ରାଜ୍ୟ

ପ୍ରଫେସର ଅମୀୟ କୁମାର ରଥ ବିପିୟୁଟି ନୂଆ କୁଳପତି

ଭୁବନେଶ୍ୱର, ୨୪।୩(ବ୍ୟୁରୋ) – ପ୍ରଫେସର ଅମୀୟ କୁମାର ରଥ ବିଜୁ ପଟ୍ଟନାୟକ ଟେକ୍ନୋଲୋଜି ୟୁନିଭର୍ସିଟି(ବିପିୟୁଟି)ର ନୂଆ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି। ଏହି ନିଯୁକ୍ତିକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଞ୍ଜୁରୀ ଦେଇଛନ୍ତି। ପ୍ରଫେସର ରଥ ଏହି ପଦରେ ୫...

ନିକୁଞ୍ଜ ବିହାରୀ ଧଳ ହେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ହେଲେ ନିକୁଞ୍ଜ ବିହାରୀ ଧଳ ।  ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ କୁମାର ଲୋହାନୀଙ୍କୁ ଶୁକ୍ରବାର ବଦଳି କରାଯାଛି। ତାଙ୍କ ସ୍ଥାନରେ ନିକୁଞ୍ଜ ବିହାରୀ ଧଳଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ଦାୟିତ୍ୱ...

ନଳକୂପରୁ ବାହାରୁଛି ସୁନା ଭଳି ପଦାର୍ଥ

ଖପ୍ରାଖୋଲ,୨୪ା୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ସୁନା ଖଣି ଥିବା ନେଇ ସବୁଠି ଚର୍ଚ୍ଚା। ବ୍ଲକର ନାନ୍ଦୁପଲା ଗାଁର ଜଣେ ବ୍ୟକ୍ତିଙ୍କ ଗଭୀର ନଳକୂପରୁ ସୁନା ଭଳି ଚକ୍‌ ଚକ୍‌ କରୁଥିବା ପଦାର୍ଥ ବାହାରୁଥିବା ଜଣାପଡିବା ପରେ ଘଟଣାସ୍ଥଳରେ...

ଆତ୍ମସମର୍ପଣ କଲେ ୧୬ ମାଓବାଦୀ

ମାଲକାନଗିରି,୨୪ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକ୍‌ମାରେ ୧୬ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସୁକ୍‌ମା ଜିଲାରେ ଗତ କିଛିଦିନ ହେଲା ପୋଲିସ ପକ୍ଷରୁ ମାଓବାଦୀଙ୍କୁ ଘରକୁ ଫେରାଇ ଆଣିବା ଲାଗି ପୁନାନାର୍କମ୍‌ ତଥା ଘରକୁ ଫେର ଅଭିଯାନ ଚାଲିଛି। ଏହି...

ଆକାଶରେ ବିରଳ ଦୃଶ୍ୟ: ଜାଣନ୍ତୁ କ’ଣ କହୁଛନ୍ତି ଲୋକେ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟାରେ ଆକାଶରେ ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ଜହ୍ନ ତଳେ ଏକ ଉଜ୍ଜ୍ୱଳ ନକ୍ଷତ୍ର ଦେଖାଯାଉଛି। ଏହି ଦୃଶ୍ୟକୁ ପ୍ରାୟ ସମସ୍ତେ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ତେବେ ଏପରି ଦୃଶ୍ୟ କାହିଁକି ଦେଖାଯାଇଛି ସେନେଇ...

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ କାରାଦଣ୍ଡ

ଫୁଲବାଣୀ ଅଫିସ,୨୪।୩: ଫୁଲବାଣୀ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସିତ କୁମାର ବେହେରା ନାବାଳିକା ବଳାତ୍କାର ମାମଲାର ରାୟ ଶୁକ୍ରବାର ପ୍ରକାଶ କରିଛନ୍ତି। ମାମଲାର ବିଚାର କରି ଅଭିଯୁକ୍ତ ଶମ୍ଭୁ ମହାରଣାଙ୍କୁ ୨୦ ବର୍ଷ...

ନିଖୋଜ ପ୍ରେମୀଯୁଗଳଙ୍କ ମୃତଦେହ ମିଳିଲା

ମାଲକାନଗିରି,୨୪ା୩(ଡି.ଏନ୍‌.ଏ.): ନିଖୋଜ ପ୍ରେମୀଯୁଗଳଙ୍କ ମୃତଦେହ ଠାବ କରାଯାଇଛି। ଏପରି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲା ଏମ୍‌ଭି ୭ ଗ୍ରାମ ନିକଟ ମୁଖ୍ୟ ରାସ୍ତାକଡ଼ ଏକ ଜଙ୍ଗଲ ଭିତରେ। ସୂଚନାନୁଯାୟୀ ମୃତ ଝିଅ ନନ୍ଦେ ମାଡକାମୀ...

ଡାକଘର ପଦବୀ ପାଇଁ ନକଲି ସାର୍ଟିଫିକେଟ

ବଲାଙ୍ଗୀର ଅଫିସ,୨୪ା୩: ବଲାଙ୍ଗୀର ଡାକମଣ୍ଡଳର ୮୩ ବ୍ରାଞ୍ଚ ପୋଷ୍ଟ ମାଷ୍ଟର, ଏବିପିଏମ ଓ ଡାକସେବକ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ପଦବୀ ପାଇଁ ବହୁ ପ୍ରାର୍ଥୀ ଆବେଦନ କରିଛନ୍ତି। ଶୁକ୍ରବାର ବଲାଙ୍ଗୀର ପ୍ରଧାନ ଡାକଘରରେ ଏହି ପଦବୀଗୁଡିକର...

ଆସୁଛି ଆଉ ଏକ ପଶ୍ଚିମାଝଡ଼

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଆସୁଛି ଆଉ ଏକ ପଶ୍ଚିମାଝଡ଼। ଆସନ୍ତା ୨୬ରୁ ପଶ୍ଚିମା ଝଡ-ପ୍ରଭାବରେ ରାଜ୍ୟରେ ବର୍ଷା, ବିଜୁଳି ଘଡଘଡି ସହ ଝଡ-ପବନ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ସମ୍ଭାବନା ରହିଛି। ସେହିପରି ୨୭ରୁ ବର୍ଷାର ବିସ୍ତୃତି ବଢିବ। ଏଥିରେ...

ମାର୍ଚ୍ଚ ୨୯ରେ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ଭୁବନେଶ୍ୱର,୨୪।୩(ବ୍ୟୁରୋ):  ମାର୍ଚ୍ଚ ୨୯ ତାରିଖରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ। ଏନେଇ ସମନ୍ବୟ ବୈଠକରେ ରଥ ଯେପରି ସଠିକ୍‌ ସମୟରେ ପ୍ରସ୍ତୁତ ହେବା ସହ ଶୃଙ୍ଖଳିତ ନିତିକାନ୍ତି କିପରି ହୋଇପାରିବ ସେନେଇ ଆଲୋଚନା ହୋଇଛି। ସୂଚନାଯୋଗ୍ୟ, ମାର୍ଚ୍ଚ...

ପୋଲିସ କବ୍‌ଜାରେ ତାମିଲନାଡୁ ଚୋର ଗ୍ୟାଙ୍ଗ୍‌

ଭୁବନେଶ୍ୱର,୨୪।୩(ବ୍ୟୁରୋ):ଦ୍ୱୈତନଗରୀ କଟକ-ଭୁବନେଶ୍ୱରରେ ୩ ମାସ ଧରି ସକ୍ରିୟ ଥିବା ଏକ ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗକୁ କମିଶନରେଟ ପୋଲିସ ଧରିବା ସହ ୩ଜଣ ସଦସ୍ୟଙ୍କୁ ଗିରଫ କରିଛି। ସେମାନେ ହେଲେ ତାମିଲନାଡୁ ତିରୁପତୁର ଜିଲାର କେ. ବାଲାଜି,ଏନ. ମୁରଗାନ ଏବଂ ଡି....

କିନ୍ନରଙ୍କୁ ମିଳିବ ଜମି

ଭୁବନେଶ୍ୱର, ୨୪।୩ (ବ୍ୟୁରୋ):ଜାଗା ମିଶନ୍‌ ଅନ୍ତର୍ଗତ ଭୁବନେଶ୍ୱରର ବସ୍ତି ଅଞ୍ଚଳରେ ରହୁଥିବା ପ୍ରତ୍ୟେକ ବ୍ୟକ୍ତି ବା ପରିବାରକୁ ଜାଗା ପ୍ରଦାନ କରାଯିବ। ଏଥିପାଇଁ ବିଭିନ୍ନ ବସ୍ତି ଅଞ୍ଚଳରେ ବ୍ୟାପକ ସର୍ଭେ କରାଯାଇ ପ୍ରକୃତ ହିତାଧିକାରୀଙ୍କୁ ଚିହ୍ନଟ କରାଯାଉଛି। ଶୁକ୍ରବାରଠାରୁ କିନ୍ନର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri