ରାଜ୍ୟ

ଭର୍ତ୍ତୃହରିଙ୍କୁ ନେଇ ଭାଜପା-ବିଜେଡି ବୟାନବାଜି

ଭୁବନେଶ୍ବର, ୧୬ା୩(ବ୍ୟୁରୋ): ବିଜେଡି ଏମ୍‌ପି ଭର୍ତ୍ତୃହରି ମହତାବଙ୍କୁ ନେଇ ଏବେ ବିଜେଡି ଓ ଭାଜପା ନେତାଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ମଙ୍ଗଳବାର ଦିଲ୍ଲୀଠାରେ ଏକ ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମରେ ଭର୍ତ୍ତୃହରିଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଶଂସା ଏବଂ...

ଏନ୍‌ଏଫ୍‌ଏସ୍‌ଏ ରାଜ୍ୟ ମାନ୍ୟତା ସୂଚକାଙ୍କରେ ଓଡ଼ିଶା ୧ ନମ୍ବର: ମନ୍ତ୍ରୀ

ଭୁବନେଶ୍ବର,୧୬ା୩(ବ୍ୟୁରୋ): ସାଧାରଣ ବଣ୍ଟନ ବ୍ୟବସ୍ଥାର ସୁପରିଚାଳନାରେ ଓଡ଼ିଶା ଦେଶରେ ଏକ ଅଗ୍ରଣୀ ରାଜ୍ୟ ଭାବେ ପରିଗଣିତ ହୋଇଆସୁଛି। କେନ୍ଦ୍ର ସରକାରଙ୍କ(୨୦୨୨) ଦ୍ୱାରା ପ୍ରକାଶିତ ସଦ୍ୟତମ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ)ରାଜ୍ୟ ମାନ୍ୟତା ସୂଚକାଙ୍କରେ ଦେଶର ୧ ନମ୍ବର ରାଜ୍ୟ...

ଭୁବନେଶ୍ୱର ଆଖପାଖରେ କୋହଲା ପାଗ: ୧୭, ୧୮ରେ ବର୍ଷା, ପବନ

ଭୁବନେଶ୍ୱର, ୧୬।୩(ବ୍ୟୁରୋ):କଟକ ଓ ଭୁବନେଶ୍ୱର ସମେତ ଉପକୂଳବର୍ତ୍ତୀ ଅଞ୍ଚଳର କେତେକ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ସହ କୋହଲା ପାଗ ରହିଛି । ଓଡ଼ିଶା ଉପରେ ଏକ ଟ୍ରପ୍‌ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍‌, ୧୮ ଘଣ୍ଟାରେ ଖସିପଡ଼ିଲା ସ୍ଲାବ୍‌

କେନ୍ଦ୍ରାପଡ଼ା ଅଫିସ,୧୬ା୩: କେନ୍ଦ୍ରାପଡ଼ା ସହର ତିନିମୁହାଣୀ ଛକ ନିକଟ ନିର୍ମାଣାଧୀନ ଗୋବରୀ ନଦୀର ଦକ୍ଷିଣ ପାର୍ଶ୍ୱ ପୋଲ ବୁଧବାର ଭୁଶୁଡି ପଡିଛି। ଏହି ଦୁର୍ଘଟଣାରୁ କାର୍ଯ୍ୟରତ ଶ୍ରମିକମାନେ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ସେହିପରି ରାସ୍ତାଠାରୁ ପ୍ରାୟ ୧୦୦ ମିଟର ଦୂରରେ...

ସବୁ ଦର ବଢ଼ିଲାଣି, ଆମ ଦରମା ବଢ଼ାଅ

ଭୁବନେଶ୍ୱର,୧୬ା୩(ବ୍ୟୁରୋ): ଦୀର୍ଘ ବର୍ଷ ହେବ ବିଧାୟକ ଓ ପୂର୍ବତନ ବିଧାୟକଙ୍କ ଦରମା କିମ୍ବା ଅନ୍ୟାନ୍ୟ ଭତ୍ତା ବଢ଼ିନାହିଁ। ପେଟ୍ରୋଲ, ଡିଜେଲ ଦର ବଢ଼ିଲାଣି। ଅନ୍ୟାନ୍ୟ ଆନୁଷଙ୍ଗିକ ଦର ବୃଦ୍ଧି ହେଲାଣି। ଗାଡ଼ି ଚଲାଇବା, ଖର୍ଚ୍ଚ ତୁଲାଇବା କଷ୍ଟକର ହୋଇ ପଡ଼ିଲାଣି।...

ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା: ବଦଳିଲା ପ୍ରଶ୍ନପତ୍ର ପହଞ୍ଚିବା ସମୟ

କଟକ ଅଫିସ, ୧୫ା୩: ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ପାଇଁ ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପହଞ୍ଚିବା ସମୟ ପରିବର୍ତ୍ତନ ହୋଇଛି। ବାକିଥିବା ୩ଟି ପରୀକ୍ଷା ପାଇଁ ଏହା ଲାଗୁ କରାଯିବ। ନୋଡାଲ ସେଣ୍ଟରରୁ ସକାଳ ସାଢେ ୬ଟା ପରେ...

ରାଜ୍ୟରେ ବିପଦସଙ୍କୁଳ ଅବସ୍ଥାରେ ୧୧,୯୨୯ ସ୍କୁଲଘର

ଭୁବନେଶ୍ୱର,୧୫ା୩(ବ୍ୟୁରୋ)-ରାଜ୍ୟରେ ୧୧,୯୨୯ ସ୍କୁଲଘର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଏସବୁ ଅସୁରକ୍ଷିତ ଶ୍ରେଣୀ ଗୃହ ଭାଙ୍ଗିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି । ବୁଧବାର ବିଧାନସଭା ପ୍ରଶ୍ନକାଳରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି...

ପ୍ରାଇମା ପବ୍ଲିକ୍‌ ସ୍କୁଲରେ ପଶି ଦୁର୍ବୃତ୍ତଙ୍କ ଭଙ୍ଗାରୁଜା, ବାତିଲ ହେଲା ପରୀକ୍ଷା

ବେଗୁନିଆପଡ଼ା,୧୫।୩(ଡି.ଏନ୍‌.ଏ.): ସ୍କୁଲ ହତାରେ ପଶି ଦୁବୃର୍ତ୍ତଙ୍କ ଭଙ୍ଗାରୁଜା। ଝରକା ଗ୍ଲାସ ଭାଙ୍ଗିବା ସହ ସ୍କୁଲର ଖେଳନା ସାମଗ୍ରୀ ଗୁଡିକୁ ଭାଙ୍ଗି ନଷ୍ଟ କରି ଦେଇଛନ୍ତି। ଗଞ୍ଜାମ ଜିଲା କୋଦଳାଠାରେ ଥିବା ପ୍ରାଇମା ପବ୍ଲିକ ସ୍କୁଲରେ ଘଟିଛି ଏଭଳି ଅଭାବନୀୟ ଘଟଣା।...

ଦାବି ଶୁଣିଲେନି ସରକାର, ଷ୍ଟିଅରିଂ ଛାଡି ରାସ୍ତାକୁ ଓହ୍ଲାଇଲା ଡ୍ରାଇଭର ମହାସଂଘ

ବରଗଡ ଅଫିସ,୧୫।୩: ଓଡିଶା ଡ୍ରାଇଭର ମହାସଂଘ ୧୦ ଦଫା ଦାବି ନେଇ ଷ୍ଟିୟରିଂ ଛାଡି ଅର୍ନିଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି। ବରଗଡ ଜିଲାରେ ଏହାର ପ୍ରଭାବ ପରିଲକ୍ଷିତ ହୋଇଛି। ସ୍ଥାନୀୟ ହଲଦିପାଲି ଛକ ସମେତ ବିଭିନ୍ନ ସ୍ଥାନରେ ଡ୍ରାଇଭରମାନେ...

୧୦ ଦଫା ଦାବି ନେଇ ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ ଆନ୍ଦୋଳନ

ଭୁବନେଶ୍ୱର,୧୫।୩(ବ୍ୟୁରୋ): ଆଜିଠୁ ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ ଆନ୍ଦୋଳନ। ଡ୍ରାଇଭର ପାଣ୍ଠି ଗଠନ, ସାମାଜିକ ନିରାପତ୍ତା, ଡ୍ରାଇଭରଙ୍କ ପାଇଁ ବୀମା, ପେନସନ, ସଡ଼କ ଯାତ୍ରା ବେଳେ ବିଭିନ୍ନ ସ୍ଥାନରେ ବିଶ୍ରାମଗାର ଓ ଶୌଚାଳୟ ବ୍ୟବସ୍ଥା ଭଳି ୧୦ ଦାବି...

ଜଗନ୍ନାଥଙ୍କ ଜମିରେ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ

ପୁରୀ ଅଫିସ, ୧୫ା୩: ମରୀଚିକୋଟ ଛକସ୍ଥିତ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାକୁ ଆସିଥିଲା। ବିଶେଷକରି ଏହି ମାର୍କେଟ କମ୍ପ୍ଲେକ୍ସ ପଛପଟେ ଏକ ପୁରାତନ ମନ୍ଦିର ଠାବ ହେବା ପରେ ଉକ୍ତ ଜମିକୁ ନେଇ ବିଭିନ୍ନ...

ଟିକସ ଦେଉନାହାନ୍ତି ବଡ଼ବଡ଼ିଆ

ଭୁବନେଶ୍ୱର,୧୫।୩(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷ ସରିବାକୁ ହାତରେ ଆଉ ଦିନ କେଇଟା ବାକି ରହିଛି। ହେଲେ ଏ ଯାଏ ଧାର୍ଯ୍ୟ ହୋଇଥିବା ଟିକସ ଆଦାୟ ହୋଇ ପାରିଲା ନାହିଁ। ସ୍ଥିତି ଯେପରି ରହିଛି ସେଥିରେ ବିଏମ୍‌ସି ଯେ ନିଜର ଲକ୍ଷ୍ୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri