛି। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାଲେଶ୍ବର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଭାଜପା ନଗର ଉପସଭାପତି ତଥା ପୌର ପରିଷଦର କାଉନସିଲରଙ୍କ...

ଏଏସ୍‌ଆଇଙ୍କୁ ୩ ବର୍ଷ ଜେଲଦଣ୍ଡ, ବହିଷ୍କୃତ ହେବେ

ଭୁବନେଶ୍ୱର,୧୧।୪ (ବ୍ୟୁରୋ): ଏକ ଲାଞ୍ଚ କାରବାର ମାମଲାର ରାୟ ଦୀର୍ଘ ୯ ବର୍ଷ ପରେ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ଅଭିଯୁକ୍ତ ଥିବା ଖୋର୍ଦ୍ଧା ଜିଲା ଟାଉନ ଥାନାର ପୂର୍ବତନ ଏଏସ୍‌ଆଇ ଲକ୍ଷ୍ମୀଧର ପଣ୍ଡାଙ୍କୁ ୩ ବର୍ଷ ଜେଲଦଣ୍ଡାଦେଶ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri