ରାଜ୍ୟ

୩ରୁ କମିବ ଝଡ଼ବର୍ଷା

ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ଅସହ୍ୟ ତାତି ଜାରି ରହିଥିବାବେଳେ ଅପରାହ୍ନରୁ ଘଡ଼ଘଡ଼ି ସହ ବର୍ଷା ହେଉଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୩୭.୪ ଡିଗ୍ରୀ ରହିଥିବାବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,...

ଆଜି ୧୨ ଘଣ୍ଟିଆ ତାଳଚେର ବନ୍ଦ

ତାଳଚେର, ୧ା୪ (ନି.ପ୍ର.): ଅନୁଗୋଳ ଜିଲା ତାଳଚେରଠାରେ ଏମ୍‌ସିଏଲ୍‌ ପକ୍ଷରୁ ନିର୍ମାଣ ହୋଇଥିବା ମେଡିକାଲ କଲେଜ ବା ମହାନଦୀ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ମିମ୍‌ସାର)କୁ ରାଜ୍ୟ ସରକାର ଏଯାଏ କାର୍ଯ୍ୟକ୍ଷମ କରୁନାହାନ୍ତି। ଏହାର ପ୍ରତିବାଦରେ ତାଳଚେର...

ୟୁସି ଦେଉନାହାନ୍ତି ବିଭାଗ

ଭୁବନେଶ୍ୱର,୧ା୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଯେଉଁ ଅର୍ଥ ପାଉଛନ୍ତି, ତାକୁ ଠିକ୍‌ ସମୟରେ ଖର୍ଚ୍ଚ କରି ପାରୁନାହାନ୍ତି। ବିଭାଗଗୁଡ଼ିକ ବଜେଟରେ ଅଧିକ ଅର୍ଥ ଦାବି କରୁଥିବାବେଳେ ମିଳୁଥିବା ଟଙ୍କା ଖର୍ଚ୍ଚ ନ ହୋଇ ପଡ଼ିରହୁଛି। ଏହାକୁ ନେଇ କମ୍ପଟ୍ରୋଲର...

ମୋବାଇଲ ଟାଓ୍ବାରରେ ନିଆଁ ଲଗାଇଦେଲେ ମାଓବାଦୀ

ମାଲକାନଗିରି,୩୧ା୩(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବସ୍ତର ଅଞ୍ଚଳରେ ପୁଣି ମାଓବାଦୀ ହିଂସା ଦେଖିବାକୁ ମିଳିଛି। ମାଓବାଦୀମାନେ ଛତିଶଗଡ଼ର କୋଣ୍ଡାଙ୍ଗାବ ଜିଲାରେ ଥିବା ଏକ ମୋବାଇଲ ଟାୱାରକୁ ନିଆଁ ଲଗାଇ ପୋଡ଼ିିଦେଇଛନ୍ତି । ବୟନାର ଥାନା ଅନ୍ତର୍ଗତ ଚେରଙ୍ଗ ଗ୍ରାମରେ...

ନକଲୀ ସାର କାରଖାନା ଠାବ: ୯ଗିରଫ

ବରଗଡ଼ ଅଫିସ୍‌,୩୧।୩: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଅନ୍ତର୍ଗତ ଜାମମାଲ ଗ୍ରାମରେ ଶୁକ୍ରବାର ପୋଲିସ ଏକ ନକଲୀ ସାର କାରଖାନା ଠାବ କରିଛି । ସେଠାରୁ ଗୋଟିଏ ଟାଟା ପିକ୍‌ଅପ୍‌ ଗାଡ଼ି(ଓଡ଼ି୨୧ଏଚ୍‌ ୫୯୫୪), ୨୫କି.ଗ୍ରା ବିଶିଷ୍ଟ ୬୦...

ବଡ଼ମ୍ବା ବନ ବିଭାଗ ହେପାଜତରେ ଧନେଶ୍ୱରଙ୍କ ମୃତ୍ୟୁ ଘଟଣା: କଟକ ଜିଲାପାଳ, ପିସିସିଏଫ୍‌ଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୩୧।୩(ବ୍ୟୁରୋ): କଟକ ଜିଲା ବଡ଼ମ୍ବା ବନ ବିଭାଗ ହେପାଜତରେ ସ୍ଥାନୀୟ ଅଞ୍ଚଳର ଧନେଶ୍ୱର ବେହେରା (୫୯)ଙ୍କ ମୃତ୍ୟୁ ଘଟଣାକୁ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଗୁରୁତ୍ୱର ସହ ନେଇଛନ୍ତି। ଏହି ଘଟଣାରେ କମିଶନ କଟକ ଜିଲାପାଳ ଏବଂ ପିସିସିଏଫ୍‌...

୪ଟି କାର୍ଯ୍ୟଦିବସ ବାକି ଥାଇ ଆଗୁଆ ଶେଷ ହେଲା ବିଧାନସଭା ଅଧିବେଶନ

ଭୁବନେଶ୍ୱର,୩୧ା୩(ବ୍ୟୁରୋ)-ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାର ଶେଷ ହୋଇଛି। ଏହି ଅଧିବେଶନ ଏପ୍ରିଲ ୬ ତାରିଖରେ ଶେଷହେବାର ଥିଲା। ୬ଦିନ ଆଗୁଆ ତଥା ୪ଟି କାର୍ଯ୍ୟଦିବସ ବାକି ଥାଇ ଅଧିବେଶନ ଶେଷ ହୋଇଛି। ଚଳିତ ଅଧିବେଶନ ଫେବୃୟାରୀ ୨୧ ତାରିଖରୁ ଆରମ୍ଭ...

ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ: ଆଜିଠାରୁ ଟିକେଟ ବୁକିଂ ଆରମ୍ଭ

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ଓଡ଼ିଶା ଦିବସ ଅବସରରେ ରାଜ୍ୟବାସୀଙ୍କୁ ନୂତନ ବିମାନ ସେବା ଭେଟି ଦେଇଛନ୍ତି ରାଜ୍ୟ ସରକାର। ଏଣିକି ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବା ନେଇ ଶୁକ୍ରବାର ୫ଟି ସଚିବ ଭି.କେ. ପାଣ୍ଡିଆନ୍‌ ଘୋଷଣା କରିଛନ୍ତି। ଏହି ବହୁ...

ଭିଜିଲାନ୍ସ ଜାଲରେ ଜିଏସ୍‌ଟି ଅଧିକାରୀ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଜିଏସ୍‌ଟି ଅଧିକାରୀ ଚିତ୍ତରଞ୍ଜନ ମହାନ୍ତି ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ପାରାଦୀପ ଏନଫୋର୍ସମେଣ୍ଟ ୟୁନିଟ ଜିଏସଟି ଅଧିକାରୀ ଭାବେ କାର୍ଯ୍ୟ କରନ୍ତି। ଏକ ଜିଏସ୍‌ଟି ମାମଲାରେ ଜବତ କାଗଜପତ୍ର ମୁକ୍ତ କରିବା ଏବଂ ରିପୋର୍ଟ ବନ୍ଦ କରିବା...

ପ୍ରାର୍ଥୀ ହେବା ପରେ କ’ଣ କହିଲେ ଦୀପାଳି

ଭୁବନେଶର,୩୧।୩(ବ୍ୟୁରୋ): ଝାରସୁଗୁଡ଼ା ଉପ ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ଦିବଙ୍ଗତ ନେତା ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଛି। ପ୍ରାର୍ଥୀ ଘୋଷଣା ପରେ ଦୀପାଳି ପ୍ରତିକ୍ରିୟା ଦେଇ କହିଛନ୍ତି, ମୋ ଉପରେ ମୁଖ୍ୟମନ୍ତ୍ରୀ...

ଚଳନ୍ତା ଟ୍ରେନରୁ ଯାତ୍ରୀଙ୍କୁ ଠେଲିଦେଲେ

କୋରାପୁଟ,୩୧।୩(ସ୍ବ.ପ୍ର.): କିରଣ୍ଡଳରୁ ବିଶାଖାପାଟଣା ଯାଉଥିବା ପାସେଞ୍ଜର ଟ୍ରେନ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। କେତେକ ଯାତ୍ରୀ ଚଳନ୍ତା ଟ୍ରେନ୍‌ରୁ ଜଣେ ଯାତ୍ରୀଙ୍କୁ ତଳକୁ ଠେଲି ଦେଇଥିବା ଅଭିଯୋଗ ହୋଇଛି। ଫଳରେ ଟ୍ରେନ୍‌ ଚକ ତଳେ ପଡ଼ି ଯୁବକଙ୍କ ଗୋଡ଼ କଟିଯାଇଛି।...

ଝାରସୁଗୁଡା ଉପନିର୍ବାଚନ: ଦୀପାଳି ଦାସ ବିଜେଡି ପ୍ରାର୍ଥୀ

ଭୁବନେଶ୍ବର,୩୧।୩(ବ୍ୟୁରୋ): ଝାରସୁଗୁଡା ଉପନିର୍ବାଚନ ପାଇଁ ଶୁକ୍ରବାର ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି ବିଜେଡି। ସୂଚନାଯୋଗ୍ୟ, ମେ’ ୧୦ ତାରିଖରେ ଝାରସୁଗୁଡା ଉପନିର୍ବାଚନ ଅନୁଷ୍ଠିତ ହେବ। ମେ’ ୧୩...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri