ରାଜ୍ୟ

ସ୍କ୍ରାପ ହେବ ୧୫ ବର୍ଷରୁ ଊର୍ଦ୍ଧ୍ୱ ଗାଡ଼ି

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ୨୦ଲକ୍ଷ ୩୯ ହଜାର ୫୦୦ ଗାଡ଼ି ସ୍କ୍ରାପ ହେବ। ୧୫ ବର୍ଷରୁ ଊର୍ଦ୍ଧ୍ୱ ଗାଡି ଥିବା ଏବଂ ଗାଡିଗୁଡିକରେ ଫିଟ୍‌ନେସ ନ ଥିବ, ସେହି ଗାଡ଼ିଗୁଡିକୁ ସ୍କ୍ରାପ କରାଯିବ ବୋଲି ବିଧାନସଭାରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ...

ଜଙ୍ଗଲରୁ ମିଳିଲା ମହିଳା, ପୁରୁଷଙ୍କ ଗଳିତ ମୃତଦେହ

ଖୁଣ୍ଟୁଣୀ,୨୩।୨(ଡି.ଏନ୍‌.ଏ): କଟକ ଜିଲା ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରୁ ଗୁରୁବାର ଜଣେ ମହିଳା ଏବଂ ପୁରୁଷଙ୍କ ଗଳିତ ମୃତଦେହ ପୋଲିସ ଉଦ୍ଧାର କରିଛି। ହେଲେ ଉଭୟଙ୍କ ପରିଚୟ ଜଣାପଡ଼ିନାହିଁ। ତେବେ କେଉଁ ପରିସ୍ଥିତିରେ ଉଭୟଙ୍କ ମୃତ୍ୟୁ ଘଟିଛି...

ଗୋପବନ୍ଧୁ ଆମ ପାଇଁ ପ୍ରେରଣାଦାୟୀ: ମୁଖ୍ୟମନ୍ତ୍ରୀ

ସାକ୍ଷୀଗୋପାଳ,୨୩।୨(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ଅଞ୍ଚଳର ସୁଆଣ୍ଡୋ ଗ୍ରାମରେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଆକର୍ଷଣୀୟ ଐତିହ୍ୟ ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକାର୍ପଣ କରିଛନ୍ତି। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ତ୍ୟାଗ ଓ ବଳିଦାନର ଅମ୍ଳାନ୍‌...

ବିଜୟ ମହାପାତ୍ରଙ୍କ ପୁଅଙ୍କୁ ନେଇ ପାଟକୁରା ରାଜନୀତି ସରଗରମ

ପାଟକୁରା,୨୩ା୨(ଡି.ଏନ୍‌.ଏ.): ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ରଙ୍କୁ ନେଇ ପାଟକୁରା ରାଜନୀତି ସରଗରମ ରହିଛି। ନିଜର ଶତାଧିକ ସମର୍ଥକଙ୍କ ସହିତ ଶୋଭାଯାତ୍ରାରେ ଯାଇ ଅରବିନ୍ଦ ଗରଦପୁର ବ୍ଲକ ଅଫିସ ଆଗରେ ପ୍ରତିବାଦ ସଭା କରିଛନ୍ତି। ଆବାସ...

ଋଷିକୂଲ୍ୟା ମୁହାଣରେ ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ

ଗଞ୍ଜାମ,୨୩ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟସ୍ଥ ଋଷିକୂଲ୍ୟା ମୁହାଣ ବେଳାଭୂମିରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଗୁରୁବାର ଆରମ୍ଭ ହୋଇଛି। ପୂର୍ବରୁ ଦୀର୍ଘ ୭ ବର୍ଷ ପରେ ଚଳିତ ବର୍ଷ ଏହି ଅଲିଭ ରିଡ୍‌ଲେ କଇଁଛମାନେ ଦିନବେଳା...

ଆୟୁର୍ବେଦ ପ୍ରତି ଲୋକଙ୍କ ଆଗ୍ରହ ବଢ଼ିଛି

ଉତ୍ତମ ଜୀବନଚର୍ଯ୍ୟା ଓ ଖାଦ୍ୟାଭାସ ସହ କେତେକ ସ୍ବାସ୍ଥ୍ୟ ଅନୁକୂଳ ପରାମର୍ଶ ବର୍ତ୍ତମାନ ସମୟରେ ଜୀବନଯାପନ ପାଇଁ ବିଶେଷ ସହାୟକ ହୋଇଥାଏ। ଏପରିକି ବୈଦିକ ଯୁଗରୁ ନୀରୋଗ ଜୀବନ ପାଇଁ ଆୟୁର୍ବେଦ ପ୍ରଚଳିତ ହୋଇଆସିଛି। ବିଶେଷକରି ପୂର୍ବକାଳରେ ମଧ୍ୟ ରାଜାରାଜୁଡ଼ାମାନଙ୍କର...

ସୌମ୍ୟ ମୃତ୍ୟୁ ମାମଲା: କ୍ରାଇମବ୍ରାଞ୍ଚ ଟିମ୍‌ର ତନାଘନା

ଭୁବନେଶ୍ୱର,୨୩।୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମଡେଲ ସୌମ୍ୟ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ମାମଲାରେ ତଦନ୍ତ ଜାରି ରହିଛି। ତେବେ ଏହି ମାମଲାରେ ଗୁରୁବାର ସୌମ୍ୟଙ୍କ ଘରେ ୫ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ ପହଞ୍ଚି ପଚରାଉଚରା କରୁଥିବା ଜଣାପଡିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ କ୍ରାଇମବ୍ରାଞ୍ଚ...

ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୩ା୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଜିଲା ସୁଆଣ୍ଡୋ ଗ୍ରାମରେ ପହଞ୍ଚିଛନ୍ତି। ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଆସି ସୁଆଣ୍ଡୋଠାରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇଥିଲେ। ସେଠାରୁ ପ୍ରଥମେ ଗାଁମୁଣ୍ଡରେ ଥିବା ଶିବମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ।...

ଗୋଟିଏ ବିଦ୍ୟାଳୟରେ ୨ ପ୍ରଧାନ ଶିକ୍ଷକ

କଟକ ଅଫିସ,୨୩ା୨: ଖ୍ରୀଷ୍ଟ କଲିଜିଏଟ୍‌ ସ୍କୁଲରେ ୨ ଜଣ ପ୍ରଧାନ ଶିକ୍ଷକ। ଜିଲା ଶିକ୍ଷା ଅଧିକାର(ଡିଇଓ) କାର୍ଯ୍ୟାଳୟ ପକ୍ଷରୁ ଜଣଙ୍କୁ ପ୍ରଧାନ ଶିକ୍ଷକ ଦାୟିତ୍ୱ ଦିଆ ଯାଇଥିବାବେଳେ କଟକ ଖ୍ରୀଷ୍ଟିଆନ ଏଜୁକେଶନ ବୋର୍ଡ (ସିସିଇବି) ଦ୍ବାରା ଆଉ ଜଣେ ପ୍ରଧାନ...

ରାଜ୍ୟ ପୋଲିସରେ ୭୦୦୦ରୁ ଅଧିକ ପଦବୀ ଖାଲି, ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୨୩ା୨: ରାଜ୍ୟ ପୋଲିସରେ ଏବେ ୭ ହଜାର ପଦବୀ ଖାଲି ପଡ଼ିଛି। କନଷ୍ଟେବଳଠାରୁ ଆରମ୍ଭ କରି ଅତିରିକ୍ତ ଏସ୍‌ପି ପର୍ଯ୍ୟନ୍ତ ପଦ ଖାଲି ପଡ଼ିଥିବା ନେଇ ରାଜ୍ୟ ସରକାର ହାଇକୋର୍ଟରେ ଦାଖଲ କରିଥିବା ସତ୍ୟପାଠରୁ ସ୍ପଷ୍ଟ ହୋଇଛି। ରାଜ୍ୟରେ...

କେନ୍ଦ୍ରାପଡ଼ା ଜିଲାରେ ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା ଅଫିସ, ୨୩ା୨: ରାଜ୍ୟ ସରକାରଙ୍କ ସର୍ଭେ ରିପୋର୍ଟରେ କେନ୍ଦ୍ରାପଡ଼ା ଜିଲାର କୌଣସି ବ୍ଲକ ଅଞ୍ଚଳରେ ପିଇବାକୁ ଉପଯୁକ୍ତ ପାଣି ନାହିଁ । ଏହି ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେଉଛି । ୯ ବ୍ଲକ ଅଞ୍ଚଳ ମଧ୍ୟରୁ...

ଆଉ ନିର୍ବାଚନ ଲଢ଼ିବିନି: ସୁର

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ଜଟଣୀ ବିଧାୟକ ସୁର ରାଉତରାୟ ଏକ ବଡ଼ ଘୋଷଣା କରିଛନ୍ତି। ସୁର କହିଛନ୍ତି, ମୁଁ ଆଉ ନିର୍ବାଚନ ଲଢ଼ିବିନି। ମୋତେ ୮୦ ବର୍ଷ ହେଲାଣି। ଏଣିକି ମୋ’ ପୁଅ ମନ୍ମଥ ରାଉତରାୟ କଂଗ୍ରେସ ଟିକେଟ୍‌ରେ ଜଟଣୀରୁ ନିର୍ବାଚନ ଲଢ଼ିବ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri