ରାଜ୍ୟ

ହାଇଦ୍ରାବାଦ ସ୍ଥାନାନ୍ତର ହେଲେ ପିଣ୍ଟୁ ନନ୍ଦ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଲିଭର ଟ୍ରାନ୍ସପ୍ଲାଣ୍ଟ୍‌ ଲାଗି ଡୋନର ନ ମିଳିବାରୁ ଶନିବାର ଦିଲ୍ଲୀରୁ ହାଇଦ୍ରାବାଦ ସ୍ଥାନାନ୍ତର ହୋଇଛନ୍ତି ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦ। ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ଥିବା ପିଣ୍ଟୁ ନନ୍ଦ ଗତ ୭ ତାରିଖରେ ନୂଆଦିଲ୍ଲୀସ୍ଥିତ ଆଇଏଲ୍‌ବିଏସ୍‌ ହସ୍ପିଟାଲରେ...

ତ୍ରିକୋଣୀୟ ପ୍ରେମରୁ ଯୁବକଙ୍କୁ ହତ୍ୟା: ୩ କୋର୍ଟ ଚାଲାଣ

ଭବାନୀପାଟଣା,୨୫ା୨(ସ୍ବ.ପ୍ର.): କେବେ ପ୍ରେମ ପାଇଁ ଅପହରଣ ତ କେବେ ହତ୍ୟା। ପ୍ରେମରେ ଅନ୍ଧ ହୋଇ ମଣିଷ ନିଜର ହିତାହିତ ଜ୍ଞାନ ଭୁଲି ନିଜ ସାଙ୍ଗର ଜୀବନ ନେବାକୁ ମଧ୍ୟ ପଛାଉ ନାହିଁ। ଏଭଳି ଏକ ଅଭାନୀୟ ଘଟଣା ଦେଖିବାକୁ ମିଳିଛି...

ପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ବନ୍ଦ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ଏବର୍ଷ ହେବ ନାହିଁ। ଶନିବାର ମହାପ୍ରଭୁ କପିଳେଶ୍ୱରଙ୍କ ନୀତିକାନ୍ତି ବନ୍ଦ ଯୋଗୁ ଚଳିତବର୍ଷ ହାଣ୍ଡିଭଙ୍ଗା ଯାତ୍ରା ବନ୍ଦ ରହିଛି। ପାଳିଆ ମଲିଆ ସେବାୟତମାନେ ନ ଆସିବାରୁ କପିଳେଶ୍ୱର ମନ୍ଦିରରେ ନୀତିକାନ୍ତି ହୋଇପାରିଲା ନାହିଁ।...

ପ୍ରଧାନଶିକ୍ଷୟିତ୍ରୀଙ୍କ ପୁଅଙ୍କ ମାଡ଼ରେ ଛାତ୍ରୀ ଗୁରୁତର, ଥାନାରେ ଅଭିଯୋଗ କଲେ ଅଭିଭାବକ

ବରଗଡ଼ ଅଫିସ,୨୫ା୨: ରାଜ୍ୟ ସରକାର ସ୍କୁଲ ପରିସରକୁ ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରିଛନ୍ତି। ମାତ୍ର ସରକାରଙ୍କ ଏହି ଘୋଷଣା ବାଟବଣା ହୋଇପଡ଼ିଛି। ବରଗଡ଼ ସହରର ଖଜୁରଟିକ୍ରାସ୍ଥିତ ରାଧାମାଧବ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନଶିକ୍ଷୟିତ୍ରୀଙ୍କ ପୁଅଙ୍କ ମାଡ଼ରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀ...

ଅଲିଭ୍‌ ରିଡ୍‌ଲେଙ୍କ ଅଣ୍ଡାଦାନ ଜାରି: ୩ ଦିନରେ ୩ ଲକ୍ଷ ୨୪ ହଜାର ୪୨୮ ଅଣ୍ଡାଦାନ

ଗଞ୍ଜାମ,୨୫ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଡ଼ମପେଟା ଓ ପୁରୁଣାବନ୍ଧ ନିକଟସ୍ଥ ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର ଅଲିଭ୍‌ ରିଡ୍‌ଲେଙ୍କ ସାମୂହିକ ଅଣ୍ଡାଦାନ ଜାରି ରହିଛି। ଗୁରବାର ସକାଳୁ ଶନିବାର ପର୍ଯ୍ୟନ୍ତ ୩ ଲକ୍ଷ ୨୪ ହଜାର ୪୨୮ ଅଲିଭ୍‌...

ସରକାରୀ ସ୍କୁଲ ପିଲାଙ୍କୁ ଦିଆଯିବ ନୋଟ୍‌ ବୁକ୍‌, ଶିକ୍ଷକ କ’ଣ ପଢାଉଛନ୍ତି ଏଥିରେ ରହିବ ଉଲ୍ଲେଖ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ସରକାରୀ ସ୍କୁଲ ପିଲାଙ୍କୁ ନୋଟ୍‌ ବୁକ୍‌ ଦିଆଯିବ। ଯେଉଁଥିରେ କି ପିଲାଙ୍କୁ ହୋମ୍‌ ଓ୍ବାର୍କ କ’ଣ ଦିଆଯାଉଛି ଏବଂ ଶିକ୍ଷକମାନେ କ’ଣ ପଢ଼ାଉଛନ୍ତି ତାହା ଉଲ୍ଲେଖ ରହିବ। ଫଳରେ ଅଭିଭାବକମାନେ ପିଲାର ପାଠପଢ଼ା ବିଷୟରେ ଜାଣିପାରିବେ। ଏନେଇ  ଶନିବାର...

ମାଓବାଦୀଙ୍କ ଗୁଳିରେ ୩ ଯବାନ ଶହୀଦ୍‌

ମାଲକାନଗିରି,୨୫।୦୨(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକମା ଅଞ୍ଚଳରେ ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ମାଓବାଦୀ ଗୁଳିରେ ୩ ଯବାନ ଶହୀଦ୍‌ ହୋଇଥିବା ସୂଚନା ମିଳିଛି। ଖବର ଅନୁଯାୟୀ, ସୁକମାରେ ମାଓବାଦୀମାନେ ଲୁଚି ରହିଥିବା ସୂଚନା ମିଳିଥିଲା । ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ...

ଗୋରୁ ମାଫିଅଙ୍କ ମାଡ଼ରେ ଆଇଆଇସି,ଏସ୍‌ଆଇ ଗୁରୁତର

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଗୋରୁ ମାଫିଆଙ୍କ ମାଡ଼ରେ ପୋଲିସ କର୍ମଚାରୀ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି କଟକଜିଲା ତିଗିରିଆ ଥାନା ଅନ୍ତର୍ଗତ ଗୋପୀନାଥପୁର ଶାସନ ଛକରେ । ଶୁକ୍ରବାର ବିଳମ୍ବିତ ରାତିରେ ତିଗିରିଆ ପୋଲିସ ପୋଟ୍ରୋଲିଂ କରୁଥିବା ବେଳେ ଏକ ଗୋରୁ...

ସ୍ବଚ୍ଛତା କ୍ଷେତ୍ରରେ ବିଏମ୍‌ସିକୁ ପୁଣି ପ୍ରଶଂସା

ଭୁବନେଶ୍ୱର,୨୫।୨(ବ୍ୟୁରୋ): ସ୍ବଚ୍ଛତା କ୍ଷେତ୍ରରେ ସମଗ୍ର ଦେଶରେ ଭୁବନେଶ୍ବର ଏକ ଉଦାହରଣ ପାଲଟିଛି। ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ଦ୍ବାରା ସହରରେ ନିୟମିତ ସଫେଇ ହେଉଥିବାବେଳେ ଏହା ସ୍ବଚ୍ଛ ସର୍ବେକ୍ଷଣ ୨୦୨୩ରେ ନିଜର ଶୀର୍ଷ ପ୍ରଦର୍ଶନ ଦର୍ଶାଉଛି। ବିଏମ୍‌ସି ଦ୍ବାରା ରାସ୍ତାରେ...

ବଳାତ୍କାର, ହତ୍ୟା ଅଭିଯୋଗରେ ପ୍ରେମିକ ଗିରଫ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁର ଗ୍ରାମର ଏକ ନିର୍ମାଣାଧୀନ ଆପାର୍ଟମେଣ୍ଟ ନିକଟ ପ଼ଡ଼ିଆରୁ ଜଣେ ମହିଳାଙ୍କ ମୃତଦେହ ଜବତ ମାମଲାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଉକ୍ତ ମହିଳାଙ୍କୁ ବଳାତ୍କାର ପରେ ଓଢ଼ଣିରେ ତଣ୍ଟିଚିପି ହତ୍ୟା କରାଯାଇଥିବା ନେଇ...

ଆକାଶ ପଥରେ ସୁଗମ ହେବ ଗମନାଗମନ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଆକାଶ ପଥରେ ଗମନାଗମନ ସୁଗମ କରିବା ପାଇଁ ‘ଉଡାନ୍‌’ ଯୋଜନାରେ ବେସାମରିକ ବିମାନ ଚଳାଚଳକୁ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଥିବାବେଳେ ରାଜ୍ୟ ସରକାର ମଧ୍ୟ ଏଥିରେ ଅଂଶୀଦାର ସାଜିଛନ୍ତି। ଝାରସୁଗୁଡ଼ା, ଜୟପୁର ସମେତ ଆଗାମୀ ଦିନରେ ଅନ୍ୟ ବିମାନବନ୍ଦରକୁ...

ଅର୍ଥନୈତିକ ସର୍ଭେ ରିପୋର୍ଟରେ ବିଫଳତା ଲୁଚାଯାଇଛି: ଭାଜପା

ଭୁବନେଶ୍ବର,୨୫ା୨(ବ୍ୟୁରୋ): ମିଥ୍ୟା ତଥ୍ୟର ଦସ୍ତାବିଜ ହେଉଛି ଗୁରୁବାର ଉପସ୍ଥାପିତ ହୋଇଥିବା ୨୦୨୨-୨୩ର ରାଜ୍ୟ ଅର୍ଥନୈତିକ ସର୍ଭେ ରିପୋର୍ଟ। ଅର୍ଦ୍ଧସତ୍ୟ, ଗୋଲାପୀ ସ୍ବପ୍ନ ଆଧାରିତ ଏହି ରିପୋର୍ଟରେ ଅନେକ ବିଫଳତାକୁ ରାଜ୍ୟ ସରକାର ଲୁଚାଇଛନ୍ତି। ଆସନ୍ତା ଫେବୃୟାରୀ ୨୮ରେ ଜାତୀୟ ଆୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri