ରାଜ୍ୟ

ବିଡିଓଙ୍କୁ ତାଲା ପକାଇଲେ ଏମ୍‌ପିଙ୍କ ପ୍ରତିନିଧି, ଭାଜପା କର୍ମକର୍ତ୍ତା

କେନ୍ଦୁଝର,୧।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ବିଡିଓଙ୍କ ବ୍ୟବହାରରେ କ୍ଷୁବ୍ଧ ହୋଇ ମଙ୍ଗଳବାର ଭାଜପା ନେତା ଓ କର୍ମୀ ବ୍ଲକ କାର୍ଯ୍ୟାଳୟ ମୁଖ୍ୟ ଗେଟ୍‌ରେ ତାଲା ପକାଇ ପ୍ରତିବାଦ କରିଥିଲେ। ଏହି ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି।...

ପୋଲିସ ସ୍ବାମୀଙ୍କୁ ମାରି ଦେଇଥିବା ଅଭିଯୋଗ ଆଣିଥିଲେ ସ୍ତ୍ରୀ: ଏସ୍‌ଆଇ, ହାବିଲଦାର ନିଲମ୍ବିତ

ଫୁଲବାଣୀ, ୧ା୧୦(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଡାଙ୍ଗଣାମୁ ଘାଟି ରାସ୍ତାରୁ ଗତ ୨୬ ତାରିଖରେ ବୌଦ୍ଧ ଜିଲା କଣ୍ଟାମାଳ ଥାନା ବେହେରାପଡା ଗ୍ରାମର ଜ୍ୟେଷ୍ଠ ବଣ୍ଡକିଙ୍କ ମୃତଦେହ ଜବତ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ...

ଚିଡିଆଖାନାରେ ମଣିଷଖିଆ କଲରାପତରିଆ ବାଘ ଦେଖିବେ ପର୍ଯ୍ୟଟକ

ସମ୍ବଲପୁର,୧ା୧୦(ପ୍ରମୋଦ ବହିଦାର): ସମ୍ବଲପୁର ମୋତିଝରଣସ୍ଥିତ ଚିଡ଼ିଆଖାନା(ଡିଅରପାର୍କ)ରେ ପର୍ଯ୍ୟଟକମାନେ ଏକ ମଣିଷଖିଆ କଲରାପତରିଆ ଦେଖିପାରିବେ। ଚିଡ଼ିଆଖାନାରେ ସ୍ବତନ୍ତ୍ର ଭାବେ କାଚରେ ନିର୍ମିତ ଆବଦ୍ଧ କୋଠରିରେ ବାଘକୁ ଛଡ଼ାଯାଇଛି। ଏଠାରେ ପୂର୍ବରୁ ରହିଥିବା ଏକ ବାଘୁଣି ସହିତ ପୃଥକ କୋଠରିରେ ରଖାଯାଇଛି। ନୂତନ...

ସମ୍ବଲପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀଦଣ୍ଡ ଦେଲେ କୋର୍ଟ

ସମ୍ବଲପୁର,ଜମନକିରା,୧ା୧୦(ପ୍ରମୋଦ ବହିଦାର, ରବିନ୍ଦ୍ର ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଧୀନ କସଡ଼ା ଗ୍ରାମରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଫାଶୀଦଣ୍ଡରେ ଦଣ୍ଡିତ କରିଛନ୍ତି ସମ୍ବଲପୁର...

ପାର୍ବଣରେ ବୋନସ୍‌ ଦାବି ତେଜିଲା, ନ ମିଳିଲେ…

ରାଉରକେଲା,୧।୧୦(ବିପ୍ଳବ ରଞ୍ଜନ ଦାଶ): ଆର୍‌ଏସ୍‌ପିରେ କାର୍ଯ୍ୟରତ ଠିକା ଶ୍ରମିକଙ୍କୁ ବୋନସ୍‌ ପ୍ରଦାନ ଦାବି ନେଇ ରାଉରକେଲା ହିନ୍ଦ୍‌ ମଜଦୁର ସଭା ଓ ଜିଲା ଶିଳ୍ପାଞ୍ଚଳ ଶ୍ରମିକ ସଭା ପକ୍ଷରୁ ମଙ୍ଗଳବାର ବିଶ୍ରା ଗେଟ୍‌ ନିକଟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ...

ବ୍ଲାକଲିଷ୍ଟ ସଂସ୍ଥାକୁ ଦିଆଯାଇଛି ଆର୍‌ଆଇ, ଅମିନ ପରୀକ୍ଷା ଦାୟିତ୍ୱ: ଆଇଟି ମନ୍ତ୍ରୀ ଦେଲେ ବଡ଼ ମନ୍ତବ୍ୟ

ଭୁବନେଶ୍ୱର,୧ା୧୦: ଓଡ଼ିଶା ସବ-ଅର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆର୍‌ଆଇ, ଏଆର୍‌ଆଇ, ଆଇସିଡିଏସ୍‌ ସୁପର ଭାଇଜର, ଅମିନ ପରୀକ୍ଷାରେ ଅନିୟମିତତା ହେଉଥିବା ଅଭିଯୋଗ ମଧ୍ୟରେ ବଡ ବୟାନ ଦେଇଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମନ୍ତ୍ରୀ କହିଛନ୍ତି ଯେ, ”ବ୍ଲାକଲିଷ୍ଟ...

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କୁ କ୍ଲିନ୍‌ଚିଟ୍‌

କଟକ,୧।୧୦: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ମଙ୍ଗଳବାର ହାକକୋର୍ଟ ତାଙ୍କୁ କ୍ଲିନ୍‌ଚିଟ୍‌ ଦେଇଛନ୍ତି। ତାଙ୍କ ନାଁରେ ତଳକୋର୍ଟ ମାମଲାକୁ ହାଇକୋର୍ଟ ଖାରଜ କରି ଏହି ରାୟ ଦେଇଛନ୍ତି।...

ରାଜ୍ୟରେ କେବେଠୁ ଲାଗୁହେବ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟବୀମା? ମନ୍ତ୍ରୀ କହିଲେ…

ଭୁବନେଶ୍ୱର୧।୧୦: ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନଆରୋଗ୍ୟ ସ୍ବାସ୍ଥ୍ୟବୀମା ଖୁବଶୀଘ୍ର ଲାଗୁ ହେବା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ମଙ୍ଗଳବାର ସୂଚନାଦେଇଛନ୍ତି। ୧ କୋଟି ପରିବାରର ସାଢ଼େ ୩ କୋଟି ଲୋକ ପାଇବେ ସ୍ବାସ୍ଥ୍ୟକାର୍ଡ। କାର୍ଡରେ ଦେଶର ୨୭...

ଭିଜିଲାନ୍ସ ଜାଲରେ ଫୁଡ୍ ସେଫ୍ଟି ଅଫିସର: ଲାଞ୍ଚନେଇ ….

କେନ୍ଦ୍ରାପଡା,୧ା୧୦: କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଷ ମଜୁମଦାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଲାଇସେନ୍ସ କରାଇ ଦେବା ପାଇଁ ଲାଞ୍ଚ ନେବାବେଳେ ଫୁଡ୍‌ ସେଫ୍ଟି ଅଫିସରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ଭିଜିଲାନ୍ସ ତାଙ୍କ ପାଖରୁ ୫ ହଜାର ଲାଞ୍ଚ...

ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ୨ ଯୁବକଙ୍କ ଜୀବନ ଗଲା

ପୁରୀ,୧।୧୦(ଅଜିତ କୂମାର ମହାନ୍ତି): ପୁରୀର ନରେନ୍ଦ୍ର ପୁଷ୍କରିଣୀଠାରେ ମଙ୍ଗଳବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜେଜେମା’ଙ୍କ ଶ୍ରାଦ୍ଧ ଦେବା ପାଇଁ ପୁରୀ ଆସିଥିବା ଦୁଇ ଯୁବକ ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ସୂଚନାଯୋଗ୍ୟ, ବର୍ତ୍ତମାନ ପିତୃପକ୍ଷ ଚାଲିଥିବାରୁ...

ରାଜନୈତିକ ରୁଟି ସେକିବାକୁ ନବୀନଙ୍କ ସାମ୍ପ୍ରଦାୟିକ ବୟାନବାଜି, କାହିଁକି ଏମିତି କହିଲେ ଏହି ଭାଜପା ନେତା

ଭୁବନେଶ୍ୱର,୧ା୧୦: ନବୀନଙ୍କ ମନ୍ତବ୍ୟ ଉପରେ କଡ଼ା ଜବାବ ଦେଇଛି ଭାଜପା। ଦଳ କହିଛି, ନବୀନଙ୍କ ବକ୍ତବ୍ୟରୁ ଜଣାପଡୁଛି ସେ ନିଜେ ଓଡ଼ିଶାରେ ଅଶାନ୍ତି କରିବାକୁ ଚାହୁଁଛନ୍ତି। ‘ଏକ୍ସ’ ଜରିଆରେ ଭାଜପା ପକ୍ଷରୁ ମୁଖପାତ୍ର ଅନିଲ ବିଶ୍ବାଳ ପ୍ରତିକ୍ରିୟା ଦେଇଛନ୍ତି। ‘ଏକ୍ସ’...

ଗାଦିମଡ଼ା ଅଧିକାରୀଙ୍କୁ ପୋଲିସ କମିଶନରଙ୍କ କଡ଼ା ଚେତାବନୀ, କହିଲେ ସମ୍ପୂର୍ଣ୍ଣ ତଥ୍ୟ ନେବାକୁ…

କଟକ,୧ା୧୦: ଡିସିପି ଅଫିସରେ ପହଞ୍ଚି କଟକ ଡିସିପି ଜଗମୋହନ ମୀନାଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ପ୍ରଥମ ବୈଠକ କରିଛନ୍ତି ନୂଆ ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂହ। ପାର୍ବଣ ସମେତ ଆଇନଶୃଙ୍ଖଳା ନେଇ ଆଲୋଚନା କରିଛନ୍ତି। ଏହି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri