ରାଜ୍ୟ

ଫେବୃୟାରୀରେ ଓଡ଼ିଶାର ଜିଏସ୍‌ଟି ସଂଗ୍ରହରେ ୪୦% ବୃଦ୍ଧି

ଭୁବନେଶ୍ୱର,୩ା୩(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷର ଫେବୃୟାରୀରେ ରାଜ୍ୟ ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଓ ସମନ୍ବିତ ଜିଏସ୍‌ଟି ଫଇସଲା ବାବଦକୁ ଓଡ଼ିଶା ପାଇଥିବା ଜିଏସ୍‌ଟି ରାଜସ୍ବରେ ୪୦ ପ୍ରତିଶତ ବୃଦ୍ଧି ଘଟିଛି। ଗତବର୍ଷ ଫେବୃୟାରୀରେ ୧୨୨୩.୨୨ କୋଟି ଟଙ୍କା...

କଟକରେ ପୋଲିସ-ଅପରାଧୀ ଗୁଳି ବିନିମୟ: ଶଙ୍କର ଆହତ, ବନ୍ଧୁକ-ଗୁଳି ଜବତ

କଟକ ଅଫିସ,୨ା୩: କଟକ ଜିଲା ବିଡ଼ାନାସୀ ଥାନା ଅଧୀନ ଭୁଆସୁଣି ପଡ଼ିଆରେ ଗୁରୁବାର ରାତି ପ୍ରାୟ ସାଢେ ୮ଟାରେ ପୋଲିସ-ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ରାଣୀହାଟ ଗୋପାଳସାହିର ଶଙ୍କର ଓରଫ ଦୀପକ ନାୟକ ଆହତ ହୋଇଛନ୍ତି। ଚିକିତ୍ସା...

ଭୁବନେଶ୍ୱରରେ ପହଞ୍ଚିଲା ପିଣ୍ଟୁ ନନ୍ଦଙ୍କ ପାର୍ଥୀବ ଶରୀର

ଭୁବନେଶ୍ୱର,୨।୩(ବ୍ୟୁରୋ): ଅଭିନେତା ପିଣ୍ଟୁ ନନ୍ଦଙ୍କ ପାର୍ଥୀବ ଶରୀର ଗୁରୁବାର ରାତିରେ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛି। ବର୍ତ୍ତମାନ ମୃତଦେହକୁ ଏକ ଘରୋଇ ହସ୍ପିଟାଲର ଶବଗୃହରେ ରଖାଯିବ। ଶୁକ୍ରବାର ଶେଷ ଦର୍ଶନ ପାଇଁ ଭୁବନେଶ୍ୱର ସ୍ଥିତ ବାସଭବନକୁ ତାଙ୍କ ପାର୍ଥୀବ ଶରୀର ଅଣାଯିବ।...

ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ

ଭୁବନେଶ୍ୱର,୨।୩(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଭୁବନେଶ୍ୱର-ପୁଣେ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ପକ୍ଷୀ ପିଟି ହୋଇଛି। ଫଳରେ ବିମାନଟି ଜରୁରୀ ଅବତରଣ କରିଛି। ଉଡାଣ ଭରୁଥିବା ସମୟରେ ପକ୍ଷୀ ପିଟି ହୋଇଥିବା ଜଣାପଡିଛି। ଏହାପରେ ପରେ ବିମାନ କର୍ତ୍ତୃପକ୍ଷ...

ପରୀକ୍ଷା ଦେଇ ଫେରୁଥିବାବେଳେ ଯୁକ୍ତ ଦୁଇ ଛାତ୍ରୀଙ୍କ ଗଳା କାଟିଲେ ଯୁବକ

ଭୁବନେଶ୍ୱର,୨।୩(ବ୍ୟୁରୋ): ପରୀକ୍ଷା ଦେଇ ଫେରୁଥିବାବେଳେ ଜଣେ ଯୁକ୍ତ ଦୁଇ ଛାତ୍ରୀଙ୍କ ଗଳା କାଟିଲେ ଯୁବକ। ଏଭଳି ଘଟଣା ରାୟଗଡା ଜିଲା ଗୁଣୁପୁର ଅଞ୍ଚଳରେ ଘଟିଛି। ତେବେ ଛାତ୍ରୀଙ୍କୁ ଉଦ୍ଧାର କରି ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିବା ବେଳେ ଅବସ୍ଥା...

ବିଜୁବାବୁଙ୍କ ପ୍ରିୟ ବିମାନ ‘ଡାକୋଟା’ର କଳାକୃତି ନିର୍ମାଣ କଲେ ଛତ୍ରପୁର ଆଇଟିଆଇ ଛାତ୍ରୀଛାତ୍ର

ଛତ୍ରପୁର,୨ା୩(ଡି.ଏନ୍‌.ଏ.): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଓ ତାଙ୍କ ପ୍ରିୟ ବିମାନ ଡାକୋଟାକୁ ବିଭିନ୍ନ ଅଦରକାରୀ ଲୁହା ସାମଗ୍ରୀରେ ନିର୍ମାଣ କରିଛନ୍ତି ଗଞ୍ଜାମ ଜିଲା ଛତ୍ରପୁର ଆଇଟିଆଇର ଛାତ୍ରୀଛାତ୍ର। ଦୀର୍ଘ କିଛି ଦିନ ହେଲା ଏହି ଦୁଇଟି କଳାକୃତିରେ ଲାଗି...

‘ମା’ମାନଙ୍କ ଆତ୍ମବିଶ୍ୱାସ ମିଶନଶକ୍ତିକୁ ୧ ନଂ କରାଇଛି’

ଭୁବନେଶ୍ୱର,୨ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନସ୍ଥିତ କନ୍‌ଭେନସନ୍‌ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀଙ୍କୁ ସାଇକେଲ ବଣ୍ଟନ କରିଛନ୍ତି। ସ୍ବଚ୍ଛ କର୍ମୀ,ସ୍ବଚ୍ଛ ସାଥୀ, ଆହାର କର୍ମୀ, ଜଳ...

ଆସନ୍ତା ୯ରେ ପଡ଼ିଥାନ୍ତା ହାତଗଣ୍ଠି, ଫେରିବା ବାଟରେ ଅପେକ୍ଷା କରିଥିଲା ଯମ

ଗଞ୍ଜାମ,୨ା୩(ଡି.ଏନ୍‌.ଏ.): ଆଉ ମାତ୍ର ଦିନ କେଇଟା ପରେ ପଡ଼ିଥାନ୍ତା ହାତଗଣ୍ଠି। ଆସନ୍ତା ୯ରେ ବିବାହ ପାଇଁ ନିମନ୍ତ୍ରଣ ବଣ୍ଟା ସରିଥିଲା। ବନ୍ଧୁ ବାନ୍ଧବଙ୍କୁ ଡକା ମଧ୍ୟ ସରିଛି। ବ୍ରହ୍ମପୁରରୁ ମାଉସୀ ଘରକୁ ନିମନ୍ତ୍ରଣ ଦେଇ ଲୁଗାପଟା କିଣାକିଣି କରି ଘରକୁ...

ନବୀକରଣ ନାଁରେ ନଷ୍ଟ ହେଉଛି ଐତିହ୍ୟ

ଭୁବନେଶ୍ୱର,୨।୩(ବ୍ୟୁରୋ): କୋରାପୁଟର ପ୍ରାଚୀନ ସମୟର ଦୁଇଟି କଳିଙ୍ଗନ ମନ୍ଦିର ନବୀକରଣ ନଁାରେ ନଷ୍ଟ ହେଉଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟାଳୟଠାରୁ ପ୍ରାୟ ୪୫ କିଲୋମିଟର ଦୂରରେ ଥିବା କୁନ୍ଦୁରା ବ୍ଲକର ଗୋରହାଣ୍ଡିର ବିଷ୍ଣୁ ମନ୍ଦିର ଏବଂ ଫୁଫୁଗଁାରେ ଥିବା ଜୈନ...

ଫେବୃୟାରୀରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକିନେଲେ

ଭୁବନେଶ୍ୱର,୨।୩(ବ୍ୟୁରୋ): ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଇବାରେ ଲାଗିଛି ସାଇବର ଠକେଇ। ଯେତେ ସଚେତନ କରାଗଲେ ମଧ୍ୟ ଏଥିରେ ରୋକ୍‌ ଲଗାଯାଇ ପାରୁନାହିଁ। ବୁଧବାର ପ୍ରକାଶ ପାଇଥିବା ସାଇବର ରିପୋର୍ଟ ଅନୁସାରେ, ଗତ ଫେବୃୟାରୀରେ ସାଇବର ଠକ ବିଭିନ୍ନ ଉପାୟରେ କୋଟିଏରୁ...

ରାଜ୍ୟରେ ସ୍ବୟଂଚାଳିତ ହେବ ଡ୍ରାଇଭିଂ ଟେଷ୍ଟ୍‌

ଭୁବନେଶ୍ୱର, ୨।୩(ବ୍ୟୁରୋ): ରାଜ୍ୟରେ ସ୍ବୟଂଚାଳିତ ହେବ ଡ୍ରାଇଭିଂ ଟେଷ୍ଟ୍‌। ଯାନଚାଳନା ବା ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କ୍ଷେତ୍ରରେ ସ୍ବଚ୍ଛତା ଏବଂ ଦକ୍ଷତାକୁ ଦୃଷ୍ଟିରେ ରଖି ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଏହି ପରୀକ୍ଷା ପଦ୍ଧତି ଲାଗୁ କରାଯିବ। ଏଥିପାଇଁ...

ଶିକ୍ଷାରେ ସୃଜନଶୀଳତାକୁ ଗୁରୁତ୍ୱ

ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ଏକ ଗରିବ ଓ୍ବାର୍କର୍ସ କଲୋନିରୁ ଆମେରିକା ପର୍ଯ୍ୟନ୍ତ ଯାତ୍ରା ବେଶ୍‌ ସ୍ମରଣୀୟ। ଦୁର୍ଗାପୁରରୁ ପାଠପଢ଼ି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଅନେକ ବହୁରାଷ୍ଟ୍ରୀୟ କମ୍ପାନୀରେ ଅଧିକାରୀ ଭାବେ କାର୍ଯ୍ୟକରି ସେ ଅନେକ ସଫଳତା ହାସଲ କରିଛନ୍ତି। ଏପରିକି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri