ରାଜ୍ୟ

ଚଳିତ ବର୍ଷ ୨.୩୩ ଲକ୍ଷ ହେକ୍ଟର ଅତିରିକ୍ତ ଜଳସେଚନ କ୍ଷମତା ସୃଷ୍ଟି କରାଯିବ: ମନ୍ତ୍ରୀ

ଭୁବନେଶ୍ବର, ୧୮ା୩(ବ୍ୟୁରୋ): ଆସନ୍ତା ୫ ବର୍ଷରେ ଜଳ ସମ୍ପଦ ଭିତ୍ତିଭୂମି ନିର୍ମାଣ ପାଇଁ ୭୫ ହଜାର କୋଟି ଟଙ୍କାର ପ୍ରାବଧାନ ରଖାଯାଇଛି। ୨୦୨୩-୨୪ ଆର୍ଥିକ ବର୍ଷରେ ଜଳ କ୍ଷେତ୍ରରେ ବିକାଶ କାର୍ଯ୍ୟ ପାଇଁ ୧୧,୬୫୫ କୋଟି (କାପେକ୍ସ ଓ ଚାର୍ଜ...

ଓଲଟିଲା ପିକଅପ୍‌ ଭ୍ୟାନ୍‌: ଜଣେ ମୃତ, ୨୫ ଆହତ

ଦିଗପହଣ୍ଡି,୧୭ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେରାଣ୍ଡିମାଳ ପର୍ବତ ଶିଖରରେ ଅବସ୍ଥିତ ମା’ ବାଙ୍କେଶ୍ୱରୀଙ୍କୁ ଦର୍ଶନ ପାଇଁ ଯାଉଥିବା ଏକ ପିକଅପ ଭ୍ୟାନ୍‌ ଶୁକ୍ରବାର ଓଲଟି ପଡ଼ିଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳ ୨୫ ଜଣ ଆହତ ହୋଇଛନ୍ତି।...

ସ୍ବତନ୍ତ୍ର ଏଡିଜେ କୋର୍ଟରେ ହାଜର ହେଲେ ଜୟନାରାୟଣ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଭୁବନେଶ୍ବର ସ୍ବତନ୍ତ୍ର ଏଡିଜେ କୋର୍ଟରେ ଶୁକ୍ରବାର ହଜାର ହୋଇଛନ୍ତି। ଜୟନାରାୟଣଙ୍କ ସହ ଆଉ ୧୨ ଜଣ ମଧ୍ୟ ହାଜର ହୋଇଥିବା ଜଣାପଡ଼ିଛି । ବିଜେପୁର ଦିଲେଶ୍ବର ସାହୁ ହତ୍ୟା ମାମଲାରେ ଜୟନାରାୟଣଙ୍କ...

ଆନ୍ଦୋଳନରୁ ଓହରିଲା ଡ୍ରାଇଭର ମହାସଂଘ

ଭୁବନେଶ୍ବର,୧୭।୩(ବ୍ୟୁରୋ): ଆନ୍ଦୋଳନରୁ ଓହରିଲା ଡ୍ରାଇଭର ମହାସଂଘ । ଏ ନେଇ ଡ୍ରାଇଭର ମହାସଂଘ ରାଜ୍ୟ ସଭାପତି ସୂଚନା ଦେଇଛନ୍ତି। ସଭାପତି ପ୍ରଶାନ୍ତ ମୁଦୁଲି ସୂଚନା ଦେଇ କହିଛନ୍ତି, ୩ ମାସ ଯାଏ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଲିଖିତ ପ୍ରତିଶ୍ରୁତି ମିଳିବା...

ଲୋକଙ୍କୁ ଅସୁବିଧାରେ ନ ପକାଇ ଆନ୍ଦୋଳନରୁ ବିତର ରୁହ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର,୧୭।୩(ବ୍ୟୁରୋ): ଡ୍ରାଇଭର ସଂଘ ପକ୍ଷରୁ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଚାଲିଥିବା ବେଳେ ଏଥିରୁ ବିରତ ରହିବାକୁ ଡ୍ରାଇଭରମାନଙ୍କୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ନିବେଦନ କରିଛନ୍ତି । ଡ୍ରାଇଭରମାନଙ୍କ ଆନ୍ଦୋଳନ ଯୋଗୁ ରାଜ୍ୟବାସୀ ନାହିଁ ନ ଥିବା ଅସୁବିଧା...

ଦେହରେ ନିଆଁ ଲଗାଇ ଯୁବକଙ୍କ ମୃତ୍ୟୁ ମାମଲା: ନିଲମ୍ବିତ ହେଲେ ତହସିଲଦାର

ନୂଆପଡ଼ା ଅଫିସ,୧୭ା୩: ଜମି ବିକ୍ରି କରିବାକୁ ସହଯୋଗ ନ ମିଳିବାରୁ ନୂଆପଡ଼ା ସଦର ବ୍ଲକ ଜୋଙ୍କ ଥାନା ଆମସେନା ପଞ୍ଚାୟତ କଲ୍ୟାଣପୁର ଗ୍ରାମର ଜଗଦୀଶ ଚୌହାନ (୩୬) ସଦର ତହସିଲ କାର୍ଯ୍ୟାଳୟରେ ପେଟ୍ରୋଲ ଢାଳି ଦେହରେ ନିଅଁା ଲଗାଇ ଦେଇଥିଲେ।...

ତହସିଲ କାର୍ଯ୍ୟାଳୟରେ ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଯୁବକ

ନୂଆପଡ଼ା ଅଫିସ,୧୭ା୩: ଜମି ବିକ୍ରି କରିବାକୁ ସହଯୋଗ ନ ମିଳିବାରୁ ନୂଆପଡ଼ା ସଦର ତହସିଲ କାର୍ଯ୍ୟାଳୟରେ ଜଣେ ଯୁବକ ପେଟ୍ରୋଲ ଢାଳି ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି...

ଶଙ୍ଖ ଛାଡି ପଦ୍ମ ଧରିବେ ପୂର୍ବତନ ବିଧାୟକ ହୃଷିକେଶ ନାଏକ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପାଟଣାର ପୂର୍ବତନ ବିଧାୟକ ହୃଷିକେଶ ନାଏକ ଭାଜପାରେ ସାମିଲ ହେବେ ବୋଲି ସୂଚନା ମିଳିଛି। ଆସନ୍ତା ମାର୍ଚ୍ଚ ୨୬ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଭଦ୍ରକ ଗସ୍ତ ବେଳେ ବିଜେଡି ଛାଡି ଭାଜପାରେ ମିଶିବା ନେଇ ଚର୍ଚ୍ଚା...

ଶୋଷଣର ଶିକାର ମହୁଲଫୁଲ ଗୋଟାଳି

ଭବାନୀପାଟଣା,୧୭।୩(ସ୍ବ.ପ୍ର.): ମହୁଲ ଫୁଲ ପଶ୍ଚିମ ଓଡିଶାର ଗ୍ରାମ୍ୟ ଜନଜୀବନରେ ଆର୍ଥିକ ପରିସ୍ଥିତିକୁ ସୁଦୃଢ କରିବାରେ ସହାୟକ ହୁଏ। ଦୁର୍ବଳ ଥିବା ବ୍ୟକ୍ତି ବିଶେଷଙ୍କର ଆଶାର ସଞ୍ଚାର କରି ପରିବାର ପାଇଁ ଆନନ୍ଦ ଉଲ୍ଳାସର ଦ୍ରବ୍ୟ ହେଉଛି ମହୁଲ। କେବଳ ସେତିକି...

ବାହା ହେବାକୁ ଚାଲିଲେ ୨୮ କିଲୋମିଟର

ରାୟଗଡ଼ା,୧୭ା୩(ସ୍ବ.ପ୍ର.): ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ପାଇଁ ଲୋକେ ନାନା ହଇରାଣ ହରକତ ହେଉଛନ୍ତି। ଏପରିକି ବସ୍‌ ଚଳାଚଳ ବନ୍ଦ ରହିଥିବାରୁ ବରଯାତ୍ରୀଙ୍କୁ ନେଇ ବର ୨୮ କିଲୋମିଟର ଚାଲିଛନ୍ତି। ଏପରି ଏକ ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା...

ସ୍ବାଭାବିକ ହେଲା ବସ୍‌ ଚଳାଚଳ

ଭୁବନେଶ୍ୱର,୧୭ା୩(ବ୍ୟୁରୋ): ରାଜ୍ୟରେ ଶୁକ୍ରବାରଠାରୁ ବସ୍‌ ଚଳାଚଳ  ସ୍ବାଭାବିକ ହୋଇଛି। ଘରୋଇ ବସ୍‌ ମାଲିକ ସଂଘ ଆନ୍ଦୋଳନରୁ ଓହରିବା ପରେ ବିଭିନ୍ନ ସ୍ଥାନକୁ ବସ୍‌ ଚଳାଚଳ କରିଥିବା ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ କହିଛନ୍ତି।...

ନୂଆ ରୂପ ପାଇବ ରାଜା ଛକ

ଅନୁଗୋଳ ଅଫିସ, ୧୭ା୩: ଆସନ୍ତା ଏପ୍ରିଲ ୧ ତାରିଖରେ ଅନୁଗୋଳ ଜିଲା ପ୍ରତିଷ୍ଠା ଦିବସ। ଜିଲାକୁ ୩୦ ବର୍ଷ ପୂରଣ ହେଉଥିବାରୁ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ହାତକୁ ନିଆଯାଇଛି। ଏପରି କି ଅନୁଗୋଳର ଶେଷ ରାଜା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri