ରାଜ୍ୟ

ଜାଲ ସାର୍ଟିଫିକେଟ, କୋଟିଆ ବିବାଦକୁ ଗୃହରେ ହଙ୍ଗାମା: ଅପରାହ୍ନ ୪ ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ବର,୩୧।୩(ବ୍ୟୁରୋ): ଜାଲ ସାର୍ଟିଫିକେଟ ଓ କୋଟିଆ ବିବାଦକୁ ନେଇ ଗୃହ ସରଗରମ। ଉଭୟ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିଲେ ବିରୋଧୀ ଦଳ। ଏପରିକି ବାଚସ୍ପତିଙ୍କ ପୋଡିୟମ ନିକଟକୁ ଆସି ଭାଜପା-କଂଗ୍ରେସ ସଦସ୍ୟ ପ୍ରବଳ ହଟ୍ଟଗୋଳ କରିଥିଲେ। ଫଳରେ ଅପରାହ୍ନ ୪...

ବରଯାତ୍ରୀ ଗାଡ଼ି ଦୁର୍ଘଟଣାରେ ୭ ମୃତକଙ୍କ ପାଇଁ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ସମ୍ବଲପୁର ଜିଲାର ଶାସନ ଥାନା ଅନ୍ତର୍ଗତ ପରମାଣପୁରକୁ ଝାରସୁଗୁଡ଼ାରର ବଡ଼ଧରା ଗାଁରୁ ଏକ ବରାଯାତ୍ରୀ ଦଳ ଆସିଥିଲେ। ବରଯାତ୍ରୀ ନାଚ, ଗୀତ ସାରି ଭୋଜି ଖାଇ ଘରକୁ ଫେରିବା ସମୟରେ ଭୟଙ୍କର ଦୁର୍ଘଟଣା ଘଟି ୭ ଜଣଙ୍କ ଜୀବନ...

ସୋନପୁର ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ରାଜ୍ୟରେ କାଳବୈଶାଖୀ ସହ ତାତି ଅସମ୍ଭାଳ ହେବାରେ ଲାଗିଛି। ଗୁରୁବାର ପଶ୍ଚିମ ତଥା ଆଭ୍ୟନ୍ତରୀଣ କିଛି ଜିଲାରେ ବର୍ଷା ହୋଇଥିଲେ ମଧ୍ୟ ୨୪ ସହରରେ ପାରଦ ୩୫ ଡିଗ୍ରୀ ଉପରେ ଓ ୭ ସ୍ଥାନରେ ୩୭ ଡିଗ୍ରୀ ଟପିଥିଲା।...

ପୁରୁଷ, ନାରୀର ଦୋଛକିରେ ଜୀବନ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ପୁରୁଷ ଆଉ ନାରୀର ଦୋଛକିରେ ବିତୁଛି କିନ୍ନରଙ୍କ ଜୀବନ। ସାମାଜିକ ଅପନିନ୍ଦା ଏବଂ ବାଛନ୍ଦ କାରଣରୁ ଏକଦା ଦୃଷ୍ଟି ଆଢ଼ୁଆଳରେ ରହି ଆସୁଥିବା ଏହି ମଣିଷ ଏବେ ସମାଜରେ କିଛି ନୂଆ କରିବାର ପ୍ରୟାସରେ ଚେଷ୍ଟିତ। ନିଜ ଚେଷ୍ଟାରେ...

ଗଛରେ ପିଟିହେଲା ବାଇକ୍‌, ୩ ଜଣଙ୍କ ଜୀବନ ଗଲା

ନୟାଗଡ଼ ଅଫିସ/ଓଡ଼ଗାଁ,୩୧ା୩(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାର କୋମଣ୍ଡ ପଥରା ଛକରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୩ଜଣଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ସମସ୍ତ ମୃତକ ସ୍ଥାନୀୟ ମହେଶ୍ୱରପୁର ଗାଁର ବୋଲି ଜଣାପଡ଼ିଛି। ଗୁରୁବାର ଓଡ଼ଗାଁର...

ବରଯାତ୍ରୀ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୭ ଜଣଙ୍କ ଜୀବନ ଗଲା, ୪ ଆହତ

ସମ୍ବଲପୁର ଅଫିସ,୩୧ା୩: ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ପରମାଣପୁରକୁ ଝାରସୁଗୁଡ଼ାର ବଡ଼ଧରା ଗାଁରୁ ଏକ ବରଯାତ୍ରୀ ଦଳ ଆସିଥିଲେ। ବରଯାତ୍ରୀ ନାଚ, ଗୀତ ସାରି ଭୋଜି ଖାଇ ଘରକୁ ଫେରୁଥିଲେ। ତେବେ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା ଘଟି...

ଘରଚଟିଆଙ୍କୁ ବାସ ମିଳୁନି

ମହାକାଳପଡ଼ା,୩୧ା୩ (ଡି.ଏନ.ଏ.): ଦିନ ଥିଲା ଅଝଟ ପିଲାଙ୍କୁ କୋଳରେ ବସାଇ ମା’ ଘରଚଟିଆ ଚଢ଼େଇକୁ ଦେଖେଇ ତୁନି କରୁଥିଲା। ସମୟ ବଦଳି ଯାଇଛି ଘରଚଟିଆଙ୍କ କିଚିରି ମିଚିରି ଶବ୍ଦ ଆଉ ଶୁଭୁନାହିଁ। ଗାଁ ଗଣ୍ଡାରେ ନଡ଼ା ଛପର ଘର ଦେଖିବାକୁ...

ଆଜି ବିଧାନସଭାରେ ଆଗତ ହେବ ବ୍ୟୟ ମଞ୍ଜୁରୀ ବିଲ୍‌

ଭୁବନେଶ୍ୱର, ୩୧ା୩(ବ୍ୟୁରୋ):୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ ଆଗତ ହେବ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ବିଲ୍‌ ବିଧାନସଭାର ଅନୁମୋଦନ ପାଇଁ ଉପସ୍ଥାପନ କରିବେ। ଏହା ପୂର୍ବରୁ କେତେକ ପ୍ରମୁଖ ବିଭାଗର ଖର୍ଚ୍ଚ ଦାବି...

ମାଗଣା ହେଲା ମଲିକ୍ୟୁଲାର ପରୀକ୍ଷା

ଭୁବନେଶ୍ୱର, ୩୧।୩(ବ୍ୟୁରୋ):କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ରାଜ୍ୟ ସରକାର ଆଉଏକ ବଡ ପଦକ୍ଷେପ ନେଇଛନ୍ତି। ଏଣିକି ଟ୍ୟୁମରର ମଲିକ୍ୟୁଲାର ପରୀକ୍ଷାକୁ ମାଗଣାରେ କରାଯିବ। ‘ନିଦାନ’ ଯୋଜନା ମାଧ୍ୟମରେ ଜନସାଧାରଣ ଏହାର ସୁବିଧା ପାଇବେ ଓ ଏହାର ସମସ୍ତ ଖର୍ଚ୍ଚ ରାଜ୍ୟ...

ଜୟ ଜଗନ୍ନାଥ, ଜୟ ମା’ ସମଲେଇ

ଭୁବନେଶ୍ୱର,୩୧ା୩(ବ୍ୟୁରୋ):ଶଙ୍ଖ ମୋ ଗର୍ବ ପରେ ବିଜୁ ଜନତା ଦଳ ନେତାମାନେ ଜୟ ଜଗନ୍ନାଥ କହି ନିଜ ଟୁଇଟର ଆକାଉଣ୍ଟରେ ପୋଷ୍ଟ କରୁଛନ୍ତି। ତେବେ ପଶ୍ଚିମ ଓଡ଼ିଶା ବିଜେଡି ନେତାଙ୍କ ମୁହଁରେ ଜୟ ଜଗନ୍ନାଥ ସହିତ ଜୟ ମା ସମଲେଇ କହୁଥିବା...

ହାଇକୋର୍ଟଙ୍କ ରାୟ ବିରୋଧରେ ଓଡ଼ିଶା ସରକାରଙ୍କ ଆବେଦନ ଖାରଜ

ନୂଆଦିଲ୍ଲୀ, ୩୧ା୩:ଓଡ଼ିଶା ହାଇକୋର୍ଟଙ୍କ ଏକ ରାୟ ବିରୋଧରେ ରାଜ୍ୟ ସରକାରଙ୍କ ପିଟିଶନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ଜଣେ ଠିକାଦାର ନେଇଥିବା କାର୍ଯ୍ୟକୁ ଧାର୍ଯ୍ୟ ସମୟ ମଧ୍ୟରେ ଶେଷ କରି ନ ପାରିବାରୁ ଓଡ଼ିଶା ସରକାର ଏହାର ସମୟସୀମା ବଢ଼ାଇଥିଲେ।...

ସମର୍ଥ ହତ୍ୟାକାଣ୍ଡକୁ ନେଇ ତେଜିଲା ରାଜନୀତି

ଭୁବନେଶ୍ବର, ୩୧ା୩(ବ୍ୟୁରୋ):ଝାରସୁଗୁଡ଼ା ସରବାହାଲର ବ୍ୟବସାୟୀ ସୁନୀତ ଅଗ୍ରଓ୍ବାଲଙ୍କ ୧୫ ବର୍ଷୀୟ ପୁଅ ସମର୍ଥଙ୍କୁ ଅପହରଣ ପରେ ହତ୍ୟା କରାଯିବାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି। ଏହି ଘଟଣାକୁ ନେଇ ଉଭୟ ବିରୋଧୀ ଭାଜପା ଏବଂ କଂଗ୍ରେସ ରାଜ୍ୟ ସରକାରଙ୍କୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri