ରାଜ୍ୟ

୫ଶ୍ରେଣୀକୁ ଜଣେ ଶିକ୍ଷୟିତ୍ରୀ

ନିଶ୍ଚିନ୍ତକୋଇଲି,୪ା୩(ସ୍ବ.ପ୍ର.): ପ୍ରାଥମିକ ଶିକ୍ଷାକୁ ବାଧ୍ୟତାମୂଳକ କରିବା ସହ ଏହା ଏକ ମୌଳିକ ଆବଶ୍ୟକତା ଭାବେ ଗ୍ରହଣ କରି ସରକାର ବିଦ୍ୟାଳୟର ଭିତି ଭୂମି ବିକାଶରେ କୋଟି କୋଟି ଟଙ୍କା ବ୍ୟୟ କରି ବିଦ୍ୟାଳୟକୁ ଆଧୁନିକ ଓ ଶିକ୍ଷଣ ଉପଯୋଗୀ କରିଛନ୍ତି।...

ବ୍ଲକ କାର୍ଯ୍ୟାଳୟ ଘେରାଉ ପରେ ବୋମା ମାଡ଼

ତିଗିରିଆ,୪। ୩(ଡି. ଏନ. ଏ. ): ତିଗିରିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ମହିଳା ଗୋଷ୍ଠୀ କର୍ମକର୍ତ୍ତା ନିଯୁକ୍ତିରେ ଅନିୟମିତତା ହୋଇଥିବା ଅଭିଯୋଗ କରି ଶୁକ୍ରବାର ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଆନ୍ଦୋଳନକାରୀମାନେ ଯେଉଁ ଗାଡ଼ିରେ ଆସିଥିଲେ ତା’ଉପରକୁ ବୋମାମାଡ଼ ହୋଇଥିବା...

ତୁଳସୀ ମୁଣ୍ଡାଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ୱର,୪।୩ (ବ୍ୟୁରୋ): ସମାଜର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ମହିଳାଙ୍କୁ ନେଇ ଶୁକ୍ରବାର ସ୍ଥାନୀୟ ଏକ ହୋଟେଲରେ ପରିଚୟ ଫାଉଣ୍ଡେଶନ ପକ୍ଷରୁ ଆର୍ଯ୍ୟ ପୁରସ୍କାର ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଯୋଗଦେଇ...

ଜାଗମରା ଅଞ୍ଚଳରୁ ୫୦ ଆମିଷ ଦୋକାନ ଉଚ୍ଛେଦ

ଭୁବନେଶ୍ୱର,୪।୩ (ବ୍ୟୁରୋ): ଗୁରୁବାର ଭୁବନେଶ୍ୱରରୁ ପୁନେ ଯାଉଥିବା ଏୟାର ଏସିଆ ବିମାନରେ ପକ୍ଷୀ ମାଡ ହେବା ପରେ ବିମାନ ବନ୍ଦର କର୍ତ୍ତୃପକ୍ଷ ଏବଂ ବିଏମ୍‌ସି ଘଟଣାକୁ ଗୁରୁତର ସହ ନେଇଛନ୍ତି। ରେଡ୍‌ ଜୋନ୍‌ରେ ଥିବା ଜାଗମରା ଅଞ୍ଚଳରୁ ଶୁକ୍ରବାର ବିଏମ୍‌ସି...

ମାସେ ହେବ ବିଦ୍ୟାଳୟରେ ପାନୀୟ ଜଳ ସମସ୍ୟା

ନିରାକାରପୁର,୪।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଶିକ୍ଷା ସର୍କଲ ଅନ୍ତର୍ଗତ ନିରାକାରପୁର ପଞ୍ଚାୟତସ୍ଥିତ ଚିତ୍ରକୂଟ ବିହାରରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ମାସେ ହେବ ପାନୀୟ ଜଳର ଉକତ୍ଟ ସମସ୍ୟା ଦେଖାଯାଉଛି। ପାଣି ନ ଥିବାରୁ ଛାତ୍ରୀଛାତ୍ର, ଶିକ୍ଷକ ନାନା...

ପ୍ରଥମ ଦିନରେ ୩ ଫିଲ୍ମ ପ୍ରଦର୍ଶିତ

କଟକ ଅଫିସ,୪ା୩: ଭାରତୀୟ ସିନେ ଜଗତର କିମ୍ବଦନ୍ତୀ ପୁରୁଷ ସତ୍ୟଜିତ୍‌ ରାୟଙ୍କ ଜନ୍ମ ଶତବାର୍ଷିକୀକୁ ସାରା ଦେଶରେ ପାଳନ କରିବା ପାଇଁ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରୟାସ ଜାରି ରହିଛି। ସିନେ ନିର୍ଦ୍ଦେଶକ, ସଂଳାପ...

‘ଝିଅକୁ ହତ୍ୟା କରାଯାଇଛି’

ବଲାଙ୍ଗୀର ଅଫିସ, ୪ା୩: ଭିସୁଟ୍‌ର ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ହତ୍ୟା ମାମଲାରେ ଶୁକ୍ରବାର ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ତାଙ୍କ ବାପା ଡାକ୍ତର ବନମାଳୀ ସାହୁ ଏବଂ ମା’ ଲବଙ୍ଗ ସାହୁ। ଝିଅକୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି।...

ଅଭିଜ୍ଞତାରୁ ଅଭିବୃଦ୍ଧି

ଉଚ୍ଚଶିକ୍ଷା ଶେଷକରି ନିଜର ଦକ୍ଷତା ବୃଦ୍ଧି ପାଇଁ ବିଭିନ୍ନ ବହୁରାଷ୍ଟ୍ରୀୟ କମ୍ପାନୀରେ କାର୍ଯ୍ୟ କରିବାର ଅଭିଜ୍ଞତାକୁ ବ୍ୟବସାୟରେ ବିନିଯୋଗ କରିବା ଲକ୍ଷ୍ୟରେ କର୍ମଭୂମିରୁ ଜନ୍ମଭୂମିକୁ ଫେରିଥିଲେ। ଏପରିକି ଦୀର୍ଘ ୫ଦଶନ୍ଧିରୁ ଅଧିକ ସମୟ ହେବ ରାଉରକେଲାଠାରେ ଥିବା ପାରିବାରିକ ବ୍ୟବସାୟରେ...

ଗୃହ ବିଭାଗ ଯୁଗ୍ମ ସଚିବଙ୍କ ପୁଅ ବୋଲି ଅନୁକମ୍ପା: ଜୟନାରାୟଣ

ସମ୍ବଲପୁର, ୪।୩(ବ୍ୟୁରୋ): ଭିସୁଟ୍‌ ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ମୃତ୍ୟୁ ଘଟଣା ଏବଂ ରାଜ୍ୟରେ ସୃଷ୍ଟି ହୋଇଥିବା ଆଇନଶୃଙ୍ଖଳା ସ୍ଥିତିକୁ ନେଇ ପୋଲିସ ପ୍ରଶାସନ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର। ଚିନ୍ମୟୀ ମୃତ୍ୟୁ ଘଟଣାରେ ପୋଲିସ...

୩୧ ଚୋରା ମୂର୍ତ୍ତି ଉଦ୍ଧାର, ୪ ଗିରଫ

ଯାଜପୁର ଅଫିସ/ଧର୍ମଶାଳା(ଡି.ଏନ୍‌.ଏ.),୪ା୩: ଯାଜପୁର ଜିଲାର ବିଭିନ୍ନ ମନ୍ଦିରରୁ ଚୋରି ହୋଇଥିବା ୩୧ଟି ମୂର୍ତ୍ତି ଉଦ୍ଧାର ହୋଇଛି। ଏହି ଚୋରି କାରବାରରେ ସମ୍ପୃକ୍ତ ୪ ଜଣଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଉତ୍ତରପ୍ରଦେଶର ଅରବିନ୍ଦ କୁମାର...

କଂଗ୍ରେସରେ ଯୋଗଦେଲେ ମୟୂରଭଞ୍ଜର ଏଏପି କର୍ମକର୍ତ୍ତା

ଭୁବନେଶ୍ବର,୪ା୩(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନେତୃତ୍ୱ ଏବଂ ଦଳର ଆଦର୍ଶରେ ଅନୁପ୍ରାଣିତ ହୋଇ ମୟୂରଭଞ୍ଜ ଜିଲାର ନେତା ସୁକୁମାର ରଞ୍ଜନ ପ୍ରଧାନଙ୍କ ନେତୃତ୍ୱରେ ବହୁ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) କର୍ମକର୍ତ୍ତା କଂଗ୍ରେସରେ ସାମିଲ ହୋଇଛନ୍ତି।...

ଓଡ଼ିଶାବାସୀଙ୍କୁ କେନ୍ଦ୍ର ସରକାର ଠକିଛନ୍ତି: ବିଜେଡି

ଭୁବନେଶ୍ୱର,୪ା୩(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଘରୋଇ ରନ୍ଧନ ଗ୍ୟାସ୍‌ ଏଲ୍‌ପିଜି ଦର ବୃଦ୍ଧିର ପ୍ରତିବାଦରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ଶୁକ୍ରବାର ରାଜଭବନଠାରେ ଚୁଲି ଜାଳି ପ୍ରତିବାଦ କରାଯାଇଛି। ମହିଳା ମୋର୍ଚ୍ଚାର କର୍ମୀମାନେ ଦର ବୃଦ୍ଧିକୁ ବିରୋଧ କରି ସ୍ଲୋଗାନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri