ରାଜ୍ୟ

ଭରତପୁର ମାମଲା: ପ୍ରଥମ ବୈଠକ ପରେ ସଚିବ କହିଲେ ହେବ…

ଭୁବନେଶ୍ୱର,୩୦।୯: ଭରତପୁର ମାମଲାରେ ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ପ୍ରଥମ ବୈଠକ ପରେ କମିଶନଙ୍କ ସଚିବ କହିଛନ୍ତି, ଘଟଣାକୁ ନେଇ ସତ୍ୟପାଠ ଆହ୍ବାନ କରାଯିବ । ସତ୍ୟପାଠ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ କରାଯିବ । ମଙ୍ଗଳବାରଠାରୁ ୨୧...

ଟ୍ରକ ପଛ ପଟକୁ ଧକ୍କା ଦେଲା ବସ,ହେଲ୍ପର୍‌ ମୃତ

ଯାଜପୁର, ୩୦।୯(ଶିବ ପ୍ରାସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଜାରକା ଛକ ନିକଟ ଟ୍ରକ ପଛ ପଟେ ଧକ୍କା ଦେଇଛି। ଏହି ଯାତ୍ରୀବାହି ବସ ଘଟଣା ସ୍ଥଳରେ ହେଲ୍ପରଙ୍କ ମୃତ୍ୟୁ ହୋଇଛି।...

ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ପ୍ରଫୁଲ୍ଲ ଘଡ଼ାଇ କହିଲେ…

ଭୁବନେଶ୍ୱର,୩୦।୯: ଯାଜପୁରରେ ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ ଉପରେ ବିଜେଡି ବରିଷ୍ଠ ନେତା ପ୍ରଫୁଲ୍ଲ ଘଡ଼ାଇଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିୀଛନ୍ତି, ନବୀନ ବାବୁଙ୍କ ସମୟରେ ଯାଜପୁରର ଅନେକ ବିକାଶ ହୋଇଛି। ତେବେ ସବୁ ଯେ ବିକାଶ ହୋଇଛି, ତାହା ନୁହେଁ, କିଛି...

ଭରତପୁର ମାମଲା: ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ

ଭୁବନେଶ୍ୱର,୩୦।୯: ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ବର ସର୍କିଟ ହାଉସରେ ପ୍ରଥମ ବୈଠକ ବସିଛି। ଜଷ୍ଟିସ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ପୋଲିସ ଡିଜି ଓ ଗୃହ ସଚିବ ମଧ୍ୟ...

ବିମାନ ବନ୍ଦରରୁ ଝାଡଖଣ୍ଡ ଅଭିମୁଖେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୯: ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ବାହାରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରବିବାର ଭୁବନେଶ୍ବର ବିମାନ ବନ୍ଦରରୁ ସ୍ବତନ୍ତ୍ର ବିମାନରେ ସେ ବାହାରିଛନ୍ତି। ଆଜି ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ମୁଖ୍ୟମନ୍ତ୍ରୀ। କାଲି ଚାଇଁବାସାର କୋଲହାନ ସଭାରେ ଯୋଗ ଦେବେ।...

ରାସନ କାର୍ଡକୁ ନେଇ ବଡ଼ ଖବର, ଏମାନଙ୍କୁ ମିଳିବନି ଚାଉଳ-ଗହମ…

ଭୁବନେଶ୍ୱର,୩୦।୯: ରାସନ କାର୍ଡକୁ ନେଇ ବଡ଼ ଖବର। ଏହି ଜିନିଷ ନ କରିଥିଲେ ଆପଣଙ୍କ ଲିଷ୍ଟରୁ ନାଁ କଟିଯିବ। ଏପରିକି ଅପାଣଙ୍କୁ ଆଉ ଚାଉଳ-ଗହମ ମଧ୍ୟ ମିଳିବ ନାହିଁ। କେନ୍ଦ୍ର ସରକାର ଏଥର ରାସନ କାର୍ଡରେ ଇ-କେୱାଇସି କରିବା ବାଧ୍ୟତାମୂଳକ...

ମୃତଦେହ ରଖି ରାସ୍ତାରୋକୋ

ବରଗଡ଼୍‌,୩୦।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ବ୍ଲକ ଅନ୍ତର୍ଗତ ଗାଇସୀମା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ରବିବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ମୃତ ଚାଷୀ ହେଲେ ଉକ୍ତ ଗ୍ରାମର ଗୋବିନ୍ଦ ଦେହେରୀ(୪୮)। ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଗ୍ରାମବାସୀ...

ଆଜି ଝାଡଖଣ୍ଡ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୩୦।୯: ଆଜି ଦୁଇ ଦିନିଆ ଝାଡଖଣ୍ଡ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରଥମେ ମୁଖ୍ୟମନ୍ତ୍ରୀ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଏବଂ ଆସନ୍ତାକାଲି ଚାଇଁବାସାର କୋଲହାନ ଯିବେ। ଆଗକୁ ଝାଡଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚର୍ଚ୍ଚା ଆରମ୍ଭ...

ଶୁଖୁଆରେ ମିଶାଯାଉଛି ଫର୍ମାଲିନ୍‌

ଅସ୍ତରଙ୍ଗ,୩୦।୯(ପ୍ରଦୀପ୍ତ କୁମାର ଦୀକ୍ଷିତ): ଅସ୍ତରଙ୍ଗ ଅଞ୍ଚଳର ବିଭିନ୍ନ ହାଟବଜାରରେ ବିକ୍ରି ହେଉଥିବା ଶୁଖୁଆର ମାନକୁ ନେଇ ପ୍ରଶ୍ନ ଉଠିଲାଣି। ଏଠାକାର ଶୁଖୁଆ ପ୍ରସ୍ତୁତିରେ କ୍ଷତିକାରକ ଫର୍ମାଲିନ ବ୍ୟବହାର କରାଯାଉଛି। ଏହି ଶୁଖୁଆ ଆଣି ବେପାରୀମାନେ ସ୍ଥାନୀୟ ହାଟବଜାରରେ ବିକ୍ରି କରୁଛନ୍ତି।...

ମହାପ୍ରସାଦ ମାନ ଯାଞ୍ଚକୁ ବିରୋଧ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି): ତିରୁପତି ମନ୍ଦିରରେ ଲଡୁ ପ୍ରସାଦରେ ଅପମିଶ୍ରିତ ଘିଅ ବ୍ୟବହାର ହେଉଥିବା ଅଭିଯୋଗ ପରେ ଶ୍ରୀମନ୍ଦିରରେ ମହାପ୍ରସାଦ ଓ ଦୀପରେ ଅପମିଶ୍ରିତ ଘିଅ ବ୍ୟବହାର ହେଉଥିବା ନେଇ ଆଶଙ୍କା ପ୍ରକାଶ ପାଇଛି। ମହାପ୍ରସାଦ ଓ ଘିଅର ମାନ...

‘ପୋଲିସ ମୋ ସ୍ବାମୀଙ୍କୁ ହତ୍ୟା କରିଛି’

ଫୁଲବାଣୀ/ଗୋଚ୍ଛାପଡ଼ା, ୩୦ା୯(ରାକେଶ କୁମାର ରାଉତ/ରୋହିତ କହଁର): ଭୁବନେଶ୍ୱର ଭରତପୁର ଥାନାକୁ ଅଭିଯୋଗ କରିବାକୁ ଆସିଥିବା ଜଣେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ନିର୍ଯାତନା ସାରା ଦେଶରେ ଚହଳ ସୃଷ୍ଟି କରିଛି। ଏହି ଘଟଣା ପରେ ଗୋଟିଏ ପରେ ଗୋଟିଏ...

ପଇଁତରା ମାରୁଛି ପ୍ରଶାସନ, ପୋଲିସ

ଭଦ୍ରକ/ଧାମନଗର,୩୦।୯ (ସନାତନ ରାଉତ/ଦେବେନ୍ଦ୍ର ଆନ୍ଦିଆ/ସନ୍ତୋଷ ମହାପାତ୍ର): ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକ ସହରରେ ଉତ୍ତେଜନା ପରଠାରୁ ୧୬୩ ଧାରା ଜାରି ରହିଥିବା ବେଳେ ଜିଲାରେ ଇଣ୍ଟରନେଟ ସେବା ବନ୍ଦ ରହିଛି। ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଏହି ସେବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri