ରାଜ୍ୟ

ପାଟଣାର ଝିଅ ପ୍ରିୟଦର୍ଶିନୀପାଇଲେ ଓଏଏସ୍: କହିଲେ ମହିଳା ସଶକ୍ତୀକରଣ ପାଇଁ…

ପାଟଣା,୨୨ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡୁମୁରିଆ ପଞ୍ଚାୟତ ତଣ୍ଡୋ ଗ୍ରାମର ପ୍ରୀୟଦର୍ଶିନୀ ନାଏକ ଓଡ଼ିଶା ପ୍ରଶାସନିକ ସେବାରେ ୬୫୬ ର଼୍ୟାଙ୍କ ରଖି ସଫଳତା ହାସଲ କରିିଛନ୍ତି। ତାଙ୍କ ବାପା ଭାଗବତ ନାଏକ କେନ୍ଦୁଝର ସଦର ବ୍ଲକ୍‌ର...

ପରିବା ଦର ଆକାଶଛୁଆଁ: ପିଆଜ ୭୦, ଆଉ ଆଳୁ…

ବାରଙ୍ଗ,୨୩।୧୦(ଲିଙ୍ଗରାଜ ରାଉତ) ସମ୍ଭାବ୍ୟ ବାତ୍ୟା ‘ଦାନା’ର ପ୍ରଭାବ ଏବେଠାରୁ ବାରଙ୍ଗ ଅଞ୍ଚଳରେ ଦେଖିବାକୁ ମିଳିଛି। ବାରଙ୍ଗ ବଜାର ପରିବା ମାର୍କେଟରେ ପରିବା ମୂଲ୍ୟ ଅହେତୁକ ଭାବେ ବୃଦ୍ଧି ପାଇଛି। ବାରଙ୍ଗ ପରିବା ବ୍ୟବସାୟୀ ବିଶେଷ କରି କଟକ ଛତ୍ରବଜାରରୁ ପରିବା...

ବାତ୍ୟା ଭୟ ମଧ୍ୟରେ ବଡ଼ ଘୋଷଣା କଲେ ମନମୋହନ: ଭାଜପା କାର୍ଯ୍ୟକର୍ତ୍ତାମାନେ…

ଭୁବନେଶ୍ୱର, ୨୩।୧୦(ସୁନିତ୍‌ ମିଶ୍ର):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ‘ଦାନା’ ଭୀଷଣ ବାତ୍ୟା ରୂପ ନେଇ ୨୪ ତାରିଖ ମଧ୍ୟରାତ୍ରିରେ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟରେ...

ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳ: କେଉଁଠି ରହିବେ ବିପନ୍ନ

ତିହିଡ଼ି,୨୩।୧୦(ସଞ୍ଜିତ ବଳ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଲୋକେ ଆତଙ୍କିତ। ଏହାର ମୁକାବିଲା ପାଇଁ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି। ବିପନ୍ନଙ୍କ ଆଶ୍ରୟ ପାଇଁ ଖୋଜା ପଡ଼ୁଛି ବାତ୍ୟା ଆଶ୍ରୟସ୍ଥଳ। ତିହିଡ଼ି ବ୍ଲକରେ କେଉଁଠି ଆଶ୍ରୟସ୍ଥଳ ବିପଦସଙ୍କୁଳ ତ କେଉଁଠି...

ଉପକୂଳ ଜିଲାରେ ମେଘୁଆ ପାଗ, ଘଣ୍ଟାପ୍ରତି ୩ କିମି ବେଗରେ ମାଡି ଆସୁଛି…

ଭୁବନେଶ୍ୱର,୨୩।୧୦: ଆଜି ବାତ୍ୟାର ରୂପ ନେବ ଗଭୀର ଅବପାତ। ୨୪ରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ ବୋଲି ଜଣାପଡିଛି। ପୁରୀ ଏବଂ ସାଗରଦ୍ବୀପ ମଧ୍ୟରେ ଉପକୂଳ ଅତିକ୍ରମ କରିବ। ଘଣ୍ଟାକୁ ୩ କିମି ବେଗରେ ଗତି...

ବାତ୍ୟାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଆଜି ରାତି ସୁଦ୍ଧା ଲୋକଙ୍କୁ ସ୍ଥାନାନ୍ତର କରାଯିବ

ଭୁବନେଶ୍ୱର,୨୩ା୧୦(ଅନିଲ ଦାସ):ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ପୂରା ଦମ୍‌ରେ ପ୍ରସ୍ତୁତ ଚଳାଇଛନ୍ତି। ତୃଣମୂଳ ସ୍ତରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବାତ୍ୟା ଦ୍ୱାରା ପ୍ରଭାବିତ ହେବାକୁ ଥିବା ଅଞ୍ଚଳର ଲୋକଙ୍କୁ ବୁଧବାର ରାତି ସୁଦ୍ଧା ସ୍ଥାନାନ୍ତର କରାଯିବ।...

ଦର ବଢ଼ାଉଛି ‘ଦାନା’: କଳାବଜାର କରୁଥିବା ବେପାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ୱର, ୨୩।୧୦(ସୁନିତ୍‌ ମିଶ୍ର/ଅନିଲ ଦାସ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଘନୀଭୂତ ହୋଇ ବାତ୍ୟା ‘ଦାନା’ର ରୂପ ନେବ। ଏହା କ୍ରମଶଃ ବଳ ଗୋଟାଇ ୨୪ ତାରିଖ ସକାଳ ସୁଦ୍ଧା ଉଗ୍ରରୂପ ଧାରଣ କରିପାରେ। ବାତ୍ୟା...

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଋତୁସ୍ରାବ ପାଇଁଁ ମିଳିବ ୧୨ଦିନ ଛୁଟି

ଭୁବନେଶ୍ୱର,୨୨।୧୦: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ଋତୁସ୍ରାବ ପାଇଁ ଏବେ ଦିନେ ନୁହେଁଁ ମିଳିବ ୧୨ଦିନ ଛୁଟି। ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି...

ଜନ୍ମଦିନରେ ଘରକୁ ଫେରିଲେ ନାହିଁ; ମନ୍ଦିର ପରିସରରୁ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମୃତଦେହ…

ଭୁବନେଶ୍ୱର,୨୨ା୧୦(ସତ୍ୟଜିତ୍‌ ରାଉତ)-ରାଜଧାନୀ ଭୁବନେଶ୍ୱରର ଇନ୍‌ଫୋସିଟି ଥାନା ଅଞ୍ଚଳରେ ଜଣେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ଯୁବକ ହେଲେ ପଥଗାଡିଆ ଅଞ୍ଚଳର ସୁଶାନ୍ତ ବେହେରା ଓରଫ ରାଜୁ (୩୦)। ପଟିଆ ଚନ୍ଦକା ଶିଳ୍ପାଞ୍ଚଳରେ ଥିବା ଏକ ନିର୍ମାଣଧିନ ମନ୍ଦିର...

ଘଡିକି ଘଡି ବଦଳିବ ଦିଗ! ବିଶେଷଜ୍ଞ ତାଜୁବ…

ଭୁବନେଶ୍ୱର,୨୨।୧୦: ବଳୁଆ ହେଉଛି ବାତ୍ୟା ଦାନା। ଆସନ୍ତାକାଲି ଅର୍ଥାତ୍‌ ୨୩ରୁ ୨୫ଯାଏଁ ତିନି ଦିନ ଧରି ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ହାଇ ଆଲର୍ଟ କରିଛି॥ ପବନ ମଧ୍ୟ ଜୋରରେ ବହିବ।...

ଜେଲରେ ଏ କ’ଣ ଚାଲିଛି ! ହାତରେ ଛୁରୀ ଧରି କଏଦୀ କଲେ ଭିଡିଓ ଶୁଟ୍‌, ଭାଇରାଲ ପରେ…

ଭୁବନେଶ୍ୱର,୨୨ା୧୦(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲ୍‌ରେ ଚାଲୁଛି ଅପରାଧୀଙ୍କ ରାଜୁତି। ଜେଲ ଭିତରକୁ ବିଭିନ୍ନ ପ୍ରକାର ନିଶାଦ୍ରବ୍ୟ ଓ ବେଆଇନ ସାମଗ୍ରୀ ଯାଉଛି। ଏପରିକି କଏଦୀମାନେ ମୋବାଇଲ ଫୋନ୍‌ ବ୍ୟବହାର କରି ଅପରାଧ ଘଟାଉଛନ୍ତି। ମଙ୍ଗଳବାର ଏପରି ଏକ...

ବାତ୍ୟା ଦାନାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ବିଧାୟକମାନେ…

ଭୁବନେଶ୍ୱର,୨୨।୧୦: ସମୁଦ୍ର ଭିତରେ ବଳ ଗୋଟାଇ ୭ କିମି ବେଗରେ ମାଡି ଆସୁଛି ବାତ୍ୟା ଦାନା। ବାତ୍ୟା ଦାନାକୁ ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ବିଭିନ୍ନ ସ୍ତରରେ ଅଧିକାରୀଙ୍କୁ ବାତ୍ୟା ପରିଚାଳନା ପାଇଁ ଗୁରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri