ରାଜ୍ୟ

ଅତାବିରା ଏନ୍‌ଏସି ନିର୍ବାଚନ: ଚାଲିଛି ମତଦାନ

ସରଣ୍ଡା,୩ା୪(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ସକାଳ ୮ରୁ ମତଦାନ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲୁରହିବ। ଅତାବିରା ଏନ୍‌ଏସିର ୧୨ଟି ୱାର୍ଡରେ ମତଦାନ ପାଇଁ ମୋଟ୍‌ ୧୬ଟି ବୁଥ୍‌ କରାଯାଇଛି।...

ହିନ୍ଦୋଳରେ ମତଦାନ ଆରମ୍ଭ

ହିନ୍ଦୋଳ,୩ା୪(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ସକାଳ ୮ଟାରେ ମତଦାନ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ। ମତଦାତାମାନେ ଶାନ୍ତିଶୃଙ୍ଖଳାର ସହ ଧାଡ଼ିରେ ଠିଆ ହୋଇ ମତଦାନ କରିବାକୁ ଅପେକ୍ଷା କରିଥିବା...

ବଢୁଛି ତାତି: ପକ୍ଷୀ ରାହା ଖୋଜୁଛନ୍ତି

ମହାକାଳପଡ଼ା, ୩ା୪ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ତଟ ସଂଲଗ୍ନ ସବୁଜିମା ଭରା ହେନ୍ତାଳ ଜଙ୍ଗଲରେ ବସା ବାନ୍ଧି ବସବାସ କରୁଥିବା ବିଭିନ୍ନ ପ୍ରଜାତିର ପକ୍ଷୀମାନଙ୍କ ପାଇଁ ଏବେ ଜଳକଷ୍ଟ ପ୍ରମୁଖ କାରଣ ପାଲଟିଛି। କାରଣ...

୨୦୨୩ରେ ଜିଏସ୍‌ଟି ସଂଗ୍ରହ ୧୫.୧୪% ବଢ଼ିଛି

ଭୁବନେଶ୍ୱର, ୩ା୪(ବ୍ୟୁରୋ): ୨୦୨୩ ମାର୍ଚ୍ଚରେ ଓଡ଼ିଶା ମୋଟ ଜିଏସ୍‌ଟି ବାବଦକୁ ୪୭୪୯.୦୨ କୋଟି ଟଙ୍କା ସଂଗ୍ରହ କରିଛି। ୨୦୨୨ ମାର୍ଚ୍ଚରେ ଏହି ସଂଗ୍ରହ ପରିମାଣ ୪୧୨୪.୬୬ କୋଟି ଟଙ୍କା ଥିଲା। ଏ କ୍ଷେତ୍ରରେ ଗତ ବର୍ଷର ମାର୍ଚ୍ଚ ତୁଳନାରେ ୧୫.୧୪%...

ଡେଲି ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ୩୦ରୁ ଊର୍ଦ୍ଧ୍ୱ ଦୋକାନ

କେନ୍ଦୁଝର,୩ା୪(ସ୍ବ.ପ୍ର.): କେନ୍ଦୁଝର ସହର ଡେଲି ମାର୍କେଟରେ ସୋମବାର ସକାଳୁ ଅଗ୍ନିକାଣ୍ଡ ଘଟି ୩୦ରୁ ଊର୍ଦ୍ଧ୍ୱ ଦୋକାନ ଜଳିଯାଇଛି। ଶଟ୍‌ସର୍କିଟ୍‌ରୁ ଏହି ଅଗ୍ନିକାଣ୍ଡ ହୋଇଥିବା ଜଣାପଡ଼ିଛି। ନିଆଁର ପ୍ରକୋପ ଏତେ ଅଧିକ ଯେ, ଦୁଇଟି ଅଗ୍ନିଶମ ବାହିନୀ ଗାଡ଼ି ଆୟତ୍ତ କରିବାରେ...

ଆଜି ଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୩ା୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାରଠାରୁ ସପ୍ତାହବ୍ୟାପୀ ଜାପାନ ଗସ୍ତରେ ଯାଉଛନ୍ତି। ତାଙ୍କର ଏହି ବିଦେଶ ଗସ୍ତକାଳରେ ଏକାଧିକ କାର୍ଯ୍ୟକ୍ରମ ରହିଛି। ଟୋକିଓ, କ୍ୟୁଟୋ ଏବଂ ଓସାକା ଆଦି ୩ ସହରରେ ବାଣିଜି୍ୟକ ସମ୍ମିଳନୀ ଏବଂ ସରକାରୀ କାର୍ଯ୍ୟକ୍ରମରେ ସେ...

‘ଜାତୀୟ ସମ୍ମିଳନୀରେ ଓଡ଼ିଶାର ଏସ୍‌ସି,ଏସ୍‌ଟିଙ୍କ ଅଧିକାର ନେଇ ଆଲୋଚନା ହେଉ’

ଭୁବନେଶ୍ୱର,୩।୪(ବ୍ୟୁରୋ): ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍‌. କେ. ଷ୍ଟାଲିନ ସୋମବାର ନୂଆଦିଲ୍ଲୀରେ ଦେଶର ସାମାଜିକ ନ୍ୟାୟ ସମ୍ପର୍କିତ ସମ୍ମିଳନୀ ଆୟୋଜନ କରୁଛନ୍ତି। ଏହି ସମ୍ମିଳନୀରେ ବିରୋଧୀ ଦଳଗୁଡ଼ିକର ନେତାମାନେ ଯୋଗଦେବେ। ସାମାଜିକ ଅଧିକାରରୁ ବଞ୍ଚତ୍ତ ହେଉଥିବା ବର୍ଗଙ୍କ ଅଧିକାର ସମ୍ପର୍କରେ ସେଠାରେ...

ଆଗକୁ ଅସମ୍ଭାଳ ତାତି

ଭୁବନେଶ୍ୱର,୩।୪(ବ୍ୟୁରୋ): ମାର୍ଚ୍ଚ ୧୪ରୁ ରାଜ୍ୟରେ ପଶ୍ଚିମା ଝଡ଼ ପ୍ରବାହରେ ପୂର୍ବାହ୍ନରେ ଖରା ଓ ଅପରାହ୍ନରେ ଝଡ଼ବର୍ଷା ଓ କୁଆପଥର ମାଡ଼ ହେଉଥିଲା। ତେବେ ସମୁଦ୍ରପଟୁ କ୍ରମାଗତ ସ୍ଥଳଭାଗ ଆଡ଼କୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବାହ ଜାରି ରହିବାରୁ ରବିବାର ପାଗରେ ପରିବର୍ତ୍ତନ...

ଆଜି ହିନ୍ଦୋଳ ଏନ୍‌ଏସି ନିର୍ବାଚନ

ଢେଙ୍କାନାଳ ଅଫିସ, ୩।୪: ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ଭୋଟ ଗ୍ରହଣ ହେବ। ଏହା ପୂର୍ବାହ୍ନ ୮ଟାରୁ ଆରମ୍ଭ ହୋଇ ଅପରାହ୍ନ ୫ଟା ଯାଏ ଚାଲିବ। ମତଦାନ ଶୃଙ୍ଖଳିତ କରିବା ଲାଗି ପ୍ରଶାସନିକ ପ୍ରସ୍ତୁତି ଶେଷ...

ଗିରଫ ଏସ୍‌ଆଇଙ୍କ ଲିଙ୍ଗକୁ ନେଇ ଦ୍ୱନ୍ଦ୍ୱ

ଭଦ୍ରକ ଅଫିସ,୩ା୪: ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ବିବାହ ପ୍ରଲୋଭନ ଦେଖାଇ ଦୁଇବର୍ଷ ଧରି ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗରେ ଜଣେ ଏସ୍‌ଆଇଙ୍କୁ ଭଦ୍ରକ ଟାଉନ ପୋଲିସ ଗିରଫ ପରେ ରବିବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ଚୂଡ଼ାମଣି...

ଆଜିଠୁ ମାଟ୍ରିକ୍‌ ଖାତା ମୂଲ୍ୟାୟନ

କଟକ ଅଫିସ,୩ା୪: ସୋମବାରଠାରୁ ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷାଖାତା ମୂଲ୍ୟାୟନ ଆରମ୍ଭ ହେବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ରବିବାର ସବୁ ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷକମାନେ ଯୋଗଦେଇଛନ୍ତି। ଏଥିସହ...

ବହୁଚର୍ଚ୍ଚିତ ସମର୍ଥ ହତ୍ୟା ମାମଲା: ଡେମୋ ଦେଖାଇଲେ ଅଭିଯୁକ୍ତ

ଭେଡେନ,୨।୪(ଡି.ଏନ.ଏ.): ଝାରସୁଗୁଡାର ବହୁଚର୍ଚ୍ଚିତ ସମର୍ଥ ଅଗ୍ରୱାଲ ଅପହରଣ ଓ ହତ୍ୟା ମାମଲାରେ ପୋଲିସ ଦୁଇ ଅଭିଯୁକ୍ତ ଅମିତ ଶର୍ମା ଓ ଦିନେଶ ଅଗ୍ରୱାଲଙ୍କୁ ଗିରଫ କରି କୋର୍ଟଚାଲାଣ କରିବା ପରେ ତିନିଦିନିଆ ରିମାଣ୍ଡରେ ଆଣିଛି। ସମର୍ଥଙ୍କୁ ହତ୍ୟା ପରେ ଯେଉଁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri