ରାଜ୍ୟ

ଜୟ ଜଗନ୍ନାଥ, ଜୟ ମା’ ସମଲେଇ

ଭୁବନେଶ୍ୱର,୩୧ା୩(ବ୍ୟୁରୋ):ଶଙ୍ଖ ମୋ ଗର୍ବ ପରେ ବିଜୁ ଜନତା ଦଳ ନେତାମାନେ ଜୟ ଜଗନ୍ନାଥ କହି ନିଜ ଟୁଇଟର ଆକାଉଣ୍ଟରେ ପୋଷ୍ଟ କରୁଛନ୍ତି। ତେବେ ପଶ୍ଚିମ ଓଡ଼ିଶା ବିଜେଡି ନେତାଙ୍କ ମୁହଁରେ ଜୟ ଜଗନ୍ନାଥ ସହିତ ଜୟ ମା ସମଲେଇ କହୁଥିବା...

ହାଇକୋର୍ଟଙ୍କ ରାୟ ବିରୋଧରେ ଓଡ଼ିଶା ସରକାରଙ୍କ ଆବେଦନ ଖାରଜ

ନୂଆଦିଲ୍ଲୀ, ୩୧ା୩:ଓଡ଼ିଶା ହାଇକୋର୍ଟଙ୍କ ଏକ ରାୟ ବିରୋଧରେ ରାଜ୍ୟ ସରକାରଙ୍କ ପିଟିଶନକୁ ସୁପ୍ରିମକୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ଜଣେ ଠିକାଦାର ନେଇଥିବା କାର୍ଯ୍ୟକୁ ଧାର୍ଯ୍ୟ ସମୟ ମଧ୍ୟରେ ଶେଷ କରି ନ ପାରିବାରୁ ଓଡ଼ିଶା ସରକାର ଏହାର ସମୟସୀମା ବଢ଼ାଇଥିଲେ।...

ସମର୍ଥ ହତ୍ୟାକାଣ୍ଡକୁ ନେଇ ତେଜିଲା ରାଜନୀତି

ଭୁବନେଶ୍ବର, ୩୧ା୩(ବ୍ୟୁରୋ):ଝାରସୁଗୁଡ଼ା ସରବାହାଲର ବ୍ୟବସାୟୀ ସୁନୀତ ଅଗ୍ରଓ୍ବାଲଙ୍କ ୧୫ ବର୍ଷୀୟ ପୁଅ ସମର୍ଥଙ୍କୁ ଅପହରଣ ପରେ ହତ୍ୟା କରାଯିବାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି। ଏହି ଘଟଣାକୁ ନେଇ ଉଭୟ ବିରୋଧୀ ଭାଜପା ଏବଂ କଂଗ୍ରେସ ରାଜ୍ୟ ସରକାରଙ୍କୁ...

ତୁରନ୍ତ ବାଉଣ୍ଡାରି ଓ୍ବାଲ୍‌ କରିବାକୁ ସୁପାରିସ

ଭୁବନେଶ୍ୱର,୩୧ା୩(ବ୍ୟୁରୋ):ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି)ର ବହୁମୂଲ୍ୟ ସମ୍ପତ୍ତି ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି। ଦୀର୍ଘ ବର୍ଷ ହେବ ସେଗୁଡ଼ିକ ମୁକ୍ତ ହୋଇ ପାରୁନାହିଁ। ଏହାକୁ ନେଇ ବିଧାନସଭା ଗୃହ କମିଟି ଉଦ୍‌ବେଗ ପ୍ରକାଶ କରିଛନ୍ତି। ତୁରନ୍ତ ଜବରଦଖଲ ଜମିକୁ...

ମହଙ୍ଗା ହେବ ମଦ

ଭୁବନେଶ୍ୱର,୩୧ା୩(ବ୍ୟୁରୋ):ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅବକାରୀ ନୀତି ଜାରି କରିଛନ୍ତି। ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ଜାରି ହୋଇଥିବା ନୂଆ ଅବକାରୀ ନୀତି ୨୦୨୩ ଏପ୍ରିଲ ପହିଲାରୁ ୨୦୨୪ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ।...

ଭୁବନେଶ୍ୱର ଏମ୍ସରେ ସିବିଆଇ ଚଢ଼ାଉ

ଭୁବନେଶ୍ୱର,୩୧ା୩(ବ୍ୟୁରୋ):ଭୁବନେଶ୍ୱର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥା (ଏମ୍‌ସ)ରେ ଗୁରୁବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ପକ୍ଷରୁ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ଏମ୍‌ସ ଫାର୍ମାସି ଷ୍ଟୋର ଟେଣ୍ଡର ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ ହେବାପରେ ସିବିଆଇ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।...

ଆଉ ୧୦ ଖଣି ନିଲାମ ହେବ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ରାଜ୍ୟରେ ଆଉ ୧୦ଟି ଖଣି ନିଲାମ ହେବ। ୨୦୨୩-୨୪ ଆର୍ଥିକ ବର୍ଷରେ ଉକ୍ତ ଖଣି ନିଲାମ ହେବ। ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ନିଲାମ ହେବାକୁ ଥିବା ଖଣିଗୁଡ଼ିକ ହେଲା ସୁନ୍ଦରଗଡ଼...

ଉଡ଼ିଗଲା ବିଦ୍ୟାଳୟର ଟିଣ ଛପର

ପାଟଣା,୩୦।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହରପଡା ବ୍ଲକ ଦାମାହୁଦା ପଞ୍ଚାୟତ ଅଞ୍ଚଳରେ ଗୁରୁବାର ଅପରାହ୍ନରେ ପଶ୍ଚିମା ଝଡ଼ ପ୍ରଭାବ ଯୋଗୁ ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଛି। ଘଡ଼ଘଡି ସହ ପ୍ରବଳ ବର୍ଷା ପବନ ଯୋଗୁ ଅଞ୍ଚଳରେ ବ୍ୟାପକ...

ରାମ ନବମୀରେ ଗଡିଲା ଭଦ୍ରକ-ନୟାଗଡ ମେମୁ ଟ୍ରେନ, ଶୁଭାରମ୍ଭ କଲେ ୨ କେନ୍ଦ୍ର ମନ୍ତ୍ରୀ

ଭୁବନେଶ୍ୱର,୩୦।୩(ବ୍ୟୁରୋ): ପବିତ୍ର ରାମ ନବମୀରେ ଭଦ୍ରକ-ନୟାଗଡ ଟାଉନ ମେମୁ ଟ୍ରେନର ଶୁଭାରମ୍ଭ ହୋଇଛି। କଟକ ରେଳ ଷ୍ଟେଶନରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରେଳ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସବୁଜ ପତାକା...

ବାହାରିଲା ରାମନବମୀ ଶୋଭାଯାତ୍ରା: ୨୦ ହଜାର ଭକ୍ତ ସାମିଲ

କୋରାପୁଟ,୩୦।୩(ସ୍ବ.ପ୍ର.): କୋରାପୁଟ ସହରରେ ଗୁରୁବାର ଶ୍ରୀରାମ ନବମୀ ଉତ୍ସବ ମହାସମାରୋହରେ ପାଳିତ ହେଉଛି। ଏହି ଅବସରରେ ପ୍ରାୟ ୨୦ ହଜାରରୁ ଊର୍ଦ୍ଧ୍ୱ ଭକ୍ତ ଏକାଠି ହୋଇ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରୁଛନ୍ତି। ପୂର୍ବାହ୍ନ ୧୧ଟାରୁ କୋରାପୁଟ...

୨ ମହିଳାଙ୍କୁ ଦଳିଦେଲା ହାତୀ, ରାସ୍ତା ଅବରୋଧ କଲେ ଗ୍ରାମବାସୀ

ସାତମାଇଲ,୩୦ା୩(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ତ ଦୁଦୁରୁକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗ୍ରାମର ୨ ଜଣ ମହିଳାଙ୍କୁ ହାତୀ ଦଳିଦେବାରୁ ଉଭୟଙ୍କର ମୃତ୍ୟୁ ଘଟିଛି। ପ୍ରକାଶ ଯେ, ଗୁରୁବାର ଭୋର୍‌ରୁ ଗ୍ରାମର ସ୍ବର୍ଗତ ମଙ୍ଗୁଳ ସାମଲଙ୍କ...

୩୦ ମିନିଟ୍‌ରେ ସର୍ବାଧିକ ୫୪୦୦ ଥର ବିଜୁଳି

ଭୁବନେଶ୍ୱର,୩୦।୩(ବ୍ୟୁରୋ): ଆସୁଛି ଆଉ ଏକ ପଶ୍ଚିମା ଝଡ଼। ଏପ୍ରିଲ ୨ତାରିଖ ବେଳକୁ ଭାରତର ଉତ୍ତର-ପଶ୍ଚିମ ଭାଗକୁ ଏକ ନୂଆ ପଶ୍ଚିମା ଝଡ଼ ପ୍ରଭାବିତ କରିବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରାଇଛି। ଅନ୍ୟପକ୍ଷରେ ବୁଧବାର ରାଜ୍ୟର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri