ରାଜ୍ୟ

ଝଡ଼ ବର୍ଷା ନେଇ ୧୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜ୍ୟରେ ପାରଦ ଉପରମୁହାଁ ରହିଥିବାବେଳେ ପାଗ ଶୁଖିଲା ରହିଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ନ ଥିବାବେଳେ କେତେକ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ...

୧୭ ଶହ ୪୦ ଲିଟର ସ୍ପିରିଟ ଜବତ: ୩ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ, ୯।୪: ଅବକାରୀ ଗୁଇନ୍ଦା ଟିମ୍‌ ରବିବାର ଦୁଇଟି ସ୍ଥାନରେ ଚଢାଉ କରି ୧୭୪୦ ଲିଟର ବେଆଇନ ସ୍ପିରିଟ ଜବତ କରିଛି। ଅନ୍ୟପକ୍ଷେ ୨ଟି ମାମଲାରେ ୩ ଜଣଙ୍କୁ ଗିରଫ କରାଯାଇଛି। ବ୍ରହ୍ମପୁର ସହର ଏବଂ ଆଖପାଖ ଅଞ୍ଚଳରେ...

ଜାପାନରୁ କ୍ୟାବିନେଟ୍‌ ବୈଠକରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୪(ବ୍ୟୁରୋ): ବିଦେଶ ମାଟିରେ ଥାଇ ପ୍ରଥମଥର ପାଇଁ କ୍ୟାବିନେଟ ବୈଠକରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ବେଠକରେ ୭ଟି ପ୍ରସ୍ତାବରେ ମୋହର ବାଜିଛି। ଏଫ୍‌ପିଓ ପାଇଁ ସହାୟତା ପାଣ୍ଠି ଆରମ୍ଭ ହେବ। ଓଡ଼ିଶା ପରିବାର ପାଇଁ ନୂଆ...

ମେ’ ମାସ ଶେଷ ସୁଦ୍ଧା ଆସିପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ: କାଲିଠୁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ଆରମ୍ଭ

ଭୁବନେଶ୍ୱର,୯।୪(ବ୍ୟୁରୋ): ମେ’ ମାସ ଶେଷ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇପାରେ । ସୋମବାରଠାରୁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ଆରମ୍ଭ ହେବ । ଏପ୍ରିଲ ୨୩ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଖାତାଦେଖା ଚାଲିବ । ପରେ ଦିତୀୟ...

ନମ୍ବର ପ୍ଲେଟରେ ଚୁଇଂଗମ୍‌ ମାରି ବୁଲୁଛନ୍ତି ଅମାନିଆ

ଭୁବନେଶ୍ୱର,୯।୪(ବ୍ୟୁରୋ): ଆଇନ ଯେତେ କଡ଼ାକଡ଼ି କରାଯାଉଛି, ଅମାନିଆ ସେତିକି ନୂଆ ନୀତି ଆପଣାଉଥିବା ଦେଖିବାକୁ ମିଳୁଛି। ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କୁ ସାବାଡ କରିବାକୁ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ(ଏଚ୍‌ଏସ୍‌ଆର୍‌ପି)କୁ ବାଧ୍ୟତାମୂଳକ କରାଯାଇଛି। ଫଳରେ କେହି ନିୟମ ଉଲ୍ଲଂଘନ କଲେ ସିସିଟିଭିରେ ଗାଡ଼ି...

ଲୁହାପଥର ଉତ୍ପାଦନରେ ଓଏମ୍‌ସିର ସଫଳତା

ଭୁବନେଶ୍ୱର,୯।୪: ଓଡ଼ିଶା ଖଣି ନିଗମ(ଓଏମ୍‌ସି)ର ବାର୍ଷିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ୨୦୨୨-୨୩ ଆର୍ଥିକ ବର୍ଷରେ ଓଏମ୍‌ସି ୨୯.୭ ନିୟୁତ ଟନ୍‌ ଲୁହାପଥର ଉତ୍ପାଦନ କରିଛି। ୨୦୨୧-୨୨ ଆର୍ଥିକ ବର୍ଷରେ ଓଏମ୍‌ସି ୨୫.୩୧ ନିୟୁତ ଟନ୍‌ ଉତ୍ପାଦନ କରିଥିଲା।...

ଢେଙ୍କାନାଳରେ ନ୍ୟୁ ଟିଏମ୍‌ଟି ଷ୍ଟିଲ୍‌ ବାର୍‌ କାରଖାନା

ଭୁବନେଶ୍ୱର,୯।୪: ରୁଙ୍ଗ୍‌ଟା ମାଇନ୍ସ ଲିମିଟେଡ୍‌ର ପ୍ରମୁଖ ଟିଏମ୍‌ଟି ବାର୍‌ ଓ ସମନ୍ବିତ ଇସ୍ପାତ ଉପତ୍ାଦ ନିର୍ମାତା ରୁଙ୍ଗ୍‌ଟା ଷ୍ଟିଲ୍‌ର ନ୍ୟୁ ଟିଏମ୍‌ଟି ଷ୍ଟିଲ୍‌ ବାର୍‌ କାରଖାନା ସ୍ଥାପନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଓଡ଼ିଶାର ଢେଙ୍କାନାଳସ୍ଥିତ କମ୍ପାନୀର ନୂତନ କାରଖାନା...

ସୁଶାନ୍ତ ସିଂଙ୍କୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର,୯ା୪(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କୁ ଝାରସୁଗୁଡ଼ା ଉପନିର୍ବାଚନରୁ ଦୂରେଇ ରଖାଯାଇଛି। ବରିଷ୍ଠ ପର୍ଯ୍ୟବେକ୍ଷକ କିମ୍ବା ବିଜେଡି ବ୍ଲକ ଓ ମ୍ୟୁନିସିପାଲିଟି ପର୍ଯ୍ୟବେକ୍ଷକ ତାଲିକାରେ ମଧ୍ୟ ତାଙ୍କ ନାମ ନାହିଁ। କେଉଁଥିପାଇଁ ତାଙ୍କୁ ଦଳର ପ୍ରମୁଖ...

ସୁଶାନ୍ତ ସିଂଙ୍କୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର,୯।୪(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କୁ ଝାରସୁଗୁଡ଼ା ଉପନିର୍ବାଚନରୁ ଦୂରେଇ ରଖାଯାଇଛି। ବରିଷ୍ଠ ପର୍ଯ୍ୟବେକ୍ଷକ କିମ୍ବା ବିଜେଡି ବ୍ଲକ ଓ ମ୍ୟୁନିସିପାଲିଟି ପର୍ଯ୍ୟବେକ୍ଷକ ତାଲିକାରେ ମଧ୍ୟ ତାଙ୍କ ନାମ ନାହିଁ। କେଉଁଥିପାଇଁ ତାଙ୍କୁ ଦଳର ପ୍ରମୁଖ...

+୨ ମୂଲ୍ୟାୟନରେ ସହଯୋଗ କରିବେ ୬୬୨ ବର୍ଗ ଅଧ୍ୟାପକ

ଭୁବନେଶ୍ୱର,୯।୪(ବ୍ୟୁରୋ): ଆସନ୍ତା ୧୦ ତାରିଖରୁ +୨ ପରୀକ୍ଷା ଖାତା ମୂଲ୍ୟାୟନ ଆରମ୍ଭ ହେଉଛି। ତେବେ ଆନ୍ଦୋଳନକୁ ଓହ୍ଲାଇଥିବା ୬୬୨ ବର୍ଗ ଅଧ୍ୟାପକମାନେ ସର୍ତ୍ତମୂଳକ ଭାବେ ମୂଲ୍ୟାୟନରେ ସହଯୋଗ କରିବେ କହିଛନ୍ତି। ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବ ଓଡ଼ିଶାରେ ନ...

୪୦ ଡିଗ୍ରୀ ମୁହାଁ ପାରଦ, ବାରିପଦା ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟରେ ଶନିବାର ପାଗ ପ୍ରାୟ ଶୁଖିଲା ରହିଥିଲା। ତେବେ ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ମୟୂରଭଞ୍ଜ, ବାଲେଶ୍ୱର, କନ୍ଧମାଳ, ରାୟଗଡା, ବୌଦ୍ଧ ଓ କଳାହାଣ୍ଡି ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ଓ ପବନ ହୋଇଥିଲା। ଆସନ୍ତା...

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌ ଭ୍ୟାନ୍‌: ୩ ମୃତ, ୬ ଗୁରୁତର

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୯।୪(ସ୍ବ.ପ୍ର.): ଯାଜପୁର ଜିଲା ଚଣ୍ଡିଖୋଲ-ପାରାଦୀପ ୫୩ ନଂ.ଜାତୀୟ ରାଜପଥର ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ଚାରିନଙ୍ଗଳ ଛକ ନିକଟରେ ଶନିବାର ସକାଳେ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ଜଣ ଗୁରୁତର ହୋଇ କଟକ ବଡ଼ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri