ରାଜ୍ୟ

ସମ୍‌ରେ ଖୋଲିବ ମଲ୍ଟି ଡ୍ରଗ୍‌ ରେଜିଷ୍ଟାଣ୍ଟ ଟିବି ସେଣ୍ଟର

ଭୁବନେଶ୍ୱର,୨୬।୩:  ଶିକ୍ଷା ଓ ଅନୁସନ୍ଧାନ(ସୋଆ) ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ ପକ୍ଷରୁ ବିଶ୍ୱ ଯକ୍ଷ୍ମା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସମ୍‌ ହସ୍ପିଟାଲର ପଲ୍‌ମୋନାରି ମେଡିସିନ ବିଭାଗ ପକ୍ଷରୁ ଆୟୋଜିତ...

‘ରୁଚି ଫେଷ୍ଟିଭାଲ ବୋନାଞ୍ଜା ଅଫର-୨୦୨୩’

ଭୁବନେଶ୍ୱର,୨୬।୩: ରାଜ୍ୟର ପ୍ରମୁଖ ଖାଦ୍ୟ ପ୍ରକ୍ରିୟାକରଣ କମ୍ପାନୀ ରୁଚି ଫୁଡ୍‌ଲାଇନ ପକ୍ଷରୁ ଶନିବାର ସ୍ଥାନୀୟ ସ୍ବସ୍ତି ପ୍ରିମିୟମଠାରେ ‘ରୁଚି ଫେଷ୍ଟିଭାଲ ବୋନାଞ୍ଜା ଅଫର-୨୦୨୩’ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସମ୍ବାଦର ସମ୍ପାଦକ ତଥା ବିଧାୟକ ସାୈମ୍ୟରଞ୍ଜନ ପଟ୍ଟନାୟକ ଏବଂ ସମାଜର...

ପଛୁଆ ବର୍ଗଙ୍କ ପ୍ରତି ରାହୁଲ ଗାନ୍ଧୀଙ୍କ ଟିପ୍ପଣୀ ଅକ୍ଷମଣୀୟ: ଭାଜପା

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଦେଶର ସମ୍ବିଧାନ ଓ ଆଇନର ଊର୍ଦ୍ଧ୍ୱରେ କେହି ନୁହନ୍ତି। କିନ୍ତୁ ଗାନ୍ଧୀ ପରିବାର ନିଜକୁ ଦେଶର ଆଇନର ଊର୍ଦ୍ଧ୍ୱରେ ବୋଲି ମନେକରିବା ଦୁର୍ଭାଗ୍ୟଜନକ। ଏକ ଜାତୀୟ ରାଜନୈତିକ ଦଳ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପଛୁଆ ବର୍ଗଙ୍କୁ ଅପମାନିତ...

ଦେଶର ଗଣତନ୍ତ୍ର ବିପଦରେ: ୟାସିର

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ରାହୁଲ ଗାନ୍ଧୀଙ୍କୁ ୨ ବର୍ଷ ଜେଲ ଏବଂ ଲୋକ ସଭା ସଦସ୍ୟ ପଦ ରଦ୍ଦ ପ୍ରତିବାଦରେ ଶନିବାର ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି। ଅପରାହ୍ନରେ ସଭାପତି ୟାସିର ନୱାଜଙ୍କ ନେତୃତ୍ୱରେ ଏକ ରାଲି କଂଗ୍ରେସ ଭବନରୁ...

ବିରୋଧୀଙ୍କୁ ମୂଳୋତ୍ପାଟନ ଲାଗି ଭାଜପାର ଷଡ଼ଯନ୍ତ୍ର

ଭୁବନେଶ୍ୱର,୨୬।୩(ବ୍ୟୁରୋ): ରାହୁଲ ଗାନ୍ଧୀଙ୍କ ଏମ୍‌ପି ପଦ ରଦ୍ଦ ଘଟଣାକୁ ନେଇ ଶନିବାର ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ଆହୂତ ସର୍ବଦଳୀୟ ବୈଠକରେ ତ୍ରୀବ ନିନ୍ଦା କରାଯାଇଛି। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଗଭୀର ଉଦ୍‌ବେଗ ପ୍ରକାଶ...

କେଶରୀ ଇଷ୍ଟେଟ୍‌ ସଂସ୍ଥା ଏମ୍‌ଡିଙ୍କ ଘରୁ ଦେଢ଼ କେଜି ସୁନା ଜବତ ସୂଚନା

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଘର ଦେବା ଆଳରେ ଜମାକାରୀଙ୍କଠାରୁ କେଶରୀ ଇଷ୍ଟେଟ୍‌ ସଂସ୍ଥା ସାଢ଼େ ୫କୋଟି ଟଙ୍କା ଠକେଇ ମାମଲାର ବେଆଇନ ଅର୍ଥ କାରବାର ଦିଗକୁ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତଦନ୍ତ ଜୋରଦାର ଚଳାଇଛି। ଶୁକ୍ରବାର ଇଡି ପକ୍ଷରୁ ସଂସ୍ଥାର ନିର୍ଦ୍ଦେଶକ ଅକ୍ଷୟ...

ଐତିହ୍ୟ ରୂପାନ୍ତର ପୁରୀର ଗୁରୁତ୍ୱ ବୃଦ୍ଧି କରିବ

ଭୁବନେଶ୍ୱର(ବ୍ୟୁରୋ)/ପୁରୀ/କଟକ ଅଫିସ,୨୬।୩:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ଆଗେଇ ଚାଲିଛି। ଏହାକୁ ତ୍ୱରାନ୍ବିତ କରିବା ଉଦ୍ଦେଶ୍ୟରେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ଶନିବାର ପୁରୀ ଏବଂ କଟକ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା...

ହୃଦରୋଗୀଙ୍କୁ ମାଗଣାରେ ବିଶ୍ୱସ୍ତରୀୟ ଚିକିତ୍ସା ମିଳିବ

ଭୁବନେଶ୍ୱର, ୨୬।୩ (ବ୍ୟୁରୋ):  ହୃଦ୍‌ରୋଗୀଙ୍କୁ ରାଜ୍ୟ ସରକାର ମାଗଣାରେ ବିଶ୍ୱସ୍ତରୀୟ ଚିକିତ୍ସା ସେବା ଯୋଗାଇଦେବେ। ଏଥିପାଇଁ ଶନିବାର ପ୍ରଶାନ୍ତି ମେଡିକାଲ ସର୍ଭିସ ଆଣ୍ଡ୍‌ ରିସର୍ଚ୍ଚ ଫାଉଣ୍ଡେଶନ (ପିଏମ୍‌ଏସ୍‌ଆର୍‌ଏଫ୍‌) ସହ ଚୁକ୍ତି କରିଛନ୍ତି। ଏହି ୨ ବର୍ଷିଆ ଚୁକ୍ତିନାମା ଫଳରେ ରାଜ୍ୟର...

‘ଧର୍ମାନ୍ତରିତଙ୍କୁ ଅନୁସୂଚିତ ଜନଜାତିରୁ ବାଦ୍‌ ଦିଆଯାଉ’

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଧର୍ମାନ୍ତରିତ ବ୍ୟକ୍ତିମାନଙ୍କୁ ଅନୁସୂଚିତ ଜନଜାତିରୁ ବାଦ୍‌ ଦେବା ଦାବିକୁ ଜୋର୍‌ଦାର କରିଛି ଜନଜାତି ସୁରକ୍ଷା ମଞ୍ଚ। ଏହାକୁ ନେଇ ଶନିବାର ମଞ୍ଚ ପକ୍ଷରୁ ରାଜଧାନୀ ଭୁବନେଶ୍ୱରରେ ବଡ଼ଧରଣର ଜନଜାତି ସମାବେଶର ଆୟୋଜନ କରାଯାଇଥିଲା। ଏଥିରେ ରାଜ୍ୟର ୨୬ ଜିଲାରୁ...

ଗଡ୍‌କରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): କଟକ-ଅନୁଗୋଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ଦୀର୍ଘ ୫ ବର୍ଷ ପରେ ମଧ୍ୟ ରାସ୍ତା କାମ ଶେଷ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତାପ୍ରକଟ କରିଛନ୍ତି। ରାସ୍ତା ନିର୍ମାଣ କାମ ତୁରନ୍ତ ସାରିବା...

୧୮ରୁ କ୍ଷେତ୍ର ବୁଲିବେ ଟ୍ରିବ୍ୟୁନାଲ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୬।୩(ବ୍ୟୁରୋ): ମହାନଦୀ ଜଳକୁ ନେଇ ଓଡ଼ିଶା-ଛତିଶଗଡ଼ ଆନ୍ତଃ ରାଜ୍ୟ ବିବାଦ ମାମଲାର ଶୁଣାଣି ଟ୍ରିବ୍ୟୁନାଲରେ ଚାଲିଛି। ଆସନ୍ତା ଏପ୍ରିଲ ୧୮ରୁ ମହାନଦୀ ଟ୍ରିବ୍ୟୁନାଲର ଟିମ୍‌ ନଦୀର ଉପରମୁଣ୍ଡ ଛତିଶଗଡ଼ରେ କ୍ଷେତ୍ର ପରିଦର୍ଶନ କରିବେ। ଟିମ୍‌ ପ୍ରଥମ ପର୍ଯ୍ୟାୟର ଦୁଇଟି ଫେଜ୍‌ରେ...

ଶିକ୍ଷକ ନ ଆସିବାରୁ ୩୦ ଛାତ୍ରୀଛାତ୍ର ପରୀକ୍ଷାରୁ ବଞ୍ଚିତ

କୋରାପୁଟ/ ନାରାୟଣପାଟଣା, ୨୬।୩(ସ୍ବ.ପ୍ର./ ଡି.ଏନ.ଏ.) ଛାତ୍ରୀଛାତ୍ରଙ୍କୁ ସରକାରୀ ସ୍କୁଲମୁହାଁ କରିବାକୁ ୫-ଟି ରୂପାନ୍ତରିତ କାର୍ଯ୍ୟକ୍ରମରେ ବିଦ୍ୟାଳୟଗୁଡିକୁ ବହୁ ଅର୍ଥ ଯୋଗାଇ ଦିଆଯାଉଛି। ଛାତ୍ରୀଛାତ୍ରଙ୍କୁ ମାଗଣା ପୋଷାକ, ଖାଇବା ଏବଂ ବହିପତ୍ର ସରକାର ଯୋଗାଇ ଦେଉଛନ୍ତି। ବିଶେଷକରି ଆଦିବାସୀ ବହୁଳ ଅଞ୍ଚଳରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri