ରାଜ୍ୟ

ପାଇପ୍‌ଲାଇନ କାଟି କରୁଥିଲେ ଡିଜେଲ ଚୋରି: ପେଟ୍ରୋଲପମ୍ପ୍‌ ମାଲିକଙ୍କ ସମେତ ୬ ଗିରଫ

ସମ୍ବଲପୁର,୨୬ା୨(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅଧୀନ ହାତିବାରୀଠାରେ ପାରାଦୀପ-ରାୟପୁର ପାଇପ୍‌ଲାଇନ କାଟି ତେଲ ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଘଟଣାରେ ସମ୍ପୃକ୍ତ କଳାହାଣ୍ଡି ଜିଲା ଏମ୍‌ ରାମପୁରସ୍ଥିତ ପେଟ୍ରୋଲପମ୍ପ୍‌ ମାଲିକ ଅଟଳ ବିହାରୀ ସାହୁଙ୍କୁ ଚୋରି ତେଲ...

ସଞ୍ଜ ନଇଁଲେ ଗାଁ ଭିତରକୁ ପଶିଆସୁଛନ୍ତି ଭାଲୁ ପଲ: ଲୋକେ ଆତଙ୍କିତ

ଆନନ୍ଦପୁର,୨୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ ଅଳତୀ ଓ ବେଲସୁନ୍ଦରୀ ଅଞ୍ଚଳରେ ଭାଲୁ ଆତଙ୍କ ଲୋକଙ୍କୁ ନାକେଦମ୍‌ କରିଛି। ବରାଙ୍ଗ ସଂରକ୍ଷିତ ଜଙ୍ଗଲରୁ ସଞ୍ଜ ନଇଁଲେ ଭାଲୁପଲ ଗାଁ ଭିତରକୁ ପଶିଆସୁଛନ୍ତି। ଫଳରେ ରାତି ୮ଟା ପରେ...

ଛାତ୍ରୀଙ୍କୁ ମାଡ଼ମାରି ଜେଲ ଗଲେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ପୁଅ

ବରଗଡ଼ ଅଫିସ,୨୬।୨: ବରଗଡ଼ ସହର ଖଜୁରଟିକ୍ରାସ୍ଥିତ ରାଧାମାଧବ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ପୁଅଙ୍କ ମାଡ଼ରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀ ଗୁରୁତର ଆହତ ହେବା ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବରଗଡ଼ ଟାଉନ ଥାନା ପୋଲିସ ପ୍ରଧାନ...

ପ୍ରଶ୍ନପତ୍ର ଲିକ୍‌ ଭାଇରାଲ ମେସେଜ୍‌କୁ ଖଣ୍ଡନ କଲେ ଏସ୍‌ପି

ବ୍ରହ୍ମପୁର ଅଫିସ,୨୬।୨: ରାଜ୍ୟ ଚୟନ ସମିତି(ଏସ୍‌ଏସ୍‌ବି) ଆନୁକୂଲ୍ୟରେ ଜିଲାସ୍ତରୀୟ ଚୟନ ସମିତି (ଡିଏଲ୍‌ଏସ୍‌ବି)ପକ୍ଷରୁ ରବିବାର କନ୍‌ଷ୍ଟେବଲ ପରୀକ୍ଷା ଅନୁଷ୍ଠିତ ହୋଇଛି। ଏନେଇ ବ୍ରହ୍ମପୁର ପୋଲିସ ପକ୍ଷରୁ ଜିଲାରେ ୫ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟରେ ୧୩୯୨ଜଣ...

ସୁରେଶ ମହାପାତ୍ରଙ୍କୁ ନୂଆ ଦାୟିତ୍ୱ: ଓଇଆର୍‌ସି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡ଼ିଶା ଇଲେକ୍ଟ୍ରିସିଟି ରେଗୁଲେଟୋରୀ କମିଶନ(ଓଇଆର୍‌ସି) ଚେୟାରମ୍ୟାନ୍‌ ହେବେ ସୁରେଶ ମହାପାତ୍ର। ରବିବାର ତାଙ୍କର ନୂଆ ନିଯୁକ୍ତି ନେଇ ଶକ୍ତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଇଏସ୍‌ ଅଫିସର ସୁରେଶ ଏବେ ରାଜ୍ୟର ମୁଖ୍ୟ ଶାସନ ସଚିବ ଅଛନ୍ତି।...

ପରଲୋକରେ ବରିଷ୍ଠ ଖବରଦାତା ଅଜିତ ମହାନ୍ତି

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଆଉ ନାହାନ୍ତି ବରିଷ୍ଠ ଖବରଦାତା ଅଜିତ ମହାନ୍ତି। ରବିବାର ମଧ୍ୟାହ୍ନରେ ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ ଧରି ସେ କର୍କଟ ରୋଗରେ ପୀଡ଼ିତ...

ପ୍ରଦୀପ ଜେନା ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୬ା୨(ବ୍ୟୁରୋ): ରାଜ୍ୟର ମୁଖ୍ୟ ଶାସନ ସଚିବ ପଦବୀ ପାଇଁ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଇଏସ୍‌ ପ୍ରଦୀପ ଜେନା ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ। ମାର୍ଚ୍ଚ ୧ରୁ ବିଧିବଦ୍ଧ ଭାବରେ ସେ ଦାୟିତ୍ୱ ଗ୍ରହଣ କରିବେ ବୋଲି ବିଜ୍ଞପ୍ତିରେ...

ପ୍ରିୟଙ୍କାଙ୍କ ହାତ ଧରିଲେ ଦିବ୍ୟଶଙ୍କର

ଭବାନୀପାଟଣା,୨୬ା୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ରବିବାର ଦ୍ବିତୀୟ ବିବାହ କରିଛନ୍ତି। ନିଜ ନିର୍ବାଚନ ମଣ୍ଡଳୀସ୍ଥିତ ଦେକୋଟ ଗ୍ରାମର ଭବାନୀ ଅଗସ୍ତିଙ୍କ ଝିଅ ପ୍ରିୟଙ୍କାଙ୍କ ହାତ ଧରିଛନ୍ତି ଦିବ୍ୟଶଙ୍କର।...

ସରିଲା ଦିବ୍ୟଶଙ୍କରଙ୍କ ନିର୍ବନ୍ଧ: ପଡ଼ିବ ହାତଗଣ୍ଠି

ଭୁବନେଶ୍ୱର,୨୬ା୨(ବ୍ୟୁରୋ): ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର। ବିଧାୟକଙ୍କ ନିର୍ବନ୍ଧ ସରିଥିବା ବେଳେ ରବିବାର ହାତଗଣ୍ଠି ପଡ଼ିବ। ସୋସିଆଲ ମିଡିଆରେ ନିର୍ବନ୍ଧ ସମୟର ଏକାଧିକ ଫଟୋ ଭାଇରାଲ ହେଉଛି। ଏହାକୁ...

କୋରାପୁଟରେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୬।୨(ବ୍ୟୁରୋ)/ବୈପାରୀଗୁଡ଼ା(ଡି.ଏନ.ଏ.): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କୋରାପୁଟ ଜିଲା ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଜୟପୁରରେ ପହଞ୍ଚିବା ପରେ ସେଠାରୁ ସେ ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ଗୁପ୍ତେଶ୍ବର ମନ୍ଦିର ଗସ୍ତ କରିଥିଲେ। ଗୁପ୍ତେଶ୍ବର...

ଯୁକ୍ତ୨ ପରୀକ୍ଷା ପରିଚାଳନା ନେଇ ଆଶଙ୍କା

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମାର୍ଚ୍ଚ ୧ରୁ ଆରମ୍ଭ ହେବ। ଏଥିପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବାବେଳେ ଏବେ ଅଧ୍ୟାପକଙ୍କ ଆନ୍ଦୋଳନ ସମସ୍ତଙ୍କ ଚିନ୍ତା ବଢ଼ାଇଦେଇଛି।...

ଶୌଚ ପାଇଁ ଗ୍ରାହକ, ବ୍ୟବସାୟୀ ହଟହଟା

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ସ୍ବଚ୍ଛ ସର୍ବେକ୍ଷଣରେ ସଫଳତା ପାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ନାନା ଯୋଜନା କରାଯାଉଛି। କିନ୍ତୁ ରାଜଧାନୀବାସୀଙ୍କ ଦୈନନ୍ଦିନ ଆବଶ୍ୟକତା ପୂରଣ କରୁଥିବା ୟୁନିଟ୍‌-୧ ହାଟରେ ପ୍ରତିଦିନ ହଜାର ହଜାର ଲୋକ ଚଳପ୍ରଚଳ କରୁଥିଲେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri