ରାଜ୍ୟ

କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ ସମୟରେ ପରିବର୍ତ୍ତନ

ଭୁବନେଶ୍ୱର, ୧।୩(ବ୍ୟୁରୋ): ସୂର୍ଯ୍ୟ ମନ୍ଦିର ପରିଦର୍ଶନ ସମୟରେ ପରିବର୍ତ୍ତନ ହୋଇଛି। ପର୍ଯ୍ୟଟକଙ୍କ ପାଇଁ ମାର୍ଚ୍ଚ ୧ ଅର୍ଥାତ୍‌ ବୁଧବାରଠୁ ସକାଳ ୬ଟାରୁ ସୂର୍ଯ୍ୟ ମନ୍ଦିର ମୁଖ୍ୟଦ୍ୱାର ଖୋଲା ରହି ସା ୭ଟାରେ ବନ୍ଦ ହେବ। ଏନେଇ ଏଏସ୍‌ଆଇ ବିଭାଗ ପକ୍ଷରୁ...

ଶ୍ରୀମନ୍ଦିର ଭିତରକୁ ଯିବା ପାଇଁ ବାରଣ କରିବାକୁ ପ୍ରୋଟୋକଲ ଅଫିସରଙ୍କୁ ବଦଳି

ପୁରୀ ଅଫିସ,୧।୩: ମୁସଲିମ ହୋଇ ଶ୍ରୀମନ୍ଦିରକୁ ପ୍ରବେଶ କରିବା ଘଟଣାକୁ ନେଇ ଆଇଆର୍‌ଏସ୍‌ ରେସମା ଲେଖାନୀ ତାଙ୍କ ପ୍ରୋଟୋକଲ ଅଫିସରଙ୍କୁ ବଦଳି କରିଦେଇଛନ୍ତି। ତେବେ ଅଫିସରଙ୍କୁ ବିନା ନୋଟିସରେ ବଦଳି କରାଯାଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଆଇଆର୍‌ଏସ୍‌ ରେସମା ଲେଖାନୀ ଶ୍ରୀମନ୍ଦିରକୁ...

ଗ୍ୟାସ ସିଲିଣ୍ଡର ଫାଟି ୪ ଅଗ୍ନିଶମ କର୍ମଚାରୀ ଆହତ

ସମ୍ବଲପୁର,୧।୩(ବ୍ୟୁରୋ): ଗ୍ୟାସ ସିଲିଣ୍ଡର ଫାଟି ୪ ଅଗ୍ନିଶମ କର୍ମଚାରୀ ଆହତ ହୋଇଛନ୍ତି। ଏଭଳି ଘଟଣା ସମ୍ବଲପୁର ଜିଲା ଚାଉଁରପୁର ଅଞ୍ଚଳରେ ଘଟିଛି। ସୂଚନାଯୋଗ୍ୟ, ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଦୋକାନରେ ନିଆଁ ଲିଭାଇବାକୁ ଅଗ୍ନିଶମ କର୍ମଚାରୀ ଆସିଥିଲେ। ନିଆଁ ଲିଭାଇବାକୁ...

ମାଛ ବିକାଳିଙ୍କୁ ଧକ୍କା ଦେଲା ଗ୍ୟାସ ବୋଝେଇ ଟ୍ୟାଙ୍କର

ଯାଜପୁର ଅଫିସ,୧।୩: ଯାଜପୁର ରୋଡ ଥାନା ଅନ୍ତର୍ଗତ ଗଣେଷବଜାର ଛକରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମାଛ ବିକାଳିଙ୍କ ଉପରେ ଏକ ଗ୍ୟାସ ବୋଝେଇ ଟ୍ୟାଙ୍କର ମାଡିଯାଇଛି। ଫଳରେ ମାଛ ବିକାଳିଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଯାଜପୁର ଜିଲା...

ଆଜି ବିଶ୍ୱ ଦହିବରା ଆଳୁଦମ ଦିବସ

ଭୁବନେଶ୍ୱର, ୧।୩(ବ୍ୟୁରୋ): ଆଜି ବିଶ୍ୱ ଦହିବରା ଆଳୁଦମ ଦିବସ। ରାଜ୍ୟର ବିଭିନ୍ନ ସ୍ଥାନରେ ଏହି ଦିବସ ପାଳନ କରାଯାଉଛି। ବିଶେଷ କରି ଦହିବରା ଆଳୁଦମ ପାଇଁ ଖ୍ୟାତି ଅର୍ଜନ କରିଥିବା କଟକ ସହରର ବିଭିନ୍ନ ସ୍ଥାନରେ ଦହିବରା ବିକ୍ରି ହେବା...

ଆଜି ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେବେ ପ୍ରଦୀପ ଜେନା

ଭୁବନେଶ୍ୱର,୧।୩(ବ୍ୟୁରୋ): ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିବେ ପ୍ରଦୀପ ଜେନା। କିଛି ଦିନ ତଳେ ରାଜ୍ୟ ସରକାର ତାଙ୍କୁ ଏହି ପଦରେ ନିଯୁକ୍ତି ଦେଇଛନ୍ତି। ପ୍ରଦୀପ ଜେନା ମୁଖ୍ୟ ଶାସନ ସଚିବ ପଦ...

ପୋଲିସ-ଭାଜପା କର୍ମୀ ମୁହାଁମୁହିଁ: ତେଜିଲା ରାଜନୀତି

ଭୁବନେଶ୍ବର, ୧।୩(ବ୍ୟୁରୋ): ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଏବଂ ନବ ଦାସ ହତ୍ୟାକାଣ୍ଡ ଘଟଣାରେ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ମଙ୍ଗଳବାର ବିଧାନସଭା ଘେରାଉ ହୋଇଥିଲା। ଏହି ସମୟରେ ପୋଲିସ ଏବଂ ଭାଜପା କର୍ମୀଙ୍କ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ଫଳରେ ଲୋୟର...

କର୍ମୀଙ୍କୁ ଚିଠି ଲେଖିଲେ ସଭାପତି

ଭୁବନେଶ୍ୱର,୧।୩(ବ୍ୟୁରୋ): ମାର୍ଚ୍ଚ ୫ ତାରିଖରେ ବିଜୁବାବୁଙ୍କ ୧୦୭ତମ ଜୟନ୍ତୀ ପାଳନ ହେବ। ଏ ନେଇ ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଜୁ ଜୟନ୍ତୀ ପାଳନ ନେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ କର୍ମୀମାନଙ୍କୁ ମଙ୍ଗଳବାର ଚିଠି...

ଭାଜପା ଗରିବଙ୍କ ହକ୍‌ ମାରି ଦେଉଛି: ସୁଲତା

ଭୁବନେଶ୍ୱର,୧।୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ)ରେ କେନ୍ଦ୍ର ସରକାରଙ୍କ ବୈମାତୃକ ମନୋଭାବ ବିରୋଧରେ ବିଜେଡି ରଣହୁଙ୍କାର ଦେଇଛି। ବିଧାନସଭାରେ ଏହାକୁ ନେଇ ବିଜେଡି ସଦସ୍ୟମାନେ କେନ୍ଦ୍ର ବିରୋଧରେ ପ୍ରତିବାଦ କରିଥିବା ବେଳେ ମଙ୍ଗଳବାର ବିଜେଡି ମହିଳା ମୋର୍ଚ୍ଚା ପକ୍ଷରୁ ରାଜଭବନ...

କାଉନ୍‌ସିଲର ପ୍ରାର୍ଥୀ ୫୦ ହଜାର, ଅଧ୍ୟକ୍ଷ ପ୍ରାର୍ଥୀଙ୍କୁ ୨ ଲକ୍ଷ ଖର୍ଚ୍ଚ ଅନୁମତି

ଭୁବନେଶ୍ୱର,୧।୩(ବ୍ୟୁରୋ): ଅତାବିରା ଓ ହିନ୍ଦୋଳ ଅଧିସୂଚିତ କ୍ଷେତ୍ର ପରିଷଦର କାର୍ଯ୍ୟକାଳ ଏପ୍ରିଲ ୧୨ରେ ଶେଷ ହେବ। ଏହାପୂର୍ବରୁ ନିର୍ବାଚନ ପ୍ର୍ରକ୍ରିୟା ଶେଷ କରିବାକୁ ରାଜ୍ୟ ନିର୍ବାଚନ ଆୟୋଗ ସମସ୍ତ ପ୍ରସ୍ତୁତି କରିଛନ୍ତି। ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ...

ଏପ୍ରିଲ ୩ରେ ହିନ୍ଦୋଳ, ଅତାବିରା ଏନ୍‌ଏସି ନିର୍ବାଚନ

ଭୁବନେଶ୍ୱର,୧।୩(ବ୍ୟୁରୋ): ଢେଙ୍କାନାଳ ଜିଲା ହିନ୍ଦୋଳ ଓ ବରଗଡ଼ ଜିଲା ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ର କାର୍ଯ୍ୟକାଳ ଏପ୍ରିଲ ୧୨ ତାରିଖରେ ଶେଷ ହେଉଛି। ଏହା ପୂର୍ବରୁ ଏହି ଦୁଇ ସ୍ଥାନରେ ନିର୍ବାଚନ କରିବା ପାଇଁ ତାରିଖ ଘୋଷଣା କରାଯାଇଛି। ଏପ୍ରିଲ...

ଆଜିଠୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର, ୧।୩(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାର ଠାରୁ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପୂର୍ବାହ୍ନ ୯ଟା ୩୦ ସୁଦ୍ଧା ପ୍ରଶ୍ନପତ୍ର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri