ରାଜ୍ୟ

ଅପରାଧ ବିଷୟରେ ପଚାରିଲେ ବିଜେଡି କହୁଛି ରାଜନୀତି କରୁଛୁ: ଧର୍ମେନ୍ଦ୍ର

ଭୁବନେଶ୍ବର, ୧।୪(ବ୍ୟୁରୋ): ଶାସକ ଦଳର ନେତାଙ୍କୁ ଓଡ଼ିଶାର ଅପରାଧ ଓ ଅନ୍ୟାନ୍ୟ ସମସ୍ୟା ନେଇ ଭାଜପା ପକ୍ଷରୁ ପ୍ରଶ୍ନ ପଚାରିଲେ ରାଜନୀତି କରାଯାଉଥିବା ଉତ୍ତର ଆସୁଛି। ଗଣତନ୍ତ୍ରରେ ପ୍ରଶ୍ନ କରିବା ପାଇଁ ଓଡ଼ିଆ ଲୋକମାନେ ଆମକୁ ଦାୟିତ୍ୱ ଦେଇଛନ୍ତି। ଏହାକୁ...

କୋରେଇ ପାଇଁ ଚିନ୍ତାରେ ବିଜେଡି

ଯାଜପୁର ଅଫିସ,୧ା୪: ଯାଜପୁର ଜିଲାର କୋରେଇ ନିର୍ବାଚନ ମଣ୍ଡଳୀରେ ୨୦୦୦ ମସିହା ପରେ କେହି ଜଣେ ନେତା ତିଷ୍ଠି ପାରିନାହାନ୍ତି। ଏବେ ପୁଣି ବାହାର ଅଞ୍ଚଳ ନେତାଙ୍କ ନଜର ଏହି ନିର୍ବାଚନ ମଣ୍ଡଳୀ ଉପରେ ପଡ଼ିିଛି। ୨୦୦୦ ପୂର୍ବରୁ ଏଠାରେ...

ଅବସର ନେଲେ ମୋନା ଶର୍ମା, ନିକୁଞ୍ଜ ସୁନ୍ଦରାୟ

ଭୁବନେଶ୍ବର, ୧ା୪(ବ୍ୟୁରୋ): ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାର ୨ ଅଧିକାରୀ ତଥା ବରିଷ୍ଠ ଆଇଏଏସ୍‌ ଅଫିସର ମୋନା ଶର୍ମା ଓ ନିକୁଞ୍ଜ ସୁନ୍ଦରାୟ ଶୁକ୍ରବାର ସରକାରୀ ଚାକିରିରୁ ଅବସର ନେଇଛନ୍ତି। ମୋନା ଶର୍ମା ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗର...

ବ୍ୟୟ ମଞ୍ଜୁରୀ ବିଲ୍‌ ପାରିତ

ଭୁବନେଶ୍ବର, ୧ା୪(ବ୍ୟୁରୋ): ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ ୩୦ ହଜାର କୋଟି ଟଙ୍କାର ବ୍ୟୟମଞ୍ଜୁରୀ ବିଲ୍‌ ବିଧାନସଭାର ଅନୁମୋଦନ ଲାଭ କରିଛି। ଶୁକ୍ରବାର ଅପରାହ୍ନରେ କାର୍ଯ୍ୟକାଳ ଆରମ୍ଭ ହେବା ମାତ୍ରେ ବିରୋଧୀ ସଦସ୍ୟମାନେ ହୋହଲ୍ଲା...

ଓଡ଼ିଆ ଲିପିର ଅଭ୍ୟୁଦୟ

ଖ୍ରୀଷ୍ଟାବ୍ଦ ଦଶମ ଓ ଏକାଦଶ ଶତାବ୍ଦୀରେ ସୋମବଂଶୀ ଶାସକ ଏବଂ କାଳକ୍ରମେ ଗଙ୍ଗ ଶାସକଙ୍କ ଅଭିଲେଖାରେ ପ୍ରନତ୍-ନାଗରୀ ପ୍ରଭାବ ଦେଖିବାକୁ ମିଳେ। ଏହି ସମୟରେ ଅକ୍ଷରଗୁଡ଼ିକ ବୃତ୍ତଳ ଏବଂ ପରସ୍ପର ସଂଯୁକ୍ତ। କିନ୍ତୁ ପ୍ରାୟ ୧୩ଶହ ଶତାବ୍ଦୀ ବେଳକୁ ଏହାର...

୮୮ ବର୍ଷରେ ଓଡ଼ିଶା ଦିବସ

କଳିଙ୍ଗ, ଉତ୍କଳ ପରେ ଓଡ଼ିଶା ନାମରେ ପରିଚିତ ଏହି ପବିତ୍ର ଭୂଖଣ୍ଡ ୧୯୩୬ ଏପ୍ରିଲ ୧ରେ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପାଇଥିଲା। ସେବେଠାରୁ ଏହି ଦିବସକୁ ଉତ୍କଳ ଦିବସ, ଆଉ ଏବେ ଓଡ଼ିଶା ଦିବସ ଭାବେ ପାଳନ କରାଯାଉଛି। ୮୮ବର୍ଷ...

ଟିଏସ୍‌ଏଲ୍‌ପିଏଲ୍‌ ନିଯୁକ୍ତି ବିଜ୍ଞପ୍ତି ପ୍ରସଙ୍ଗ ବିଧାନସଭାରେ ଉଠିଲା

ଭୁବନେଶ୍ବର, ୧ା୪(ବ୍ୟୁରୋ): ଟାଟା ଷ୍ଟିଲ୍‌ ଲଙ୍ଗ୍‌ ପ୍ରଡକ୍ଟ ଲିମିଟେଡ୍‌ (ଟିଏସ୍‌ଏଲ୍‌ପିଏଲ୍‌) କୁ ନେଇ ଗୃହରେ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ। ଉକ୍ତ କମ୍ପାନୀର କାରଖାନା ଯୋଡ଼ା ବ୍ଲକ ବିରିକଳା ପଞ୍ଚାୟତର ବିଲେଇପଦା ଏବଂ ଝାଡ଼ଖଣ୍ଡର ଜାମ୍‌ଶେଦପୁରଠାରେ ରହିଛି। କିନ୍ତୁ ବିଲେଇପଦା...

ଭୁବନେଶ୍ୱରରୁ ଅଟୋରିକ୍ସାରେ କୋରାପୁଟ

ରାୟଗଡା ଅଫିସ,୧ା୪: ସାହାଯ୍ୟ କରିବା ପାଇଁ ଜଣେ ମହିଳା ସାହାସକିତା ଦେଖାଇଛନ୍ତି। ଭୁବନେଶ୍ୱରରୁ ସେ ଅଟୋ ଚଳାଇ କୋରାପୁଟ ଆସି ଏକ ଅସହାୟ ପରିବାରକୁ ଭେଟିଛନ୍ତି। କୋରାପୁଟ ଅଞ୍ଚଳର ଜଣେ ଅଟୋ ଚାଳକଙ୍କ ମୃତ୍ୟୁ ପରେ ପରିବାର ବହୁ କଷ୍ଟରେ...

ନକଲି ସାର କାରଖାନା ଠାବ, ୯ ଗିରଫ

ବରଗଡ଼ ଅଫିସ୍‌,୧।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଅଧୀନ ଜାମମାଲ ଗ୍ରାମରେ ଶୁକ୍ରବାର ପୋଲିସ ଏକ ନକଲି ସାର କାରଖାନା ଠାବ କରିଛି । ସେଠାରୁ ଗୋଟିଏ ଟାଟା ପିକ୍‌ଅପ୍‌ ଭ୍ୟାନ୍‌ (ନଂ.ଓଡ଼ି୨୧ଏଚ୍‌/୫୯୫୪), ୨୫ କି.ଗ୍ରା ବିଶିଷ୍ଟ...

ଗୁଜୁରାଣ ମେଣ୍ଟାଉଛି ଚାରକୋଳି

ନରେଶ ଚନ୍ଦ୍ର ପଟ୍ଟନାୟକ କେନ୍ଦୁଝର,୧ା୪: ଗ୍ରୀଷ୍ମଋତୁରେ ଫଳୁଥିବା ଚାର (ଚାହାର) କୋଳି ଖାଇବାକୁ ଯେପରି ସ୍ବାଦିଷ୍ଟ, ସ୍ବାସ୍ଥ୍ୟପକ୍ଷେ ମଧ୍ୟ ସେପରି ହିତକର। ଏହାଛଡ଼ା ଏହା ମିଠା, କେକ୍‌ ଆଦିରେ ବ୍ୟବହାର ହେଉଥିବାରୁ ଚାରକୋଳିର ଚାହିଦା ବଜାରରେ ବଢ଼ିବାରେ ଲାଗିଛି। ମଞ୍ଜି...

୩ରୁ କମିବ ଝଡ଼ବର୍ଷା

ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ଅସହ୍ୟ ତାତି ଜାରି ରହିଥିବାବେଳେ ଅପରାହ୍ନରୁ ଘଡ଼ଘଡ଼ି ସହ ବର୍ଷା ହେଉଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୩୭.୪ ଡିଗ୍ରୀ ରହିଥିବାବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,...

ଆଜି ୧୨ ଘଣ୍ଟିଆ ତାଳଚେର ବନ୍ଦ

ତାଳଚେର, ୧ା୪ (ନି.ପ୍ର.): ଅନୁଗୋଳ ଜିଲା ତାଳଚେରଠାରେ ଏମ୍‌ସିଏଲ୍‌ ପକ୍ଷରୁ ନିର୍ମାଣ ହୋଇଥିବା ମେଡିକାଲ କଲେଜ ବା ମହାନଦୀ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ମିମ୍‌ସାର)କୁ ରାଜ୍ୟ ସରକାର ଏଯାଏ କାର୍ଯ୍ୟକ୍ଷମ କରୁନାହାନ୍ତି। ଏହାର ପ୍ରତିବାଦରେ ତାଳଚେର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri