ରାଜ୍ୟ

ଆଜି ରଥଯାତ୍ରା ପ୍ରଥମ ସମନ୍ବୟ କମିଟି ବୈଠକ

ପୁରୀ ଅଫିସ, ୧୧ା୪: ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଆସନ୍ତା ଜୁନ ୨୦ରେ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଏବଂ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ତଥା ସୁରୁଖୁରୁରେ ସମ୍ପନ୍ନ...

ଶ୍ରେଣୀଗୃହରେ ମଦ ବୋତଲ, ଗଛମୂଳେ ପଢ଼ିଲେ ପିଲା

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ସ୍କୁଲ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳ। ଅସୁରକ୍ଷିତ ହୋଇପଡୁଛନ୍ତି ଛାତ୍ରୀଛାତ୍ର। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ୫୨ ନମ୍ବର ୱାର୍ଡ ଅନ୍ତର୍ଗତ ବରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଚିତ୍ର ଓ ସ୍ଥିତିକୁ ଦେଖିଲେ ଶିକ୍ଷାନଗରୀର ଶିକ୍ଷାନୁଷ୍ଠାନ କେତେ ସୁରକ୍ଷିତ...

ଆଜିଠାରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଆଜିଠାରୁ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୭ଟାରୁ ଆରମ୍ଭ ହୋଇ ସାଢ଼େ ୧୧ ଟା ଯାଏ ପାଠପଢା ଚାଲିବ। ପ୍ରବଳ ଖରାକୁ ନଜରରେ...

୧୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ବିଇଓ

ଢେଙ୍କାନାଳ ଅଫିସ,୧୧।୪: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ(ବିଇଓ) ଶାନ୍ତନୁ କୁମାର ମଲିକ ମଙ୍ଗଳବାର ୧୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ବିଇଓ ଶାନ୍ତନୁ ବ୍ରହ୍ମପୁର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ...

ଭବାନୀ ନିଆଲ ବିଜେଡିରୁ ବହିଷ୍କୃତ

ଭୁବନେଶ୍ୱର(ବ୍ୟୁରୋ)/ ଭବାନୀପାଟଣା, ୧୧।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟ ପରିଷଦ ସଦସ୍ୟ ଭବାନୀ ଶଙ୍କର ନିଆଲଙ୍କୁ ସୋମବାର ବିଜେଡିରୁ ବହିଷ୍କୃତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ରାଜ୍ୟ ସଭାପତିଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସାଧାରଣ ସମ୍ପାଦକ...

୧୫ରୁ ସମୁଦ୍ରରେ ମାଛଧରା କଟକଣା

ଭୁବନେଶ୍ବର, ୧୧ା୪(ବ୍ୟୁରୋ): ବିଭିନ୍ନ ପ୍ରଜାତିର ମାଛ ସଂଖ୍ୟାରେ ବୃଦ୍ଧି ଆଣିବା ଲକ୍ଷ୍ୟରେ ସେମାନଙ୍କ ପ୍ରଜନନ ସମୟରେ ସମୁଦ୍ରରେ ମାଛ ଧରା ଉପରେ କଟକଣା ଜାରି କରାଯାଇଥାଏ। ଓଡ଼ିଶା ଉପକୂଳରେ ମାଛଧରା ନିଷେଧାଜ୍ଞା ପ୍ରତିବର୍ଷ ଏପ୍ରିଲ ୧୫ରୁ ଜୁନ ୧୪ ତାରିଖ...

ବିଦେଶରେ ମଧ୍ୟ ନିଯୁକ୍ତି ଦେବୁ: ମନ୍ତ୍ରୀ

ଭୁବନେଶ୍ବର, ୧୧ା୪(ବ୍ୟୁରୋ): ଶିଳ୍ପ କ୍ଷେତ୍ରର ଅଭିବୃଦ୍ଧି ନିମନ୍ତେ ରାଜ୍ୟ ସରକାର ଏକ ପ୍ରଗତିଶୀଳ ଇକୋସିଷ୍ଟମ ପ୍ରତିଷ୍ଠା ପାଇଁ ବିଭିନ୍ନ ପରିବର୍ତ୍ତନମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ଟେକ୍ନିକାଲ ଆଣ୍ଡ ଭୋକେଶନାଲ ଏଜୁକେଶନ ଆଣ୍ଡ ଟ୍ରେନିଂ (ଟିଭିଇଟି) ଇକୋ-ସିଷ୍ଟମରେ ‘ସ୍କିଲ ଇନ୍‌ ଓଡ଼ିଶା’...

ଆଜି ବିଶ୍ୱ ଛେନାପୋଡ଼ ଦିବସ

ନୟାଗଡ଼ ଅଫିସ, ୧୧ା୪: ଏପ୍ରିଲ ୧୧ ଅର୍ଥାତ୍‌ ମଙ୍ଗଳବାରକୁ ବିଶ୍ୱ ଛେନାପୋଡ଼ ଦିବସ ଭାବେ ପାଳନ କରାଯାଉଛି। ଛେନାପୋଡ଼କୁ ଜିଆଇ ଟ୍ୟାଗ୍‌ ମାନ୍ୟତା ଦେବା ପାଇଁ ନୟାଗଡ଼ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏଭଳିସ୍ଥଳେ ଏପ୍ରିଲ ୧୧...

ବାଘ ଲୋମ, ମୁଣ୍ଡ, ହାଡ଼ ଜବତ

ବୌଦ୍ଧ, ୧୧।୪(ସ୍ବ.ପ୍ର): ବୌଦ୍ଧ ଜିଲାରେ ବିଭିନ୍ନ ସମୟରେ ବାଘ, ହରିଣ ଚମଡା ଜବତ କରାଯାଇଆସୁଥିବାବେଳେ ସୋମବାର ପୁଣି ଏଭଳି ଘଟଣା ଘଟିଛି। ବନ କର୍ମଚାରୀମାନେ ହରଭଙ୍ଗା ବ୍ଲକ ତଳଗାଁ ପଞ୍ଚାୟତ ବଡଖଜୁରି ଗ୍ରାମର ବିଶ୍ୱାମିତ୍ର ଜାନୀଙ୍କ ଘରେ ଚଢାଉକରି ବାଘ...

ପାଣିଟାଙ୍କିକୁ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଦେଓଗାଁ,୧୧ା୪(ଡି.ଏନ୍‌.ଏ.): ପ୍ରେମରେ ବିଫଳ ହେବା ପରେ ବଲାଙ୍ଗୀର ଜିଲା ଦେଓଗାଁ ଥାନା କୁଠୁର୍ଲା ଗାଁର ଜଣେ ଯୁବକ ସୋମବାର ସକାଳେ ଓଭରହେଡ୍‌ ପାଣିଟାଙ୍କି ଉପରକୁ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଯୁବକ ଜଣକ ହେଲେ ପିଣ୍ଟୁ ହରପାଲ। ଏହି ଖବର...

ଡାକ୍ତର ଜଣେ ସୈନିକ: ରାଜ୍ୟପାଳ

ବଲାଙ୍ଗୀର ଅଫିସ, ୧୧ା୪: ଯେତେବେଳେ ଶରୀର କଥା ଉଠେ ସେତେବେଳେ ଡାକ୍ତର ଜଣେ ସୈନିକ। ଯେତେବେଳେ ମନ କଥା ଉଠେ ସେତେବେଳେ ଡାକ୍ତର ଜଣେ ମନୋବିଜ୍ଞାନୀ। ଆଉ ଯେତେବେଳେ ଆମତ୍ା କଥା ଉଠେ ଡାକ୍ତର ସେତେବେଳେ ଜଣେ ପୂଜକ ବୋଲି...

ସିବିଆଇ ତଦନ୍ତ ପାଇଁ ଚିଠି ଲେଖିଲା ଡାକ ବିଭାଗ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଜାଲ୍‌ ସାର୍ଟିଫିକେଟ କାରବାର କେବଳ ରାଜ୍ୟ ଭିତରେ ସୀମିତ ନାହିଁ। ଏହାର ଚେର ବାହାର ରାଜ୍ୟକୁ ମଧ୍ୟ ଲମ୍ବିଛି। ଗ୍ରାମୀଣ ଡାକ ସେବକରେ ଅନେକେ ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗ ଆସିଛି। ଏହି ଜାଲ୍‌ ସାର୍ଟିଫିକେଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri