ରାଜ୍ୟ

ତଦନ୍ତରେ ବଳ ଲଗାଇଥିଲେ ଭଲ ହୋଇଥାଆନ୍ତା: ଜୟନାରାୟଣ

ଭୁବନେଶ୍ବର, ୧ା୩(ବ୍ୟୁରୋ): ବିଧାନସଭାରେ ମଙ୍ଗଳବାର ଅପରାହ୍ନ ୪ଟା ସମୟରେ ବଜେଟ ଅଧିବେଶନ ଆରମ୍ଭ ହୋଇଥିଲା। ଏହି ସମୟରେ ପ୍ରଥମେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଭାଗନେଇ କହିଥିଲେ, ନବ ଦାସ ହତ୍ୟାକାଣ୍ଡକୁ ମାସେ ପୂରିଲାଣି। ବର୍ତ୍ତମାନ ପର୍ଯ୍ୟନ୍ତ ଏ...

କ୍ଷୁଦ୍ରଶିଳ୍ପର ଭୂମିକା ଅତୁଳନୀୟ

କୃଷି ଓ ଶିଳ୍ପ ମାଧ୍ୟମରେ ଦେଶର ପ୍ରଗତି ବିକଶିତ ହୋଇଥାଏ। ଏପରିକି କୃଷି ଓ ଶିଳ୍ପ ମଧ୍ୟ ଦେଶ ପାଇଁ ମାନବ ସମ୍ବଳ ନିୟୋଜନର ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ଯେଉଁ ଦେଶ ଉତ୍ପାଦନରେ ଯେତେ ସ୍ବାବଲମ୍ବୀ ହୋଇଥାଏ। ସେ...

ସହଯୋଗ କରିବେ ୬୬୨ ବର୍ଗ ଅଧ୍ୟାପକ

ଭୁବନେଶ୍ୱର, ୧।୩(ବ୍ୟୁରୋ): ୬୬୨ବର୍ଗ ଅଧ୍ୟାପକଙ୍କ ଆନ୍ଦୋଳନ ଯୋଗୁ ଯୁକ୍ତ୨ ପରୀକ୍ଷା ପରିଚାଳନା ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ଛାତ୍ରୀଛାତ୍ରଙ୍କ ସ୍ବାର୍ଥ ଦୃଷ୍ଟିରୁ ସର୍ତ୍ତମୂଳକ ଭାବେ ପରୀକ୍ଷା ପରିଚାଳନାରେ ସହଯୋଗ କରିବ ବୋଲି ୬୬୨ ବର୍ଗ ଅଧ୍ୟାପକ ସଂଘ...

୩ ବର୍ଷରେ ୨୪୫ ହାତୀ ମୃତ

ଭୁବନେଶ୍ୱର,୧ା୩(ବ୍ୟୁରୋ): ଗତ ୩ ବର୍ଷ(୨୦୧୯-୨୦ରୁ ୨୦୨୧-୨୨) ମଧ୍ୟରେ ରାଜ୍ୟରେ ୨୪୫ ହାତୀଙ୍କର ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରୁ ୬ଟି ହାତୀ ଶିକାରୀ ଗୁଳିରେ ପ୍ରାଣ ହରାଇଛନ୍ତି। ଏହି ସମୟ ଭିତରେ ୪୭ଜଣ ଗିରଫ ହୋଇଛନ୍ତି। ଶାସକ ସଭ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ...

ନଷ୍ଟ ହୋଇଗଲାଣି ବାଉଁଶ ବ୍ୟାରିକେଡ୍‌

ଭୁବନେଶ୍ୱର, ୨୯।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ସ୍ମାର୍ଟ ଜନପଥକୁ ଅଧିକ ସୁନ୍ଦର କରିବା ଉଦ୍ଦେଶ୍ୟରେ ମେଡିଆନ୍‌ରେ ପରିବେଶ ଅନୁକୂଳ ବାଉଁଶ ବ୍ୟାରିକେଟ୍‌ ଲଗାଯାଇଥିଲା। ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍‌ (ବିଏସ୍‌ସିଏଲ୍‌) ପକ୍ଷରୁ ଶିଶୁ ଭବନ ଛକଠାରୁ ବାଣୀବିହାର (୩.୯ କିଲୋମିଟର) ପର୍ଯ୍ୟନ୍ତ ବ୍ୟାରିକେଡ୍‌...

ବଦଳିଲା ଶେଷ ପରୀକ୍ଷା ତାରିଖ

କଟକ ଅଫିସ,୧ା୩: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌)-୨୦୨୧ର ମୁଖ୍ୟ ଲିଖିତ ପରୀକ୍ଷା ସୂଚୀରେ ପରିବର୍ତ୍ତନ କରାଯାଇଛି। ଏ ନେଇ ମଙ୍ଗଳବାର ଓପିଏସ୍‌ସି ପକ୍ଷରୁ ସଂଶୋଧିତ ପରୀକ୍ଷା ସୂଚୀର ବିଜ୍ଞପ୍ତି ପ୍ରକାଶ ପାଇଛି।...

ଏପ୍ରିଲରୁ ଜୁନ୍‌ ୧୫ଯାଏ ଖରାରେ କାମ ମନା

ଭୁବନେଶ୍ୱର, ୧ା୩(ବ୍ୟୁରୋ): ଚଳିତ ବର୍ଷ ଏପ୍ରିଲରେ ରୌଦ୍ରତାପ ବୃଦ୍ଧି ପାଇବାକୁ ଥିବାରୁ ଗ୍ରୀଷ୍ମଋତୁରେ ଅଂଶୁଘାତ ହେବାର ଆଶଙ୍କା ରହିଛି। ତେଣୁ ରାଜ୍ୟ ଶ୍ରମ ବିଭାଗ ଶ୍ରମିକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଏପ୍ରିଲରୁ ଜୁନ୍‌ ୧୫ତାରିଖ ପର୍ଯ୍ୟନ୍ତ ଶ୍ରମିକଙ୍କୁ...

ଗ୍ରହ ମିଳନ: ଆଜି ଶୁକ୍ର, ବୃହସ୍ପତି ନିକଟତର ଦେଖାଯିବ

ଭୁବନେଶ୍ୱର,୧।୩(ବ୍ୟୁରୋ): ଦୁଇ ଉଜ୍ଜ୍ୱଳ ଗ୍ରହ ଶୁକ୍ର ଏବଂ ବୃହସ୍ପତି ବୁଧବାର ସନ୍ଧ୍ୟାରେ ଖୁବ୍‌ ନିକଟତର ଦେଖାଯିବ। ଫେବୃୟାରୀ ଶେଷ ସପ୍ତାହରେ ସବୁଦିନ ସନ୍ଧ୍ୟାରେ ପ୍ରାୟ ଏକଘଣ୍ଟା ଧରି ଏହି ଦୁଇ ଉଜ୍ଜ୍ୱଳ ଗ୍ରହ ପଶ୍ଚିମ ଆକାଶରେ ପାଖାପାଖି ଦେଖାଯାଉଥିଲେ। ଯାହାକୁ...

ଗାନ୍ଧୀମାର୍ଗ ରଣକ୍ଷେତ୍ର, ବିଧାନସଭା ଅଚଳ

ଭୁବନେଶ୍ୱର,୧ା୩(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ଇତିମଧ୍ୟରେ ମାସେ ପୂରିଥିବାବେଳେ ସରକାର ହତ୍ୟାର କାରଣ ଜାଣିବାରେ ବିଫଳ ହୋଇଛନ୍ତି। ଏହି ପ୍ରସଙ୍ଗକୁ ନେଇ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ବିଧାନସଭାରେ ତୁମ୍ବିତୋଫାନ ଚାଲିଥିବାବେଳେ ରାଜ୍ୟରେ ଆଇନଶୃଙ୍ଖଳା, ଅରାଜକତା ଓ କୁଶାସନ...

ଆସନ୍ତାକାଲିଠାରୁ ଯୁକ୍ତ ୨ ପରୀକ୍ଷା, ସାଢ଼େ ୧୦ଟା ପରେ ପହଞ୍ଚିଲେ ମିଳିବନି ପ୍ରବେଶ ଅନୁମତି

ଭୁବନେଶ୍ୱର, ୨୮।୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ୩୦ମିନିଟ ପୂର୍ବରୁ ଛାତ୍ରୀଛାତ୍ରମାନେ ହଲ୍‌ରେ ବସିବେ। ପୂର୍ବାହ୍ନ...

ନିକୁଞ୍ଜ ଧଳ ହେଲେ ନୂଆ ଏସ୍‌ଆର୍‌ସି

ଭୁବନେଶ୍ୱର,୨୮।୨(ବ୍ୟୁରୋ): ବରିଷ୍ଠ ଆଇଏଏସ୍‌ ଅଫିସର ନିକୁଞ୍ଜ ବିହାରୀ ଧଳଙ୍କୁ ଓଡ଼ିଶାର ନୂତନ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ଭାବେ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ତେବେ ପ୍ରଦୀପ ଜେନା...

ଜନପ୍ରିୟ ବିଜ୍ଞାନ ରଚନା ଲାଗି ମାୟାଧର ସ୍ବାଇଁ ପାଇଲେ ଜାତୀୟ ପୁରସ୍କାର

ଭୁବନେଶ୍ୱର(ବ୍ୟୁରୋ)/ନୂଆଦିଲ୍ଲୀ,୨୮।୨: ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ମଙ୍ଗଳବାର ଜାତୀୟ ବିଜ୍ଞାନ ଦିବସ ପାଳନ ଅବସରରେ ଜନପ୍ରିୟ ବିଜ୍ଞାନ ରଚନା ଲାଗି ଇଂ. ମାୟାଧର ସ୍ବାଇଁଙ୍କୁ ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡ. ଜିତେନ୍ଦ୍ର ସିଂହ ୨୦୨୨ ଲାଗି ଜାତୀୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri