ରାଜ୍ୟ

କୋଟିଆବାସୀଙ୍କ ସହ ଓଡ଼ିଶା ଦିବସ ପାଳିବେ ଧର୍ମେନ୍ଦ୍ର

ଭୁବନେଶ୍ବର,୩୦ା୩(ବ୍ୟୁରୋ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାରଠାରୁ ୩ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତକାଳରେ ସେ ଭୁବନେଶ୍ୱର, କଟକ ଏବଂ କୋରାପୁଟ ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। କୋଟିଆରେ ଆୟୋଜିତ ‘ଓଡ଼ିଶା ଦିବସ’ ସମାରୋହରେ ସାମିଲ ହେବେ। ଧର୍ମେନ୍ଦ୍ର ଗୁରୁବାର...

ଆଜି ଶ୍ରୀରାମ ନବମୀ, ରାମମନ୍ଦିର ଚଳଚଞ୍ଚଳ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଆଜି ଅର୍ଥାତ୍‌ ଗୁରୁବାର ପବିତ୍ର ଶ୍ରୀରାମ ନବମୀ। ଏନେଇ ରାଜଧାନୀ ଭୁବନେଶ୍ୱରର ଶ୍ରୀରାମ ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରଭୁଙ୍କ ଦର୍ଶନ ପାଇଁ ସକାଳୁ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗିଛି। ପ୍ରଭୁ ଶ୍ରୀ ରାମଚନ୍ଦ୍ରଙ୍କ ଅବକାଶ ନୀତି, ମହାସ୍ନାନ,...

ଚଣ୍ଡିତାଳରୁ ୧୦୦୦ ବର୍ଷର କୂଅ ଠାବ

ଭୁବନେଶ୍ୱର,୩୦।୩(ବ୍ୟୁରୋ): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ଚଣ୍ଡିତାଳ ଗ୍ରାମରୁ ଠାବ ହୋଇଛି ଏକ ପ୍ରାଚୀନ କୂଅ। ଐତିହ୍ୟ ଓ ସଂସ୍କୃତି ଗବେଷଣା ସଂସ୍ଥା ଇଣ୍ଡିଆନ ନ୍ୟାଶନାଲ ଟ୍ରଷ୍ଟ ଫର୍‌ ଆର୍ଟ ଆଣ୍ଡ କଲଚର ହେରିଟେଜ (ଇନ୍‌ଟାକ୍‌)ର ସଦସ୍ୟମାନେ ଏହି...

୨୨୧ବର୍ଷରେ କାଷ୍ଠମୁଖାଧାରୀ ରାମଲୀଳା

ନୟାଗଡ଼ ଅଫିସ/ ଦଶପଲ୍ଲା,୩୦।୩(ଡି.ଏନ.ଏ.): ଗୁରୁବାର ରାମନବମୀରୁ ଆରମ୍ଭ ହେଉଛି ଭାରତ ପ୍ରସିଦ୍ଧ ଲଙ୍କାପୋଡ଼ି ଯାତ୍ରା। ରାମାୟଣର ବିଭିନ୍ନ ପ୍ରସଙ୍ଗକୁ ନେଇ ୧୪ଦିନ ଧରି ଏହା ମଙ୍ଗଳରାତି ବୁଧ ପାହାନ୍ତିରେ ରାବଣ ବଧ ପରେ ଲଙ୍କାପୋଡି ଯାତ୍ରା ଉଦ୍‌ଯାପିତ ହେବ। ୧୮୦୨ରୁ...

ପୂର୍ଣ୍ଣକାଳୀନ ମୁଖ୍ୟ ପ୍ରଶାସକ ନିଯୁକ୍ତି ହେଲାନି, ସୁପ୍ରିମକୋର୍ଟ କ୍ଷୁବ୍ଧ

ନୂଆଦିଲ୍ଲୀ,୩୦ା୩ : ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ଓ ଉତ୍ତମ ବ୍ୟବସ୍ଥା ନିମନ୍ତେ ସୁପ୍ରିମକୋର୍ଟ ୪ ନଭେମ୍ବର ୨୦୧୯ରେ ୨୨ଟି ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନ ଏହାକୁ କେତେ ଅନୁପାଳନ କରିଛନ୍ତି ସେନେଇ...

୫୦ଲକ୍ଷ ଟଙ୍କା ପାଇଁ ନାବାଳକଙ୍କୁ ହତ୍ୟା: ୨ ଅଭିଯୁକ୍ତ ଗିରଫ

ବ୍ରଜରାଜନଗର,୨୯ା୩ (ଡି.ଏନ୍‌.ଏ.): ଝାରସୁଗୁଡ଼ା ଟାଉନ ଥାନା ଅନ୍ତର୍ଗତ ସରବହାଲ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବାସ କରୁଥିବା ସୁମିତ ଅଗ୍ରଓ୍ବାଲଙ୍କ ପୁଅ ସମର୍ଥ ଅଗ୍ରଓ୍ବାଲ (୧୫)ଙ୍କୁ ୫୦ଲକ୍ଷ ଟଙ୍କା ପାଇଁ ହତ୍ୟା କରାଯାଇଛି। ଘଟଣାରେ ସମ୍ପୃକ୍ତ ୨...

ରମାଦେବୀ ଛାତ୍ରୀଙ୍କ ଆତ୍ମହତ୍ୟା, ହଷ୍ଟେଲରେ ଝୁଲିପଡ଼ିଲେ

ଭୁବନେଶ୍ୱର,୨୯ା୩(ବ୍ୟୁରୋ): ରମାଦେବୀ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଜଣେ ଛାତ୍ରୀ ବୁଧବାର ଆତ୍ମହତ୍ୟା କରିଛନ୍ତି। ମୃତ ଛାତ୍ରୀ ଜଣଙ୍କ ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରୀ ଥିଲେ। ତାଙ୍କର ପରୀକ୍ଷା ଚାଲିଥିବା ବେଳେ ୨ଟି ପେପର ଖରାପ ହୋଇଥିବାରୁ ସେ ଆତ୍ମହତ୍ୟା କରିଥିବା...

ରୁକୁଣା ରଥଟଣା ଆରମ୍ଭ

ଭୁବନେଶ୍ୱର,୨୯ା୩(ବ୍ୟୁରୋ): ପବିତ୍ର ଅଶୋକାଷ୍ଟମୀ ଅବସରରେ ବୁଧବାର ମହାପ୍ରଭୁ ଲିଙ୍ଗରାଜଙ୍କ ରଥଟଣା ଆରମ୍ଭ ହୋଇଛି। ସମସ୍ତ ନୀତିକାନ୍ତି ଶେଷ ପରେ ମହାପ୍ରଭୁଙ୍କ ପହଣ୍ଡି ବିଜେ ହୋଇଥିଲା। ଏହା ପରେ ରଥଟଣା ଆରମ୍ଭ ହୋଇଛି। ରଥଯାତ୍ରା ଦେଖିବାକୁ ଏକାମ୍ର କ୍ଷେତ୍ର ଲୋକାରଣ୍ୟ ହୋଇଯାଇଛି।

କୋଲାବ ଜଳଭଣ୍ଡାରକୁ ଡେଇଁ ପୋଷ୍ଟମାଷ୍ଟରଙ୍କ ଆତ୍ମହତ୍ୟା

କୋରାପୁଟ,୨୯ା୩(ସ୍ବ.ପ୍ର.): କୋରାପୁଟସ୍ଥିତ କୋଲାବ ଜଳଭଣ୍ଡାରର ଟିକରପଡ଼ା ଘାଟରେ ବୁଧବାର ଅପରାହ୍ନରେ ଟିକରପଡ଼ା ପୋଷ୍ଟମାଷ୍ଟର ପ୍ରିୟଙ୍କା ପ୍ରହରାଜ ପାଣିକୁ ଡେଇଁ ଆତ୍ମହତ୍ୟା କରିଥିବା ଜଣାଯାଇଛି। ହେଲେ ଆତ୍ମହତ୍ୟାର ପ୍ରକୃତ କାରଣ ଏବେବି ଜଣାପଡ଼ି ନ ଥିବା ବେଳେ ଘଟଣାକୁ ନେଇ ସ୍ଥାନୀୟ...

ଶ୍ରୀ ଲିଙ୍ଗରାଜଙ୍କ ପହଣ୍ଡି ବିଜେ

ଭୁବନେଶ୍ୱର,୨୯ା୩(ବ୍ୟୁରୋ): ପବିତ୍ର ଅଶୋକାଷ୍ଟମୀ ଉପଲକ୍ଷେ ବୁଧବାର ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରଥଯାତ୍ରା ଅନୁଷ୍ଠିତ ହେଉଛି। ବର୍ତ୍ତମାନ ମହାପ୍ରଭୁଙ୍କ ପହଣ୍ଡି ବିଜେ ଚାଲିଛି। ଦୁଇ ଘଣ୍ଟାରୁ ଅଧିକ ସମୟ ବିଳମ୍ବରେ ନୀତିକାନ୍ତି ଚାଲିଛି। ସୂଚନାଯୋଗ୍ୟ, ଭଉଣୀ ରୁକ୍ମିଣୀଙ୍କୁ ସାଥୀରେ ନେଇ ରାମନବମୀ ଯାତ୍ରାରେ...

୩୧ରୁ ନୟାଗଡ଼-ଭଦ୍ରକକୁ ଗଡ଼ିବ ମେମୁ ଟ୍ରେନ୍‌

ନୟାଗଡ଼ ଅଫିସ,୨୯ା୩: ଚଳିତ ମାସ ୩୧ତାରିଖରୁ ନୟାଗଡ଼ ଟାଉନ ଏବଂ ଭଦ୍ରକ ମଧ୍ୟରେ ଏକ ନୂଆ ପାସେଞ୍ଜର ମେମୁ ଟ୍ରେନ ନିୟମିତ ଚଳାଚଳ କରିବ ବୋଲି ପୂର୍ବତଟ ରେଳ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି...

ମେ’୧୦ରେ ହେବ ଝାରସୁଗୁଡା ଉପନିର୍ବାଚନ

ଭୁବନେଶ୍ୱର,୨୯।୩: ମେ’୧୦ରେ ହେବ ଝାରସୁଗୁଡା ଉପନିର୍ବାଚନ। ଏନେଇ ବୁଧବାର ମୁଖ୍ୟ ନିର୍ବାଚନ କମିଶନର ପକ୍ଷରୁ ତାରିଖ ଘୋଷଣା କରାଯାଇଛି। ସୂଚନାନୁଯାୟୀ, ମେ’୧୦ରେ ମତଦାନ ଏବଂ ମେ’ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ। ଏପ୍ରିଲ ୨୦ରେ ପ୍ରାର୍ଥିପତ୍ର ଦାଖଲର ଶେଷ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri