ରାଜ୍ୟ

୯ ଜିଲାକୁ ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୧୦।୩(ବି୍ୟରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏ ନେଇ ୯ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏହି...

ଦାଦନ ଖଟିବାକୁ ଯାଇଥିଲେ: ଟ୍ରେନ ଲାଇନରୁ ମିଳିଲା ମୃତଦେହ

କୋକସରା,୧୦।୩(ଡି.ଏନ୍‌.ଏ.): ଦାଦନ ଖଟିବାକୁ ଯାଇ କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଖୁଣ୍ଟିଆ ଗ୍ରାମର ଜଣେ ଯୁବକଙ୍କ ମୃତଦେହ ଟ୍ରେନ୍‌ ଲାଇନରୁ ଉଦ୍ଧାର ହୋଇଛି। ସେ ହେଲେ ଦେବାନନ୍ଦ ପୂଝାରୀ(୨୭)। ମିଳିଥିବା ସୂଚନା ମୁତାବକ, ଦେବାନନ୍ଦ ୨ ମାସ...

ବିବାହ ଭୋଜି ଖାଇ ଗୋଟିଏ ପରିବାରର ୬ ଗୁରୁତର

କୋକସରା,୧୦।୩(ଡି.ଏନ୍‌.ଏ): ବିବାହ ଭୋଜି ଖାଇ କଳାହାଣ୍ଡି ଜିଲା କୋକସରା ବ୍ଲକ ଡାଲଗୁମା ପଞ୍ଚାୟତ ଲଟାପଡା ଗ୍ରାମର ଗୋଟିଏ ପରିବାରର ୬ଜଣ ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ଉକ୍ତ ଗ୍ରାମରେ ଗୁରୁବାର ଦିନ ବେଳେ ହୋଇଥିବା ବିବାହ ଭୋଜି ଖାଇ...

ଟୁଇଟ୍‌ରେ ୨ ନେତ୍ରୀ ମୁହାଁମୁହିଁ

ଭୁବନେଶ୍ୱର ଅଫିସ,୧୦।୩(ବ୍ୟୁରୋ): ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ଓ ଭାଜପା ନେତ୍ରୀ ଅର୍ପିତା ଅପରାଜିତ ବଡ଼ଜେନା ସୋସିଆଲ ମିଡିଆରେ ମୁହାଁମୁହିଁ ହୋଇଛନ୍ତି। ଦୁଇ ନେତ୍ରୀଙ୍କ ମଧ୍ୟରେ ଟୁଇଟ୍‌ ଯୁଦ୍ଧ ଲାଗିଛି। ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟାକାଣ୍ଡକୁ...

ପଶ୍ଚିମା ଝଡ଼ ପ୍ରଭାବରେ ଏହି ସବୁ ଜିଲାରେ ବିଜୁଳି,ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦।୩(ବ୍ୟୁରୋ): ସକ୍ରିୟ ରହିଛି ପଶ୍ଚିମା ଝଡ଼। ଏହାର ପ୍ରଭାବରେ ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଂଶିକ ମେଘାଛନ୍ନ ରହିଛି। ତେବେ ଆଗାମୀ ୩ ଘଣ୍ଟା ମଧ୍ୟରେ କନ୍ଧମାଳ, ନୟାଗଡ, କେନ୍ଦୁଝର, ସୁନ୍ଦରଗଡ, ଅନୁଗୋଳ, ବୌଦ୍ଧ ଏବଂ ମୟୁରଭଞ୍ଜ ଜିଲାର ଗୋଟିଏ...

କଦଳୀଗଛ କଟାକୁ ନେଇ ମରଣାନ୍ତକ ଆକ୍ରମଣ: ଗୋଟିଏ ପରିବାରର ୪ ଗୁରୁତର

ବାହାନଗା,୧୦।୩(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ବାହାନଗା ବ୍ଲକ ଖନ୍ତାପଡ଼ା ପଞ୍ଚାୟତ ନଇଁଛଣପୁର ଗ୍ରାମରେ କଦଳୀଗଛ କଟାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ ହୋଇଛି। ଫଳରେ ଗୋଟିଏ ପରିବାରର ୪ଜଣ ଗୁରୁତର ହୋଇଛନ୍ତି। ଆହତମାନଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖନ୍ତାପ ଥାନା ନଇଁଛଣପୁର...

ସରିଲା ପ୍ରଥମଦିନର ପରୀକ୍ଷା: କେହି ବି କପି କରି ପଡ଼ିନାହାନ୍ତି ଧରା

ଢେଙ୍କାନାଳ ଅଫିସ,୧୦ା୩: ଚଳିତ ବର୍ଷ ଢେଙ୍କାନାଳ ଜିଲାରେ ୯୬ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୧୬ ହଜାର ୧୧୫ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ୮୧ଟି କେନ୍ଦ୍ରରେ ସିସିଟିଭି କ୍ୟାମେରା ଲାଗିଛି। ପ୍ରଶ୍ନ ଓ ଉତ୍ତର ପତ୍ରକୁ କଡ଼ା ସୁରକ୍ଷା ମଧ୍ୟରେ...

ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି: ଗୃହ ଅଚଳ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାରଠୁ ଆରମ୍ଭ ହୋଇଥିବା ବେଳେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡକୁ ନେଇ ଆଲୋଚନା କରିବାକୁ ଦାବି କରିଥିଲେ, ହେଲେ ସେଥିଲାଗି ବାଚସ୍ପତି ଅନୁମତି ଦେଇ ନ ଥିଲେ॥...

ମୃତଦେହ ନେଇ ଯାଉଥିବା ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୦ା୩(ଡି.ଏନ୍‌.ଏ.): ମୃତଦେହ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ (ଓଡି ୦୨ଆର-୩୬୭୭) ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୩ ଜଣ ଗୁରୁତର ହୋଇଛନ୍ତି। ଦାରିଙ୍ଗବାଡ଼ି ଥାନା ଜାତୀୟ ରାଜପଥର ଡୋକାଡାଉ ବୁଲାଣିରେ ଦୁର୍ଘଟଣା ଘଟିଛି। ଗୁରୁତରମାନଙ୍କ ମଧ୍ୟରେ ରାତ୍ନୀ ଭୋଇ, ବୀର...

ସାଇବର ଠକେଇର ଶିକାର ହେଲେ ଦୀପାଳି

ଭୁବନେଶ୍ୱର,୧୦।୩(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ସାଇବର ଠକେଇର ଶିକାର ହୋଇଛନ୍ତି। ତାଙ୍କ ଆକାଉଣ୍ଟରୁ ଦେଢ ଲକ୍ଷ ଟଙ୍କା କଟିଯାଇଥିବା ନେଇ ଦୀପାଳି ସମ୍ବଲପୁରର ଅଇଁଠାପାଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ତେବେ ପୋଲିସ ଦୀପାଳିଙ୍କ...

ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ରାଜ୍ୟରେ ଆଜିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହେଇ ପୂର୍ବାହ୍ନ ୧୦ଟାରେ ସରିବ। ତେବେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଶୁକ୍ରବାର ରାଜଧାନୀର ସୟଦ ମମତାଜ ଅଲି ହାଇସ୍କୁଲ...

ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାରଠୁ ଆରମ୍ଭ ହେବ। ପୁଣି ଥରେ ବିଭିନ୍ନ ସମସ୍ୟାକୁ ନେଇ ବିରୋଧୀସରକାରଙ୍କୁ ଘେରିବେ । ଗ୍ୟାସ ଦରବୃଦ୍ଧି,ଚାଷୀ ଓ ମଣ୍ଡି ସମସ୍ୟା, ପୁରୀ ମାର୍କେଟ କଂପ୍ଲେକସରେ ଅଗ୍ନିକାଣ୍ଡ ଭଳି ପ୍ରସଙ୍ଗ ଉଠାଇପାରନ୍ତି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri