ରାଜ୍ୟ

ପ୍ରକୃତିପ୍ରେମୀଙ୍କୁ ଆକୃଷ୍ଟ କରୁଛି ମଣ୍ଡାସରୁ ଇକୋ ଟୁରିଜମ୍‌

ରାଇକିଆ,୧୭ା୩: କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ମଧ୍ୟରେ ରାଇକିଆର ମଣ୍ଡାସରୁ ପ୍ରକୃତି ପ୍ରେମୀଙ୍କୁ ଆକୃଷ୍ଟ କରୁଛି। ଗତ କିଛିବର୍ଷ ମଧ୍ୟରେ ପ୍ରାକୃତିକ ସୋନ୍ଦର୍ଯ୍ୟ ସାଙ୍ଗକୁ ଏହାର ପୁନରୁଦ୍ଧାର ଯୋଗୁ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର ବିନ୍ଦୁ ପାଲଟିଛି ଏହି ଇକୋ ଟୁରିଜମ୍‌...

ପ୍ରବଳ ବର୍ଷା ସମ୍ଭାବନା: ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୭ା୩(ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ପ୍ରବଳ ବର୍ଷା ନେଇ ୧୦ ୧୦ ଜିଲାକୁ ଶୁକ୍ରବାର ୟେଲୋ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ଶନିବାର ଉପକୂଳ, ଉତ୍ତର ଏବଂ ଦକ୍ଷିଣ...

ଓ୍ବାର୍କ ଅର୍ଡର ମିଳୁ ନ ଥିବାରୁ କାମ ଆରମ୍ଭ ହେଉନି

ଭୁବନେଶ୍ୱର,୧୭।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଧୀନରେ ଥିବା ୬୭ଟି ଓ୍ବାର୍ଡରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ପ୍ରତି ଓ୍ବାର୍ଡକୁ ୧କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ଓ୍ବାର୍ଡରେ କେଉଁଭଳି ଉନ୍ନୟନମୂଳକ କାର୍ଯ୍ୟ ହେବ, ସେନେଇ ପ୍ରସ୍ତାବ ଦିଆଯାଇଥିବା ବେଳେ...

‘ପିଏମ୍‌ ପୋଷଣ’ ଦ୍ବିତୀୟ କିସ୍ତି ପ୍ରଦାନ କରିବାକୁ କେନ୍ଦ୍ରକୁ ଚିଠି

ଭୁବନେଶ୍ୱର, ୧୭।୩(ବ୍ୟୁରୋ):୨୦୨୨-୨୩ ଆର୍ଥିକ ବର୍ଷ ନିମନ୍ତେ ପିଏମ୍‌ ପୋଷଣ ଯୋଜନାର ଦ୍ବିତୀୟ କିସ୍ତି ଶୀଘ୍ର ପ୍ରଦାନ କରିବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଚିଠି ଲେଖିଛନ୍ତି। କେନ୍ଦ୍ର...

ଶିଶୁପାଳଗଡ଼ରେ ବନ୍ଦ ହେଉନି ବେଆଇନ ଖନନ

ଭୁବନେଶ୍ୱର (ବ୍ୟୁରୋ) /ପୁରୁଣା ଭୁବନେଶ୍ୱର,୧୭।୩ (ଡି.ଏନ.ଏ.): ଶିଶୁପାଳଗଡ଼ ଇତିହାସର ନିଦର୍ଶନ। ଏହି ଅମୂଲ୍ୟ ଐତିହ୍ୟ ଦିଗରେ ପଦକ୍ଷେପ ଗ୍ରହଣ କରିବା ନିହାତି ଜରୁରୀ। ରାଜ୍ୟ ସରକାର ଶିଶୁପାଳଗଡ଼ରେ ଚାଲିଥିବା ବେଆଇନ ଜବରଦଖଲକୁ ତୁରନ୍ତ ବନ୍ଦ କରନ୍ତୁ। ସଂରକ୍ଷିତ ଶିଶୁପାଳଗଡ଼ରେ ଚାଲିଥିବା...

ନିବେଶ ପାଇଁ ଓଡ଼ିଶା ସର୍ବୋତ୍ତମ

ଓଡ଼ିଶାରୁ ଉଚ୍ଚଶିକ୍ଷା ଶେଷକରି ଆମେରିକାର ବୋଷ୍ଟନ୍‌ ୟୁନିଭର୍ସିଟିରୁ ମାଷ୍ଟର ଡ୍ରିଗୀ ହାସଲ ପରେ ପାରିବାରିକ ବ୍ୟବସାୟରେ ସେ ମନୋନିବେଶ କରିଥିଲେ। ୧୯୯୦ ଦଶକରେ ଇଣ୍ଡିଆନ ମେଟାଲ୍ସ ଆଣ୍ଡ ଫେରୋ ଆଲୟେଜ(ଇମ୍ଫା)ର ପରିବର୍ଦ୍ଧନରେ ମୁଖ୍ୟ ଭୂମିକା ଗ୍ରହଣ କରିବା ସହ ଏହାକୁ...

ଆନ୍ଦୋଳନ ସ୍ଥଗିତ ରଖିଲେ ଆଶାକର୍ମୀ

ଭୁବନେଶ୍ୱର,୧୭।୩ (ବ୍ୟୁରୋ):୧୨ ଦଫା ଦାବି ନେଇ ଆଶାକର୍ମୀ ୟୁନିୟନ୍‌ ସଂଯୁକ୍ତ ମୋର୍ଚ୍ଚା ପକ୍ଷରୁ ଲୋୟର ପିଏମ୍‌ଜିରେ ଦୁଇଦିନ ଧରି ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରାଯିବା ପରେ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଗୁରୁବାର ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର୍‌...

ରାଜ୍ୟରେ ବାଲ୍‌ ଆଧାର ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର,୧୭।୩(ବ୍ୟୁରୋ):ଏଣିକି ରାଜ୍ୟରେ ବାଲ୍‌ ଆଧାର ଯୋଜନା କାର୍ଯ୍ୟକାରୀ ହେବ। ଗୁରୁବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ଯୋଜନାର ଶୁଭାରମ୍ଭ ହୋଇଛି। ଜନ୍ମ ପଞ୍ଜୀକରଣ ଓ ଜନ୍ମ ସାର୍ଟିଫିକେଟ୍‌ ଶିଶୁର ପ୍ରଥମ ଅଧିକାର ହୋଇଥିବାବେଳେ ଏଣିକି ଶିଶୁଙ୍କ...

୨୦୨୨ରେ ୭.୬୦% ବଢ଼ିଛି ଦୁର୍ଘଟଣାଜନିତ ମୃତ୍ୟୁ

ଭୁବନେଶ୍ବର,୧୭ା୩(ବ୍ୟୁରୋ): ରାଜ୍ୟରେ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ କରିବା ପାଇଁ ବାଣିଜ୍ୟ ଏବଂ ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀ ରାଜ୍ୟର ସବୁ ଜିଲାପାଳ, ଏସ୍‌ପି, ଭୁବନେଶ୍ୱର-କଟକ ଅତିରିକ୍ତ କମିଶନର ଏବଂ ସବୁ ଆର୍‌ଟିଓଙ୍କୁ ଗୁରୁବାର ଚିଠି ଲେଖିଛନ୍ତି।...

ଆନ୍ଦୋଳନ ବଢ଼ାଇଛି ତେଲ ଚିନ୍ତା

ଭୁବନେଶ୍ୱର,୧୭ା୩(ବ୍ୟୁରୋ):ପେନ୍‌ସନ, ବୀମା, ମୃତ୍ୟୁକାଳୀନ ସହାୟତା, ସାମାଜିକ ସୁରକ୍ଷା ଆଦି ୧୦ ଦଫା ଦାବିରେ ବୁଧବାରଠାରୁ ଡ୍ରାଇଭର ଏକତା ମହାସଂଘ ପକ୍ଷରୁ କରାଯାଇଥିବା ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଗୁରୁବାର ୨ୟ ଦିନରେ ପହଞ୍ଚତ୍ଛି। ତେବେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର...

ଡ୍ରାଇଭର-ପୋଲିସ୍‌ ମୁହାଁମୁହିଁ

ଗୋପାଳପୁର,୧୬ା୩(ଡି.ଏନ୍‌.ଏ.): ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ୧୦ଦଫା ଦାବି ନେଇ ଚାଲିଥିବା ଆନ୍ଦୋଳନର ଗୁରୁବାର ଦ୍ୱିତୀୟ ଦିନ ସନ୍ଧ୍ୟାରେ ଗଞ୍ଜାମ ଜିଲା ପୁକୁଡ଼ିବନ୍ଧଠାରେ ପୋଲିସ ଓ ଆନ୍ଦୋଳନକାରୀ ଡ୍ରାଇଭରଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇ ଜାତୀୟ ରାଜପଥ ରଣକ୍ଷେତ୍ର...

ଡ୍ରାଇଭର ମହାସଂଘର ଆନ୍ଦୋଳନ ପ୍ରତିବାଦରେ ତାତିଲା ମୋଟର ଚାଳକ ସଂଘ

ବରଗଡ଼ ଅଫିସ, ୧୬।୩- ଡ୍ରାଇଭରମାନଙ୍କୁ ସମ୍ମାନ, ସୁରକ୍ଷା ଏବଂ ଅଧିକାର ଦାବି ନେଇ ଡ୍ରାଇଭର ମହାସଂଘ ବୁଧବାରଠାରୁ ଅର୍ନିଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଧର୍ମଘଟ ଏବଂ ଅଖ ଚକ ବନ୍ଦ ଆନ୍ଦୋଳନକୁ ଓହ୍ଲାଇଛି। ତେବେ ଡ୍ରାଇଭର ମହାସଂଘର ଏହି ଆନ୍ଦୋଳନକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri