ରାଜ୍ୟ

୧୫ଟି ସ୍ଥାନରେ ମୁଖ୍ୟମନ୍ତ୍ରୀଙ୍କୁ କରାଯିବ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୨୮।୨(ଡି.ଏନ୍‌.ଏ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାର୍ଚ୍ଚ ୫ ତାରିଖରେ କଳାହାଣ୍ଡି ଜିଲାର କୋକସରା ବ୍ଲକ ଗସ୍ତରେ ଆସି ବହୁ ପ୍ରତୀକ୍ଷିତ ଦକ୍ଷିଣ ଓଡ଼ିଶାରୁ ପଶ୍ଚିମ ଓଡ଼ିଶାକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ୪ ଥାକିଆ ରାସ୍ତାକୁ ଲୋକାର୍ପଣ କରିବେ।...

ବିଜ୍ଞାନ ଜ୍ଞାନ ବଢ଼ାଉଛି ଢେଙ୍କାନାଳ ବିଜ୍ଞାନ କେନ୍ଦ୍ର

ଢେଙ୍କାନାଳ ଅଫିସ,୨୮ା୨ (ରତନ ନାୟାର): ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଜାତୀୟ ବିଜ୍ଞାନ ସଂଗ୍ରହାଳୟ ପରିଷଦ ପକ୍ଷରୁ ଗୋଟିଏ ଲେଖାଏ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ଏବଂ ଜିଲା ବିଜ୍ଞାନ କେନ୍ଦ୍ର ମହାରାଷ୍ଟ୍ର ଓ ଓଡ଼ିଶାରେ ସ୍ଥାପନ କରାଯାଇଛି।...

ପିକ୍‌ଅପ୍‌ ଭ୍ୟାନ-ବାଇକ ଧକ୍କା: ବାଇକ ଆରୋହୀ ମୃତ

ନୟାଗଡ଼ ଅଫିସ,୨୮।୨: ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ଦଶପଲ୍ଲା ବ୍ଲକ ଚକ୍ରଧରପୁର ନିକଟସ୍ଥ ପେଟ୍ରୋଲ ପମ୍ପ ରାଜପଥରେ ପେଟ୍ରୋଲ ପମ୍ପ ନିକଟରେ ପିକ୍‌ଅପ୍‌ ଭ୍ୟାନ ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ...

ମିଳିଲାନି ବେଡ, ବାରଣ୍ଡା ଚିକିତ୍ସା ହେଉଛନ୍ତି କ୍ରୀଡାବିତ୍‌ ଆନନ୍ଦିନୀ

ବଲାଙ୍ଗୀର ଅଫିସ,୨୮।୨: ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବରିଷ୍ଠ କ୍ରୀଡାବିତ୍‌ ଆନନ୍ଦିନୀ ଦର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ହସ୍ପିଟାଲରେ ବେଡ ଅଭାବରୁ ତାଙ୍କୁ ହସ୍ପିଟାଲ ବାରଣ୍ଡା ଚଟାଣରେ ରଖି ଚିକିତ୍ସା କରାଯାଉଥିବା...

ପିଡିଏସ୍‌ ଚାଉଳରେ ଅପମିଶ୍ରଣ ଖବରର ତଦନ୍ତ କରାନ୍ତୁ

ଭୁବନେଶ୍ବର, ୨୮ା୨(ବ୍ୟୁରୋ):ରାଜ୍ୟରେ ବଣ୍ଟନ ହେଉଥିବା ପିଡିଏସ୍‌ ଚାଉଳ ଅପମିଶ୍ରିତ ହେବା ଖବରର ତୁରନ୍ତ ତଦନ୍ତ କରିବା ଆବଶ୍ୟକତା ଅଛି। ଏହାସହ ପୁଷ୍ଟିଯୁକ୍ତ ଚାଉଳର ବଣ୍ଟନ ବିଷୟରେ ଜନସାଧାରଣଙ୍କୁ ଅବଗତ କରିବା ପାଇଁ ଯଥାଶୀଘ୍ର ପଦକ୍ଷେପ ନେବାକୁ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ...

ଆଜି ବିଧାନସଭା ଘେରିବ ଭାଜପା, ରାଜଭବନ ଆଗରେ ବିଜେଡିର ପ୍ରତିବାଦ

ଭୁବନେଶ୍ବର, ୨୮ା୨(ବ୍ୟୁରୋ):ପୁଣି ରାସ୍ତାରେ ପରସ୍ପର ବିରୋଧରେ ଗୋହି ଖୋଳାଖୋଳି ହେବେ ଉଭୟ ବିଜେଡି ଏବଂ ଭାଜପା। ଗୋଟିଏ ପଟେ ନବ ଦାସ ହତ୍ୟାକାଣ୍ଡ ଏବଂ ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି ନେଇ ଭାଜପା ଯୁବମୋର୍ଚ୍ଚା ବିଧାନସଭା ଘେରାଉ ଡାକରା ଦେଇଥିବା...

ମହାସମାବେଶରେ ପରୀକ୍ଷା ବର୍ଜନ ଚେତାବନୀ ଦେଲେ ଅଧ୍ୟାପକ

ଭୁବନେଶ୍ୱର, ୨୮।୨(ବ୍ୟୁରୋ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବାବେଳେ ପରୀକ୍ଷା ପରିଚାଳନାକୁ ନେଇ ଏବେ ବି ଆଶଙ୍କା ରହିଛି। କାରଣ ଆନ୍ଦୋଳନ ଚଳାଇଥିବା ୬୬୨ବର୍ଗର...

ପାତ୍ରପଡ଼ାରୁ ଖୋର୍ଦ୍ଧାକୁ ଲମ୍ବିଲା ଗାଡ଼ି ଧାଡ଼ି

ଭୁବନେଶ୍ୱର,୨୮।୨(ବ୍ୟୁରୋ):ଟ୍ରାଫିକ ଜାମ୍‌ ସହରୀ ଜନଜୀବନକୁ ଦହଗଞ୍ଜ କରୁଛି। ରାଜଧାନୀ ଭୁବନେଶ୍ୱର ସମେତ ଖୋର୍ଦ୍ଧା, ପୁରୀ, କଟକ ଆଦି ବଡ଼ ବଡ଼ ସହରରେ ଏହି ସମସ୍ୟା ଉତ୍କଟ ହେବାରେ ଲାଗିଛି। ପଦାକୁ ବାହାରିଲେ ସହରବାସୀଙ୍କୁ ଟ୍ରାଫିକରେ ଫସିଯିବାର ଭୟ ଘାରୁଛି। ବିଶେଷକରି...

ବିବାହ ବନ୍ଧନରେ ଅଭିନେତ୍ରୀ ଲିପ୍‌ସା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ଓଡ଼ିଆ ଓ ହିନ୍ଦୀ ସିନେମା ଜଗତର ଅନ୍ୟତମ ଚର୍ଚ୍ଚିତ ଅଭିନେତ୍ରୀ ଲିପ୍‌ସା ମିଶ୍ର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ରବିବାର ମେହେନ୍ଦି ଏବଂ ହଳଦୀ କାର୍ଯ୍ୟକ୍ରମ ସରିଥିବାବେଳେ ସୋମବାର ହାତଗଣ୍ଠି ପଡ଼ିଛି। ଭୁବନେଶ୍ୱର ପଟିଆସ୍ଥିତ କ୍ରିଷ୍ଟାଲ କ୍ରାଉନ୍‌ଠାରେ ବ୍ୟବସାୟୀ...

ମୋହରିର ସମେତ ଆଉ ୨ ଗିରଫ

ଭୁବନେଶ୍ୱର,୨୮।୨(ବ୍ୟୁରୋ):ରାଜଧାନୀରେ ଜମି ଠକେଇର ଆଉଏକ ବଡ଼ ରାକେଟ ଧୀରେ ଧୀରେ ପଦାକୁ ଆସିବାରେ ଲାଗିଛି। ବିଏମ୍‌ସି ଓ ସବ୍‌ରେଜିଷ୍ଟ୍ରାର୍‌ ଅଫିସ୍‌ରେ ହିଁ ପ୍ରସ୍ତୁତ ହେଉଛି ଏହି ଠକେଇର ବ୍ଲ୍ୟୁ ପ୍ରିଣ୍ଟ୍‌। ସରକାରୀ କ୍ଷମତା ଓ ପରିଚୟକୁ ବ୍ୟବହାର କରି ଲୋକଙ୍କୁ...

କ୍ୟାପିଟାଲ ହସ୍ପିଟାଲରେ ହେବ ସ୍ବତନ୍ତ୍ର କ୍ୟାନ୍‌ସର ଉଇଙ୍ଗ

କଟକ ଅଫିସ,୨୮ା୨:ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ସ୍ବତନ୍ତ୍ର କ୍ୟାନ୍‌ସର ଉଇଙ୍ଗ ପ୍ରତିଷ୍ଠା ହେବ। ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସତ୍ୟପାଠ ଜରିଆରେ ହାଇକୋର୍ଟଙ୍କୁ ଅବଗତ କରାଯାଇଛି। ରାଜ୍ୟରେ କର୍କଟ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା...

ବାହାରେ ଅଳିଆ ପକାଇବାରୁ ସିଜ୍‌ ହେଲା ଟ୍ରାକ୍ଟର

ଭୁବନେଶ୍ୱର, ୨୮।୨ (ବ୍ୟୁରୋ):ଯେତେ ସଚେତନ କଲେ ବି ସୁଧୁରୁ ନାହାନ୍ତି ଲୋକେ। ଘରୁ ବାହାରୁଥିବା ଓଦା ଓ ଶୁଖିଲା ବର୍ଜ୍ୟକୁ ପୃଥକ୍‌ ପୃଥକ କରି ବିଏମ୍‌ସି ସଫେଇ ଗାଡ଼ିରେ ଦେବା ପାଇଁ ବାରମ୍ବାର କୁହାଯାଉଛି। ଏପରିକି ପ୍ରତିଦିନ ସକାଳୁ ସଫେଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri