ରାଜ୍ୟ

୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ବଜେଟ: ଆୟବ୍ୟୟ ନେଇ ବିସ୍ତୃତ ତଥ୍ୟ ଦେଲେ ଅର୍ଥମନ୍ତ୍ରୀ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ରେକର୍ଡ ପରିମାଣର ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି। ଏଥର ବଜେଟ୍‌ରେ ଅନେକ ନୂଆ ଯୋଜନା ଘୋଷଣା କରାଯିବା ସହ...

ବଜେଟରେ ପର୍ଯ୍ୟଟନକୁ ଫୋକସ: ଅବଢା ଯୋଜନା ପାଇଁ ୨୨୪ କୋଟି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ତେବେ ବଜେଟରେ ପର୍ଯ୍ୟଟନକୁ ମଧ୍ୟ ରାଜ୍ୟ ସରକାର ଫୋକସ କରିଛନ୍ତି। ପର୍ଯ୍ୟଟନ କ୍ଷେତ୍ରରେ ବିକାଶ ପାଇଁ ୬ଶହ ୬୦କୋଟି ଟଙ୍କା ବ୍ୟୟବରାଦ...

ରେଳପଥର ବିକାଶ ପାଇଁ ୩୨୦ କୋଟି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟରେ ରେଳ ଭିତ୍ତିଭୂମି ବିକାଶ ପାଇଁ ରାଜ୍ୟ ସରକାର ବଜେଟରେ ୩୨୦ ଟଙ୍କାର ବ୍ୟୟବରାଦ କରିଛନ୍ତି। ଖୋର୍ଦ୍ଧାରୋଡ-ବଲାଙ୍ଗୀର, ଜୟପୁର- ନବରଙ୍ଗପୁର, ଜୟପୁର-ମାଲକାନଗିରି, ବରଗଡ-ନୂଆପଡା ଏହି ୪ଟି ନୂଆ ରେଳ ଲାଇନ ପ୍ରକଳ୍ପ ବାବଦରେ ଏହି ଟଙ୍କା ଖର୍ଚ୍ଚ କରାଯିବ...

ରାଜ୍ୟ ବଜେଟ ୨୦୨୩-୨୪: ହରିଶ୍ଚନ୍ଦ୍ର ଯୋଜନା ସହାୟତା ରାଶି ବୃଦ୍ଧି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟ ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ରାଶି ବୃଦ୍ଧି କରିଛନ୍ତି। ଗ୍ରାମାଞ୍ଚଳରେ ଏହି ସହାୟତା ରାଶିକୁ ୨ହଜାରରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ, ସହରାଞ୍ଚଳରେ ଏହି ସହାୟତା ରାଶିକୁ...

ରାଜ୍ୟ ବଜେଟ: ଜାଣନ୍ତୁ କ’ଣ ରହିଛି ନୂଆ, କେଉଁ ଯୋଜନାରେ କେତେ ବ୍ୟୟବରାଦ…

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଉପସ୍ଥାପନ ହୋଇଛି ରାଜ୍ୟ ବଜେଟ। ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ୨ ଲକ୍ଷ ୩୦ ହଜାର କୋଟିର ବଜେଟକୁ ଶୁକ୍ରବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଉପସ୍ଥାପନ କରିଛନ୍ତି। ବଜେଟରେ ଶିକ୍ଷା, ସ୍ବାସ୍ଥ୍ୟ, କୃଷି ଭଳି କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇଥିବା...

ରାଜ୍ୟ ବଜେଟରେ ‘ମିଶନ ଶକ୍ତି ସ୍କୁଟର ଯୋଜନା’: ହୋଇଛି ୫୦ କୋଟିର ବ୍ୟୟବରାଦ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ୨ ଲକ୍ଷ ୩୦ ହଜାର କୋଟିର ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ମିଶନ ଶକ୍ତି ବିଭାଗ ପାଇଁ ୨୫୫୪ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ବିଶେଷକରି ମିଶନ...

ବଜେଟରେ ଶିକ୍ଷାକୁ ଗୁରୁତ୍ୱ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ବିଧାନସଭାରେ ବଜେଟ ୨୦୨୩-୨୪ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ରାଜ୍ୟ ବଜେଟରେ ଶିକ୍ଷାକୁ ଗୁରୁତ୍ୱ ଦେଇଛନ୍ତି ସରକାର । ବଜେଟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ୨୨ ହଜାର ୨୮ କୋଟି ଟଙ୍କାର...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଲାଗି ୧୩୯ କୋଟି ଟଙ୍କା ବ୍ୟୟବରାଦ: ଅର୍ଥମନ୍ତ୍ରୀ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ଅପରାହ୍ନରେ ବଜେଟ ଉପସ୍ଥାପନ କରୁଛନ୍ତି। ବଜେଟରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ନେଇ ବ୍ୟବସ୍ଥା କରାଯାଇଛି। ଏଥିନିମନ୍ତେ ୧୩୯ କୋଟି ବ୍ୟୟବରାଦ ହୋଇଛି। ୩୪,୫୦୦ ଛାତ୍ରୀଛାତ୍ରଙ୍କୁ ଏକାଡେମିକ ପୁରସ୍କାର...

ରାଜ୍ୟ ବଜେଟ୍‌ : ଜାଣନ୍ତୁ କେଉଁ ବିଭାଗକୁ କେତେ

ଭୁବନେଶ୍ୱ,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଶୁକ୍ରବାର ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍‌ ଉପସ୍ଥାପନ କରିଛନ୍ତି। ତେବେ ଏଥିରେ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରାଯାଇଛି। ସ୍ବାସ୍ଥ୍ୟ ପାଇଁ ୧୬,୦୪୮...

୨୦୨୩-୨୪ ରାଜ୍ୟ ବଜେଟ: ସ୍ବାସ୍ଥ୍ୟ କ୍ଷେତ୍ରରେ ୧୬ ହଜାର କୋଟି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ରାଜ୍ୟ ବଜେଟରେ ସ୍ବାସ୍ଥ୍ୟ ପାଇଁ ୧୬ ହଜାର କୋଟି ବ୍ୟୟବରାଦ ହୋଇଛି। ଗତବର୍ଷ ତୁଲନାରେ ଏହା ୨୭ ପ୍ରତିଶତ ବୃଦ୍ଧି ପାଇଛି। ମୋଟ ରାଜ୍ୟ ବଜେଟର ୧୭ ପ୍ରତିଶତ ସ୍ବାସ୍ଥ୍ୟ କ୍ଷେତ୍ରରେ ବ୍ୟୟବରାଦ କରାଯାଇଛି। ସ୍ବାସ୍ଥ୍ୟ ଓ...

ରାଜ୍ୟ ବଜେଟ: ମିଲେଟ ମିଶନକୁ ଗୁରୁତ୍ୱ

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି। ମୋଟ୍‌ ୨ ଲକ୍ଷ ୩୦ହଚାର କୋଟିର ବଜେଟ ଉପସ୍ଥାପନ କରାଯାଇଛି। ଯାହା ଚଳିତ ବର୍ଷଠାରୁ ଆସନ୍ତା ଆର୍ଥିକ ବର୍ଷର...

୨୦୨୩-୨୪ ରାଜ୍ୟ ବଜେଟ: କୃଷି ପାଇଁ ୨୪ ହଜାର ୮୨୯ କୋଟି

ଭୁବନେଶ୍ୱର,୨୪।୨(ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷର ସାଧାରଣ ବଜେଟ ଶୁକ୍ରବାର ଆରମ୍ଭ ହୋଇଛି। ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ ଉପସ୍ଥାପନ କରୁଛନ୍ତି। ଏହି ଅବସରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସରକାରଙ୍କ ବିଭିନ୍ନ ସଫଳତା ବଖାଣିଛନ୍ତି। ବଜେଟରେ ଚାଷୀଙ୍କୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri